କରୋନା ଭାଇରସ୍‌

ତାମିଲନାଡୁରେ ଆତଙ୍କ, ୩୩ ଓମିକ୍ରନ୍‌ ଆକ୍ରାନ୍ତ ଚିହ୍ନଟ…

ନୂଆଦିଲ୍ଲୀ, ୨୩।୧୨: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗୁରୁବାର ତାମିଳନାଡୁରେ ୩୩ ଜଣ ନୂଆ ଓମିକ୍ରନ୍‌ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହା ସହିତ ଦେଶରେ ମୋଯ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୬୯ରେ...

୪ ରାଜ୍ୟର ବିଭିନ୍ନ ସ୍କୁଲରେ କରୋନା ବିସ୍ଫୋରଣ, ୮୧  ଆକ୍ରାନ୍ତ…

ନୂଆଦିଲ୍ଲୀ, ୨୩।୧୨: ଦେଶର ୧୬ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏପରିସ୍ଥଳ ୪ ରାଜ୍ୟର ବିଭିନ୍ନ ସ୍କୁଲରେ କରୋନା ବିସ୍ଫୋରଣ ଘଟିଛି। ଏସବୁ ସ୍କୁଲରେ ୮୧ ଜଣ...

ଟିକାକରଣ ପ୍ରମାଣପତ୍ର ନ ଥିଲେ ଦରମା ବନ୍ଦ, ସରକାରଙ୍କ କଡ଼ା ଆଇନ…

ଚଣ୍ଡିଗଡ଼, ୨୩।୧୨: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଏପରିସ୍ଥଳେ କରୋନାର ତୃତୀୟ ଲହର ଭୟକୁ ଦୃଷ୍ଟିରେ ରଖି ପଞ୍ଜାବ ସରକାର ସମସ୍ତ କର୍ମଚାରୀଙ୍କ...

ଲଗାତାର ୧୩ ଦିନ ଧରି ଦୈନିକ ସଂକ୍ରମଣ ୮ ହଜାର ତଳେ…

ନୂଆଦିଲ୍ଲୀ, ୨୩।୧୨: ଦେଶରେ କରୋନା ମହାମାରୀ ଥମିବାର ନାଁ ଧରୁନି। ଦୈନିକ ସଂକ୍ରମଣ ସଂଖ୍ୟାରେ ସାମାନ୍ୟ ବ୍ରେକ୍‌ ଲାଗିଛି। ଲଗାତାର ୧୩ ଦିନ ଧରି ଦୈନିକ ସଂକ୍ରମଣ ୮ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ୭ ହଜାର...

ଦେଶରେ ୨୩୬ ଓମିକ୍ରନ୍‌ ଆକ୍ରାନ୍ତ, ୧୬ ରାଜ୍ୟରେ ଆତଙ୍କ…

ନୂଆଦିଲ୍ଲୀ, ୨୩।୧୨: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଇତିମଧ୍ୟରେ ଦେଶର ୧୬ ରାଜ୍ୟରେ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୩୬ ଛୁଇଁଛି। ମହାରାଷ୍ଟ୍ରରେ ଆକ୍ରାନ୍ତଙ୍କ ସଂଖ୍ୟା ସର୍ବାଧିକ ରହିଛି। ଏଠାରେ ଆକ୍ରାନ୍ତଙ୍କ ସଂଖ୍ୟା...

ରାଜ୍ୟରେ ଚିହ୍ନଟ ହେଲେ ୧୫୫ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୩।୧୨(ବ୍ୟୁରୋ): ରାଜ୍ୟରେ ସୋମବାର ୧୫୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୨ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୯୧ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୬୪ ଜଣ ଲୋକାଲ...

ଦିଲ୍ଲୀରେ ଖ୍ରୀଷ୍ଟମାସ, ନୂଆବର୍ଷ ସମାବେଶ ବନ୍ଦ

ନୂଆଦିଲ୍ଲୀ, ୨୩।୧୨ : ଓମିକ୍ରନ୍‌ ସହିତ ଦିଲ୍ଲୀରେ ଦୈନିକ କୋଭିଡ୍‌ ସଂକ୍ରମଣ ୧୨୫କୁ ବୃଦ୍ଧି ପାଇଛି, ଯାହାକି ଗତ ୬ ମାସ ମଧ୍ୟରେ ସର୍ବାଧିକ। ଫଳରେ ସରକାରଙ୍କ ଚିନ୍ତା ବଢ଼ିଯାଇଛି। ଓମିକ୍ରନ୍‌ ସଂକ୍ରମଣ ବଢ଼ିଚାଲିଥିବାରୁ ଖ୍ରୀଷ୍ଟମାସ ଏବଂ ନୂଆବର୍ଷ ପାଳନ...

ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୨୩।୧୨(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନା ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮ ହଜାର ୪୪୮କୁ ବୃଦ୍ଧି ପାଇଛି। କେବଳ ଯାଜପୁର ଜିଲାରୁ ଜଣେ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ...

ଗୁରୁବାର ପ୍ରଧାନମନ୍ତ୍ରୀଙ୍କ କରୋନା ସମୀକ୍ଷା ବୈଠକ…

ନୂଆଦିଲ୍ଲୀ, ୨୨।୧୨: ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ସଂଖ୍ୟାରେ ସାମାନ୍ୟ ବ୍ରେକ୍‌ ଲାଗିଛି। ଦେଶରେ କରୋନାର ଓମିକ୍ରନ ଭାରିଆଣ୍ଟ ଆକ୍ରାନ୍ତଙ୍କ ସଂଖ୍ୟା ୨୧୩ ରେ ପହଞ୍ଚିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଏକ...

‘ଓମିକ୍ରନ ଦ୍ବାରା ପ୍ରତ୍ୟେକ ପରିବାର ପ୍ରଭାବିତ ହେବେ’

ନ୍ୟୁୟର୍କ,୨୨ା୧୨: ମାଇକ୍ରୋସଫ୍ଟର ପ୍ରତିଷ୍ଠାତା ତଥା ବିଶ୍ୱର ଧନୀ ଭାବରେ ଜଣାଶୁଣା ବିଲ୍‌ ଗେଟ୍‌ସ କରୋନା ମହାମାରୀକୁ ନେଇ ବିଶ୍ବକୁ ଚେତାବନୀ ଦେଇଛନ୍ତି। ସେ କହିଛନ୍ତି, କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ଦ୍ବାରା ପ୍ରତ୍ୟେକ ପରିବାର ପ୍ରଭାବିତ ହେବେ। ବିଶ୍ୱବାସୀ ଏବେଠୁ...

୨୦୨୨ରେ କରୋନାକୁ ହରାଇବା, ଡବ୍ଲ୍ୟୁଏଚ୍‌ଓ ମୁଖ୍ୟଙ୍କ ଆହ୍ବାନ…

ନୂଆଦିଲ୍ଲୀ, ୨୨।୧୨: ପୃଥିବୀରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ପ୍ରତିଦିନ ଏହା ନୂଆ ନୂଆ ଦେଶକୁ ସଂକ୍ରମିତ ହେବାରେ ଲାଗିଛି। ଏପରିସ୍ଥଳେ ବିଶ୍ୱସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ)ର ମହାନିର୍ଦ୍ଦେଶକ ଟେଡ୍ରୋସ ଆଧାନୋମ ଘେବ୍ରେୟେସସ କହିଛନ୍ତି...

ମହାମାରୀ ମୁକାବିଲା ପାଇଁ ପୁଣି ପ୍ରସ୍ତୁତି, ରାଜ୍ୟକୁ କେନ୍ଦ୍ରର ଚିଠି…

ନୂଆଦିଲ୍ଲୀ, ୨୨।୧୨: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ସଂକ୍ରମଣ ବ୍ୟାପିବାରେ ଲାଗିଛି। ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଓମିକ୍ରନ ସଂକ୍ରମଣକୁ ନେଇ କେନ୍ଦ୍ର ସରକାର ଉଦବେଗ ପ୍ରକାଶ କରିଛନ୍ତି। କେନ୍ଦ୍ର ସ୍ବାସ୍ଥ୍ୟ ସଚିବ ଓମିକ୍ରନ ମହାମାରୀ ମୁକାବିଲା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri