କରୋନା ଭାଇରସ୍‌

ସ୍ଥିତି ଅସମ୍ଭାଳ: କରୋନା ବେଲଗାମ୍‌…

ନୂଆଦିଲ୍ଲୀ,୨୭।୪: ଦେଶରେ କରୋନା ସଂକ୍ରମଣ ଯୋଗୁ ଅସମ୍ଭାଳ ସ୍ଥିତି ସୃଷ୍ଟି ହୋଇଛି। ସ୍ଥିତି ବେଲଗାମ୍‌ ହେବା ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖା ଦେଇଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। ଲଗାତାର ୬ ଦିନ ଧରି...

ରାଜ୍ୟରେ କରୋନା ନେଲା ଆଉ ୧୦ ମୁଣ୍ଡ: ୨ ହଜାର ଟପିଲା ମୃତକଙ୍କ ସଂଖ୍ୟା

ଭୁବନେଶ୍ୱର,୨୭।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ୁଛି। ମଙ୍ଗଳବାର ରାଜ୍ୟରେ କରୋନା ଆଉ ୧୦ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୨୦୦୭କୁ ବୃଦ୍ଧି ପାଇଛି। ଏହି ୧୦...

ରାଜ୍ୟରେ କରୋନାର ଭୟଙ୍କର ସ୍ଥିତି: ଲଗାତାର ୬ ହଜାର ଉପରେ ରହୁଛି ସଂକ୍ରମିତଙ୍କ ସଂଖ୍ୟା; କେବଳ ଖୋର୍ଦ୍ଧାରୁ…

ଭୁବନେଶ୍ୱର,୨୭।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ପରିସ୍ଥିତି ଭୟଙ୍କର ହେବାରେ ଲାଗିଛି। ମଙ୍ଗଳବାର ରାଜ୍ୟରେ ୬,୦୭୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୩୫୨୨ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨୫୫୧ ଜଣ ଲୋକାଲ କେସ୍‌...

ଜରିମାନା ଦେଲେ ପ୍ରଧାନମନ୍ତ୍ରୀ

କରୋନା ସଂକ୍ରମଣରୁ ବର୍ତ୍ତିବା ପାଇଁ ମାସ୍କ ଅପରିହାର୍ଯ୍ୟ ହୋଇଥିବାବେଳେ ଏହି ନିୟମ ଉଲ୍ଲଂଘନ କରିଛନ୍ତି ଥାଇଲାଣ୍ଡ ପ୍ରଧାନମନ୍ତ୍ରୀ ପ୍ରୟୁତ୍‌ ଚାନ୍‌-ଓ-ଚା। ଏଥିପାଇଁ ଦଣ୍ଡ ସ୍ବରୂପ ତାଙ୍କୁ ୬ ହଜାର ବହଟ୍‌ ବା ପ୍ରାୟ ୧୪ ହଜାର ଟଙ୍କା ଜରିମାନା ହୋଇଛି।...

ଚରଣାମୃତ ଭଳି ମିଳୁଛି ଅକ୍ସିଜେନ

ନୂଆଦିଲ୍ଲୀ,୨୭ା୪: ନୋଭେଲ କରୋନା ଭାଇରସ୍‌ର ପ୍ରଚଣ୍ଡ ପ୍ରହାର ଓ ଏହାର ମୁକାବିଲାରେ ବିଫଳତା ଭାରତୀୟ ଅର୍ଥନୀତିକୁ ଉଜାଡ଼ିଦେଇଛି। ଅର୍ଥ ବ୍ୟବସ୍ଥା ଅଣ୍ଟା ସଳଖି ଛିଡ଼ା ନ ହେଉଣୁ ସ୍ଥିତି ସୁଧୁରିଯାଇଛି ବୋଲି ତରବରିଆ ଭାବେ ପ୍ରଚାର କରିଦିଆଯିବାରୁ ଘାତକ ଭୂତାଣୁ...

ବଢ଼ିବ କଣ୍ଟେନମେଣ୍ଟ ଜୋନ୍‌

ନୂଆଦିଲ୍ଲୀ, ୨୭।୪: ଦେଶରେ କରୋନା ସଂକ୍ରମଣ ଦ୍ରୁତ ବେଗରେ ମାଡ଼ିଚାଲିଥିବାବେଳେ ଏହାକୁ ରୋକିବା ପାଇଁ କେନ୍ଦ୍ର ସରକାର ସୋମବାର ରାଜ୍ୟଗୁଡ଼ିକ ପାଇଁ ସବିଶେଷ କଣ୍ଟେନମେଣ୍ଟ ଯୋଜନା ଜାରି କରିଛନ୍ତି। ଗୋଟିଏ ଦିନରେ ସର୍ବାଧିକ ୩,୫୨,୯୯୧ ଜଣ କରୋନା ପଜିଟିଭ୍‌ ଚିହ୍ନଟ...

ସାମାନ୍ୟ ଥଣ୍ଡା-କାଶକୁ ଡରନ୍ତୁ ନାହିଁ, ହୋଇଯାନ୍ତୁ ଖୁସି: କାରଣ..

ଗ୍ଲାସଗୋ,୨୬।୪: ବିଶ୍ୱବ୍ୟାପୀ କରୋନା ମହାମାରୀ ବିପର୍ଯ୍ୟୟର କାରଣ ହୋଇଛି। ଭାରତରେ ପରିସ୍ଥିତି ଖରାପ ହେବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ରେକର୍ଡ ୩ ଲକ୍ଷ ୫୩ ହଜାର ନୂତନ କରୋନା ରୋଗୀ ଚିହ୍ନଟ ହୋଇଥିବାବେଳେ ୨୮୦୦ରୁ ଅଧିକ...

ନିର୍ବାଚନ ଆୟୋଗ ଅଫିସରଙ୍କ ବିରୋଧରେ ହତ୍ୟା ମାମଲା ଦାଏର କରାଯିବା ଆବଶ୍ୟକ: ହାଇକୋର୍ଟ…

ଚେନ୍ନାଇ,୨୬।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଏପରିସ୍ଥଳେ ବିଭିନ୍ନ ରାଜ୍ୟରେ ନିର୍ବାଚନ କରାଯାଉଛି। ନିର୍ବାଚନ ରାଲି ସହିତ ଅନ୍ୟ ପ୍ରଚାର କାର୍ଯ୍ୟକ୍ରମ ଯୋଗୁ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଏନେଇ ନିର୍ବାଚନ ଆୟୋଗ ଅଫିସରଙ୍କ ପକ୍ଷରୁ...

ସାବଧାନ! ଦିନକୁ ଚିହ୍ନଟ ହେବେ ୬ ଲକ୍ଷରୁ ଅଧିକ ଆକ୍ରାନ୍ତ: ନୀତି ଆୟୋଗ…

ନୂଆଦିଲ୍ଲୀ,୨୬।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଏବେ ପ୍ରତି ଦିନ ୩ ଲକ୍ଷ ୪୫ ହଜାରରୁ ଅଧିକ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଉଛି। ତେବେ ଏବେ କରୋନାର ଟ୍ରେଲର ଚାଲିଛି। ପୂରା ଫିଲ୍ମ ବାକି ରହିଛି...

ଏପ୍ରିଲ ୨୭ରୁ ୧୪ ଦିନିଆ ଲକ୍‌ଡାଉନ୍‌ ଘୋଷଣା

ବେଙ୍ଗାଲୁରୁ,୨୬।୪: କରୋନାର ଦ୍ୱିତୀୟ ଲହର ଦେଶରେ ହଇଚଇ ସୃଷ୍ଟି କରିଛି। କ୍ରମାଗତ କରୋନା ସଂକ୍ରମଣ ରୋଗୀଙ୍କ ସଂଖ୍ୟା ବୃଦ୍ଧି ଏବଂ ମୃତ୍ୟୁ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି କରିଛି। କର୍ନାଟକରେ କରୋନା ସଂକ୍ରମଣର ବେଗରେ ବ୍ରେକ ଲଗାଇବା ପାଇଁ ଏପ୍ରିଲ...

ମଙ୍ଗଳବାରଠାରୁ ଜାରି ହେଲା ୧୪ ଦିନିଆ ଲକ୍‌ଡାଉନ୍‌…

ବେଙ୍ଗାଲୁରୁ,୨୬।୪: କର୍ନାଟକରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଏଭଳିସ୍ଥଳେ ସଂକ୍ରମଣ ରୋକିବା ପାଇଁ ରାଜ୍ୟର ମୁଖ୍ୟମନ୍ତ୍ରୀ ବି.ଏସ୍‌. ୟେଦୁରପ୍ପା ସରକାରଙ୍କ ପକ୍ଷରୁ ୧୪ ଦିନିଆ ଲକ୍‌ଡାଉନ୍‌ ସୋମବାର ଘୋଷଣା କରାଯାଇଛି। ମଙ୍ଗଳବାର ରାତ୍ର ୯ଟାଠାରୁ ରାଜ୍ୟରେ ଲକ୍‌ଡାଉନ୍‌...

କେଉଁଠି ସ୍ତ୍ରୀଙ୍କ କୋଳରେ ସ୍ବାମୀ ତ ଅନ୍ୟ କେଉଁଠି କାର ଛାତରେ ମୃତଦେହ: ତାଣ୍ଡବ ରଚିଛି କରୋନା…

ନୂଆଦିଲ୍ଲୀ,୨୬।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଆକ୍ରାନ୍ତଙ୍କ ଦୁଃଖ ବଢ଼ିବାରେ ଲାଗିଛି। କରୋନା ତାଣ୍ଡବରେ ଚାରିଆଡ଼େ ହାହାକାର ସୃଷ୍ଟି ହୋଇଛି। ପ୍ରିୟଜନଙ୍କୁ ହରାଇ ଥିବା ଲୋକଙ୍କ ଆଖିରୁ ଲୁହଧାର ଝରିବାରେ ଲାଗିଛି। ଏବେ ଉତ୍ତରପ୍ରଦେଶର ଆଗ୍ରା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri