କରୋନା ଭାଇରସ୍‌

କରୋନାର ତୃତୀୟ ଲହର ପାଇଁ ଦାୟୀ ରହିବେ ସାଧାରଣ ଜନତା!

ନୂଆଦିଲ୍ଲୀ,୧୦ ।୭: ଯଦି ଦେଶରେ କରୋନାର ତୃତୀୟ ଲହର ଆସିବ ତେବେ ଏଥିପାଇଁ ସାଧାରଣ ଜନତାଙ୍କୁ ଦାୟୀ କରାଯାଇପାରେ । ଆଇଏଏନ୍‌ଏସ୍‌-ସି-ଭୋଟର-ସର୍ଭେ ଅନୁସାରେ ୫୭ ପ୍ରତିଶତ ଲୋକଙ୍କ ମତ ହେଉଛି ସାଧାରଣ ଜନତା କରୋନା ନିୟମ ପାଳନ କରୁ ନ...

ଆଜି ୧୦ ଜିଲାରେ ଟିକାକରଣ ବନ୍ଦ

ଭୁବନେଶ୍ୱର,୧୦ା୭(ବ୍ୟୁରୋ): ଟିକା ଅଭାବ ଯୋଗୁ ରାଜ୍ୟରେ ଟିକାକରଣରେ ବାଧା ସୃଷ୍ଟି ହେଉଛି। ଦୈନିକ ୩ଲକ୍ଷ ଟିକାକରଣ ପାଇଁ ଲକ୍ଷ୍ୟ ରଖାଯାଇଥିଲେ ମଧ୍ୟ ଏବେ ଲକ୍ଷେ ଟପୁନି ଟିକାଦାନ। ସେପଟେ ରାଜ୍ୟରେ ଏବେମାତ୍ର ୫୯,୯୨୦ ଡୋଜ୍‌ କୋଭିଶିଲ୍ଡ ଟିକା ଗଚ୍ଛିତ ରହିଥିବାବେଳେ...

ଚିନ୍ତା ବଢାଇଲାଣି ତ୍ରିପୁରା: ୯୦ରୁ ଅଧିକ ଡେଲ୍ଟା ପ୍ଲସ ଭାରିଏଣ୍ଟ ଦ୍ୱାରା ସଂକ୍ରମିତ

ଅଗରତାଲା,୧୦ ।୭: ତ୍ରିପୁରାରୁ ପଶ୍ଚିମବଙ୍ଗକୁ ଜିନୋମ ସିକ୍ୱେନସିଂ ପାଇଁ ପଠାଯାଇଥିବା ୧୫୧ ସାମ୍ପଲ ମଧ୍ୟରୁ ୯୦ରୁ ଅଧିକ ପଜିଟିଭ ରହିଥିବା ବେଳେ ଏମାନେ ସମସ୍ତେ ଡେଲ୍ଟା ପ୍ଲସ ଭାରିଏଣ୍ଟ ଦ୍ୱାରା ସଂକ୍ରମିତ । ଏହା ଜଣାପଡିବା ପରେ କୋଭିଡର ତୃତୀୟ...

ଗହଳି ହେଲା, ସଂକ୍ରମଣ ବଢ଼ିଲା

ଭୁବନେଶ୍ୱର, ୧୦ା୭(ବ୍ୟୁରୋ): ରାଜଧାନୀରେ ପୁଣି ସକ୍ରିୟ ହୋଇଉଠିଲାଣି କରୋନା। କିଛିଦିନ ହେବ ସଂକ୍ରମଣ ଖସୁଥିବାବେଳେ ଏବେ ଉପରମୁହାଁ ହେଲାଣି ଗ୍ରାଫ୍‌। ଜୀବନଜୀବିକାକୁ ଗୁରୁତ୍ୱ ଦେଇ ରାଜ୍ୟ ସରକାର କରୋନା କଟକଣାକୁ କୋହଳ କରିଥିଲେ। ହେଲେ ଲୋକମାନେ ଏହାର ଦୁରୁପଯୋଗ କରୁଥିବା...

୨ ଟଙ୍କାରେ ଭେଣ୍ଡିଂ ମେଶିନ୍‌ରୁ ମିଳୁଛି ମାସ୍କ୍‌…

ହୁବଲି,୧୦।୭: କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ପାଇଁ ସରକାରଙ୍କ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି। ମାସ୍କ୍‌ ପିନ୍ଧିବା ଅପରିହାର୍ଯ୍ୟ ବୋଲି ଏଥିରେ ଉଲ୍ଲେଖ କରାଯାଇଛି। ଏପରିସ୍ଥଳେ ଲୋକଙ୍କ ସୁବିଧାରେ ଶସ୍ତାରେ ମାସ୍କ୍‌ ଯୋଗାଇଦେବା ଲାଗି କର୍ନାଟକର ହୁବଲି ଧାରଓ୍ବାଡ୍‌...

୩୨ ଲକ୍ଷ ଶ୍ରମିକ ପାଇଲେ ୩୫୨ କୋଟି

ଭୁବନେଶ୍ୱର,୧୦ା୭(ବ୍ୟୁରୋ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌)ରେ ନିୟୋଜିତ ଶ୍ରମିକମାନଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନ୍‌ଫରେନ୍ସ ଜରିଆରେ ସ୍ବତନ୍ତ୍ର କୋଭିଡ୍‌ ସହାୟତା ପ୍ରଦାନ କରିଛନ୍ତି। ଏଥିରେ ଏପ୍ରିଲରୁ ଜୁନ୍‌ ପର୍ଯ୍ୟନ୍ତ କାମ କରିଥିବା...

ଦିନେ କମିଲେ ପୁଣି ବଢୁଛି…

ନୂଆଦିଲ୍ଲୀ,୧୦।୭: ଦେଶରେ କରୋନା ସଂକ୍ରମଣରେ ଧୀରେଧୀରେ ସୁଧାର ଆସିଲେ ମଧ୍ୟ ସ୍ଥିତି ସଙ୍କଟ ଜନକ ରହିଛି। ଦେଶରେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଦ୍ୱିତୀୟ ଲହରରେ ଲଗାମ୍‌ ଲାଗିଛି। ଗତ ୨୪ ଘଣ୍ଟାରେ...

ଭିମ୍‌ସାରରେ ଦ୍ୱିତୀୟ ଅକ୍ସିଜେନ୍‌ ପ୍ଲାଣ୍ଟ

ସମ୍ବଲପୁର,୧୦ା୭(ବ୍ୟୁରୋ): ସମ୍ବଲପୁର ବୁର୍ଲା ବୀର ସୁରେନ୍ଦ୍ର ସାଏ ମେଡିକାଲ ଆଣ୍ଡ ରିସର୍ଚ ସେଣ୍ଟର (ଭିମ୍‌ସାର)ରେ ଆଉ ଏକ ଅକ୍ସିଜେନ୍‌ ପ୍ଲାଣ୍ଟ ନିର୍ମାଣ ହେବ। ଏହା ସ୍ବତନ୍ତ୍ର ଭାବେ ଯଷ୍ମା ଓ ଛାତି ବିଭାଗ ମେଡିସିନ ୱାର୍ଡ ପାଇଁ କାର୍ଯ୍ୟ କରିବ।...

ତଦନ୍ତ ନିର୍ଦ୍ଦେଶ ଦେଲେ ମାନବାଧିକାର କମିଶନ

ଭୁବନେଶ୍ୱର,୧୦ା୭(ବ୍ୟୁରୋ): ବାରିପଦାରେ ଏକ ଘରୋଇ ସଂସ୍ଥା ଦ୍ୱାରା ପରିଚାଳିତ କୋଭିଡ୍‌ ହସ୍ପିଟାଲ୍‌ରେ ରୋଗୀଙ୍କୁ ଅବହେଳା ନେଇ ଅଭିଯୋଗ ଆସିଥିଲା। ଏ ସଂକ୍ରାନ୍ତ ମାମଲାର ଶୁଣାଣି କରି ରାଜ୍ୟ ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ତଦନ୍ତ ପାଇଁ ପିଆର୍‌ଏମ୍‌ ମେଡିକାଲ କଲେଜ ଓ...

ଫାଇଜର ଆଣିବ ବୁଷ୍ଟର

ଓ୍ବାଶିଂଟନ, ୧୦।୭: ଫାଇଜର କମ୍ପାନୀ ଏହାର କୋଭିଡ୍‌-୧୯ ଟିକାର ତୃତୀୟ ତଥା ବୁଷ୍ଟର ଡୋଜ୍‌ ଆଣିବା ପାଇଁ ଆମେରିକା କର୍ତ୍ତୃପକ୍ଷଙ୍କ ମଞ୍ଜୁରୀ ଲୋଡ଼ିଛି। ୧୨ ମାସ ମଧ୍ୟରେ ଅନ୍ୟ ଏକ ଡୋଜ୍‌ ରୋଗ ପ୍ରତିରୋଧ କ୍ଷମତାକୁ ଯଥେଷ୍ଟ ବୃଦ୍ଧି କରିବ...

ଥମୁନି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୫୮ ଜୀବନ

ଭୁବନେଶ୍ୱର,୧୦।୭(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ହ୍ରାସ ପାଉଥିବା ବେଳେ କିନ୍ତୁ ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍‌। ଶୁକ୍ରବାର ରାଜ୍ୟରେ କରୋନାଜନିତ ୬୧ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଶନିବାର ଏହି ସଂଖ୍ୟା ହ୍ରାସ ପାଇଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ କରୋନାଜନିତ...

ରାଜ୍ୟରେ ନିୟନ୍ତ୍ରଣକୁ ଆସୁଛି ସଂକ୍ରମଣ: ଗତ ୨୪ଘଣ୍ଟାରେ ୨ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ, ସର୍ବାଧିକ ଖୋର୍ଦ୍ଧାରୁ

ଭୁବନେଶ୍ୱର,୧୦।୭(ବ୍ୟୁରୋ): ଗତ କିଛି ଦିନରୁ ଓଡ଼ିଶାରେ କରୋନା ଗ୍ରାଫ୍‌ ତଳମୁହାଁ ହୋଇଛି। ପ୍ରତିଦିନ ଦୈନିକ ସଂକ୍ରମଣ ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଚିନ୍ତା ବଢ଼ାଉଛି। ଶୁକ୍ରବାର ରାଜ୍ୟରେ ୨,୮୦୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଶନିବାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri