ନୂଆଦିଲ୍ଲୀ,୩୦।୫: ଦେଶରେ କରୋନା ମହାମାରୀର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି। ରାଜଧାନୀ ଦିଲ୍ଲୀରେ ଦ୍ୱିତୀୟ ଲହର ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଅକ୍ସିଜେନ୍ ଅଭାବ ମୁଖ୍ୟ ସମସ୍ୟା ଭାବେ ଉଭା ହୋଇଛି। ଏପରିସ୍ଥଳେ ଦେଶରେ ତୃତୀୟ ଲହରର ଆଶଙ୍କା...
ଭୁବନେଶ୍ୱର,୩୦ା୫(ବ୍ୟୁରୋ): ଦିନକୁ ଦିନ ରାଜ୍ୟରେ କରୋନା ସ୍ଥିତି ବିଗିଡ଼ିବାରେ ଲାଗିଛି। ଗୋଟିଏ ପଟେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। କରୋନା ରବିବାର ଆଉ ୩୩ ଜଣଙ୍କ ଜୀବନ ନେଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ...
ଭୁବନେଶ୍ୱର,୩୦।୫(ବ୍ୟୁରୋ): ରବିବାର ରାଜ୍ୟରୁ ୯୫୪୧ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭,୫୬,୬୮୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୫୩୪୩ ଜଣ...
Archives
Model This Week
ପିଲାଙ୍କ ଧରିତ୍ରୀ