କରୋନା ଭାଇରସ୍‌

ମାଡ଼ି ଆସୁଛି ନୂଆ ମହାମାରୀ: ଚାଇନାରେ ଲୋକଙ୍କଠାରେ ଏଚ୍‌-୧୦-ଏନ୍‌-୩ ଭୁତାଣୁ ଚିହ୍ନଟ…

ବେଜିଂ,୧।୬: କରୋନା ମହାମାରୀର ଅନ୍ତୁଡ଼ିଶାଳ ଚାଇନାର ଉହାନ୍‌ ସହର ପାଲଟିଥିଲା। ଏହାଯୋଗୁୂ ପୃଥିବୀରେ ଦେଖାଦେଇଥିବା ଆତଙ୍କ ଏବେ ବି ଥମିନି। ଏପରିସ୍ଥଳେ ଚାଇନାରେ ପୁଣି ଏକ ନୂଆ ମହାମାରୀ ଭୂତାଣୁ ସଂକ୍ରମଣ ଆରମ୍ଭ ହୋଇଛି। କରୋନାର ତୃତୀୟ ଲହର ନେଇ...

ଭାରତୀୟ ଷ୍ଟ୍ରେନ୍‌କୁ ‘ଡେଲ୍ଟା’ ନାମ ଦେଲା ଡବ୍ଲ୍ୟୁଏଚ୍‌ଓ…

ଜେନେଭା/ନୂଆଦିଲ୍ଲୀ,୧।୬: ଭାରତରେ ଦେଖାଦେଇଥିବା କରୋନା ମହାମାରୀ ଭୂତାଣୁର ଷ୍ଟ୍ରେନ୍‌କୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ ଗ୍ରୀକ୍‌ ଅକ୍ଷର ଡେଲ୍ଟଶ ଭାବେ ନାମକରଣ କରାଯାଇଛି। ଅକ୍ଟୋବର ୨୦୨୦ରେ ମିଳିଥିବା କରୋନା ଭୂତାଣୁ ଭାରିଆଣ୍ଟ୍‌ ବି-୧-୬୧୭-୨କୁ ଡେଲ୍ଟା ନାମ ଦିଆଯାଇଥିବାବେଳେ ବି-୧-୬୧୭-୧ ଭାରିଆଣ୍ଟ୍‌କୁ...

ଦ୍ୱିତୀୟ ଲହର ଯୋଗୁ ଲୋକଙ୍କୁ ମିଳୁନି ଦୁଇମୁଠା ଖାଦ୍ୟ: ଏକ କୋଟିରୁ ଅଧିକ ବେରୋଜଗାର…

ନୂଆଦିଲ୍ଲୀ,୧।୬: କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଦେଶର ସାଧାରଣ ଲୋକଙ୍କ ଆର୍ଥିକ ସ୍ଥିତି ସଙ୍କଟ ଜନକ ସ୍ଥିତିରେ ପହଞ୍ଚିଛି। କରୋନା ମହାମାରୀ ଯୋଗୁ ଦେଶରେ ୯୭ ପ୍ରତିଶତ ଲୋକଙ୍କ ରୋଜଗାର ହ୍ରାସ ପାଇଛି। ଏନେଇ ପ୍ରକାଶିତ ଏକ...

ମେ’ ମାସ ସାଜିଲା ଘାତକ: ୯୯ ହଜାର ୬୮୦ କରୋନା ଆକ୍ରାନ୍ତଙ୍କ ଜୀବନ ନେଲା…

ନୂଆଦିଲ୍ଲୀ,୧।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ମେ’ ମାସରେ କରୋନା ଘାତକ ସାଜିଛି। ଏହି ମାସରେ ଦେଶରେ ସର୍ବାଧିକ ୯୯ ହଜାର ୬୮୦ କରୋନା ଆକ୍ରାନ୍ତ ଜୀବନ ଯାଇଛି। ଏହା ପୂର୍ବରୁ...

ରାଜ୍ୟରେ ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି କରୋନା: ଆଜି ୩୭ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୧।୬(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ୁଛି। ମଙ୍ଗଳବାର ରାଜ୍ୟରେ କରୋନା ଆଉ ୩୭ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୨୭୯୧କୁ ବୃଦ୍ଧି ପାଇଛି। ଏହି ୩୭...

ରାଜ୍ୟରେ କରୋନାର ଭୟଙ୍କର ସ୍ଥିତି: କେବଳ ଖୋର୍ଦ୍ଧାରୁ…

ଭୁବନେଶ୍ୱର,୧।୬(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ପରିସ୍ଥିତି ଭୟଙ୍କର ହେବାରେ ଲାଗିଛି। ମଙ୍ଗଳବାର ରାଜ୍ୟରେ ୮,୭୩୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୪,୮୯୨ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୩୮୪୩ ଜଣ ଲୋକାଲ କେସ୍‌...

ରାଜଧାନୀରେ ଲୋକଙ୍କୁ ଘରେ ଯୋଗାଇ ଦିଆଯିବ ମଦ: ମିଳିଲା ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ…

ନୂଆଦିଲ୍ଲୀ,୧।୬: କରୋନା ମହାମାରୀ ସଂକ୍ରମଣକୁ ଦୃଷ୍ଟିରେ ରଖି ଏବେ ଲୋକଙ୍କ ଘରେ ମଦ ପହଞ୍ଚାଇବା ପ୍ରସ୍ତାବକୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ସରକାରଙ୍କ ପକ୍ଷରୁ ମଞ୍ଜୁରୀ ମିଳିଛି। ଫଳରେ ଏଣିକି ରାଜଧାନୀରେ ଗ୍ରାହକଙ୍କୁ ଆଉ ମଦ ଦୋକାନ ଆଗରେ ଭିଡ଼...

କୋଭିଡ୍‌ ମୂଳକୁ ଖୋଜ

ଓ୍ବାଶିଂଟନ, ୧ା୬: କୋଭିଡ୍‌-୧୯ର ମୂଳ ଖୋଜି ବାହାର କରିବା ସହ ଭବିଷ୍ୟତ ମହାମାରୀ ଆଶଙ୍କାକୁ ରୋକିବାକୁ ହେବ। ଏଥିପାଇଁ ସାରା ବିଶ୍ୱ ଚାଇନା ସରକାରଙ୍କ ସହଯୋଗ ଚାହେଁ ବୋଲି ଆମେରିକାର ପ୍ରମୁଖ ରୋଗ ବିଶେଷଜ୍ଞ କହିଛନ୍ତି। ଚାଇନାର ଉହାନ୍‌ ଗବେଷଣାଗାରରୁ...

ବାସ୍ତବତାକୁ ଦୃଷ୍ଟି ଦିଅ

ନୂଆଦିଲ୍ଲୀ, ୧ା୬: କରୋନା ସଂକ୍ରମଣରୁ ବର୍ତ୍ତିବା ଲାଗି ଜନସାଧାରଣ ଟିକା ଉପରେ ଭରସା କରୁଥିବାବେଳେ ଯୋଗାଣ ଅଭାବରୁ ଟିକାକରଣ ଅଭିଯାନ ଆଗେଇ ପାରୁନାହିଁ। ଲୋକେ ଅନ୍‌ଲାଇନରେ ସ୍ଲଟ୍‌ ବୁକ୍‌ କରିବା ସତ୍ତ୍ୱେ ଟିକା ପାଇପାରୁନାହାନ୍ତି। ଅନେକ କୋଓ୍ବିନ୍‌ ଆପ୍‌ରେ ନାମ...

ନୂଆ ଆକ୍ରାନ୍ତ-ମୃତକଙ୍କ ସଂଖ୍ୟା ପୁଣି କମିଲା…

ନୂଆଦିଲ୍ଲୀ,୧।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି। ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଲଗାତାର ୫ ଦିନ ଧରି ୨ ଲକ୍ଷରୁ କମ୍‌ ରହିଛି।...

କରୋନାରେ ମୃତ୍ୟୁ ହୋଇଥିବା ଖବରଦାତାଙ୍କ ପରିବାରକୁ ମିଳିବ ୫ଲକ୍ଷ

ରାୟପୁର,୩୧।୫: ଦେଶରେ ଜାରି ରହିଥିବା କରୋନା ମହାମାରୀ ସମୟରେ ନିଜ ଜୀବନକୁ ବାଜି ଲଗାଇ ପ୍ରତ୍ୟେକଟି ଅପଡେଟ୍‌ ଖବରକୁ ଲୋକଙ୍କ ନିକଟକୁ ପହଞ୍ଚାଇ ଅନେକ ଖବରଦାତା ମୃତ୍ୟୁମୁଖରେ ପଡ଼ିଛନ୍ତି। ଏଭଳି ସ୍ଥିତିରେ ଖବରଦାତାଙ୍କ ପରିବାର ପାଇଁ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଏକ...

କରୋନା ଯୋଗୁ ତୁଟିଲା ବାପ-ପୁଅ ସମ୍ପର୍କ

ଲକ୍ଷ୍ନୌ,୩୧।୫: କରୋନା ସମୟରେ ଅନେକ ଲୋକ ବିଭିନ୍ନ ସ୍ଥିତି ଦେଇ ଗତି କରୁଛନ୍ତି। କେହି ନିଜ ଆତ୍ମୀୟଙ୍କୁ ହରାଇଥିବା ବେଳେ ଆଉ କେହି ନିଜର ଚାକିରି ଓ ବ୍ୟବସାୟ ହରାଇଛନ୍ତି। କରୋନା ସଙ୍କଟରେ ବହୁ ସମୟରେ ଅମାନବୀୟ ଦୃଶ୍ୟ ଓ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri