ନୂଆଦିଲ୍ଲୀ, ୮।୧୨: ଦେଶରେ କରୋନା ମହାମାରୀର ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛିି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୮ ହଜାର ୪୩୯ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହି ସମୟ...
ଭୁବନେଶ୍ୱର,୮।୧୨(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ୨୫୫ ମଧ୍ୟରେ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫୪ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍। ଆକ୍ରାନ୍ତଙ୍କ ମଧ୍ୟରୁ ୧୫୨ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ...
ଜେନେଭା,୮।୧୨: ଦକ୍ଷିଣ ଆଫ୍ରିକାରୁ ସମଗ୍ର ବିଶ୍ୱରେ ବ୍ୟାପିଥିବା ଓମିକ୍ରନ ଭାରିଆଣ୍ଟକୁ ନେଇ ଭୟର ବାତାବରଣ ଥିବାବେଳେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍ଓ) ପକ୍ଷରୁ ପିଲାମାନଙ୍କଠାରେ ସଂକ୍ରମଣ ବିଷୟରେ ଏକ ଗୁରୁତ୍ୱପୂର୍ଣ୍ଣ ସୂଚନା ଜାରି କରାଯାଇଛି। ଡବ୍ଲ୍ୟୁଏଚ୍ଓର ୟୁରୋପୀୟ କାର୍ଯ୍ୟାଳୟ କହିଛି...
Archives
Model This Week
ପିଲାଙ୍କ ଧରିତ୍ରୀ