ବାଣିଜ୍ୟ

ରେନୋ ପକ୍ଷରୁ ଦେଶବ୍ୟାପୀ ସମର ସର୍ଭିସ କ୍ୟାମ୍ପ ଘୋଷଣା

ଭୁବନେଶ୍ୱର,୨୪-୪: ୟୁରୋପୀୟ ଅଟୋମୋଟିଭ୍‌ ବ୍ରାଣ୍ଡ ରେନୋ ଇଣ୍ଡିଆ ପକ୍ଷରୁ ଦେଶବ୍ୟାପୀ ସମର ସର୍ଭିସ କ୍ୟାମ୍ପର ଶୁଭାରମ୍ଭ ଘୋଷଣା କରାଯାଇଛି। ମାସ ୨୨ ଏପ୍ରିଲଠାରୁ ୨୮ ଏପ୍ରିଲ ଯାଏ କମ୍ପାନୀର ସର୍ଭିସ ଫାସିଲିଟିଗୁଡିକରେ ଅନୁଷ୍ଠିତ ହେବ। ଗ୍ରାହକ ସନ୍ତୁଷ୍ଟି ପଦକ୍ଷେପ ବୃଦ୍ଧି...

ଜେଏମ୍‌ଜି ହିରୋରେ ଗ୍ରାହକ ସମ୍ମିଳନୀ

କଟକ,୨୪-୪:ପ୍ରମୁଖ ଦୁଇଚକିଆ ଯାନ ନିର୍ମାତା ହିରୋ ମୋଟୋକର୍ପ ଲିମିଟେଡର ଅଧିକୃତ ବିକ୍ରେତା ଜେଏମ୍‌ଜି ହିରୋ ପକ୍ଷରୁ ଗୁଡ୍‌ ଲାଇଫ ଗ୍ରାହକମାନଙ୍କୁ ନେଇ ଏକ  ସମ୍ମିଳନୀ ଅନୁଷ୍ଠିତ ହୋଇ ଯାଇଛି। ଉଲ୍ଲେଖନୀୟ ସଫଳତା ହାସଲ କରିଥିବା ୭୦ ଜଣଙ୍କୁ ଏଠାରେ କମ୍ପାନୀ...

ଆଧାର ଏକ ପରିଚୟ ପତ୍ର: ନିଲେକାନି

ବେଙ୍ଗାଲୁରୁ,୨୪-୪: ଆଧାର କୌଣସି ବ୍ୟକ୍ତିର ଗୋପନୀୟତା ବା ତାଙ୍କ ଉପରେ ନଜର ରଖିବାର ମାଧ୍ୟମ ନୁହେଁ, ବରଂ ଏହା ଏକ ପରିଚୟ ମାତ୍ର ବୋଲି ଆଇଟି କମ୍ପାନୀ ଇନ୍‌ଫୋସିସ୍‌ର ସହପ୍ରତିଷ୍ଠାତା ତଥା ଭାରତୀୟ ବିଶିଷ୍ଟ ପରିଚୟ ପ୍ରାଧିକରଣ(ୟୁଆଇଡିଏଆଇ)ର ପୂର୍ବତନ ଅଧ୍ୟକ୍ଷ...

୨୬ରୁ ସ୍ପାଇସଜେଟ୍‌ ଉଡ଼ାଇବ ୨୮ ବିମାନ

ନୂଆଦିଲ୍ଲୀ,୨୪-୪: ଆସନ୍ତା ୨୬ରୁ ଘରୋଇ ନେଟଓ୍ବାର୍କରେ ସ୍ପାଇସଜେଟ୍‌ ନୂଆଦିଲ୍ଲୀ ଏବଂ ମୁମ୍ବାଇରୁ ଅନ୍ୟ ସହରକୁ ଦୈନିକ ୨୮ ନୂଆ ବିମାନ ଉଡ଼ାଇବ ବୋଲି ମଙ୍ଗଳବାର କମ୍ପାନୀ ପକ୍ଷରୁ କୁହାଯାଇଛି। ସ୍ପାଇସଜେଟ୍‌ କହିଛି ଯେ, ଏହା ମୁମ୍ବାଇ-ଜୟପୁର-ମୁମ୍ବାଇ, ମୁମ୍ବାଇ-ଅମୃତସର-ମୁମ୍ବାଇ, ମୁମ୍ବାଇ-ମାଙ୍ଗାଲୋର-ମୁମ୍ବାଇ ଏବଂ...

ଅନ୍ୟ ବୃହତ୍‌ ଦେଶରୁ ତେଲ କିଣାଯିବ: ଧର୍ମେନ୍ଦ୍ର

ନୂଆଦିଲ୍ଲୀ,୨୪-୪: ଆସନ୍ତା ମେ’ ୨ ପରେ ଭାରତ ସମେତ ୮ଟି ଦେଶ ଇରାନରୁ ଅଶୋଧିତ ତେଲ କିଣିପାରିବେ ନାହିଁ। ଏ ସଂକ୍ରାନ୍ତରେ ପୂର୍ବରୁ ଆମେରିକା କଟକଣା କୋହଳ କରିଥିଲା। ତେବେ ଉକ୍ତ ତାରିଖ ପରେ କଟକଣା ପୁନର୍ବାର ଲାଗୁ ହେବ...

ଜେଟ୍‌ର ୪୧୦ ପାଇଲଟ ଦେଇସାରିଛନ୍ତି ଇସ୍ତଫା

ନୂଆଦିଲ୍ଲୀ,୨୪-୪: ଜେଟ୍‌ ଏୟାରଓ୍ବେଜ ପୁଣିଥରେ ଉଡ଼ିବା ନେଇ ସଂଶୟ ରହିଛି। ଗତ ୭ ମାସ ମଧ୍ୟରେ ୪୧୦ ଜଣ ପାଇଲଟ ଓ କ୍ୟାପ୍ଟେନ ଚାକିରି ଛାଡ଼ିଛନ୍ତି। ଏବେ ଜେଟ୍‌ ନିକଟରେ ୧୫୨୭ ପାଇଲଟ ରହିଛନ୍ତି  ବୋଲି ଏୟାରଲାଇନର ପାଇଲଟ ସଂଘ,...

ଗ୍ରାହକଙ୍କୁ ଦେଲାନି ଜିଏସ୍‌ଟି ଫାଇଦା;ପି ଆଣ୍ଡ ଜି ଖାଇଗଲା ୨୫୦ କୋଟି

ନୂଆଦିଲ୍ଲୀ,୨୪-୪: ସାମଗ୍ରୀ ଏବଂ ସେବା ଟିକସ(ଜିଏସ୍‌ଟି) ଅଧୀନରେ ଗ୍ରାହକଙ୍କୁ ଫାଇଦା ନ ଦେଇ ଆମେରିକାର ମଲ୍ଟି ନ୍ୟାଶନାଲ ଏଫ୍‌ଏମ୍‌ସିଜିି କମ୍ପାନୀ ପ୍ରକ୍ଟର ଆଣ୍ଡ ଗ୍ୟାମ୍ବଲ(ପି ଆଣ୍ଡ ଜି) ୨୫୦ କୋଟି ଟଙ୍କା ଚଳୁ କରିଦେଇଛି ବୋଲି ଜିଏସ୍‌ଟି ଲାଭ ଯାଞ୍ଚ...

ଅନ୍ୟ କମ୍ପାନୀକୁ ଜେଟ୍‌ର ସ୍ଲଟ୍‌ ପ୍ରଦାନ ଅସ୍ଥାୟୀ: ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୨୪-୪: ଜେଟ୍‌ ଏୟାରଓ୍ବେର ସ୍ଲଟକୁ ନେଇ ବିଭିନ୍ନ ବିବାଦ ଉପୁଜୁଥିବା ବେଳେ ଏହାକୁ ନେଇ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ନିଜର ପ୍ରତିକ୍ରିୟା ରଖିଛି। ବିମାନ କମ୍ପାନୀର ସ୍ଲଟକୁ ଅସ୍ଥାୟୀ ଭାବେ ଅନ୍ୟ ସଂସ୍ଥାକୁ ଦିଆଯାଉଛି ବୋଲି ମନ୍ତ୍ରଣାଳୟ ପ୍ରକାଶ...

ଇରାନ ତେଲ କଟକଣା;ଅର୍ଥନୀତି ଉପରେ ପଡ଼ିବ ପ୍ରତିକୂଳ ପ୍ରଭାବ

ନୂଆଦିଲ୍ଲୀ,୨୪-୪: ଇରାନଠାରୁ ତେଲ ଆମଦାନି ବନ୍ଦ କରିବାକୁ ଭାରତ ସମେତ ୮ ଦେଶକୁ ଆମେରିକା ନିର୍ଦ୍ଦେଶ ଦେବା ପରେ ଏହାର ପ୍ରଭାବ ଅନ୍ତର୍ଜାତୀୟ ବଜାର ଉପରେ ପଡିଛି। ମଙ୍ଗଳବାର ଅଶୋଧିତ ତେଲ ପାଞ୍ଚ ମାସର ସର୍ବୋଚ୍ଚ ସ୍ତର ଛୁଇଁଛି। ଆମେରିକାର...

କେନ୍ଦ୍ରକୁ ଶିବସେନାର ପରାମର୍ଶ;ଜେଟ୍‌ ଏୟାରଓ୍ବେଜ କର୍ମଚାରୀଙ୍କୁ ବଞ୍ଚାଅ

ମୁମ୍ବାଇ,୨୩-୪: ଜେଟ୍‌ ଏୟାରଓ୍ବେଜକୁ ଅଧିଗ୍ରହଣ କରି ଏହି ଏୟାରଲାଇନ କର୍ମଚାରୀଙ୍କୁ ବଞ୍ଚାଇବାକୁ ଶିବସେନା ଭାଜପା ନେତୃତ୍ୱାଧୀନ କେନ୍ଦ୍ର ସରକାରଙ୍କୁ ପରାମର୍ଶ ଦେଇଛି। ଦଳର ମୁଖପତ୍ର ‘ସାମ୍‌ନା’ର ସମ୍ପାଦକୀୟରେ ଲେଖାଯାଇଛି ଯେ, ବେକାରିଙ୍କର ଅଭିଶାପ ସ୍ବାଧ୍ୱୀଙ୍କ ଅଭିଶାପଠାରୁ ଅଧିକ ଶକ୍ତିଶାଳୀ। ୨୬/୧୧...

ବିଆଇଏସ୍‌ ଅଧୀନକୁ ଆସିବ ହେଲମେଟ ସୁରକ୍ଷାମାନ

ନୂଆଦିଲ୍ଲୀ,୨୩-୪: ଦୁଇଚକିଆ ଗାଡ଼ିଚାଳକମାନେ ବ୍ୟବହାର କରୁଥିବା ହେଲମେଟର ସୁରକ୍ଷା ମାନକୁ ବ୍ୟୁରୋ ଅଫ୍‌ ଇଣ୍ଡିଆନ ଷ୍ଟାଣ୍ଡାର୍ଡ(ବିଆଇଏସ୍‌) ଅଧୀନକୁ ଅଣାଯିବ। ଏଥିପାଇଁ ଏକ ନୂଆ ନିୟମ ଲାଗୁ ହେବ। ହେଲମେଟ ପ୍ରସ୍ତୁତି ବିଆଇଏସ୍‌ ମାନଦଣ୍ଡ ଅନୁଯାୟୀ ହେଉ ନ ଥିବାରୁ ଏହାର...

ସୁପ୍ରିମକୋର୍ଟରେ ଟିକଟକ୍‌ ମାମଲାର ଶୁଣାଣି;ମାଡ୍ରାସ ହାଇକୋର୍ଟକୁ ୨୪ ସୁଦ୍ଧା ସମୟ, ନଚେତ ବ୍ୟାନ ହଟିବ

ନୂଆଦିଲ୍ଲୀ,୨୩-୪: ଭାରତ ସମେତ ବିଶ୍ୱର ବହୁ ଦେଶରେ ଅତ୍ୟନ୍ତ ଲୋକପ୍ରିୟ ସର୍ଟ ଭିଡ଼ିଓ ଆପ୍‌ ଟିକ୍‌ଟକ ଉପରେ ଲାଗିଥିବା ବ୍ୟାନ୍‌ ହଟିଯିବା ସମ୍ଭାବନା ରହିିଛି। ସୋମବାର ଏ ସଂକ୍ରାନ୍ତରେ ସୁପ୍ରିମକୋର୍ଟରେ ଆଗତ ମାମଲାର ଶୁଣାଣି ହୋଇଥିଲା। ମାଡ୍ରାସ ହାଇକୋର୍ଟ ବ୍ୟାନ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri