କରୋନା ଭାଇରସ୍‌

ପୁଣି ୩ ବିଦେଶ ଫେରନ୍ତା ଓମିକ୍ରନ୍‌ ସଂକ୍ରମିତ, ଆକ୍ରାନ୍ତଙ୍କ ସଂଖ୍ୟା ଛୁଇଁଲା ୧୪୮…

ଅହମଦାବାଦ, ୧୯।୧୨: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଗୁଜୁରାଟରେ ୩ ଜଣ ବିଦେଶ ଫେରନ୍ତାଙ୍କଠାରେ ଓମିକ୍ରନ ଚିହ୍ନଟ ହୋଇଛି। ସେମାନଙ୍କ ମଧ୍ୟରେ ଜଣେ ପୁରୁଷ, ଜଣେ ମହିଳା ଏବଂ ୧୫ ବର୍ଷର...

ରାଜ୍ୟରୁ ପୁଣି ୨ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୯।୧୨(ବ୍ୟୁରୋ): ରାଜ୍ୟରେ ରବିବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮,୪୪୪ କୁ ବୃଦ୍ଧି ପାଇଛି। ୨ ମୃତକ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ଜଣେ ଥିବା ବେଳେ ବାଲେଶ୍ୱରରୁ ଜଣେ ଅଛନ୍ତି। ତେବେ...

ଭାରତରେ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୪୫ ଛୁଇଁଲା, …

ନୂଆଦିଲ୍ଲୀ,୧୯।୧୨: ପୃଥିବୀରେ କରୋନାର ନୂଆ ଭାରିଆଣ୍ଟ୍‌ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ବର୍ତ୍ତମାନ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଭାରତରେ ମଧ୍ୟ ସ୍ଥିତି ଧୀରେଧୀରେ ସଙ୍କଟ ଜନକ ହେବାରେ ଲାଗିଛି। ଭାରତରେ ବର୍ତ୍ତମାନ ସୁଦ୍ଧା ମୋଟ ୧୪୫ ଜଣ ଓମିକ୍ରନ୍‌ ଆକ୍ରାନ୍ତଙ୍କୁ...

୨୦୨୦ ମାର୍ଚ୍ଚ ପରେ ସର୍ବନିମ୍ନ ସକ୍ରିୟ ମାମଲା…

ନୂଆଦିଲ୍ଲୀ, ୧୯।୧୨: ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟାରେ ସାମାନ୍ୟ ବ୍ରେକ୍‌ ଲାଗିଛି। ଲଗାତାର ୯ ଦିନ ଧରି ଦୈନିକ ସଂକ୍ରମଣ ୮ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ୭...

୮୯ ଦେଶରେ ଓମିକ୍ରନ୍ ସଂକ୍ରମଣ: ବ୍ରିଟେନରେ ଲାଗିପାରେ ୨ ସପ୍ତାହର ଲକଡାଉନ

ଲଣ୍ଡନ,୧୯ ।୧୨: କରୋନାର ନୂଆ ଭାରିଏଣ୍ଟ ଓମିକ୍ରନ ଏବେସୁଦ୍ଧା ୮୯ ଦେଶରେ ପହଞ୍ଚି ସାରିଲାଣି । ହେଲେ ବ୍ରିଟେନରେ ଏହା ବେଳକୁ ବେଳ ସାଂଘାତିକ ରୂପ ଧାରଣ କରିବାରେ ଲାଗିଛି । ଦିନକୁ ଦିନ ସ୍ଥିତି ଗମ୍ଭୀର ହେବାରେ ଲାଗିଛି...

ଡବ୍ଲୁଏଚ୍‌ଓର ଚେତାବନୀ: ୩ ଦିନରେ ଦୁଇଗୁଣା ହେବ ଓମିକ୍ରନ୍‌

ଜେନେଭା,୧୯ ।୧୨: ଏବେ ସୁଦ୍ଧା କରୋନାର ନୂଆ ଭାରିଏଣ୍ଟ ଓମିକ୍ରନ୍ ୮୯ ଦେଶକୁ ବ୍ୟାପି ସାରିଲାଣି । ସବୁଠି ଏହା ଡେଲ୍ଟା ଭାରିଏଣ୍ଟଠାରୁ ଦ୍ରୁତ ବେଗରେ ବ୍ୟାପୁଥିବା ଦେଖାଯାଉଛି । ଓମିକ୍ରନର ଗୋଷ୍ଠୀ ସଂକ୍ରମଣ ହେଲେ ଏହା ଦେଢରୁ ୩...

ଦେଶରେ ଓମିକ୍ରନ୍ ଯୋଗୁ ଫେବୃୟାରୀରେ ଆସିବ ତୃତୀୟ ଲହର: କୋଭିଡ ସୁପର ମଡେଲ କମିଟିର ଚେତାବନୀ

ନୂଆଦିଲ୍ଲୀ,୧୯ ।୧୨: କରୋନା ଭାଇରସର ନୂଆ ଭାରିଏଣ୍ଟ ଓମିକ୍ରନ୍ ଦ୍ରୁତ ବେଗରେ ମାଡି ଚାଲିଛି । ଏପର୍ଯ୍ୟନ୍ତ ଏହା ଦେଶର ୧୨ ରାଜ୍ୟକୁ ବ୍ୟାପି ସାରିଲାଣି । ଆଉ ଏଥିରେ ୧୪୫ ଜଣ ସଂକ୍ରମିତ ହୋଇ ସାରିଲେଣି । ଏହାକୁ...

ଓଡ଼ିଶାରେ ଓମିକ୍ରନ ସନ୍ଦିଗ୍ଧ

କଟକ ଅଫିସ,୧୮ା୧୨: କଟକରେ ସନ୍ଦିଗ୍ଧ ଓମିକ୍ରନ ରୋଗୀ ସାମ୍ନାକୁ ଆସିବା ନେଇ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ସୂଚନା ଦେଇଛନ୍ତି। ଜଣେ ନାଇଜେରିଆ ଫେରନ୍ତାଙ୍କ ପିଜିଟିଭ୍‌ ନେଇ ଖବର ଆସିଛି। ସମ୍ପୃକ୍ତ ବ୍ୟକ୍ତିଙ୍କୁ ଚିହ୍ନଟ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ...

ବଢୁଛି ଓମିକ୍ରନ ଚିନ୍ତା, ହୋଇପାରେ ଲକ୍‌ଡାଉନ୍‌

ଆମଷ୍ଟରଡାମ୍‌,୧୮ା୧୨: କେତେକ ଦେଶରେ କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଛି। ଏହାକୁ ଦୃଷ୍ଟିରେ ରଖି ନେଦରଲ୍ୟାଣ୍ଡରେ ଲକ୍‌ଡାଉନ୍‌ ଲାଗୁ କରାଯାଇପାରେ। ନୂଆ ରଣନୀତି ଉପରେ ନେଦରଲ୍ୟାଣ୍ଡ ସରକାରଙ୍କୁ ପରାମର୍ଶ ଦେଉଥିବା ସ୍ବାସ୍ଥ୍ୟ ବିଶେଷଜ୍ଞମାନେ ଏଠାରେ କଡ଼ା...

ସ୍କୁଲରେ କରୋନା ବିସ୍ଫୋରଣ, ୧୬ ଛାତ୍ର ଆକ୍ରାନ୍ତ…

ମୁମ୍ବାଇ, ୧୮।୧୨: ମହାରାଷ୍ଟ୍ରର ନଭି ମୁମ୍ବାଇରେ ଏକ ସ୍କୁଲରେ କରୋନା ବିସ୍ଫୋରଣ ହୋଇଛି। ସ୍କୁଲର ୧୬ ଜଣ ଛାତ୍ର କରୋନାରେ ଆକ୍ରାନ୍ତ ହୋଇଛନ୍ତି। ନଭି ମୁମ୍ବାଇ ନଗର ନିଗମ ପକ୍ଷରୁ କୁହାଯାଇଛି ଯେ, ଆକ୍ରାନ୍ତ ହୋଇଥିବା ଛାତ୍ରମାନଙ୍କ ମଧ୍ୟରେ ଅଷ୍ଟମରୁ...

୨୦୨୪ ପର୍ଯ୍ୟନ୍ତ ରହିବ କରୋନା ଆତଙ୍କ,ବିଶେଷଜ୍ଞଙ୍କ ଅନୁମାନ…

ଓ୍ବାଶିଂଟନ/ନୂଆଦିଲ୍ଲୀ, ୧୮।୧୨:  ପୃଥିବୀରେ କରୋନା ମହାମାରୀ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ନୂଆ ନୂଆ ଭାରିଆଣ୍ଟ୍‌ ଆସିବା ଯୋଗୁ ସଙ୍କଟ ବଢ଼ିଚାଲିଛି। ଏପରିସ୍ଥଳେ ବିଶେଷଜ୍ଞମାନେ କହିଛନ୍ତି ଯେ, କରୋନା ମହାମାରୀ ପୃଥିବୀରେ ୨୦୨୪ ପର୍ଯ୍ୟନ୍ତ ରହିବାର ଆଶଙ୍କା ରହିଛି। ଆମେରିକାର...

ରାଜ୍ୟରେ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୧୮।୧୨(ବ୍ୟୁରୋ): ରାଜ୍ୟରେ ଶନିବାର କରୋନା ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮ ହଜାର ୪୪୨କୁ ବୃଦ୍ଧି ପାଇଛି। କେବଳ ମୟୁରଭଞ୍ଜ ଜିଲାରୁ ଜଣେ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri