କରୋନା ଭାଇରସ୍‌

ଭଉଣୀ ସହ କ୍ୱାରାଣ୍ଟାଇନ୍‌ର ମଜା ନେଉଛନ୍ତି ବିଗ୍‌ବସ୍‌-୧୪ ଓ୍ବିନର

ଶିମଲା: ଦେଶରେ କରୋନା ସଙ୍କଟ ଜାରି ରହିଥିବା ବେଳେ ଏଥିରୁ କେହି ବର୍ତ୍ତି ପାରୁନାହାନ୍ତି। ସାଧାରଣଜନତାଙ୍କଠାରୁ ଆରମ୍ଭ କରି ରାଜନେତା, ଖେଳାଳି ଓ ଅନେକ ସେଲିିବ୍ରିଟି ମଧ୍ୟ କରୋନାରେ ଆକ୍ରାନ୍ତ ହୋଇସାରିଛନ୍ତି। ଇତିମଧ୍ୟରେ ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରହୁଥିବା...

ଟିକା ନେବା ପରେ ଏଭଳି ଲକ୍ଷଣ ବିପଦର ସଙ୍କେତ: ସତର୍କ ସୂଚନା ଜାରି…

ନୂଆଦିଲ୍ଲୀ,୧୮।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନା ଧରୁନି। ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ତେବେ ବିଟ୍ରେନରେ ଆଷ୍ଟ୍ରାଜେନିକା-ଅକ୍ସଫୋର୍ଡ ଟିକା ଭଳି ଭାରତରେ ଦିଆ ଯାଉଥିବା କୋଭିଶିଲ୍ଡ ଟିକାରେ ମଧ୍ୟ ସମାନ ପ୍ରକାର ରକ୍ତ...

ରାଜ୍ୟରେ କରୋନା ନେଲା ଆଉ ୨୨ ମୁଣ୍ଡ

ଭୁବନେଶ୍ୱର,୧୮।୫(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ୁଛି। ମଙ୍ଗଳବାର ରାଜ୍ୟରେ କରୋନା ଆଉ ୨୨ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୨୩୫୭କୁ ବୃଦ୍ଧି ପାଇଛି। ଏହି ୨୨ ମୃତକଙ୍କ...

ରାଜ୍ୟରେ କରୋନାର ଭୟଙ୍କର ସ୍ଥିତି: କେବଳ ଖୋର୍ଦ୍ଧାରୁ…

ଭୁବନେଶ୍ୱର,୧୮।୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ପରିସ୍ଥିତି ଭୟଙ୍କର ହେବାରେ ଲାଗିଛି। ମଙ୍ଗଳବାର ରାଜ୍ୟରେ ୧୦,୩୨୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୫,୭୭୯ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୪,୫୪୨ ଜଣ ଲୋକାଲ କେସ୍‌...

ଆସନ୍ତା ସପ୍ତାହରୁ ଆଞ୍ଚଳିକ ଭାଷାରେ କୋଓ୍ବିନ୍‌ ପୋର୍ଟାଲ

ନୂଆଦିଲ୍ଲୀ, ୧୮।୫(ପି.ଟି.): ଆଗାମୀ ସପ୍ତାହରେ କୋଓ୍ବିନ ପୋର୍ଟାଲ ହିନ୍ଦୀ ଏବଂ ୧୪ ଆଞ୍ଚଳିକ ଭାଷାରେ ଉପଲବ୍ଧ ହେବ। ଫଳରେ କୋଭିଡ୍‌ ଟିକା ନେବା ପାଇଁ ନାମ ପଞ୍ଜୀକରଣ ଓ ସ୍ଲଟ ବୁକିଂ ସହଜ ହୋଇପାରିବ। ଏହାବ୍ୟତୀତ କୋଭିଡ୍‌-୧୯ର ବିଭିନ୍ନ ଭାରିଆଣ୍ଟ...

ନିଆଁରେ ନଷ୍ଟ ହେଲା ୨୫ ଲକ୍ଷର ଟିକା

ଇନ୍ଦୋର, ୧୮ା୫: ଦେଶରେ କରୋନା ଟିକା ଅଭାବ ଦେଖାଦେଇଥିବାବେଳେ ମଧ୍ୟପ୍ରଦେଶର ଇନ୍ଦୋରର ଏକ ଭାକ୍ସିନ ଷ୍ଟୋରରେ ନିଆଁ ଲାଗି ପ୍ରାୟ ୨୫ ଲକ୍ଷ ଟଙ୍କାର ଭାକ୍ସିନ ନଷ୍ଟ ହୋଇଯାଇଛି। ଇନ୍ଦୋରର ଭାରତ ସେରମସ୍‌ ଆଣ୍ଡ ଭାକ୍ସିନ ଲିମିଟେଡ ଷ୍ଟୋର୍‌ରେ ଅଗ୍ନିକାଣ୍ଡ...

ଆକ୍ରାନ୍ତଙ୍କ ସଂଖ୍ୟା କମୁଛି, ମୃତ୍ୟୁ ସଂଖ୍ୟା ବଢୁଛି…

ନୂଆଦିଲ୍ଲୀ,୧୮।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। ତେବେ ଲକ୍‌ଡାଉନ୍‌ ପ୍ରଭାବରୁ ଧୀରେଧୀରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବାବେଳେ ମୃତକଙ୍କ ସଂଖ୍ୟା ପୂର୍ବପରି ବଢ଼ିବାରେ...

କରୋନାରେ ତାମିଲ ଅଭିନେତାଙ୍କ ପରଲୋକ

ଚେନ୍ନାଇ,୧୭।୫: ଫିଲ୍ମ ଇଣ୍ଡଷ୍ଟ୍ରିରୁ ଆଜି ପୁଣି ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। କରୋନା ମହାମାରୀରେ ସିନେମା ଜଗତ ନିଜର ଅନେକ କଳାକାରଙ୍କୁ ହରାଇଛି। କେବଳ ବଲିଉଡ୍‌ ନୁହେଁ ଟଲିଉଡ୍‌ର କଳାକାରଙ୍କ ପାଇଁ ବି କରୋନା କାଳ ସାଜିଥିବା ବେଳେ...

ପ୍ରତିଦିନ ଗୋମୁତ୍ର ପିଇଲେ ହେବନି କରୋନା: ସାଧ୍ୱୀ ପ୍ରଜ୍ଞା

ଭୋପାଳ,୧୭।୫: ନିଜ ବୟାନକୁ ନେଇ ସବୁବେଳେ ଚର୍ଚ୍ଚାରେ ରହୁଥିବା ମଧ୍ୟପ୍ରଦେଶ ଭୋପାଳର ଭାଜପା ଏମ୍‌ପି ସାଧ୍ୱୀ ପ୍ରଜ୍ଞା ସିଂହ ଠାକୁର ଏବେ କରୋନାକୁ ନେଇ ଏକ ବୟାନ ଦେଇଛନ୍ତି। ପ୍ରତିଦିନ ଗୋମୁତ୍ର ପିଇଲେ ଫୁସ୍‌ଫୁସ୍‌ରୁ ସଂକ୍ରମଣ ଦୂର ହୋଇଥାଏ ବୋଲି...

ଶାହଜହାଁପୁରରୁ ଶିକୋଗୋର ଯାତ୍ରା

ଶାହଜହାଁପୁର,୧୭।୫: ବିବାହ ଏଭଳି ଏକ ବନ୍ଧନ ଯାହା ପୂର୍ବରୁ ନିର୍ଦ୍ଧାରିତ ହୋଇ ରହିଥାଏ ବୋଲି କୁହାଯାଏ। କିଏ କେଉଁଠି, ଆଉ କାହା ସହ ବିବାହ କରିବ ସେସବୁ ପୂର୍ବରୁ ନିର୍ଦ୍ଧାରିତ ହେବା ସହ ଶେଷ ମୁହୂର୍ତ୍ତ ଯାଏଁ ବି ଅନିଶ୍ଚିତତା...

କରୋନା ବିରୋଧରେ ୬ରୁ ୧୮ ମାସର ଲଢ଼େଇ ଭାରତରେ ଆବଶ୍ୟକ: ବୈଜ୍ଞାନିକଙ୍କ ଚେତାବନୀ…

ଜେନେଭା/ନୂଆଦିଲ୍ଲୀ,୧୭।୫: ଭାରତରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ତେବେ ଯୋଜନାବଦ୍ଧ ଭାବେ ୬ରୁ ୧୮ ମାସର ଲଢ଼େଇ ଭାରତରେ ଆବଶ୍ୟକ ବୋଲି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ମୁଖ୍ୟ ବୈଜ୍ଞାନିକ ଡ. ସୌମ୍ୟା ସ୍ବାମୀନାଥନ୍‌...

ଲକ୍‌ଡାଉନ୍‌ ଉଲ୍ଲଂଘନ କଲେ ଲେଖିବାକୁ ପଡ଼ିବ ‘ରାମ’ ନାମ

ଭୋପାଳ,୧୭।୫: ଦେଶରେ କରୋନା ଭାଇରସ୍‌ ଦ୍ୱିତୀୟ ଲହରର ପ୍ରକୋପ ଜାରି ରହିଥିବା ବେଳେ ବିଭିନ୍ନ ରାଜ୍ୟରେ ଲକ୍‌ଡାଉନ କଟକଣା ଲାଗୁ କରାଯାଇଛି। କରୋନାକୁ ରୋକିବା ପାଇଁ ରାଜ୍ୟରେ ଲକ୍‌ଡାଉନ କରାଯାଇଥିବା ବେଳେ କିଛି ଅମାନିଆ ଏବେ ବି ରାସ୍ତାରେ ବୁଲୁଥିବାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri