ଆଲ୍ଲାହାବାଦ ବ୍ୟାଙ୍କ ପକ୍ଷରୁ ପ୍ରତିଷ୍ଠା ଦିବସ
ଭୁବନେଶ୍ୱର,୨୬-୪: ଆଲ୍ଲାହାବାଦ ବ୍ୟାଙ୍କ ପକ୍ଷରୁ ଏହାର କଲିକତାସ୍ଥିତ ମୁଖ୍ୟ କାର୍ଯ୍ୟାଳୟରେ ୧୫୫ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ବ୍ୟାଙ୍କର ଏମ୍ଡି ତଥା ସିଇଓ ସିଏଚ୍ ଏସ୍.ଏସ୍. ମଲ୍ଲିକାର୍ଜୁନ ରାଓ କାର୍ଯ୍ୟକ୍ରମକୁ ଶୁଭାରମ୍ଭ କରିଥିଲେ। ଏହି ଅବସରରେ ଅଲ୍ବ୍ୟାଙ୍କ କିଶୋର ଏବଂ...