କରୋନା ଭାଇରସ୍‌

ଓମିକ୍ରନ୍‌ ଆଗରେ ବର୍ତ୍ତମାନର କରୋନା ଟିକା ଅକାମୀ, ମାନିଲେ ଭାକ୍ସିନ୍‌ ନିର୍ମାତା…

ଓ୍ବାଶିଂଟନ/ନୂଆଦିଲ୍ଲୀ,୧।୧୨: ପୃଥିବୀରେ କରୋନାର ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌ର ଆତଙ୍କ ଆରମ୍ଭ ହୋଇଛି। ଏପରିସ୍ଥଳେ ବିଶେଷଜ୍ଞଙ୍କ ପକ୍ଷରୁ ଜାରି ହୋଇଥିବା ବିବୃତ୍ତି ନେଇ ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। ବିଶେଷଜ୍ଞଙ୍କ ଅନୁଯାୟୀ, କରୋନା ଭୂତାଣୁ ଓମିକ୍ରନ୍‌ର ସ୍ପାଇକ ପ୍ରୋଟିନରେ ବହୁ ପରିବର୍ତ୍ତନ ହୋଇଛି।...

ରାଜ୍ୟରେ ଆଉ ୨ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୧।୧୨(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୪୧୩ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଏବଂ ଢେଙ୍କାନାଳରୁ ଜଣେ ଲେଖାଏ ଆକ୍ରାନ୍ତଙ୍କର ମୃତ୍ୟୁ...

ପୁଣି ବଢ଼ିଲା ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ,୧।୧୨: ଦେଶରେ କରୋନା ମହାମାରୀ ସଂକ୍ରମଣ ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୮ ହଜାର ୯୫୪ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୨୬୭ ଜଣଙ୍କ...

ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୩୭ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧।୧୨(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ୨୩୭ ମଧ୍ୟରେ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୯ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୧୩୯ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ...

ଓମିକ୍ରନ୍‌ ମୁକାବିଲା ପ୍ରସ୍ତୁତି

ନୂଆଦିଲ୍ଲୀ, ୧ା୧୨: ବିଶ୍ୱର ଅନେକ ଦେଶକୁ ବ୍ୟାପିବାରେ ଲାଗିଥିବା କୋଭିଡ୍‌ ଭାରିଆଣ୍ଟ ଓମିକ୍ରନ ବିରୋଧରେ ଲଢ଼େଇ ଭାରତରେ ପ୍ରସ୍ତୁତି ଚାଲିଛି। ଦେଶରେ ଏ ପର୍ଯ୍ୟନ୍ତ ଓମିକ୍ରନ୍‌ ସଂକ୍ରମିତ ଚିହ୍ନଟ ହୋଇ ନ ଥିବା କେନ୍ଦ୍ର ସରକାର କହିଛନ୍ତି। କୌଣସି ସଂକ୍ରମିତ...

ଓମିକ୍ରନ୍‌ ମୁକାବିଲା, ରାଜ୍ୟକୁ କେନ୍ଦ୍ରର ୬ ପରାମର୍ଶ…

ନୂଆଦିଲ୍ଲୀ,୩୦।୧୧: କରୋନାର ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌ ନେଇ ଦେଶରେ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ କେନ୍ଦ୍ର ସରକାରଙ୍କ ପକ୍ଷରୁ ବିଭିନ୍ନ ରାଜ୍ୟ ଏବଂ କେନ୍ଦ୍ର ଶାସିତ ଅଞ୍ଚଳକୁ ଓମିକ୍ରନ୍‌ର ମୁକାବିଲା ଲାଗି ୬ ପରାମର୍ଶ ଦିଆଯାଇଛି। କେନ୍ଦ୍ର ସ୍ବାସ୍ଥ୍ୟ ସଚିବ...

ଭାରତରେ ଓମିକ୍ରନ୍‌ ଆତଙ୍କ, ୧୫ ଦିନରେ ଦକ୍ଷିଣ ଆଫ୍ରିକାରୁ ମୁମ୍ବାଇ ଆସିଛନ୍ତି ୧,୦୦୦ ଯାତ୍ରୀ…

ନୂଆଦିଲ୍ଲୀ,୩୦।୧୧: ପୃଥିବୀରେ କରୋନାର ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌ ନେଇ ଆତଙ୍କ ସୃଷ୍ଟି ହୋଇଛି। ଦକ୍ଷିଣ ଆଫ୍ରିକାର ଶ୍ୱାନେ ଇନଷ୍ଟିଚ୍ୟୁଟ୍‌ କରୋନାର ଦ୍ୱିତୀୟ ଏନ୍ତୁଡ଼ିଶାଳ ପାଲଟିଛି। ଏପରିସ୍ଥଳେ ଭାରତରେ ଓମିକ୍ରନ୍‌କୁ ନେଇ ଆତଙ୍କ ବଢ଼ିବାରେ ଲାଗିଛି। ଗତ ୧୫ ଦିନ ମଧ୍ୟରେ...

ରାଜ୍ୟରୁ ପୁଣି ୨ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୩୦।୧୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮,୪୧୧କୁ ବୃଦ୍ଧି ପାଇଛି। ୨ ମୃତକଙ୍କ ମଧ୍ୟରେ ଝାରସୁଗୁଡ଼ାରୁ ଜଣେ ଥିବା ବେଳେ ନୂଆପଡ଼ା ଜିଲାରୁ ଜଣେ ଅଛନ୍ତି। ତେବେ ଆଜି...

ଦିନେ କମୁଛି ଦିନେ ବଢ଼ୁଛି : ଆଜି ରାଜ୍ୟରେ ୨୨୮ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୩୦।୧୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୨୨୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୫ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ । ଆକ୍ରାନ୍ତଙ୍କ ମଧ୍ୟରୁ ୧୩୪ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୯୪ ଜଣ...

୭ ହଜାର ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୩୦।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଦିନେ କମିଲେ ପୁଣି ବଢୁଛି। ଦୈନିକ ସଂକ୍ରମଣ ୭ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୬ ହଜାର ୯୯୦ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହି...

ଓମିକ୍ରନ୍‌ ପାଇଁ ଅଲଗା ଟିକା ପ୍ରସ୍ତୁତି ନେଇ ଯୋଜନା…

ଓ୍ବାଶିଂଟନ/ନୂଆଦିଲ୍ଳୀ,୩୦।୧୧: ସମଗ୍ର ବିଶ୍ୱରେ କରୋନାର ଓମିକ୍ରନ ଭାରିଆଣ୍ଟ୍‌ ସଂକ୍ରମଣ ନେଇ ସଙ୍କଟ ଜନକ ପରିସ୍ଥିତି ଉପୁଜିଥିବା ବେଳେ ଟିକା ଉତ୍ପାଦନକାରୀ କମ୍ପାନୀଗୁଡ଼ିକ ପକ୍ଷରୁ ଅଲଗା ଟିକା ପ୍ରସ୍ତୁତି ନେଇ ଯୋଜନା ପ୍ରସ୍ତୁତ କରାଯାଇଛି। କମ୍ପାନୀ ଗୁଡ଼ିକ ଅନ୍ୟ ପ୍ରକାର ଟିକା...

ଓମିକ୍ରନ୍‌ ବଡ଼ ବିପଦ

ନୂଆଦିଲ୍ଲୀ, ୩୦ା୧୧: କରୋନା କବଳରୁ ମୁକୁଳି ବିଶ୍ୱ ସଜାଡ଼ି ହେବାକୁ ଅଣ୍ଟା ଭିଡ଼ିଲାବେଳକୁ ନୂଆ ଭାରିଆଣ୍ଟ ଓମିକ୍ରନ୍‌ ପୁଣି ଚିନ୍ତା ବଢ଼ାଇଛି। ଓମିକ୍ରନ ସଂକ୍ରମଣର ଭୟାବହତାକୁ ଦେଖି ପ୍ରାୟ ସବୁ ଦେଶ ଆଲର୍ଟ ରହିଛନ୍ତି। ବିଭିନ୍ନ ସ୍ଥାନରେ କଡ଼ା କଟକଣା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri