କରୋନା ଭାଇରସ୍‌

ରୁଷିଆ କୋଭିଶିଲ୍ଡ ବ୍ଲୁ ପ୍ରିଣ୍ଟ୍‌ ଚୋରି କରି ପ୍ରସ୍ତୁତ କରିଛି ସ୍ପୁଟନିକ୍‌ !…

ଲଣ୍ଡନ,୧୧।୧୦: ବ୍ରିଟେନ୍‌ ପକ୍ଷରୁ ରୁଷିଆ ବିରୋଧରେ ଗୁୁରୁତର ଅଭିଯୋଗ ଅଣାଯାଇଛି। ବ୍ରିଟେନ କହିଛି ଯେ, ରୁଷିଆ କୋଭିଶିଲ୍ଡ ବ୍ଲୁ ପ୍ରିଣ୍ଟ୍‌ ଚୋରି କରି ପ୍ରସ୍ତୁତ କରିଛି ସ୍ପୁଟନିକ କରୋନା ଟିକା ପ୍ରସ୍ତୁତ କରିଛି। ଅକ୍ସଫୋର୍ଡ-ଆଷ୍ଟ୍ରାଜେନିକା କରୋନା ଟିକା ଏବଂ କୋଭିଶିଲ୍ଡ...

ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୨୫୫କୁ ବୃଦ୍ଧି

ଭୁବନେଶ୍ୱର,୧୧ା୧୦(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନେ କମିଲେ ଦିନେ ବଢ଼ୁଛି। ସେହିପରି ମୃତ୍ୟୁସଂଖ୍ୟାରେ ବି ବ୍ରେକ୍‌ ଲାଗୁନି। ଆଜି ଆଉ ୬ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ...

ଦୈନିକ ସଂକ୍ରମଣରେ ବ୍ରେକ୍‌…

ନୂଆଦିଲ୍ଲୀ,୧୧।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ପାର୍ବଣ ଯୋଗୁ ବୃଦ୍ଧି ପାଉଥିବା ଭିଡ଼କୁ ନେଇ ସଂକ୍ରମଣ ବଢ଼ିବାର ଆଶଙ୍କା ଏବେ ସରକାରଙ୍କୁ ଘାରିଛି। ଲଗାତାର ୨ ଦିନ ଧରି ଦୈନିକ ସଂକ୍ରମଣ ୧୯ ହଜାର ତଳେ ରହିଛି।...

କମିଲା ସଂକ୍ରମଣ: ଆଜି ରାଜ୍ୟରୁ ୪୪୮ ଆକ୍ରାନ୍ତ ଚିହ୍ନଟ, ଏମାନଙ୍କ ମଧ୍ୟରେ ଅଛନ୍ତି ୫୯ ଶିଶୁ

ଭୁବନେଶ୍ୱର,୧୧ା୧୦(ବ୍ୟୁରୋ): ସୋମବାର ରାଜ୍ୟରୁ ୪୪୮ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୩୨,୧୪୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୫୯ ଜଣ ଚିହ୍ନଟ...

ଟିକାକରଣରେ ଇତିହାସ ରଚିବ ଭାରତ: ସ୍ୱାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୧ ।୧୦: ଦେଶରେ କରୋନା ମହାମାରୀକୁ ଦୂରେଇବା ପାଇଁ ଦ୍ରୁତ ଗତିରେ ଚାଲିଛି ଟିକାକରଣ କାର୍ଯ୍ୟକ୍ରମ । ଏବେସୁଦ୍ଧା ଦେଶରେ ଏହି ଟିକାକରଣ ୯୫ କୋଟି ଅତିକ୍ରମ କରିଥିବା ଜଣାପଡିଛି । କୋ-ୱିନ ପୋର୍ଟଲର ସୂଚନା ଅନୁଯାୟୀ ରବିବାର ସନ୍ଧ୍ୟା...

ଆଉ ୭ ଜଣଙ୍କ ଜୀବନ ନେଲା କରୋନା, କେବଳ ଖୋର୍ଦ୍ଧାରୁ ୫

ଭୁବନେଶ୍ୱର,୧୦ା୧୦(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନେ କମିଲେ ଦିନେ ବଢ଼ୁଛି। ସେହିପରି ମୃତ୍ୟୁସଂଖ୍ୟାରେ ବି ବ୍ରେକ୍‌ ଲାଗୁନି। ଆଜି ଆଉ ୭ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ...

ବଢ଼ିଲା ସଂକ୍ରମଣ: ଆଜି ରାଜ୍ୟରୁ ୬୫୨ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ରେକର୍ଡ ସଂଖ୍ୟକ

ଭୁବନେଶ୍ୱର,୧୦ା୧୦(ବ୍ୟୁରୋ): ରବିବାର ରାଜ୍ୟରୁ ୬୫୨ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୩୧,୬୯୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୩୮୦ ଜଣ ଚିହ୍ନଟ...

ଦୈନିକ ସଂକ୍ରମଣ ୧୯ ହଜାର ତଳେ…

ନୂଆଦିଲ୍ଲୀ,୧୦।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ପାର୍ବଣ ଯୋଗୁ ଭିଡ଼କୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଦୈନିକ ସଂକ୍ରମଣ ୧୯ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧୮ ହଜାର ୧୬୬...

ଟିକାକରଣ ପ୍ରମାଣପତ୍ରରେ ମୋଦିଙ୍କ ଫଟୋ କାହିଁକି, କେନ୍ଦ୍ରକୁ ହାଇକୋର୍ଟଙ୍କ ଜବାବ୍‌ ତଲବ…

ଥିରୁଭାନନ୍ତପୁରମ୍‌,୯।୧୦: କରୋନା ଟିକାକରଣ ପ୍ରମାଣପତ୍ରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଫଟୋ ରହିଥିବା ସମ୍ପର୍କରେ କେରଳ ହାଇକୋର୍ଟ କେନ୍ଦ୍ର ସରକାରଙ୍କୁ ନୋଟିସ ଜାରି କରିଛନ୍ତି। କୋଟ୍ଟାୟାମର ବାସିନ୍ଦା ଏମ୍‌. ପିଟର ଅଭିଯୋଗ କରିଛନ୍ତି ଯେ, ଟିକାକରଣ ପ୍ରମାଣପତ୍ର ନାଗରିକଙ୍କ ମୌଳିକ ଅଧିକାରକୁ...

୨୦୬ ଦିନ ପରେ ସର୍ବନିମ୍ନ ସକ୍ରିୟ ମାମଲା…

ନୂଆଦିଲ୍ଲୀ,୯।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ପାର୍ବଣ ଯୋଗୁ ଭିଡ଼କୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧୯ ହଜାର ୭୪୦ ରେ ପହଞ୍ଚିଛି। ଏହି ସମୟ ମଧ୍ୟରେ ଦେଶରେ...

ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୨୩୮କୁ ବୃଦ୍ଧି

ଭୁବନେଶ୍ୱର,୮ା୧୦(ବ୍ୟୁରୋ): ରାଜ୍ୟରେ କରୋନା ରୋଗୀଙ୍କ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି। ପ୍ରତିଦିନ କୌଣସି ନା କୌଣସି କରୋନା ରୋଗୀଙ୍କ ମୃତ୍ୟୁ ଘଟୁଛି। ଶୁକ୍ରବାର ରାଜ୍ୟରୁ ଆଉ ୪ ଜଣଙ୍କ ଜୀବନ ବି ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ...

ପୁଣି ବଢ଼ିଲା ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ,୭।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଲଗାତାର ୨ ଦିନ ଧରି ଦୈନିକ ସଂକ୍ରମଣ ୨୦ ହଜାର ତଳେ ରହିବା ପରେ ପୁଣି ବଢ଼ିଛି। ସେହିପରି ମୃତ୍ୟୁ ସଂଖ୍ୟାରେ ମଧ୍ୟ ବୃଦ୍ଧି ଘଟିଛି। ପାର୍ବଣ ଯୋଗୁ ଭିଡ଼କୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri