ନ୍ୟୁୟର୍କ,୨୨-୪: ଭାରତରେ ଭାରି ମାତ୍ରାରେ ନିଯୁକ୍ତି ସୁଯୋଗ ସୃଷ୍ଟି କରିବାକୁ ହେଲେ ଗଭୀର ଶ୍ରମ ବିକାଶ ପ୍ରତି ଧ୍ୟାନ ଦେବାକୁ ହେବ। ସରକାରୀ ବ୍ୟାଙ୍କଗୁଡ଼ିକର ଘରୋଇକରଣ କରିବା ସହିତ ଆଗାମୀ ୫ ବର୍ଷ ମଧ୍ୟରେ ଆର୍ଥିକ ସଂସ୍କାର ପ୍ରକ୍ରିୟାକୁ ପୂର୍ଣ୍ଣ...
ନୂଆଦିଲ୍ଲୀ,୨୧-୪: ଦେଶର ସବୁଠାରୁ ମୂଲ୍ୟବାନ କମ୍ପାନୀଙ୍କ ମଧ୍ୟରେ ୬ଟିର ବଜାର ପୁଞ୍ଜୀକରଣ ଗତ ସପ୍ତାହରେ ୯୮,୫୦୨.୪୭ କୋଟି ଟଙ୍କା ବଢ଼ିଛି। ତନ୍ମଧ୍ୟରୁ ଆଇଟି ସେକ୍ଟରରେ ଅଗ୍ରଣୀ କମ୍ପାନୀ ଟିସିଏସ୍ ସବୁଠାରୁ ଲାଭାନ୍ବିତ ହୋଇଛି। ଗୁରୁବାର ବନ୍ଦ ପରେ ଲାଭରେ ରହିଥିବା...
ନୂଆଦିଲ୍ଲୀ,୨୨-୪: ଦେଶର ସର୍ବବୃହତ ଆଇଟି ସେବା କମ୍ପାନୀ ଟାଟା କନସଲଟାନ୍ସି(ଟିସିଏସ୍) ଭାରତୀୟ ପୋଷ୍ଟ ଅଫିସଗୁଡ଼ିକ ଆଧୁନିକ କରିବାରେ ବଡ଼ ଭୂମିକା ନେଉଛି। ଏହାର ସହାୟତାରେ ଅଦ୍ୟାବଧି ୧.୫ ଲକ୍ଷ ପୋଷ୍ଟଅଫିସକୁ ଅତ୍ୟାଧୁନିକ କରାଯାଇସାରିଛି। କମ୍ପାନୀ ଏଥିଲାଗି ଏକୀକୃତ ସମାଧାନ ସେବା...
Archives
Model This Week
ପିଲାଙ୍କ ଧରିତ୍ରୀ