କରୋନା ଭାଇରସ୍‌

ବିନା ମାସ୍କରେ ଧରାପଡ଼ିଲେ ୫ହଜାର ଜରିମାନା ନଚେତ୍‌ ୮ଦିନ ଜେଲ୍‌

କୁଲୁ,୯।୭: କରୋନା ଲକ୍‌ଡାଉନ କଟକଣା କୋହଳ ହେବା ପରେ ହିମାଚଳ ପ୍ରଦେଶରେ ପର୍ଯ୍ୟଟକଙ୍କ ଭିଡ଼ ଜମିବାରେ ଲାଗିଛି। ଯାହା କରୋନା ସଂକ୍ରମଣ ବ୍ୟାପିବା ଭୟକୁ ଆହୁରି ଦ୍ୱିଗୁଣିତ କରିଦେଇଛି। ପର୍ଯ୍ୟଟକଙ୍କ ପ୍ରବଳ ଭିଡ଼କୁ ଦୃଷ୍ଟିରେ ରଖି ସ୍ଥାନୀୟ ପ୍ରଶାସନ ପକ୍ଷରୁ...

କରୋନାର ‘ତୃତୀୟ ଲହର’କୁ ନେଇ ମନ୍ଥନ: ମୋଦିଙ୍କ ଉଚ୍ଚ ସ୍ତରୀୟ ବୈଠକ

ନୂଆଦିଲ୍ଲୀ,୯ ।୭: ସାରା ଦେଶରେ ଚିକିତ୍ସା ପାଇଁ ଉଦ୍ଦିଷ୍ଟ ଅମ୍ଳଜାନର ଯୋଗାଣ ଓ ଉପଲବ୍ଧତା ବୃଦ୍ଧି କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଏକ ଉଚ୍ଚ ସ୍ତରୀୟ ବୈଠକରେ ଆଲୋଚନା କରିଥିବା ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ(ପିଏମ୍‌ଓ) ପକ୍ଷରୁ ସୂଚନା ଦିଆଯାଇଛି ।...

କୋଭିଡ ପ୍ରୋଟୋକଲ୍‌ ମଧ୍ୟରେ ଚାଲିବ ମୌସୁମୀ ଅଧିବେଶନ

ନୂଆଦିଲ୍ଲୀ,୯।୭: କରୋନା କାଳ ମଧ୍ୟରେ ସଂସଦର ମୌସୁମୀ ଅଧିବେଶନଳ ଜୁଲାଇ ୧୯ରୁ ଆରମ୍ଭ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣ ପରେ ଏହା ପ୍ରଥମ ସଂସଦ ଅଧିବେଶନ ଅନୁଷ୍ଠିତ ହେବାକୁ ଯାଉଛି। ସଂସଦ ଅଧିବେଶନରେ ସରକାରଙ୍କ ପକ୍ଷକୁ ମଜଭୂତ...

କେବଳ ଫୁସଫୁସ ନୁହେଁ ଶରୀରର ଅନ୍ୟ କିଛି ମୁଖ୍ୟ ଅଙ୍ଗକୁ ବି ପ୍ରଭାବିତ କରୁଛି କରୋନା!

ଭୋପାଳ,୯ ।୭: କରୋନା ସଂକ୍ରମଣ ଏବେ ସାରା ବିଶ୍ୱକୁ ଚିନ୍ତାରେ ପକାଇ ଦେଇଛି । ଏହା ପ୍ରଥମେ ଫୁସଫୁସକୁ ସଂକ୍ରମିତ କରିବା ପରେ ରୋଗୀର ଅବସ୍ଥା ଗୁରୁତର ହୋଇପଡୁଛି । ଏମିତିକି ଫୁସଫୁସ ସଂକ୍ରମଣ ପରେ ଅଧିକାଂଶ ରୋଗୀଙ୍କୁ ବଞ୍ଚାଇବା...

ହିଲ୍‌ ଷ୍ଟେଶନରେ ବଢ଼ିଲା କରୋନା ଭୟ: କେମ୍ପଟି ଫଲ୍‌ରେ ଲାଗୁ ହେଲା କଡ଼ା ନିୟମ

ମସୁରୀ,୯।୭: କରୋନାର ଦ୍ୱିତୀୟ ଲହର ନିୟନ୍ତ୍ରଣ ଆସିବା ମାତ୍ରେ ହିଁ କିଛି ଲୋକ ଛୁଟି କାଟିବାକୁ ହିଲ୍‌ ଷ୍ଟେଶନରେ ପହଞ୍ଚିଛନ୍ତି। ସେଠାରେ ଲଗାତର ଲୋକଙ୍କ ଭିଡ଼ ଓ କରୋନା ଭୟକୁ ଦୃଷ୍ଟିରେ ରଖି ସରକାର ଏବେ କଡ଼ା ନିୟମ ଲାଗୁ...

କରୋନା ଆଁରେ ୪୦ ଲକ୍ଷରୁ ଅଧିକ ଜୀବନ…

ଜେନେଭା,୮।୭: କରୋନା ମହାମାରୀ ସଂକ୍ରମଣ ଯୋଗୁ ପୃଥିବୀର ବିଭିନ୍ନ ଦେଶରେ ୪୦ ଲକ୍ଷ ୧୭ ହଜାର ୮୮୫ ଜଣ ଆକ୍ରାନ୍ତଙ୍କ ଜୀବନ ଗଲାଣି। ଇତିମଧ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮୫ କୋଟି ୮ଲକ୍ଷ ୫୭ ହଜାର ୧୪୦ ଛୁଇଁଛି। ସେହିପରି...

୨ ହୋମଗାର୍ଡ ବହିଷ୍କୃତ, ଜଣେ ଓଏପିଏଫ୍‌ ନିଲମ୍ବିତ

ଭୁବନେଶ୍ୱର,୮।୭(ବ୍ୟୁରୋ): ରାଜଧାନୀରେ ଜଣେ ନାବାଳକ ଚା’ ଦୋକାନୀଙ୍କୁ ପୋଲିସର ଗୋଇଠା ମାଡ଼ ଓ ଜିନିଷପତ୍ର ଲୁଟିନେବା ଘଟଣାରେ ଡିସିପି ଉମାଶଙ୍କର ଦାଶ ପିସିଆର୍‌ରେ ଥିବା ସମ୍ପୃକ୍ତ ୪ ପୋଲିସ କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ନାବାଳକଙ୍କୁ ମାଡ଼ ମାରିଥିବା...

୬୪,୨୧୪ ପିଭିଟିଜିକୁ କୋଭିଡ୍‌ ସହାୟତା

ଭୁବନେଶ୍ୱର, ୮।୭(ବ୍ୟୁରୋ): ରାଜ୍ୟର ୬୪ ହଜାର ୨୧୪ ଆପଦଗ୍ରସ୍ତ ଆଦିମ ଜନଜାତି ପରିବାର (ପିଭିଟିଜି)କୁ ‘ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର କୋଭିଡ୍‌ ସହାୟତା’ ପ୍ରଦାନ କରାଯାଇଛି। କରୋନା ଦ୍ୱିତୀୟ ଲହରରେ ଆର୍ଥିକ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରତି ପରିବାରକୁ...

ଉତ୍ତର ପ୍ରଦେଶରେ ଡେଲ୍ଟା ପ୍ଲସ ଭାରିଏଣ୍ଟ

ଲକ୍ଷ୍ନୌ,୮ ।୭: ବେଳକୁ ବେଳ କାୟା ବିସ୍ତାର କଲାଣି କରୋନାର ଡେଲ୍ଟା ପ୍ଲସ ଭାରିଏଣ୍ଟ । ବୁଧବାର ଉତ୍ତର ପ୍ରଶେର ଦୁଇଟି ଜିଲାରେ ଦୁଇଜଣ ଡେଲ୍ଟା ପ୍ଲସ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଏହା ଅନ୍ୟମାନଙ୍କ ପାଇଁ ଚିନ୍ତାର କାରଣ...

ଏସ୍‌ସିବିରେ ୯ ଇକ୍‌ମୋ ମେଶିନ ଲାଗିବ

ଭୁବନେଶ୍ୱର, ୮।୭(ବ୍ୟୁରୋ): କଟକ ଏସ୍‌ସିବି ମେଡିକାଲ ଓ କଲେଜରେ ୯ଟି ଇକ୍‌ମୋ ମେଶିନ ଲାଗିବ। ଏନେଇ ବୁଧବାର ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଆୟୋଜିତ ଖବରଦାତା ସମ୍ମିଳନୀରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅତିରିକ୍ତ ମୁଖ୍ୟ...

୨୪ ଘଣ୍ଟାରେ ୪୫ ହଜାରରୁ ଅଧିକ ନୂଆ ଆକ୍ରାନ୍ତ ଚିହ୍ନଟ…

ନୂଆଦିଲ୍ଲୀ,୮।୭: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଦେଶରେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ ବଢୁଛି ପୁଣି ଦିନେ କମୁଛି। ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଲଗାତାର ୨ଦିନ ଧରି...

ଥମୁନି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୫୭ ଜୀବନ

ଭୁବନେଶ୍ୱର,୮।୭(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ହ୍ରାସ ପାଉଥିବା ବେଳେ କିନ୍ତୁ ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍‌। ଗୁରୁବାର ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନାଜନିତ ୫୭ ଜଣଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୪,୪୧୫କୁ ବୃଦ୍ଧି ପାଇଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri