ବାଣିଜ୍ୟ

ନିବେଶକ ହରାଇଲେ ୭ ଲକ୍ଷ କୋଟିରୁ ଅଧିକ, ୩ଦିନରେ କମିଲା ପ୍ରାୟ ୧୧ଲକ୍ଷ କୋଟି

ନୂଆଦିଲ୍ଲୀ,୧୦ା୫: କ୍ରମାଗତ ଭାବେ ଘରୋଇ ଶେୟାର ବଜାର କାରବାରରେ ହ୍ରାସ ଘଟୁଛି। ଫଳରେ ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ ବା ବିଏସ୍‌ଇରେ ପଞ୍ଜୀକୃତ ଷ୍ଟକ୍‌ଗୁଡିକର ଶେୟାର ବଡ ଧରଣର କମିଥିଲାବେଳେ ନିବେଶକମାନେ ଲକ୍ଷାଧିକ ଟଙ୍କାର କ୍ଷତି ସହିଛନ୍ତି। ଏପରିକି ଦିନକରେ ନିବେଶକ...

୬୦୦ ପଏଣ୍ଟ ଖସିଲା ସେନ୍‌ସେକ୍ସ, ୨ ଲକ୍ଷ କୋଟି ହରାଇଲେ ନିବେଶକ

ମୁମ୍ବାଇ,୯।୫: ଗୁରୁବାର ଅପରାହ୍ନ ବାଣିଜ୍ୟ ସେସନ୍‌ରେ ଉଭୟ ସେନସେକ୍ସ ଏବଂ ନିଫ୍ଟି ହ୍ରାସ ପାଇବାରୁ ନିବେଶକମାନେ 2 ଲକ୍ଷ କୋଟିରୁ ଅଧିକ ଟଙ୍କା କ୍ଷ୍ୟତି ସହିଛନ୍ତି। ମାର୍କେଟ୍‌ କ୍ୟାପ୍‌ ୨.୧୯ ଲକ୍ଷ କୋଟି ଟଙ୍କା ହ୍ରାସ ପାଇ ୩୯୮,୫୦ ଲକ୍ଷ...

ଅକ୍ଷୟ ତୃତୀୟା ପୂର୍ବରୁ ବୃଦ୍ଧି ପାଇଲା ସୁନା ଓ ରୂପା ମୂଲ୍ୟ, ଜାଣନ୍ତୁ ପ୍ରମୁଖ ସହର ଗୁଡିକର ତାଜା ରେଟ୍ ?

ନୂଆଦିଲ୍ଲୀ,୯।୫: ଶୁକ୍ରବାର ଅକ୍ଷୟ ତୃତୀୟା ପର୍ବ ସାରା ଦେଶରେ ପାଳନ କରାଯିବ। ଏହି ଦିନ ସୁନା କିଣିବାର ବିଶେଷ ମହତ୍ତ୍ୱ ରହିଛି। ଯଦି ଆପଣ ମଧ୍ୟ ସୁନା କିଣିବାକୁ ଚିନ୍ତା କରୁଛନ୍ତି, ତେବେ ସୁନା ଓ ରୂପା ମୂଲ୍ୟ କ’ଣ...

ଅକ୍ଷୟ ତୃତୀୟା ଉପଲକ୍ଷେ ସ୍ମାଇଲ ଗୋଲ୍ଡର ବମ୍ପର ଅଫର, ଆକର୍ଷଣୀୟ ରିହାତି ଘୋଷଣା

ଭୁବନେଶ୍ୱର,୯।୫: ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଭୁବନେଶ୍ୱରର ଶହୀଦନଗରସ୍ଥିତ ସ୍ମାଇଲ ଗୋଲ୍ଡ ଜୁଏଲର୍ସ ପକ୍ଷରୁ ‘ବମ୍ପର ଅଫର’ ସମ୍ପର୍କରେ ଘୋଷଣା କରାଯାଇଛି। ଚଳିତ ବର୍ଷର ଅକ୍ଷୟ ତୃତୀୟା ଉପଲକ୍ଷେ ସ୍ମାଇଲ ଗୋଲ୍ଡ ପକ୍ଷରୁ ଏହି ଆକର୍ଷଣୀୟ ଅଫର ଓ...

ରୁଚି ଫୁଡ୍‌ଲାଇନର ନୂତନ ଟିଭିସି ଲୋକାର୍ପିତ

ଭୁବନେଶ୍ୱର,୯।୫ (ଅଭୟ ଦାଶ): ରାଜ୍ୟର ଅଗ୍ରଣୀ ଘରୋଇ ସଂସ୍ଥା ‘ରୁଚି ଫୁଡ୍‌ଲାଇନ୍‌’ର ବହୁ ପ୍ରତୀକ୍ଷିତ ତଥା ଜନସଚେତନତାମୂଳକ ବାର୍ତ୍ତା ସମ୍ବଳିତ ନୂଆ ଟିଭି ବିଜ୍ଞାପନ ବା ଟେଲିଭିଜନ କମର୍ସିଆଲ (ଟିଭିସି)ର ଆନୁଷ୍ଠାନିକ ଲୋକାର୍ପିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଏକ ଖବରଦାତା...

ଡିସ୍‌ ଟିଭି ସ୍ମାର୍ଟ+ ସେବାର ଶୁଭାରମ୍ଭ

ଭୁବନେଶ୍ୱର,୯।୫: ଡିସ୍‌ ଟିଭି ଇଣ୍ଡିଆ ଲିମିଟେଡ୍‌ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ସୁବିଧାଭିତ୍ତିକ ‘ଡିସ୍‌ ଟିଭି ସ୍ମାର୍ଟ+’ ସେବାର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଡିସି ଟିଭି ପକ୍ଷରୁ ବୁଧବାର ଭୁବନେଶ୍ୱରଠାରେ ଏକ ସ୍ବତନ୍ତ୍ର ଅନାବରଣ ଉତ୍ସବର ଆୟୋଜନ...

ଅଲ୍‌ ନ୍ୟୁ ପଲ୍‌ସର ଏନ୍‌ଏସ୍‌୪୦୦ଜେଡ୍‌ର ଅନାବରଣ

ନୂଆଦିଲ୍ଲୀ, ୮।୫ (ଅଭୟ ଦାଶ): ବଜାଜ ଅଟୋ ଲିମିଟେଡ୍‌ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ଅଲ୍‌ ନ୍ୟୁ ପଲ୍‌ସର ଏନ୍‌ଏସ୍‌୪୦୦ଜେଡ୍‌’ର ସର୍ବଭାରତୀୟ ଉନ୍ମୋଚନ (ଅନାବରଣ) ନିକଟରେ ହୋଇଯାଇଛି। ଉଲ୍ଲେଖଯୋଗ୍ୟ, ଅଲ୍‌ ନ୍ୟୁ ପଲ୍‌ସର ଏନ୍‌ଏସ୍‌୪୦୦ଜେଡ୍‌ରେ ଅନେକ ଅତ୍ୟାଧୁନିକ...

ଇମାମିର ନୂତନ ଅଭିଯାନ

ନୂଆଦିଲ୍ଲୀ,୮।୫: ଦେଶର ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଇମାମି ଗ୍ରୁପ୍‌ର ଅଗ୍ରଣୀ କମ୍ପାନୀ ଇମାମି ଲିମିଟେଡ୍‌ର ନୂତନ ଅଭିଯାନ ‘ଟେଲିଭିଜନ କମର୍ସିଆଲ ବା ଟିଭିସି’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ବ୍ରାଣ୍ଡ୍‌ର ଆୟୁର୍ବେଦିକ ତେଲ ‘ନବରତ୍ନ ’ର...

ଡଲାରର ସମର କଲେକ୍ସନ

ନୂଆଦିଲ୍ଲୀ,୮।୫: ଡଲାର ଇଣ୍ଡଷ୍ଟ୍ରିଜ୍‌ ଲିମିଟେଡ୍‌ର ନୂତନ ସମର କଲେକ୍ସନ ‘ନ୍ୟୁ ରେଞ୍ଜ ଅଫ୍‌ ସମର ଓ୍ବେର’ର ଅନାବରଣ ସହ ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଗ୍ରୀଷ୍ମଋତୁ ଆରମ୍ଭ ହେବା ସହ ଡଲାର ଇଣ୍ଡଷ୍ଟ୍ରିଜ୍‌ ବିଗ୍‌ବସ୍‌, ଜେ କ୍ଲାସ୍‌...

ଜେଏସ୍‌ଏଲ୍‌ର ନୂଆ ମାଇଲଖୁଣ୍ଟ

ନୂଆଦିଲ୍ଲୀ,୮।୫: ଦେଶର ପ୍ରମୁଖ ଘରୋଇ କମ୍ପାନୀ ତଥା ଅଗ୍ରଣୀ ଷ୍ଟେନ୍‌ଲେସ୍‌ ଇସ୍ପାତ ଉତ୍ପାଦନକାରୀ ‘ଜିନ୍ଦଲ ଷ୍ଟେନ୍‌ଲେସ୍‌ ଲିମିଟେଡ୍‌ ବା ଜେଏସ୍‌ଏଲ୍‌’କୁ ନିକଟରେ ଆଉ ମାନ୍ୟତ୍ୟ ପ୍ରଦାନ କରାଯାଇଛି। ଏପରିକି କମ୍ପାନୀ ଅତ୍ୟାଧୁନିକ ଜ୍ଞାନକୌଶଳରେ ଏକ ନୂତନ ଉତ୍ପାଦ ତଥା ୩...

ଖାଉଟିଙ୍କୁ ଘାରିଛି ଦରବୃଦ୍ଧି ଚିନ୍ତା

ଭୁବନେଶ୍ୱର,୮।୫(ଅନୁରାଧା ମହାରଣା): ଗତ କିଛି ମାସ ଧରି ଦେଶରେ ମୁଦ୍ରାସ୍ଫୀତିରେ ମନ୍ଥରତା ଦେଖାଦେଇଛି। ମାର୍ଚ୍ଚରେ ଖୁଚୁରା ମୁଦ୍ରାସ୍ଫୀତି ହାର ୯ ମାସ ମଧ୍ୟରେ ସର୍ବନିମ୍ନ ସ୍ତରକୁ ଖସି ଆସିଥିଲା। ତେବେ ଖୁଚୁରା ମୁଦ୍ରାସ୍ଫୀତି ହାର ରିଜର୍ଭ ବ୍ୟାଙ୍କର ଲକ୍ଷ୍ୟଠାରୁ ଅଧିକ...

ଟିପିସିଓଡିଏଲ୍‌ ପକ୍ଷରୁ ଟିଏମ୍‌ୟୁର ଶୁଭାରମ୍ଭ

ଭୁବନେଶ୍ୱର,୭।୫: ଟାଟା ପାୱାର ଏବଂ ଓଡ଼ିଶା ସରକାରଙ୍କ ଏକ ଯୌଥ ଉଦ୍ୟୋଗ ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ୍‌ ଲିମିଟେଡ୍‌ (ଟିପିସିଓଡିଏଲ୍‌)ର ବହୁ ପ୍ରତୀକ୍ଷିତ ତଥା ନୂତନ ଜ୍ଞାନକୌଶଳରେ ନିର୍ମିତ ଟ୍ରାନ୍ସଫର୍ମର ମନିଟରିଂ ୟୁନିଟ୍‌ ବା ଟିଏମ୍‌ୟୁର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri