କରୋନା ଭାଇରସ୍‌

ଏଭଳି ହେଉଛି କି, ଶୀଘ୍ର ପିଲାଙ୍କୁ ନିଅନ୍ତୁ ହସ୍ପିଟାଲ…

ନୂଆଦିଲ୍ଲୀ,୧୭।୪: ଦେଶରେ କରୋନା ସଂକ୍ରମଣ ଯୋଗୁ ଲୋକଙ୍କ ମଧ୍ୟରେ କୋକୁଆ ଭୟ ଦେଖାଦେଇଛି। ନୂଆ ଷ୍ଟ୍ରେନ୍‌ର ନୂଆ ଲକ୍ଷଣ ଏବଂ ୩ ଗୁଣା ଅଧିକ ବେଗରେ ସଂକ୍ରମଣ ହେଉଥିବା ନେଇ ବିଶେଷଜ୍ଞ ବେଶ୍‌ ଚିନ୍ତାରେ ପଡ଼ିଛନ୍ତି। ନୂଆ ଷ୍ଟ୍ରେନ୍‌ ଟାର୍ଗେଟରେ...

ଆଉ ରକ୍ଷା ନାହିଁ, ଏବେ ଏଭଳି ବ୍ୟାପୁଛି କରୋନା…

ଓ୍ବାଶିଂଟନ/ଲଣ୍ଡନ,୧୭।୪: କରୋନା ସଂକ୍ରମଣ ନେଇ ସାରା ପୃଥିବୀରେ ଆତଙ୍କ ଦେଖାଦେଇଛି। ୨୦୧୯ରେ ଚାଇନାର ଉହାନ ସହରରୁ କରୋନା ସଂକ୍ରମଣ ଆରମ୍ଭ ହୋଇଥିଲା। ପୂର୍ବରୁ କରୋନା ଭୁତାଣୁ ସଂକ୍ରମଣ ବାୟୁରେ ହୋଇ ନ ଥାଏ ବୋଲି ବିଶେଷଜ୍ଞମାନେ ସୂଚନା ଦେଇଥିଲେ। ତେବେ...

ପୁଅ ପଛେ ପଛେ ଚାଲିଗଲେ ମା’

ଭୁବନେଶ୍ୱର,୧୭।୪(ବ୍ୟୁରୋ): କଂଗ୍ରେସର ପିପିଲି ପାର୍ଥୀ ଅଜିତ ମଙ୍ଗରାଜଙ୍କ ମା’ କ୍ଷେତ୍ରମଣିଙ୍କ ଶନିବାର ପରଲୋକ ଘଟିଛି। ପୁଅ ଆଖିବୁଜିବାର ୪ ଦିନ ପରେ ତାଙ୍କ ମା’ଙ୍କ ଦେହାନ୍ତ ହୋଇଛି। ଭୁବନେଶ୍ୱର ଏକ ଘରୋଇ ହସ୍ପିଟାଲରେ ତାଙ୍କ ମୃତ୍ୟୁ ଘଟିଛି। ସୂଚନାଯୋଗ୍ୟ, କ୍ଷେତ୍ରମଣିଙ୍କ...

ପୁଣି ମାଡ଼ି ଆସିଲା ବିପଦ: ସାବଧାନ ନ ହେଲେ ଯିବ ଜୀବନ…

ନୂଆଦିଲ୍ଲୀ,୧୭।୪: ଦେଶରେ କରୋନାର ସଂକ୍ରମଣ ବେଲଗାମ୍‌ ହେବାରେ ଲାଗିଛି। ସ୍ଥିତି ଧୀରେଧୀରେ ଅଣାୟତ୍ତ ହେବା ଯୋଗୁ ଲୋକଙ୍କ ମଧ୍ୟ କୋକୁଆ ଭୟ ସୃଷ୍ଟି ହୋଇଛି। ପୁଣି କରୋନା ବିପଦ ମାଡ଼ି ଆସୁଥିବାବେଳେ ସାବଧାନ ନ ହେଲେ ଜୀବନ ପ୍ରତି ସଙ୍କଟ...

ଟିକା ରପ୍ତାନିକାରୀରୁ ଆମଦାନିକାରୀ ହେଲା ଭାରତ

ନୂଆଦିଲ୍ଲୀ, ୧୭।୪: ଭାରତରେ କରୋନା ମହାମାରୀର ଦ୍ୱିତୀୟ ଲହର ଭୟଙ୍କର ଭାବେ ବଢ଼ିଚାଲିଛି। ଏପରିସ୍ଥଳେ ଦେଶରେ କୋଭିଡ୍‌ ଟିକାର ଅଭାବ ଦେଖାଦେଇଛି। ବିଭିନ୍ନ ଦେଶକୁ କୋଭିଡ୍‌ ଟିକାର ଲକ୍ଷ ଲକ୍ଷ ଡୋଜ୍‌ ଦାନ ତଥା ବିକ୍ରି କରିଥିବା ଭାରତକୁ ଏବେ...

ରେମ୍‌ଡେସିଭିର୍‌ କଳାବଜାର

ନୂଆଦିଲ୍ଲୀ, ୧୭।୪: କୋଭିଡ୍‌ ଚିକିତ୍ସା ପାଇଁ ବ୍ୟବହୃତ ହେଉଥିବା ଆଣ୍ଟିଭାଇରାଲ ଡ୍ରଗ୍‌ ରେମ୍‌ଡସିଭିର୍‌ର ଅଭାବ ବିଭିନ୍ନ ରାଜ୍ୟରେ ଦେଖାଦେଇଛି। ଏହି ଇଞ୍ଜେକ୍‌ଶନ ପାଇଁ ଲୋକେ ଘଣ୍ଟା ଘଣ୍ଟା ଧରି ଧାଡ଼ିରେ ଛିଡ଼ା ହେଉଥିବାବେଳେ ଅସାଧୁ ବ୍ୟବସାୟୀମାନେ ଏହାର କଳାବଜାର ଆରମ୍ଭ...

ରାଜ୍ୟରେ ବଢ଼ୁଛି ମୃତ୍ୟୁ ସଂଖ୍ୟା: ଆଜି କରୋନା ନେଲା ୪ ଜୀବନ

ଭୁବନେଶ୍ୱର,୧୭।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ଶନିବାର ରାଜ୍ୟରେ କରୋନାଜନିତ ୪ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ବଲାଙ୍ଗୀର, ଝାରସୁଗୁଡା, କଳାହାଣ୍ଡି ଓ ସମ୍ବଲପୁରରୁ ଜଣେ...

ରାଜ୍ୟରେ ୩୧୪୪ କରୋନା ପଜିଟିଭ୍‌ ଚିହ୍ନଟ: ସର୍ବାଧିକ ସୁନ୍ଦରଗଡ଼, ଖୋର୍ଦ୍ଧାରୁ

ଭୁବନେଶ୍ୱର,୧୭।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଗ୍ରାଫ୍‌ ଉପରମୁହାଁ ହେବାରେ ଲାଗିଛି। ଶନିବାର ରାଜ୍ୟରେ ୩୧୪୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୬୪,୫୯୪ରେ ପହଞ୍ଚିଛି। ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ...

ଗ୍ୟାଙ୍ଗଷ୍ଟର ହାଇଦରଙ୍କୁ କରୋନା: ରିମାଣ୍ଡ ସ୍ଥଗିତ

ଭୁବନେଶ୍ୱର,୧୭।୪(ବ୍ୟୁରୋ): ୧୨୦ ଘଣ୍ଟା ଘରେ ତେଲେଙ୍ଗାନାରୁ ଗିରଫ ହୋଇଥିବା କୁଖ୍ୟାତ ଗ୍ୟାଙ୍ଗଷ୍ଟର ସେଖ ହାଇଦରଙ୍କୁ କରୋନା। ଆରଟି-ପିସିଆର ଟେଷ୍ଟ ପରେ ଶନିବାର ତାଙ୍କର ରିପୋର୍ଟ ପଜିଟିଭ ଆସିଛିି। ଏହାପରେ ହାଇଦରଙ୍କୁୁ ଚୌଦ୍ୱାର ଜେଲ୍‌ରେ ଆଇସୋଲେଶନ ୱାର୍ଡରେ ରଖାଯାଇଛି ବୋଲି କଟକ...

କରୋନା ମଧ୍ୟରେ ହଜ୍‌ ଯାତ୍ରାକୁ ନେଇ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୬।୪: ଦେଶରେ କରୋନା ସ୍ଥିତି ଧିରେ ଧିରେ ବିଗିଡ଼ିବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଏବେ ଭୟାନକ ରୂପ ଧାରଣ କରୁଛି। ପ୍ରତିଦିନ କରୋନା ସଂକ୍ରମଣ ନୂଆ ନୂଆ ରେକର୍ଡ ଭାଙ୍ଗୁଛି। ଏଭଳି ସ୍ଥିତିରେ ଦେଶରେ ସମସ୍ତ ଧାର୍ମିକ କାର୍ଯ୍ୟ...

ନିରଞ୍ଜନୀ ଆଖଡାର ସଚିବ ରବିନ୍ଦ୍ର ପୁରୀ କରୋନା ପଜିଟିଭ୍‌: ୧୭ରେ ଶେଷ ହେବ କୁମ୍ଭମେଳା

ହରିଦ୍ୱାର,୧୬।୪: କରୋନା ପ୍ରକୋପ ମଧ୍ୟରେ ଉତ୍ତରାଖଣ୍ଡ ହରିଦ୍ୱାରରେ ମହାକୁମ୍ଭ ମେଳା ଆୟୋଜିତ ହୋଇଛି। ସାହି ସ୍ନାନ ସମୟରେ ଲକ୍ଷାଧିକ ସାଧୁ ସନ୍ଥ ଏକାଠି ହୋଇଥିବା ବେଳେ କେତେଜଣ କରୋନାରେ ଆକ୍ରାନ୍ତ ମଧ୍ୟ ହୋଇସାରିଛନ୍ତି। ଏହିକ୍ରମରେ କୁମ୍ଭମେଳାରେ ସାମିଲ ହୋଇଥିବା ନିରଞ୍ଜନୀ...

କରୋନାକୁୁ ଜିତିବାକୁ ହେଲେ ଆମେରିକା ରାଷ୍ଟ୍ରପତିଙ୍କୁ କରିବାକୁ ପଡ଼ିବ ଏହି କାମ: ପୁନାଓ୍ବାଲା

ନୂଆଦିଲ୍ଲୀ,୧୬।୪: ଦେଶ ଓ ବିଶ୍ୱରେ ଦିନକୁ ଦିନ କରୋନା ମାମଲା ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି ବିଶ୍ୱର ସର୍ବବୃହତ ଭାକ୍ସିନ ତିଆରି କରୁଥିବା କମ୍ପାନୀ ସିରମ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଇଣ୍ଡିଆ(ଏସ୍‌ଆଇଆଇ)ର ସିଇଓ ଅଦାର ପୁନାଓ୍ବାଲା।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri