କରୋନା ଭାଇରସ୍‌

ଏହି ଭାକ୍ସିନ୍‌ ନେଲେ ଆଉ ହେବନି କରୋନା…

ନୂଆଦିଲ୍ଳୀ,୨୫।୪: ଦେଶରେ କରୋନା ସଂକ୍ରମଣ ବେକାବୁ ହେବାରେ ଲାଗିଛି। ସ୍ଥିତି ଧୀରେଧୀରେ ଅଣାୟତ୍ତ ହେବା ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ବଢିଛାଲିଛି। ଦେଶରେ ସାର୍ବଜନୀକ କରୋନା ଟିକାଦାନ ଜାରି ରହିଛି। ତେବେ ଟିକା ନେଇ ଥିବା ଲୋକେ ମଧ୍ୟ କରୋନାରେ...

ରାଜ୍ୟରୁ ୬୧୧୬ କରୋନା ଆକ୍ରାନ୍ତ ଚିହ୍ନଟ, ଆଜି ବି ଖୋର୍ଦ୍ଧା ଆଗରେ

ଭୁବନେଶ୍ୱର,୨୫।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ତେବେ ରବିବାର ରାଜ୍ୟରୁ ୬,୧୧୬ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪,୦୭,୪୬୭ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ...

ରାଜ୍ୟରେ କରୋନା ନେଲା ଆଉ ୭ ମୁଣ୍ଡ: କେବଳ ଏହି ଜିଲାରୁ…

ଭୁବନେଶ୍ୱର,୨୫।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ୁଛି। ରବିବାର ରାଜ୍ୟରେ କରୋନା ଆଉ ୭ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧,୯୮୮କୁ ବୃଦ୍ଧି ପାଇଛି। ଏହି ୭...

କରୋନାର ଦୋହରା ମାଡ଼: ଲଗାତାର ୪ ଦିନ ଧରି ୩ ଲକ୍ଷରୁ ଅଧିକ ଆକ୍ରାନ୍ତ ଚିହ୍ନଟ…

ନୂଆଦିଲ୍ଲୀ,୨୫।୪: ଦେଶରେ କରୋନା ସଂକ୍ରମଣ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ସ୍ଥିତି ଧୀରେଧୀରେ ବେଲଗାମ ହେବା ଯୋଗୁ ଲୋକଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି ହୋଇଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଥିବାରୁ କେନ୍ଦ୍ର ଏବଂ ରାଜ୍ୟ...

ସାନିଟାଇଜର ପିଇ ୭ ମୃତ

ୟବତମାଲ, ୨୫ା୪: ମହାରାଷ୍ଟ୍ରରେ କର୍ଫ୍ୟୁ ଯୋଗୁ ମଦ ଦୋକାନ ବନ୍ଦ ଥିବାବେଳେ ସାନିଟାଇଜର ପିଇ ୟବତମାଲ ଜିଲାର ୭ ଜଣଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ସମସ୍ତଙ୍କ ବୟସ ୩୫ରୁ ୪୭ ବର୍ଷ ମଧ୍ୟରେ ହେବ। ରାତିରେ ପାର୍ଟି କରିବାକୁ ଏକାଠି...

ସାବାଳକଙ୍କୁ ଟିକା ପାଇଁ ଗାଇଡ୍‌ଲାଇନ

ନୂଆଦିଲ୍ଲୀ, ୨୫।୪: ଆସନ୍ତା ମାସ ୧ ତାରିଖରୁ ସମସ୍ତ ସାବାଳକଙ୍କୁ କୋଭିଡ୍‌ ଟିକା ଦିଆଯିବ। ତୃତୀୟ ପର୍ଯ୍ୟାୟ ଟିକାକରଣକୁ ସଫଳ କରାଇବା ପାଇଁ କେନ୍ଦ୍ର ସରକାର ଶନିବାର ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକ ପାଇଁ ଗାଇଡ୍‌ଲାଇନ ଜାରି କରିଛନ୍ତି। ୧୮...

ପୁଣି ୩୧ ରୋଗୀଙ୍କ ମୃତ୍ୟୁ

ନୂଆଦିଲ୍ଲୀ, ୨୫।୪: ରାଜଧାନୀ ଦିଲ୍ଲୀ ସମେତ କେତେକ ରାଜ୍ୟର ହସ୍ପିଟାଲଗୁଡ଼ିକରେ ଅକ୍ସିଜେନ ସଙ୍କଟ ଦେଖାଯାଇଛି। ଦିଲ୍ଲୀର ବିଭିନ୍ନ କୋଭିଡ୍‌ ହସ୍ପିଟାଲରେ ଗତ ୫ ଦିନ ହେଲା ଅକ୍ସିଜେନ ଅଭାବରୁ ବହୁ ଚିକିତ୍ସାଧୀନ ରୋଗୀଙ୍କ ମୃତ୍ୟୁ ଘଟିଲାଣି। ସାର୍‌ ଗଙ୍ଗାରାମ ହସ୍ପିଟାଲ...

ଭାରତକୁ ସହାୟତାର ହାତ ବଢ଼ାଇଲା ପାକିସ୍ତାନ: ୫୦ ଆମ୍ବୁଲାନ୍ସ୍‌ ପଠାଇବାକୁ କହିଲା ଏହି ଟ୍ରଷ୍ଟ୍‌…

ଇସଲାମାବାଦ୍‌,୨୪।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଲୋକଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି ହୋଇଛି। ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଏପରିସ୍ଥଳେ ପାକିସ୍ତାନର ଇଧି ଓ୍ବେଲଫେୟାର ଟ୍ରଷ୍ଟ୍‌ ଭାରତକୁ ସହାୟତାର ହାତ ବଢ଼ାଇଛି। ଭାରତରେ ମହାମାରୀର ମୁକାବିଲା ପାଇଁ...

ଅକ୍ସିଜେନ୍‌ ଯୋଗାଣରେ ବାଧା ଦେଲେ ଦିଆଯିବ ଲଟକାଇ : ହାଇକୋର୍ଟ…

ନୂଆଦିଲ୍ଲୀ,୨୪।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବା ସହିତ ପ୍ରତିଦିନ ମୃତକଙ୍କ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ଏପରିସ୍ଥଳେ ବିଭିନ୍ନ ହସ୍ପିଟାଲରେ ଅକ୍ସିଜେନ ଅଭାବ ଯୋଗୁ କରୋନା ଆକ୍ରାନ୍ତଙ୍କ ସମେତ...

ଛିଣ୍ଡିଯାଉଛି ଜୀବନ ଡୋର: ମିଳୁନି ଅକ୍ସିଜେନ୍‌ …

ନୂଆଦିଲ୍ଲୀ,୨୪।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବା ସହିତ ମୃତକଙ୍କ ସଂଖ୍ୟା ମଧ୍ୟ ବଢ଼ିଚାଲିଛି। ଏପରିସ୍ଥଳେ ଦେଶରେ ଦେଖାଦେଇଥିବା ଅକ୍ସିଜେନ ଅଭାବ ଯୋଗୁ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇ...

ଭାରତ ସହିତ ଛିଡ଼ା ହୋଇଛି ପାକିସ୍ତାନ, କରୋନାକୁ ଦିଆଯିବ ଜବାବ: ଇମ୍ରାନ୍‌…

ନୂଆଦିଲ୍ଲୀ/ଇସଲାମାବାଦ,୨୪।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବା ସହିତ ମୃତକଙ୍କ ସଂଖ୍ୟା ମଧ୍ୟ ବଢ଼ିଚାଲିଛି। ଏପରିସ୍ଥଳେ ପାକିସ୍ତାନ ଭାରତ ସହିତ ଛିଡ଼ାହୋଇଛି। ପଡ଼ୋଶୀ ଦେଶରେ ଜାରି ରହିଥିବା ମହାମାରୀ...

ଦେଶ ଛାଡୁଛନ୍ତି ଧନୀ ଭାରତୀୟ: ୧୦ ଗୁଣା ଦାମରେ କିଣୁଛନ୍ତି ଟିକଟ…

ନୂଆଦିଲ୍ଲୀ,୨୪।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବା ସହିତ ମୃତକଙ୍କ ସଂଖ୍ୟା ମଧ୍ୟ ବଢ଼ିଚାଲିଛି। ଦେଶର ବିଭିନ୍ନ ହସ୍ପିଟାଲରେ କରୋନା ଆକ୍ରାନ୍ତଙ୍କ ପାଇଁ ଅକ୍ସିଜେନ୍‌ର ଘୋର ଅଭାବ ଦେଖାଦେଇଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri