କରୋନା ଭାଇରସ୍‌

ଲକ୍ଷ୍ନୌ ବିଶ୍ୱବିଦ୍ୟାଳୟରେ ୫୦ ବିଦ୍ୟାର୍ଥୀ କରୋନା ପଜିଟିଭ, ସମସ୍ତ ପରୀକ୍ଷା ସ୍ଥଗିତ

ଲକ୍ଷ୍ନୌ,୧୪ ।୧: ଦେଶରେ କରୋନା ମହାମାରୀର ତୃତୀୟ ଲହର ଆରମ୍ଭ ହୋଇଯାଇଥିବା ବେଳେ ପ୍ରତିଦିନ ହଜାର ହଜାର ସଂଖ୍ୟାରେ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ଚିନ୍ତାର କାରଣ ପାଲଟିଯାଇଛି । ଗୁରୁବାର ଲକ୍ଷ୍ନୌ ବିଶ୍ୱବିଦ୍ୟାଳୟର ବିଦ୍ୟାର୍ଥୀଙ୍କ କରୋନା ଟେଷ୍ଟ କରାଯାଇଥିବା ବେଳେ...

ଦେଶରେ ବଢିଚାଲିଛି କରୋନା, ଆଜି ୨,୬୪,୨୦୨ ପଜିଟିଭ୍‌ ଚିହ୍ନଟ

ନୂଆଦିଲ୍ଲୀ,୧୪।୧: କରୋନାର ତୃତୀୟ ଲହର ଦେଶରେ ଦ୍ରୁତ ଗତିରେ ବଢିଚାଲିଛି। ଗତ ୨୪ ଘଣ୍ଟାରେ ସଂକ୍ରମିତଙ୍କ ସଂଖ୍ୟା ୨,୬୪,୨୦୨ ଥିବା ଜଣାପଡିଛି। ଗୁରୁବାରଠାରୁ ଶୁକ୍ରବାର ୬.୭ ପ୍ରତିଶତ ଅଧିକ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହା ସହ ୩୧୫ ଜଣଙ୍କ ମୃତ୍ୟୁ...

ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮,୪୭୬କୁ ବୃଦ୍ଧି

ଭୁବନେଶ୍ୱର,୧୪ା୧(ବ୍ୟୁରୋ): ରାଜ୍ୟରେ ବର୍ତ୍ତମାନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ବଢ଼ି ଚାଲିଛି। ମୃତ୍ୟୁସଂଖ୍ୟାରେ ବି ବ୍ରେକ୍‌ ଲାଗୁନି। ଶୁକ୍ରବାର ରାଜ୍ୟରୁ ଆଉ ୪ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ...

କରୋନା ଦ୍ୱିତୀୟ ଲହରରେ ୨.୪ ଲକ୍ଷ ଲୋକଙ୍କର ହୋଇଥିଲା ମୃତ୍ୟୁ, ତୃତୀୟ ଲହର ହୋଇପାରେ ଏହାଠାରୁ ଭୟଙ୍କର: ୟୁଏନ୍‌

ନୂଆଦିଲ୍ଲୀ,୧୪ ।୧: କରୋନା ସଂକ୍ରମଣକୁ ନେଇ ଚେତାବନି ଦେଇଛି ଜାତିସଂଘ । ଏକ ରିପୋର୍ଟରେ ୟୁଏନ୍ ଦାବି କରିଛି ଯେ କରୋନାର ଦ୍ୱିତୀୟ ଲହର ଅର୍ଥାତ୍ ଡେଲ୍ଟା ଭାରିଏଣ୍ଟରେ ଏପ୍ରିଲରୁ ଜୁନ୍ ମଧ୍ୟରେ ୨.୪ ଲକ୍ଷ ଲୋକଙ୍କ ଜୀବନ ଯାଇଥିଲା...

ଲକ୍ଷଣ ବଦଳାଉଛି କରୋନା

କରୋନା ମହାମାରୀ ବ୍ୟାପିବାର ଦୁଇବର୍ଷ ବିତିଗଲାଣି। ବର୍ତ୍ତମାନ ପର୍ଯ୍ୟନ୍ତ ସାରା ବିଶ୍ୱରେ କୋଟି କୋଟି ଲୋକ ସଂକ୍ରମିତ ବି ହୋଇସାରିଛନ୍ତି। ଏହି ସମୟରେ କିଙ୍ଗ୍‌ସ କଲେଜ ଲଣ୍ଡନର ସହଯୋଗରେ ବିକଶିତ କୋଭିଡ୍‌ ଷ୍ଟଡି ଆପ୍‌ରେ ସଂଗୃହୀତ କରୋନା ସଂକ୍ରମିତ ରିପୋର୍ଟରୁ...

୩ କୋଟି କିଶୋର ନେଲେଣି କରୋନା ଭ୍ୟାକ୍ସିନର ପ୍ରଥମ ଡୋଜ

ନୂଆଦିଲ୍ଲୀ,୧୩ ।୧: ଦେଶରେ କରୋନା ଟିକାକରଣ ଦ୍ରୁତ ଗତିରେ ଚାଲିଛି । ୧୫ରୁ ୧୮ ବର୍ଷ କିଶୋରମାନେ ଭ୍ୟାକ୍ସିନ ନେବାକୁ ଖୁବ୍ ଆଗ୍ରହ ପ୍ରକାଶ କରୁଥିବା ଦେଖିବାକୁ ମିଳିଛି । କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡବିୟ କହିଛନ୍ତି, ଏପର୍ଯ୍ୟନ୍ତ ଦେଶରେ...

କୁକୁର ସୁଙ୍ଘିଲେ ଜାଣିପାରୁଛି କିଏ କରୋନା ପଜିଟିଭ

ୱାଶିଂଟନ,୧୩ ।୧: କରୋନା ମହାମାରୀ ଏବେ ସାରା ବିଶ୍ୱକୁ ଅସ୍ତବ୍ୟସ୍ତ କରି ସାରିଲାଣି । କରୋନା ଟେଷ୍ଟ କରିବାକୁ ହେଲେ ବି ଏବେ ପର୍ଯ୍ୟନ୍ତ କେତେକ ଦେଶରେ ଲମ୍ବା ଲାଇନରେ ଠିଆ ହେବାକୁ ପଡୁଛି । ଏଭଳି ପରିସ୍ଥିତିରେ ଆମେରିକାର...

କରୋନା ଏନ୍ତୁଡିଶାଳରେ ୨ କୋଟି ଲୋକ ଘରେ ବନ୍ଦୀ…

ବେଜିଂ, ୧୩।୧ : କରୋନାର ଏନ୍ତୁଡ଼ିଶାଳ ଚାଇନାରେ ପୁଣି କରୋନ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ଚାଇନା ନିଜର ’ଜିରୋ କୋଭିଡ ପଲିସି’ ଅନ୍ତର୍ଗତ ଆକ୍ରାନ୍ତଙ୍କ ସହ ଖେଳୁଛି। ସୋସିଆଲ ମିଡିଆରେ ଏହାର କିଛି ଭିଡିଓ ଏବେ ଭାଇରାଲ ହେବାରେ...

ରାଜ୍ୟରେ ଆଉ ତିନି ଜଣଙ୍କ ଜୀବନ ନେଇଛି କରୋନା

ଭୁବନେଶ୍ୱର,୧୩।୧(ବ୍ୟୁରୋ): ରାଜ୍ୟରେ ଗୁରୁବାର କରୋନା ତିନି ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮,୪୭୨କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଅନୁଗୋଳ, କେନ୍ଦ୍ରାପଡା ଓ ନୟାଗଡ ଜିଲାର। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର...

ଦେଶରେ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୫ ହଜାର ଟପିଲା…

ନୂଆଦିଲ୍ଲୀ, ୧୩।୧: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ପ୍ରତିଦିନ ବଢ଼ିବାରେ ଲାଗିଛି। ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ପ୍ରତି ଦିନ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ୬୨୦...

ସ୍ଥିତି ଅଣାୟତ୍ତ, ଦୈନିକ ସଂକ୍ରମଣ ୨୭ ପ୍ରତିଶତ ବୃଦ୍ଧି …

ନୂଆଦିଲ୍ଲୀ, ୧୩।୧ : ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି। ଫଳରେ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣରେ ୨୭ ପ୍ରତିଶତ ବୃଦ୍ଧି...

ଓମିକ୍ରନ୍‌ ତାଣ୍ଡବ ଆରମ୍ଭ, ବହୁ ଲୋକ ନେଇ ନାହାନ୍ତି ଟିକାର ଗୋଟିଏ ବି ଡୋଜ୍‌…

ଜେନେଭା, ୧୩।୧ : ପୃଥିବୀରେ କୋଭିଡ -୧୯ ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ଏହାର ସଦ୍ୟତମ ମହାମାରୀ ରିପୋର୍ଟରେ ଉଲ୍ଲେଖ କରିଛି ଯେ, ଗତ ସପ୍ତାହରେ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟାରେ ପ୍ରାୟ ୫୫ ପ୍ରତିଶତ ବୃଦ୍ଧି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri