କରୋନା ଭାଇରସ୍‌

କରୋନାରେ ସିଆରପିଏଫ୍‌ ଡିଆଇଜି ସୁନୀଲ କୁମାର ପାର୍ଥଙ୍କ ଦେହାନ୍ତ

ଭୁବନେଶ୍ୱର,୬।୫(ବ୍ୟୁରୋ): ଭୁବନେଶ୍ୱର ସିଆରପିଏଫ୍‌ ଡିଆଇଜି ସୁନୀଲ କୁମାର ପାର୍ଥଙ୍କ କରୋନାରେ ଗୁରୁବାର ଦେହାନ୍ତ ହୋଇଛି। ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ୱରସ୍ଥିତ ଏକ ହସ୍ପିଟାଲରେ ତାଙ୍କର ପରଲୋକ ହୋଇଛି। ମୃତ୍ୟୁବେଳକୁ ତାଙ୍କୁ ୫୪ ବର୍ଷ ହୋଇଥିଲା। ଭୁବନେଶ୍ୱର ସିଆରପିଏଫ୍‌ରେ ଏ ପର୍ଯ୍ୟନ୍ତ କରୋନାରେ...

ଗଛରେ ସାଲାଇନ୍‌ ଟାଙ୍ଗି କରୋନା ଆକ୍ରାନ୍ତଙ୍କ ଚିକିତ୍ସା: ଭିଡ଼ିଓ ଭାଇରାଲ…

ଭୋପାଳ,୬।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ଅଣାୟତ୍ତ ହେବାରେ ଲାଗିଛି। ଏପରିସ୍ଥଳେ ଗ୍ରାମୀଣ ଅଞ୍ଚଳରେ କେତେକ ଆକ୍ରାନ୍ତ ଚିକିତ୍ସା ଲାଗି ହସ୍ପିଟାଲକୁ ଯିବାକୁ ଅମଙ୍ଗ ହେଉଛନ୍ତି। ଏଭଳି ଲୋକଙ୍କୁ ଚିକିତ୍ସା ଆଳରେ ବହୁ ଠକାମୀର ଶିକାର ହେବାକୁ ପଡୁଛି। କିଛି...

ହୋମ୍‌ ଆଇସୋଲେଶନ୍‌ ଆକ୍ରାନ୍ତଙ୍କୁ ଯୋଗାଇ ଦିଆଯିବ ଅକ୍ସିଜେନ୍‌…

ନୂଆଦିଲ୍ଲୀ,୬।୫: ଦେଶରେ କରୋନାର ତାଣ୍ଡବ ଜାରି ରହିଛି। ଏପରିସ୍ଥଳେ ନୂଆଦିଲ୍ଲୀର ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ଅକ୍ସିଜେନ୍‌ ଅଭାବ ନେଇ ଦିଲ୍ଲୀର ବିଭିନ୍ନ ହସ୍ପିଟାଲରେ ଦେଖାଦେଇଥିବା ସଙ୍କଟରେ ସୁଧାର ହେବାରେ ଲାଗିଛି। ଏପରିସ୍ଥଳେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଘୋଷଣା କରିଛନ୍ତି...

ରାଜଭବନର ୮ ବରିଷ୍ଠ ଅଧିକାରୀ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୬।୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ସ୍ଥିତି ବିଗିଡ଼ି ଚାଲିଛି। ପ୍ରତିଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢ଼ିଚାଲିଛି। ଏହି ଘଡ଼ିସନ୍ଧି ମୁହୂର୍ତ୍ତରେ କରୋନା କାୟାରୁ ମୁକୁଳି ପାରିନି ରାଜ୍ୟ ରାଜଭବନ। ରାଜଭବନର ୮ ବରିଷ୍ଠ...

ଏମ୍ସ୍‌ର ବିଦେଶୀ ଡାକ୍ତର ବର୍ଷେ ହେଲା ବିନା ଦରମାରେ…

ନୂଆଦିଲ୍ଲୀ,୬।୫: ଦେଶରେ କରୋନାର ତାଣ୍ଡବ ଜାରି ରହିଛି। ଏପରିସ୍ଥଳେ ନୂଆଦିଲ୍ଲୀସ୍ଥିତ ଏମ୍ସ୍‌ରେ କାର୍ଯ୍ୟ କରୁଥିବା ୬୫ ଜର ବିଦେଶୀ ଡାକ୍ତରଙ୍କୁ ବର୍ଷେ ହେଲା ଦରମା ମିଳି ନାହିଁ। ସେମାନେ ବିନା ଦରମାରେ କାମ କରୁଥିବା ରେସିଡେଣ୍ଟ୍‌ ଡକ୍ଟରର୍ସ ଆସୋସିଏଶନ୍‌ ପକ୍ଷରୁ...

ଖୁବ୍‌ଶୀଘ୍ର ଦ୍ୱିଗୁଣିତ ହେବ ମୃତ୍ୟୁସଂଖ୍ୟା

ନୂଆଦିଲ୍ଲୀ, ୬ା୫: ଭାରତରେ ଦୈନିକ କରୋନା ମୃତ୍ୟୁସଂଖ୍ୟା ରେକର୍ଡ ଭାଙ୍ଗି ଚାଲିଛି। ଯଦି ଏହି କ୍ରମାଗତ ଜାରି ରୁହେ ତେବେ ଆଗାମୀ କିଛି ସପ୍ତାହ ମଧ୍ୟରେ ଦେଶରେ ମୃତ୍ୟୁ ସଂଖ୍ୟା ଦ୍ୱିଗୁଣ ହୋଇପାରେ ବୋଲି ବାଙ୍ଗାଲୁରୁସ୍ଥିତ ଇଣ୍ଡିଆନ ଇନ୍‌ଷ୍ଟିଚ୍ୟୁଟ ଅଫ୍‌...

ପୁଣି କରୋନା ଭାଙ୍ଗିଲା ସବୁ ରେକର୍ଡ: ଗୋଟିଏ ଦିନରେ ମୃତ୍ୟୁ ସଂଖ୍ୟା ୩୯୦୦ ଟପିଲା…

ନୂଆଦିଲ୍ଲୀ,୬।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ଅଣାୟତ୍ତ ସ୍ଥିତି ସୃଷ୍ଟି ହୋଇଛି। ସ୍ଥିତି ବେକାବୁ ହେବା ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖା ଦେଇଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। ପ୍ରତିଦିନ ଆକ୍ରାନ୍ତଙ୍କ ସହିତ ମୃତକଙ୍କ...

କରୋନାରେ ଅଜିତ୍‌ ସିଂଙ୍କ ପରଲୋକ…

ନୂଆଦିଲ୍ଲୀ,୬।୫: ରାଷ୍ଟ୍ରୀୟ ଲୋକଦଳ ମୁଖ୍ୟ ତଥା ପୂର୍ବ କେନ୍ଦ୍ରୀୟ ମନ୍ତ୍ରୀ ଚୌଧୁରୀ ଅଜିତ୍‌ ସିଂଙ୍କର ଗୁରୁବାର ସକାଳ ୬ଟାରେ ପରଲୋକ ଘଟିଛି। ସେ କରୋନାରେ ଆକ୍ରାନ୍ତ ଥିଲେ। ମୃତ୍ୟୁ ବେଳକୁ ତାଙ୍କୁ ୮୨ ବର୍ଷ ବୟସ ହୋଇଥିଲା। ଗତ ମଙ୍ଗଳବାର...

ତୃତୀୟ ଲହର: ଜଣାନାହିଁ କେବେ, ନିଶ୍ଚିତ ଆସିବ

ନୂଆଦିଲ୍ଲୀ, ୬।୫: ଦେଶରେ କରୋନା ସଂକ୍ରମଣର ତୃତୀୟ ଲହର ଅବଶ୍ୟମ୍ଭାବୀ ବୋଲି କେନ୍ଦ୍ର ସରକାରଙ୍କ ପ୍ରମୁଖ ବୈଜ୍ଞାନିକ ପରାମର୍ଶଦାତା ଡ. କେ. ବିଜୟରାଘବନ ବୁଧବାର ସତର୍କ କରାଇ ଦେଇଛନ୍ତି। ତେବେ କେବେଠାରୁ ତୃତୀୟ ଲହର ଆରମ୍ଭ ହେବ ସେ ନେଇ...

ବିବାହ ଉତ୍ସବ ଆୟୋଜନ ନ କରିବାକୁ ଅନୁରୋଧ କଲେ ମୁଖ୍ୟମନ୍ତ୍ରୀ…

ପାଟନା,୫।୫: ବିହାରରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନୀତିଶ କୁମାର ରାଜ୍ୟବାସୀଙ୍କୁ ସ୍ବତନ୍ତ୍ର ଅନୁରୋଧ କରିଛନ୍ତିି। ସେ କହିଛନ୍ତି ଯେ, କେହି ଏବେ ବିବାହ ଉତ୍ସବ ଆୟୋଜନ ନ କରିବା ଆବଶ୍ୟକ। ଏକାଠି ବହୁ ଲୋକ ଜମା ହେଲେ...

ଦିଲ୍ଲୀ ସରକାରଙ୍କର ମୁମ୍ବାଇଠାରୁ ଶିଖିବାର ଆବଶ୍ୟକତା ରହିଛି…

ନୂଆଦିଲ୍ଲୀ,୫।୫: ବିଭିନ୍ନ ହସ୍ପିଟାଲରେ ଦେଖାଦେଇଥିବା ଅକ୍ସିଜେନ୍‌ ଅଭାବ ନେଇ ସୁପ୍ରିମ୍‌କୋର୍ଟ ଦିଲ୍ଲୀ ସରକାରଙ୍କୁ ପରାମର୍ଶ ଦେଇଛନ୍ତି। ମୁମ୍ବାଇ ସରକାରଙ୍କଠାରୁ ଦିଲ୍ଲୀ ସରକାର ଶିଖିବା ଆବଶ୍ୟକ ବୋଲି କୋର୍ଟ କହିଛନ୍ତି। କୌଣସି ଅଧିକାରୀଙ୍କ ବିରୋଧରେ ଅବମାନନା ଅଭିଯୋଗ ଆଣିବା କୋର୍ଟ ଚାହୁଁ...

ଭୟ କରନ୍ତୁ ନାହିଁ: ଖୋଲା ପବନରେ ବୁଲିଲେ ହେବନି କରୋନା…

ଲକ୍ଷ୍ନୌ,୫।୫: ପୃଥିବୀ ବ୍ୟାପୀ କରୋନା ସଂକ୍ରମଣ ନେଇ ସଙ୍କଟଜନକ ସ୍ଥିତି ସୃଷ୍ଟି ହୋଇଛି। ଏପରିସ୍ଥଳେ କିଭଳି ଜୀବନଶୈଳୀ ଆପଣେଇଲେ ସଂକ୍ରମଣଠାରୁ ଦୂରେଇ ରହିହେବ ସେ ନେଇ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି। ବାୟୁ ଦ୍ୱାରା କରୋନା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri