କରୋନା ଭାଇରସ୍‌

ପୁଣି ଉପରମୁହାଁ କରୋନା,ରାଜ୍ୟରେ ୧୨୧୬ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୫।୧(ବ୍ୟୁରୋ): ରାଜ୍ୟରେ ବୁଧବାର ୧୨୧୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୮୭ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୭୧୦ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୫୦୬ ଜଣ ଲୋକାଲ...

ଓମିକ୍ରନ୍‌ ତାଣ୍ଡବ ଆରମ୍ଭ, ଆକ୍ରାନ୍ତଙ୍କ ସଂଖ୍ୟା ୨,୧୩୫…

ନୂଆଦିଲ୍ଲୀ, ୫।୧: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଓମିକ୍ରନ୍‌ ସଂକ୍ରମଣ ଗ୍ରାଫ୍‌ ଉପର ମୁହାଁ ହେବାରେ ହୋଇଛି। ଓମିକ୍ରନ୍‌ର ତାଣ୍ଡବ ଆରମ୍ଭ ଫଳରେ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଇତିମଧ୍ୟରେ...

ପୁଣି ବିପଦ ଘନେଇଲା, ୫୮ ହଜାର ଟପିଲା ଦୈନିକ ସଂକ୍ରମଣ

ନୂଆଦିଲ୍ଲୀ, ୫।୧ : ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି। ଫଳରେ ସ୍ଥିତି ଅଣାୟତ୍ତ ହେବା ସହ ବିପଦ ପୁଣି ଘନେଇବାରେ ଲାଗିଛି। ଗତ ୨୪ ଘଣ୍ଟାରେ ୫୮...

ବଜାରକୁ ଆସିଲା ମୋନଲୁପିରାଭିର୍‌

ମୁମ୍ବାଇ, ୫ା୧: ନିକଟରେ ଜରୁରିକାଳୀନ ବ୍ୟବହାର ନିମନ୍ତେ ଅନୁମତି ପାଇଥିବା ସିପ୍‌ଲାର କୋଭିଡ୍‌ ଔଷଧ ମୋନଲୁପିରାଭିର୍‌ ସୋମବାର ଭାରତରେ ଲଞ୍ଚ ହୋଇଛି। ୫ ଦିନିଆ କୋର୍ସ ବିଶିଷ୍ଟ ଏହି କ୍ୟାପ୍‌ସୁଲ ଦାମ୍‌ ୧୩୯୯ ଟଙ୍କା ରହିଛି। ସାମାନ୍ୟରୁ ମଧ୍ୟମ ଧରଣର...

ରାଜ୍ୟରୁ ପୁଣି ଜଣଙ୍କ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୪।୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮,୪୬୪କୁ ବୃଦ୍ଧି ପାଇଛି। ମୃତକ ବାଲେଶ୍ୱର ଜିଲାର। ତେବେ ଆଜି ରାଜ୍ୟରେ ୬୮୦ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି।

ଦେଶରେ ଓମିକ୍ରନ୍ ସଂକ୍ରମଣ ବୃଦ୍ଧି ପାଇଁ ଦାୟୀ କେନ୍ଦ୍ର ସରକାର: ଦିଲ୍ଲୀ ସ୍ୱାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୪ ।୧: ସାରା ଦେଶରେ ଏବେ ବଢି ଚାଲିଛି କରୋନା ସଂକ୍ରମଣ । ଏହାସହ କରୋନାର ନୂଆ ଭାରିଏଣ୍ଟ ଓମିକ୍ରନ୍ ବି ତା’ର ତାଣ୍ଡବ ରଚି ଚାଲିଛି । ଏବେ ସୁଦ୍ଧା ଦେଶରେ ଓମିକ୍ରନ୍ ସଂକ୍ରମିତଙ୍କ ସଂଖ୍ୟା ୨୦୦୦ ଛୁଇଁବାକୁ...

ଚାଇନାରେ ଲକ୍‌ଡାଉନ୍‌, ୟୁଝାଉରେ ୧୦ ଲକ୍ଷ ଲୋକ ଘରେ ବନ୍ଦ…

ବେଜିଂ, ୪।୧ : ଚାଇନାରେ ପୁଣି କରୋନା ମହାମାରୀ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ହେନାନ୍‌ ପ୍ରଦେଶର ୟୁଝାଉ ସହରରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରୁ ସ୍ଥାନୀୟ ପ୍ରଶାସନ ପକ୍ଷରୁ ଲକ୍‌ଡାଉନ୍‌ ଜାରି ହୋଇଛି। ଫଳରେ ସହରର ୧୦ ଲକ୍ଷରୁ...

ସ୍ଥିତି ସଙ୍କଟ ଜନକ,ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୮୯୨…

ନୂଆଦିଲ୍ଲୀ, ୪।୧: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଓମିକ୍ରନ୍‌ ସଂକ୍ରମଣ ଗ୍ରାଫ୍‌ ଉପର ମୁହାଁ ହେବାରେ ଲାଗିଛି। ଫଳରେ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଇତିମଧ୍ୟରେ ଦେଶର ୨୩ ରାଜ୍ୟ...

ଓମିକ୍ରନ୍‌ କିଟ୍‌ ଓମିସ୍ୟୁରକୁ ଆଇସିଏମ୍‌ଆର ମଞ୍ଜୁରୀ…

ନୂଆଦିଲ୍ଲୀ, ୪।୧ : ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି। ଫଳରେ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ଏପରିସ୍ଥଳେ ଓମିକ୍ରନ୍‌କୁ ଚିହ୍ନଟ କରୁଥିବା କିଟ୍‌ ଓମିସ୍ୟୁରକୁ ଆଇସିଏମ୍‌ଆର ପକ୍ଷରୁ...

୩୭ ହଜାର ଟପିଲା ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୪।୧ : ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି। ଫଳରେ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ଗତ ୨୪ ଘଣ୍ଟାରେ ୩୭ ହଜାର ୩୭୯ ଜଣ ନୂଆ...

ଅରବିନ୍ଦ କେଜରିୱାଲ କରୋନା ପଜିଟିଭ

ନୂଆଦିଲ୍ଲୀ,୪ । ୧: ରାଜଧାନୀରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ମାଡି ଚାଲିଛି । ମିଳିଥିବା ସୂଚନା ଅନୁଯାୟୀ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ କରୋନାରେ ସଂକ୍ରମିତ ହୋଇଛନ୍ତି । ଟୁଇଟ୍‌ କରି ସେ ନିଜେ ଏହି ସୂଚନା ଦେଇଛନ୍ତି...

ମହାରାଷ୍ଟ୍ରରେ କରୋନା ସହ ମାଡି ଚାଲିଛି ଓମିକ୍ରନ୍‌: ୬୮ ସଂକ୍ରମିତ ଚିହ୍ନଟ

ମୁମ୍ବାଇ,୪ ।୧: ମହାରାଷ୍ଟ୍ରରେ ସୋମବାର ୧୨,୧୬୦ କରୋନା ସଂକ୍ରମିତ ଚିହ୍ନଟ ହେବା ପରେ ଲୋକଙ୍କ ମଧ୍ୟରେ ଛନକା ପଶିଯାଇଛି । ୨୪ ଘଣ୍ଟାରେ ୧୧ ଜଣଙ୍କ ମୃତ୍ୟୁ ବି ହୋଇଛି । ସଂକ୍ରମିତଙ୍କ ମଧ୍ୟରୁ ୮୦୮୨ଜଣ କେବଳ ମୁମ୍ବାଇରୁ ବୋଲିି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri