ଡ୍ରିମ୍ସ ସ୍ବୟଂଶାସିତ କଲେଜକୁ ଗାନ୍ଧୀ ସମ୍ମାନ
ଭୁବନେଶ୍ୱର,୧୫-୫: ଇଣ୍ଡିଆନ ସୋସାଇଟ ଫର ଟେକ୍ନିକାଲ ଏଜୁକେଶନ (ଆଇଏସ୍ଟିଇ) ପକ୍ଷରୁ ୨୦୧୮ ବର୍ଷ ପାଇଁ ଡ୍ରିମ୍ସ ସ୍ବୟଂଶାସିତ ବୈଷୟିକ ମହାବିଦ୍ୟାଳୟକୁ ଶ୍ରେଷ୍ଠ ଇଞ୍ଜିନିୟରିଂ କଲେଜ ଭାବେ ଗାନ୍ଧୀ ସମ୍ମାନ ପ୍ରଦାନ କରାଯାଇଛି। ଅନୁଷ୍ଠାନର ଅଧ୍ୟକ୍ଷ ଡକ୍ଟର ରାଜେନ୍ଦ୍ର କୁମାର ଦାସଙ୍କୁ...