କରୋନା ଭାଇରସ୍‌

ଆଜି ରାଜ୍ୟରୁ ୫୨୮ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୩।୧୦(ବ୍ୟୁରୋ): ରବିବାର ରାଜ୍ୟରୁ ୫୨୮ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୨୭,୯୫୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୩୧୦ ଜଣ...

ଦୈନିକ ସଂକ୍ରମଣରେ ବ୍ରେକ୍‌…

ନୂଆଦିଲ୍ଲୀ,୩।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣର ତୃତୀୟ ଲହର ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ ଆଗକୁ ଆସୁଥିବା ପାର୍ବଣରେ ଭିଡ଼ ଯୋଗୁ ପୁଣି ସ୍ଥିତି ସଙ୍କଟ ଜନକ ହେବାର ଆଶଙ୍କା ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ କମିଲେ...

୯୦ କୋଟି ଟପିଲା ଟିକାକରଣ ସଂଖ୍ୟା…

ନୂଆଦିଲ୍ଲୀ,୨।୧୦: କରୋନା ମହାମାରୀ ବିରୋଧୀ ଲଢ଼େଇରେ ଦେଶରେ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଶନିବାର ଦେଶରେ ଟିକାକରଣ ସଂଖ୍ୟା ୯୦ କୋଟି ଟପିଛି। ୨୦୨୧ ଜାନୁୟାରୀ ୧୬ରେ ଦେଶରେ ସାର୍ବଜନୀକ ଟିକାକରଣ ଅଭିଯାନ ଆରମ୍ଭ ହୋଇଥିଲା। କେନ୍ଦ୍ରୀୟ ସ୍ବାସ୍ଥ୍ୟ...

ରାଜ୍ୟରୁ ପୁଣି ୭ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨।୧୦(ବ୍ୟୁରୋ): ରାଜ୍ୟରେ ଶନିବାର କରୋନା ଆଉ ୭ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮,୨୦୯କୁ ବୃଦ୍ଧି ପାଇଛି। ୭ ମୃତକଙ୍କ ମଧ୍ୟରେ ସୁନ୍ଦରଗଡ଼ ଓ ଖୋର୍ଦ୍ଧା ଜିଲାରୁ ୨ ଜଣ ଲେଖାଏ ଆକ୍ରାନ୍ତ ଆଖି...

ଆମେରିକାରେ କରୋନା ନେଇଛି ୭ ଲକ୍ଷ ମୁଣ୍ଡ, ସାଢ଼େ ୩ ମାସରେ ଲକ୍ଷେରୁ ଅଧିକ…

ଓ୍ବାଶିଂଟନ,୨।୧୦: ଆମେରିକାରେ କରୋନା ମହାମାରୀ ୭ ଲକ୍ଷରୁ ଅଧିକ ଲୋକଙ୍କ ମୁଣ୍ଡ ନେଇଛି। ଗତ ସାଢ଼େ ୩ ମାସ ମଧ୍ୟରେ ସ୍ଥିତି ଅତି ଭୟଙ୍କର ଥିବା ଏକ ରିପୋର୍ଟରେ ଉଲ୍ଲେଖ କରାଯାଇଛିି। ଏହି ସମୟରେ ଲକ୍ଷେରୁ ଅଧିକ ଲୋକଙ୍କ ମୃତ୍ୟୁ...

୨୫ ହଜାର ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୨।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣର ତୃତୀୟ ଲହର ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ ଆଗକୁ ଆସୁଥିବା ପାର୍ବଣରେ ଭିଡ଼ ଯୋଗୁ ପୁଣି ସ୍ଥିତି ସଙ୍କଟ ଜନକ ହେବାର ଆଶଙ୍କା ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ କମିଲେ...

ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୨୦୨କୁ ବୃଦ୍ଧି

ଭୁବନେଶ୍ୱର,୧ା୧୦(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ଆଉ ୪ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୨୦୨କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି।...

ଆଜି ରାଜ୍ୟରୁ ୪୭୭ କରୋନା ଆକ୍ରାନ୍ତ ଚିହ୍ନଟ, ଏମାନଙ୍କ ମଧ୍ୟରେ ଅଛନ୍ତି ୭୪ ଶିଶୁ

ଭୁବନେଶ୍ୱର,୧।୧୦(ବ୍ୟୁରୋ):  ଶୁକ୍ରବାର ରାଜ୍ୟରୁ ୨୮୦୩ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ  ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୨୬,୯୫୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୭୮ ଜଣ ଚିହ୍ନଟ...

ଆଜି ରାଜ୍ୟରେ ୬୦୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୩୦।୯(ବ୍ୟୁରୋ):: ରାଜ୍ୟରେ ଗତ ୨୪ ଘଣ୍ଟାରେ ୬୦୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ ବର୍ଗର ୯୬ ଜଣ ଅଛନ୍ତି। ଏହି ୬୦୨ ଜଣଙ୍କ ମଧ୍ୟରୁ ୩୫୩ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି...

ପୁଣି ବଢ଼ିଲା ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୩୦।୯: ଦେଶରେ କରୋନା ମହାମାରୀ ସଂକ୍ରମଣର ତୃତୀୟ ଲହର ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ ଆଗକୁ ଆସୁଥିବା ପାର୍ବଣରେ ଭିଡ଼ ଯୋଗୁ ପୁଣି ସ୍ଥିତି ସଙ୍କଟ ଜନକ ହେବାର ଆଶଙ୍କା ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଲଗାତାର...

୧ ନଭେମ୍ବରରୁ ଖୋଲିବ ସ୍କୁଲ…

ନୂଆଦିଲ୍ଲୀ,୨୯।୯: କରୋନା ମହାମାରୀ ସଂକ୍ରମଣ ଯୋଗୁ ବନ୍ଦ ରହିଥିବା ସ୍କୁଲ ୧ ନଭେମ୍ବରରୁ ଖୋଲିବ ବୋଲି ଦିଲ୍ଲୀ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ (ଡିଡିଏମ୍‌ଏ) ବୁଧବାର ସୂଚନା ଦେଇଛନ୍ତି। ତେବେ ସ୍କୁଲ ଗୁଡ଼ିକ ପ୍ରଯ୍ୟାୟ କ୍ରମେ ଦୁର୍ଗାପୂଜା ଛୁଟି ପରେ ଖୋଲାଯିବ।...

ରେକର୍ଡ କଲା ଭାରତ, ପ୍ରତି ୪ ଜଣରେ ଜଣଙ୍କୁ ଟିକା…

ନୂଆଦିଲ୍ଲୀ,୨୯।୯: କରୋନା ମହାମାରୀ ବିରୋଧରେ ଜାରି ରହିଥିବା ଲଢ଼େଇରେ ଭାରତ ନୂଆ ରେକର୍ଡ କରିଛି। ଦେଶର ପ୍ରତି ୪ ଜଣରେ ଜଣଙ୍କୁ ଟିକାଦାନ କରାଯାଇଛି। ୨୪.୮ ପ୍ରତିଶତ ଲୋକଙ୍କୁ ଟିକାର ଉଭୟ ଡୋଜ୍‌ ପ୍ରଦାନ କରାଯାଇଛି। ଅପରପକ୍ଷରେ ୪୩.୫ ପ୍ରତିଶତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri