କରୋନା ଭାଇରସ୍‌

ଜାଣିଶୁଣି ନିଜକୁ କରୋନା ସଂକ୍ରମିତ କରୁଛନ୍ତି ଚାଇନାର ଯୁବକ

ବେଜିଂ,୭ ।୧: ଚାଇନାରେ କରୋନାର ହାହାକାର ଏବେ ସାରା ବିଶ୍ୱର ଚିନ୍ତା ବଢାଇ ଦେଇଛି । ଏହାରି ଭିତରେ ଏକ ବଡ ଖବର ସାମ୍ନାକୁ ଆସିଛି । ମିଡିଆ ରିପୋର୍ଟ ଅନୁଯାୟୀ, ଚାଇନାର ଯୁବବର୍ଗ ଏବେ ଜାଣିଶୁଣି ନିଜକୁ କରୋନା...

କୋଭିଡ୍‌ ରୋଗୀଙ୍କ ପାଇଁ ହସ୍ପିଟାଲରେ ନାହିଁ ଶଯ୍ୟା

ବେଜିଂ,୫।୧: ଚାଇନା ରାଜଧାନୀ ବେଜିଂରେ କୋଭିଡ୍‌ ସଂକ୍ରମଣ ଉତ୍କଟ ରୂପ ଧାରଣ କରିଛି। ରୋଗୀ ଚିକିତ୍ସା ପାଇଁ ହସ୍ପିଟାଲଗୁଡ଼ିକରେ ଶଯ୍ୟା ଅଭାବ ଦେଖାଯାଇଛି। ରୋଗୀ, ବିଶେଷ କରି ବରିଷ୍ଠ ଲୋକେ ହଲ୍‌ ଓ୍ବେରେ ଷ୍ଟ୍ରେଚର କିମ୍ବା ହୁଇଲ୍‌ଚେୟାରରେ ଥାଇ ଅକ୍ସିଜେନ୍‌...

ଚାଇନାରେ ବୃଦ୍ଧି ପାଉଥିବା ସଂକ୍ରମଣ ନେଇ ଚିନ୍ତାରେ ବିଶ୍ୱସ୍ବାସ୍ଥ୍ୟ ସଂଗଠନ,ତଥ୍ୟ ପ୍ରକାଶ ଉପରେ ଗୁରୁତ୍ୱ…

ଜେନେଭା/ବେଜିଂ,୫।୧ : ଚାଇନାରେ କରୋନା ମହାମାରୀ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ନୂଆ ଭାରିଆଣ୍ଟ ଯୋଗୁଁ ଚାଇନାରେ ଭୟର ବାତାବରଣ ସୃଷ୍ଟି ହୋଇଛି । ଡାକ୍ତରଖାନାର ବ୍ୟବସ୍ଥା ସମ୍ପୂର୍ଣ୍ଣ ଭୁଶୁଡି ପଡିଛି। ଏହି ସମୟରେ, କରୋନା ଦ୍ରୁତ ଗତିରେ ବ୍ୟାପିଥିବା...

ସୁସ୍ଥତା ହାର ବଢ଼ିଲା…

ନୂଆଦିଲ୍ଲୀ, ୫।୧: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ମାମଲା ବଢ଼ିଛି। ଲଗାତାର ଦୁଇ...

ଚାଇନାର କରୋନା ନିୟନ୍ତ୍ରଣ ରଣନୀତି ନେଇ ଚିନ୍ତାବ୍ୟକ୍ତ କଲା ଆମେରିକା…

ଓ୍ବାଶିଂଟନ,୫।୧ : ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ସମେତ ବିଶ୍ୱର ଅନେକ ଦେଶଚାଇନାର କରୋନା ନିୟନ୍ତ୍ରଣ ରଣନୀତି ନେଇ ଚିନ୍ତିତ ଅଛନ୍ତି। ଚାଇନା ଯେପରି କରୋନା ତଥ୍ୟ ଲୁଚାଉଛି, ସେନେଇ ପଡୋଶୀ ଦେଶମାନେ ସଜାଗ ହୋଇସାରିଛନ୍ତି। ଆମେରିକା ଏକ୍ଷେତ୍ରାୀ ଅଧିକ ସତର୍କ...

ଯାତ୍ରୀଙ୍କ ଉପରେ ପ୍ରତିବନ୍ଧକ ନେଇ ଚାଇନା ଚେତାବନୀର ଜବାବ ଦେଲା ଆମେରିକା…

ଓ୍ବାଶିଂଟନ/ବେଜିଂ,୪।୧ :ଚାଇନାରେ କରୋନା ମହାମାରୀ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ଡାକ୍ତରଖାନାଗୁଡ଼ିକରେ ସ୍ଥାନ ନାହିଁ ଏବଂ ଶ୍ମଶାନରେ ଅନ୍ତିମ ସଂସ୍କାର ପାଇଁ ଧାଡି ଲାଗି ରହିଛି। ବଢୁଥିବା ମାମଲା ମଧ୍ୟରେ ବେଜିଂ ମଧ୍ୟ ସ୍ବୀକାର କରିଛି ଯେ କରୋନା ସଂକ୍ରମଣକୁ...

ପୁଣି ବଢ଼ିଲା ଦୈନିକ ସଂକ୍ରମଣ, ମୃତ୍ୟୁ ହାର ୧.୧୯ ପ୍ରତିଶତ…

ନୂଆଦିଲ୍ଲୀ, ୪।୧: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ବୁଧବାର ଦେଶରେ ପୁଣି ଦୈନିକ କରୋନା ମାମଲା ବଢ଼ିଛି। ଦୈନିକ...

କରୋନା ଚତୁର୍ଥ ଡୋଜ୍‌ ସରକାରୀ ଯୋଜନାର କାର୍ଯ୍ୟସୂଚୀରେ ନାହିିଁ…

ନୂଆଦିଲ୍ଲୀ,୩।୧ : ବିଶ୍ୱର ଅନେକ ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ଭାରତରେ କରୋନା ଟିକାର ଦ୍ୱିତୀୟ ବୁଷ୍ଟର ଡୋଜ ଅର୍ଥାତ୍‌ ଚତୁର୍ଥ ଡୋଜ ବିଷୟରେ ଆଲୋଚନା ହେଉଛି। ଏହି ସମୟରେ ସରକାରୀ ସୂତ୍ରରୁ ପ୍ରକାଶ ଯେ କରୋନା...

ଚାଇନାରେ କରୋନା ଅଣାୟତ୍ତ: ୭ ଦିନରେ ୩୦ ଲକ୍ଷରୁ ଅଧିକ ଆକ୍ରାନ୍ତ…

ବେଜିଂ,୩।୧ : ଚାଇନାରେ କରୋନା ମହାମାରୀ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ଡାକ୍ତରଖାନାଗୁଡ଼ିକରେ ସ୍ଥାନ ନାହିଁ ଏବଂ ଶ୍ମଶାନରେ ଅନ୍ତିମ ସଂସ୍କାର ପାଇଁ ଧାଡି ଲାଗି ରହିଛି। ବଢୁଥିବା ମାମଲା ମଧ୍ୟରେ ବେଜିଂ ମଧ୍ୟ ସ୍ବୀକାର କରିଛି ଯେ କରୋନା...

ଭାରତରେ ଏକ୍ସବିବି.୧.୫ ଭାରିଆଣ୍ଟର ୫ ଆକ୍ରାନ୍ତ ଚିହ୍ନଟ…

ନୂଆଦିଲ୍ଲୀ,୩।୧ : ଭାରତୀୟ ସାର୍ସ-କୋଭ୍‌-୨ ଜେନୋମିକ୍ସ କନ୍ସୋର୍ଟିୟମ (ଇନସାକୋଗ) ମଙ୍ଗଳବାର କରୋନା ଭାଇରସ ମହାମାରୀର ଭୟାବହତା ମଧ୍ୟରେ ଏକ ବୁଲେଟିନ ଜାରି କରି କହିଛି ଯେ ଭାରତରେ କୋଭିଡ-୧୯ ର ଓମିକ୍ରନ ଭାରିଆଣ୍ଟର ଏବଂ ଏହାର ସବ-ଭାରିଆଣ୍ଟର ପ୍ରଭାବ ଦୃଷ୍ଟି...

ସକ୍ରିୟ ମାମଲା ୦.୦୧ ପ୍ରତିଶତ, ବିଏଫ୍‌.୭ ଭାରିଆଣ୍ଟ ନେଇ ସରକାର ସତର୍କ…

ନୂଆଦିଲ୍ଲୀ, ୩।୧: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଚାଇନାରେ ଆତଙ୍କ ସୃଷ୍ଟି କରିଥିବା ବିଏଫ୍‌.୭ ଭାରିଆଣ୍ଟ ନେଇ ସତର୍କ ରହିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ...

କରୋନା ଭାକ୍ସିନ୍‌ର ଦ୍ୱିତୀୟ ବୁଷ୍ଟର ଡୋଜ୍‌ର ଆବଶ୍ୟକତା ନାହିଁ

ନୂଆଦିଲ୍ଲୀ,୩।୧: ଚାଇନାରେ କରୋନା ତାଣ୍ଡବ ରଚିବାରେ ଲାଗିଛି। ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ସଂକ୍ରମିତ ହେଉଥିବା ବେଳେ ଶହ ଶହ ଲୋକ ଜୀବନ ହାରୁଛନ୍ତି। ଭାରତରେ ମଧ୍ୟ କଂରୋନା ସଂକ୍ରମଣ ବଢ଼ୁଥିବାରୁ ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ଦେଶରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri