ନୂଆଦିଲ୍ଳୀ/ପାଟନା,୧।୫: କରୋନାରେ ଆକ୍ରାନ୍ତ ହୋଇ ବିହାରର ଆରଜେଡିର ପୂର୍ବତନ ଏମ୍ପି ମହମ୍ମଦ ଶାହାବୁଦ୍ଦିନ୍ଙ୍କ ପରଲୋକ ଶନିବାର ଘଟିଛି। ସେ ଦିଲ୍ଲୀର ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ପୂର୍ବରୁ ଏହି ଖବରକୁ...
ନୂଆଦିଲ୍ଲୀ,୧।୫: ଭାରତରେ କରୋନା ମହାମାରୀ ଯୋଗୁ ପ୍ରତିଦିନ ମୃତ୍ୟୁ ସଂଖ୍ୟା ସହିତ ସମତାଳରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଛି। ଫଳରେ ଦେଶର ବିଭିନ୍ନ ଶ୍ମଶାନରେ ଚିତା ଲିଭିବାର ନାଁ ଧରୁନି। ଦେଶରେ ଏଭଳି ସ୍ଥିତି ସୃଷ୍ଟି ହେବ ବୋଲି...
ମୁମ୍ବାଇ,୧।୫: କରୋନା ମହାମାରୀ ସଂକ୍ରମଣ ଯୋଗୁ ଭାରତରେ ଅବସ୍ଥା ଅଣାୟତ୍ତ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଦେଖାଦେଇଥିବା ରାଜ୍ୟଗୁଡ଼ିକ ମଧ୍ୟରେ ମହାରାଷ୍ଟ୍ରର ସ୍ଥିତି ସଙ୍କଟ ଜନକ ରହିଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ମୁମ୍ବାଇର ମେୟର କିଶୋରୀ ପେଡ଼ନେକର ହାତଯୋଡ଼ି...
Archives
Model This Week
ପିଲାଙ୍କ ଧରିତ୍ରୀ