କରୋନା ଭାଇରସ୍‌

ବିଶେଷଜ୍ଞଙ୍କ ଚେତାବନୀ, ଓମିକ୍ରନ୍‌ରୁ ମୁକ୍ତି ପାଇଁ ଲକ୍‌ଡାଉନ୍‌ ଅପରିହାର୍ଯ୍ୟ…

ଆମଷ୍ଟରଡାମ୍‌/ଜେନେଭା/ନୂଆଦିଲ୍ଲୀ, ୧୮।୧୨: କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ପୃଥିବୀରେ ସଙ୍କଟ ସୃଷ୍ଟି ହୋଇଛି। ଓମିକ୍ରନ ସମଗ୍ର ପୃଥିବୀରେ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ବିଶ୍ୱସ୍ବାସ୍ଥ୍ୟ ସଂଗଠନ ଅନୁଯାୟୀ, ଏପର୍ଯ୍ୟନ୍ତ ଓମିକ୍ରନ୍‌ ୭୭ ଦେଶରେ ବ୍ୟାପିଛି ଏବଂ କରୋନାର...

ଲଗାତାର ୭ ଦିନ ଧରି ଦୈନିକ ସଂକ୍ରମଣ ୮ ହଜାର ତଳେ…

ନୂଆଦିଲ୍ଲୀ, ୧୮।୧୨: ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟାରେ ସାମାନ୍ୟ ବ୍ରେକ୍‌ ଲାଗିଛି। ଲଗାତାର ୮ ଦିନ ଧରି ଦୈନିକ ସଂକ୍ରମଣ ୮ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ୭...

ପୁଣି ତାଣ୍ଡବ, ବିଟ୍ରେନ୍‌ରେ ଦିନକୁ ୯୩ ହଜାର ଛୁଇଁଲା ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା…

ଲଣ୍ଡନ,୧୮।୧୨: ପୃଥିବୀରେ କରୋନାର ନୂଆ ଭାରିଆଣ୍ଟ୍‌ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ବର୍ତ୍ତମାନ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ବ୍ରିଟେନ୍‌ରେ ସ୍ଥିତି ଅଣାୟତ୍ତ ବେହାରେ ଲାଗିଛି। ଓମିକ୍ରନ୍‌ ଏଠାରେ ତାଣ୍ଡବ ରଚିବା ଆରମ୍ଭ କରିଛି। ଏଠାରେ ଦିନକୁ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା...

ଗତ ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୬୯ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୮।୧୨(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ୧୬୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୯ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୯୭ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୭୨ ଜଣ ଲୋକାଲ...

କୋଭୋଭାକ୍ସକୁ ମିଳିଲା ଡବ୍ଲୁଏଚ୍‌ଓର ମଞ୍ଜୁରୀ

ନୂଆଦିଲ୍ଲୀ,୧୮ ।୧୨: କରୋନାର ନୂଆ ଭାରିଏଣ୍ଟ ଓମିକ୍ରନର ସଂକ୍ରମଣ ମଧ୍ୟରେ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ ସିରମ ଇନଷ୍ଟିଚ୍ୟୁଟର ଭ୍ୟାକ୍ସିନ କେଭୋଭାକ୍ସକୁ ଜରୁରୀ କାଳୀନ ସ୍ଥିତିରେ ବ୍ୟବହାର କରିବାକୁ ଅନୁମତି ପ୍ରଦାନ କରିଛି । ଆର ପୁନାୱାଲା ଟୁଇଟ୍ କରି ଏହି...

୧୦୦ ଟପିଲା ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ,୧୭ା୧୨: କରୋନା ଭାଇରସର ନୂଆ ଭାରିଆଣ୍ଟ ଓମିକ୍ରନ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ବର୍ତ୍ତମାନ ଭାରତରେ ୧୦୦ ଟପିଛି ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା। ଆଜି ଦେଶରେ ୧୦୧ ଆକ୍ରାନ୍ତ ଚିହ୍ନଟ ହୋଇଥିବା ନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଶୁକ୍ରବାର ସନ୍ଧ୍ୟାରେ...

ରାଜ୍ୟରେ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୧୭।୧୨(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନା ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮ ହଜାର ୪୪୧କୁ ବୃଦ୍ଧି ପାଇଛି। କେବଳ କଳାହାଣ୍ଡି ଜିଲାରୁ ଜଣେ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ...

ଗତ ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୫୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୭।୧୨(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ୧୫୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୬ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୯୧ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୬୩ ଜଣ ଲୋକାଲ...

ଓମିକ୍ରନ୍‌ର ଗୋଷ୍ଠୀ ସଂକ୍ରମଣ ହେଲେ ସମସ୍ତଙ୍କର ଜିନୋମ ସିକ୍ୟୁଏନସିଂ ଅସମ୍ଭବ

ନୂଆଦିଲ୍ଲୀ,୧୭ ।୧୨: ଦେଶରେ ବେଳକୁ ବେଳ ବଢି ଚାଲିଛି ଓମିକ୍ରନ୍ ସଂକ୍ରମଣ । ଏହା ସାଧାରଣ ଜନତାଙ୍କଠାରୁ ଆରମ୍ଭ କରି ବିଶେଷଜ୍ଞ, ସ୍ୱାସ୍ଥ୍ୟକର୍ମୀ ସମସ୍ତଙ୍କ ପାଇଁ ଚିନ୍ତାର କାରଣ ପାଲଟି ଗଲାଣି । ଯଦି ଓମିକ୍ରନ୍‌ର ଗୋଷ୍ଠୀ ସଂକ୍ରମଣ ହୁଏ...

ପୁଣି ଆତଙ୍କ,ଡେଲ୍ଟାଠାରୁ ୭୦ ଗୁଣା ତୀବ୍ରବେଗରେ ବ୍ୟାପିବ ଓମିକ୍ରନ୍‌…

ହଂକଂ, ୧୬।୧୨: ପୃଥିବୀରେ କରୋନା ମହାମାରୀର ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏବେ ପ୍ରକାଶିତ ଏକ ନୂଆ ଗବେଷଣା ରିପୋର୍ଟରେ ଉଲ୍ଲେଖ କରାଯାଇଛି ଡେଲ୍ଟାଠାରୁ ୭୦ ଗୁଣା ତୀବ୍ରବେଗରେ ଓମିକ୍ରନ୍‌ ବ୍ୟାପିବାର ଆଶଙ୍କା ରହିଛି। ତେବେ...

୧୦ ଦିନ ମଧ୍ୟରେ କରୋନା କ୍ଷତିପୂରଣ ଦେବାକୁ ସୁପ୍ରିମ୍‌କୋର୍ଟଙ୍କ ନିର୍ଦ୍ଦେଶ …

ନୂଆଦିଲ୍ଲୀ, ୧୬।୧୨: ସମସ୍ତ ଆବେଦନକାରୀଙ୍କୁ ୧୦ ଦିନ ମଧ୍ୟରେ କରୋନା କ୍ଷତିପୂରଣ ଦେବାକୁ  ସୁପ୍ରିମ୍‌କୋର୍ଟ ନିର୍ଦ୍ଦେଶ ଜାରି କରିଛନ୍ତି। ଏକ ମାମଲାର ବିଚାର କରି ଶୀର୍ଷକୋର୍ଟଙ୍କ ପକ୍ଷରୁ ମହାରାଷ୍ଟ୍ର ସରକାରଙ୍କୁ ଏଭଳି ନିର୍ଦ୍ଦେଶ ଦିଆଯାଇଛି। ବିଚାରପତି ଏମ୍‌.ଆର୍‌. ଶାହା ଏବଂ...

ରାଜ୍ୟରେ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୧୬।୧୨(ବ୍ୟୁରୋ): ରାଜ୍ୟରେ ଗୁରୁବାର କରୋନା ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮ ହଜାର ୪୪୦କୁ ବୃଦ୍ଧି ପାଇଛି। କେବଳ ଖୋର୍ଦ୍ଧା ଜିଲାରୁ ଜଣେ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri