କରୋନା ଭାଇରସ୍‌

ଯଦି ଆପଣ କୋଭାକ୍ସିନ ନେଇଛନ୍ତି, ତେବେ ଭୟ କରିବାର ଆବଶ୍ୟକତା ନାହିଁ

ନୂଆଦିଲ୍ଲୀ,୨୦।୫: ନିକଟରେ କରୋନା ଟିକା ସମ୍ବନ୍ଧରେ ଅନେକ ଭୟାନକ ଦାବି ସାମ୍ନାକୁ ଆସିଛି। ବର୍ତ୍ତମାନ ଆଇସିଏମଆର ଏହି ଦାବିକୁ ଭୁଲ ବୋଲି କହିଛି। କୋଭାକ୍ସିନର ପାର୍ଶ୍ୱ ପ୍ରତିକ୍ରିୟା ଉପରେ ବିଏଚୟୁ ଅଧ୍ୟୟନକୁ ଆଇସିଏମଆର ଆପତ୍ତି କରିଛି। ଆଇସିଏମଆର କହିଛି ଯେ...

କୋଭିଶିଲ୍ଡ ଟିକା ନେବାରୁ ଯାଇଥିଲା ଝିଅର ଜୀବନ, ଆଷ୍ଟ୍ରା ଜେନେକା ବିରୋଧରେ ମାମଲା କରିବାକୁ ପ୍ରସ୍ତୁତ ହେଉଛନ୍ତି ପିତା

ନୂଆଦିଲ୍ଲୀ,୩।୫: କୋଭିଶିଲ୍ଡ ଟିକା ନେବାରୁ ଜଣେ ଝିଅର ଜୀବନ ଯିବାରୁ ଏବେ ତାଙ୍କର ମାତାପିତା ସେରମ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡିଆ (ଏସଆଇଆଇ) ଏବଂ ବ୍ରିଟିଶ ଫାର୍ମା କମ୍ପାନୀ ଆଷ୍ଟ୍ରା ଜେନେକା ବିରୋଧରେ ମକଦ୍ଦମା ଦାୟର କରିବାକୁ ଯାଉଛନ୍ତି। ଆଷ୍ଟ୍ରା ଜେନେକା...

କୋଭିଶିଲ୍ଡ ଟିକା ନେଇଥିବା ଲୋକଙ୍କ ପାଇଁ ଖରାପ ଖବର! କମ୍ପାନୀ ମାନିଲା ହୋଇପାରେ ବ୍ଲଡ କ୍ଲଟିଂ ଭଳି ସାଇଡ ଇଫେକ୍ଟ

ନୂଆଦିଲ୍ଲୀ,୩୦।୪: କୋଭିଡ ଟିକା କାରଣରୁ ପାର୍ଶ୍ୱ ପ୍ରତିକ୍ରିୟାର ସମସ୍ତ ଦାବି ମଧ୍ୟରେ ଟିକା ଉତ୍ପାଦନକାରୀ କମ୍ପାନୀ ଆଷ୍ଟ୍ରାଜେନେକା ଏକ ବଡ଼ ତଥ୍ୟ ଦେଇଛି। କୋର୍ଟରେ ଉପସ୍ଥାପିତ ଦଲିଲଗୁଡିକରେ କମ୍ପାନୀ ପ୍ରଥମ ଥର ପାଇଁ ସ୍ବୀକାର କରିଛି ଯେ କୋଭିଡ -୧୯...

ଭାରତୀୟଙ୍କ ଫୁସଫୁସକୁ ଅଧିକ ଦୁର୍ବଳ କରିଛି କରୋନା ମହାମାରୀ: ପ୍ରକାଶ ପାଇଲା ରିପୋର୍ଟ…

ନୂଆଦିଲ୍ଲୀ,୧୯।୨ : କରୋନା ମହାମାରୀ ଭାରତୀୟଙ୍କ ଫୁସଫୁସକୁ ବହୁତ ଦୁର୍ବଳ କରିଦେଇଛି। ଭେଲୋରର ଖ୍ରୀଷ୍ଟିଆନ ମେଡିକାଲ କଲେଜ ଦ୍ୱାରା କରାଯାଇଥିବା ଏକ ଅଧ୍ୟୟନ ରିପୋର୍ଟରୁ ଏହା ଜଣାପଡିଛି। ୟୁରୋପୀୟ ଏବଂ ଚାଇନା ଲୋକଙ୍କ ଅପେକ୍ଷା ଭାରତୀୟ ଲୋକଙ୍କ ଫୁସଫୁସ ଅଧିକ...

ଜାନୁଆରୀରେ ପୁଣି ବଢିପାରେ କରୋନା ସଂକ୍ରମଣ, ଚାଇନାରେ ବଢୁଛି ହସ୍ପିଟାଲରେ ରୋଗୀଙ୍କ ସଂଖ୍ୟା

ବେଜିଂ,୧୫।୧: ଚାଇନାର ହସ୍ପିଟାଲଗୁଡ଼ିକରେ ଜ୍ୱର କ୍ଲିନିକ ପରିଦର୍ଶନ କରୁଥିବା ରୋଗୀଙ୍କ ସଂଖ୍ୟା ନୂଆ ବର୍ଷ ପରଠାରୁ ହ୍ରାସ ପାଇଛି। ତେବେ ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ, ଚାଇନାର ସ୍ବାସ୍ଥ୍ୟ ଅଧିକାରୀ ରବିବାର କହିଛନ୍ତି ଯେ ଜାନୁଆରୀରେ ଚାଇନାରେ କୋଭିଡ -୧୯ ସଂକ୍ରମଣ...

ଡରାଇଲାଣି କରୋନାର ନୂଆ ଭାରିଏଣ୍ଟ ଜେଏନ.୧, ୧୦୦୦ ନୂଆ ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ,୧୨।୧: ସମଗ୍ର ଦେଶରେ କରୋନାଙ୍କର ବିପଦ ବଢିବାରେ ଲାଗିଛ। ନୂତନ ଭାରିଆଣ୍ଟ JN.1 ର ମାମଲା ବଢିଚାଲିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଶୁକ୍ରବାର ସମଗ୍ର ଦେଶରେ ୬୦୯ ନୂଆ କୋଭିଡ ରୋଗୀ ପଞ୍ଜିକୃତ ହୋଇଥିବାବେଳେ ସକ୍ରିୟ ସଂକ୍ରମଣ ସଂଖ୍ୟା...

ଦକ୍ଷିଣ ପରେ ଏବେ ଉତ୍ତର ଭାରତ ମୁହାଁ କରୋନାର ନୂଆ ଭାରିଏଣ୍ଟ, ବିଶେଷଜ୍ଞ କହିଲେ ସମସ୍ତେ ହୋଇ ଯାଆନ୍ତୁ ସାବଧାନ

ନୂଆଦିଲ୍ଲୀ,୧୧।୧: ଏବେ ସାରା ବିଶ୍ୱରେ କରୋନା ସଂକମ୍ରମଣ ବଢିବାରେ ଲାଗିଛି। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲୁଏଚଓ)ର ରିପୋର୍ଟ ଅନୁଯାୟୀ, ଡିସେମ୍ବର ୨୦୨୩ରେ ଓମିକ୍ରନର ନୂତନ ସବ-ଭାରିଆଣ୍ଟ ଜେଏନ.୧ହେତୁ କରୋନା ସଂକ୍ରମଣ କେବଳ ବିଶ୍ୱରେ ବୃଦ୍ଧି ପାଇନାହିଁ, ବରଂ ୧୦ ହଜାରରୁ...

ପୁଣି କରୋନା ଆତଙ୍କ: ୨୪ ଘଣ୍ଟାରେ ୫ ମୃତ, ସକ୍ରିୟ ମାମଲା ୪୦୦୦ ଟପିଲା…

ନୂଆଦିଲ୍ଲୀ,୭।୧ : କରୋନା ମହାମାରୀ ପୁଣି ଥରେ ଦେଶରେ ଆତଙ୍କ ସୃଷ୍ଟି କରୁଛି। ଏହାର ଆକ୍ରାନ୍ତ ହେଉଥିବା ଲୋକଙ୍କ ସଂଖ୍ୟାରେ କ୍ରମାଗତ ବୃଦ୍ଧି ଘଟୁଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ନୂତନ ଆକଳନ ଅନୁସାରେ ସକ୍ରିୟ ମାମଲା ୪ ହଜାର ଅତିକ୍ରମ କରିଛି।...

ଛତୁ ଖାଇଲେ ହେବନି କରୋନା ସଂକ୍ରମଣ…

ମେଲବୋର୍ନ,୪।୧ : ଛତୁ ଏକ ପୁଷ୍ଟିକର ଖାଦ୍ୟ ସହିତ ବିଭିନ୍ନ ଔଷଧୀୟ ଗୁଣରେ ଭରପୂର। ଏହା ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ବଢ଼ାଇଥାଏ ଏବଂ ଶରୀରକୁ ରୋଗ ସୃଷ୍ଟିକାରୀ ଅଣୁଜୀବଙ୍କ ସହିତ ଲଢ଼ିବାରେ ସାହାଯ୍ୟ କରିଥାଏ। ଇନଷ୍ଟିଚ୍ୟୁଟ ଅଫ ଆଡଭାନ୍ସ...

ଦେଶରେ ୧୯୬ ଜେଏନ୍‌.୧ ମାମଲା

ନୂଆଦିଲ୍ଲୀ,୨।୧(ପି.ଟି.): ଭାରତରେ ବର୍ତ୍ତମାନ ସୁଦ୍ଧା କୋଭିଡ୍‌-୧୯ର ସବ୍‌ଭାରିଆଣ୍ଟ ଜେଏନ୍‌.୧ ସଂକ୍ରମଣ ୧୯୬ରେ ପହଞ୍ଚତ୍ଛି। ଆଇଏନ୍‌ଏସ୍‌ଏସିଓଜି ତଥ୍ୟରୁ ଏହା ଜଣାପଡ଼ିଛି। ବର୍ତ୍ତମାନ ସୁଦ୍ଧା ଓଡ଼ିଶା ସମେତ ଦେଶର ୧୦ଟି ରାଜ୍ୟ ଏବଂ କେନ୍ଦ୍ରଶାସିିତ ଅଞ୍ଚଳକୁ ଉକ୍ତ ଭାରିଆଣ୍ଟ ସଂକ୍ରମଣ କଲାଣି। କେରଳରେ ସର୍ବାଧିକ...

୨୦ରେ ପହଞ୍ଚିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୧ା୧: ରାଜ୍ୟରେ ସୋମବାର ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୦ରେ ପହଞ୍ଚିଛି। ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ନେଇ ଜନସ୍ବାସ୍ଥ୍ୟ ବିଭାଗ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର କହିଛନ୍ତି, କରୋନା...

ବଢୁଥିବା କରୋନା ସଂକ୍ରମଣ ଆଣିପାରେ ହାର୍ଟ ଫେଲ୍ୟୁୟର ମହାମାରୀ, ସତର୍କ କରାଇଲେ ବିଶେଷଜ୍ଞ

ନୂଆଦିଲ୍ଲୀ,୩୧।୧୨: ସାରା ବିଶ୍ୱରେ କରୋନାଭାଇରସ ସଂକ୍ରମଣ ବୃଦ୍ଧି ପାଉଛି। ଏହି ବିସ୍ଫୋରଣର ମୁଖ୍ୟ କାରଣ ଭାବରେ ଓମିକ୍ରନର ଜେଏନ.୧ ଭାରିଏଣ୍ଟକୁ ବିବେଚନା କରାଯାଉଛି, ଯେଉଁ କାରଣରୁ ଚାଇନା, ସିଙ୍ଗାପୁର, ଆମେରିକା ଏବଂ ଭାରତ ସମେତ ଅନେକ ଦେଶରେ କରୋନା ସଂକ୍ରମଣ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri