କରୋନା ଭାଇରସ୍‌

ବାସହରା ହେବେ ୩୬ ଲକ୍ଷ ଆମେରିକୀୟ

ଓ୍ବାଶିଂଟନ, ୨।୮: ଆମେରିକାରେ ଘରଭଡ଼ା ନେଇ ରହୁଥିବା ପ୍ରାୟ ୩୬ ଲକ୍ଷ ଲୋକ ଏଣିକି ବାସହରା ହୋଇପାରନ୍ତି। କାରଣ ଭଡ଼ାଘରୁ ବାହାର କରିଦେବା ଉପରେ ଲାଗିଥିବା ଦେଶବ୍ୟାପୀ ବ୍ୟାନ୍‌ ସମୟସୀମା ରବିବାର ପୂରିଯାଇଛି। ସେପଟେ କରୋନା ସଂକ୍ରମଣ ବଢ଼ିଚାଲିଥିବାବେଳେ ରାଜନୈତିକ...

ଚିନ୍ତା ବଢାଉଛି ଆର୍ ଭାଲ୍ୟୁ!

ନୂଆଦିଲ୍ଲୀ,୧ ।୮: ଦେଶରେ କରୋନା ସଂକ୍ରମଣ ସ୍ଥିତି ଏବେବି ଚିନ୍ତା ଜନକ ରହିଛି । କିଛି ଅଞ୍ଚଳରେ କରୋନା ଗ୍ରାଫ ବଢୁଥିବା ବେଳେ ଏହାର ତୃତୀୟ ଲହର ଚିନ୍ତାରେ ପକାଉଥିବା କହିଛନ୍ତି ଦିଲ୍ଲୀ ସ୍ଥିତ ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍...

କଏନ୍‌-କାଗଜ ଟଙ୍କାରୁ ବ୍ୟାପେ କି କରୋନା ମହାମାରୀ, ଗବେଷକ ଦେଲେ ଏଭଳି ଉତ୍ତର…

ବର୍ଲିନ୍‌,୧।୮: ପୃଥିବୀରେ କରୋନା ମହାମାରୀ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। କେତେକ ଦେଶରେ ଦ୍ପିତୀୟ ଲହର ଥମୁଥିବାବେଳେ କିଛି ଦେଶରେ ତୃତୀୟ ଲହର ଆରମ୍ଭ ହୋଇଛି। ସେହିପରି ମଧ୍ୟ-ପୂର୍ବର ଦେଶଗୁଡ଼ିକରେ ଚତୁର୍ଥ ଲହର ମଧ୍ୟ ଆରମ୍ଭ ହୋଇଥିତ୍ବା ବିଶ୍ୱସ୍ବାସ୍ଥ୍ୟ ସଂଗଠନ...

ଜୁଲାଇରେ କରୋନା ନେଲା ୨୫ ହଜାରରୁ ଅଧିକ ଜୀବନ…

ନୂଆଦିଲ୍ଲୀ,୧।୮: ଜୁଲାଇ ମାସରେ ଦେଶରେ କରୋନା ମହାମାରୀ ସଂକ୍ରମଣରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇଥିଲା ବେଳେ ମୃତ୍ୟୁ ସଂଖ୍ୟା ଜାରି ରହିଥିଲା। ଜୁଲାଇ ମାସର ଶେଷ ସପ୍ତାହରେ, ସକ୍ରିୟ ସଂଖ୍ୟା ୩୦ ରୁ ୪୦ ହଜାର ମଧ୍ୟରେ ଥିଲା।...

୧୦ ପ୍ରତିଶତରୁ ଅଧିକ ପ୍ରଜିଟିଭ୍‌ ଥିବା ଜିଲାରେ ଲାଗୁ ହେବ କଡ଼ା କଡ଼କଣା, ସରକାରଙ୍କ ନିର୍ଦ୍ଦେଶ…

ନୂଆଦିଲ୍ଲୀ,୧।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ସାର୍ବଜନୀକ ଟିକାକରଣ ଜାରି ରହିବା ସହିତ ସଂକ୍ରମଣ ନେଇ କେନ୍ଦ୍ର ସରକାର ସତର୍କ ଅଛନ୍ତି। ସଂକ୍ରମଣକୁ ନିୟନ୍ତ୍ରଣ କରିବା ଲାଗି କେନ୍ଦ୍ର ସରକାରଙ୍କ ପକ୍ଷରୁ ରାଜ୍ୟଗୁଡ଼ିକୁ ସ୍ବତନ୍ତ୍ର...

ଥମୁଛି ସଂକ୍ରମଣ ବଢୁଛି ଭିଡ଼…

ନୂଆଦିଲ୍ଲୀ,୧।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇ ୪୧ ହଜାର ୮୩୧...

କରୋନା ସଂକ୍ରମିତଙ୍କ ଘର ଜଗିବେ ସେନା!

ସିଡ୍‌ନୀ,୩୧ ।୭: କରୋନା ମହାମାରୀର ଗୋଟିଏ ପରେ ଗୋଟିଏ ଲହର ଶେଷ ହେଉଥିବା ବେଳେ ପୁଣି ମାଡି ଆସୁଥିବା ତୃତୀୟ ଓ ଚତୁର୍ଥ ଲହର ଏବେ କୋକୁଆ ଭୟ ସୃଷ୍ଟି କଲାଣି । କିଛି ବିକାଶଶୀଳ ଦେଶରେ ଏହା କମ୍...

ଡେଲ୍ଟା ଭାରିଏଣ୍ଟ କବଳରେ ଚାଇନା

ବେଜିଂ,୩୧ ।୭: ଚାଇନାର ଉହାନ ସହରରୁ ଆରମ୍ଭ ହୋଇଥିବା କରୋନା ମହାମାରୀ ଏବେ ସାରା ବିଶ୍ୱରେ ଆତଙ୍କ ଖେଳାଇ ଦେଇଛି । ଏହି ମହାମାରୀ ଏବେ ସୁଦ୍ଧା କୋଟି କୋଟି ଲୋକଙ୍କ ଜୀବନ ନେଇ ସାରିଲାଣି । ବେଳକୁ ବେଳ...

କରୋନାରେ ମୃତ୍ୟୁ ଘଟିଥିବା ଗଣମାଧ୍ୟମ ପ୍ରତିନିଧିଙ୍କ ପରିବାରକୁ ମିଳିବ ୧୦ ଲକ୍ଷ, ମୁଖ୍ୟମନ୍ତ୍ରୀଙ୍କ ଘୋଷଣା…

ଲକ୍ଷ୍ନୌ,୩୧।୭: କରୋନାରେ ମୃତ୍ୟୁ ଘଟିଥିବା ଗଣମାଧ୍ୟମ ପ୍ରତିନିଧିଙ୍କ ପରିବାରକୁ ଏଣିକି ମିଳିବ ୧୦ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ମିଳିବ। ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସରକାରଙ୍କ ପକ୍ଷରୁ ଏସମ୍ପର୍କରେ ଘୋଷଣା କରାଯାଇଛି। କରୋନା ମହାମାରୀ ଯୋଗୁ ୨୦୨୦ରେ ରାଜ୍ୟରେ...

ଭୁବନେଶ୍ୱରରେ ୧୦୦ ପ୍ରତିଶତ ଟିକାକରଣ

ଭୁବନେଶ୍ୱର,୩୧ା୭(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଶତ ପ୍ରତିଶତ ଟିକାକରଣ ହୋଇଥିବା ନେଇ ବିଏମ୍‌ସି ପକ୍ଷରୁ ସୂଚନା ଦିଆଯାଇଛି। ମୋଟ୍‌ ୯ ଲକ୍ଷ ୭ ହଜାର ଲୋକଙ୍କୁ ୨ ଡୋଜ୍‌ରେ ୧୮.୧୪ ଲକ୍ଷ ଟାର୍ଗେଟ ଥିଲା। ଶୁକ୍ରବାର ସୁଦ୍ଧା ୧୮ ଲକ୍ଷ ୩୫...

ପୁଣି ମାଡ଼ି ଆସୁଛି ବିପଦ, ଆରମ୍ଭ ହେଲାଣି ଚତୁର୍ଥ ଲହର…

ଜେନେଭା,୩୧।୭: କରୋନା ମହାମାରୀର ଦ୍ୱିତୀୟ ଲହର ପୃଥିବୀର କେତେକ ଦେଶରେ ଥମି ନ ଥିବାବେଳେ କିଛି ଦେଶରେ ତୃତୀୟ ଲହର ଆତଙ୍କ ସୃଷ୍ଟି କରିଛି। ଏପରିସ୍ଥଳେ ପୃଥିବୀର ମଧ୍ୟ-ପୂର୍ବ ଦେଶ ଗୁଡ଼ିକରେ କରୋନା ମହାମାରୀର ଚତୁର୍ଥ ଲହର ଆରମ୍ଭ ହେଲାଣି...

ସ୍ଥିତି ଅଣାୟତ୍ତ ଆଶଙ୍କା, ସେପ୍ଟେମ୍ବର ପୂର୍ବରୁ ୧୦ ପ୍ରତିଶତ ଟିକାକରଣ ଅପରିହାର୍ଯ୍ୟ…

ଜେନେଭା,୩୧।୭: କରୋନା ମହାମାରୀ ବିରୋଧରେ ବିଜୟୀ ହେବା ଲାଗି ବିଶ୍ୱସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ ନୂଆ ରଣନୀତି ସମ୍ପର୍କରେ ସୂଚନା ଦିଆଯିବା ସହିତ ପୃଥିବୀର ସମସ୍ତ ଦେଶକୁ ଚେତାବନୀ ଦିଆଯାଇଛି। ଚଳିତ ୨୦୨୧ ବର୍ଷ ସେପ୍ଟେମ୍ବର ସୁଦ୍ଧା ୧୦ ପ୍ରତିଶତ ଲୋକଙ୍କର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri