କରୋନା ଭାଇରସ୍‌

ଦିଲ୍ଲୀ, ଉତ୍ତରପ୍ରଦେଶ ପରେ ଚଣ୍ଡିଗଡ଼ରେ ଲାଗୁ ହେଲା ଓ୍ବିକେଣ୍ଡ ଲକ୍‌ଡାଉନ

ଚଣ୍ଡିଗଡ଼,୧୬।୪: ବର୍ଦ୍ଧିତ କରୋନା ମାମଲା ଯୋଗୁ ଦେଶରେ ବିଭିନ୍ନ ସ୍ଥାନରେ ଓ୍ବିକେଣ୍ଡ ଲକ୍‌ଡାଉନ ଲାଗୁ କରାଯାଉଛି। ଦିଲ୍ଲୀରେ ଶୁକ୍ରବାରଠାରୁ ଓ୍ବିକେଣ୍ଡ ଲକ୍‌ଡାଉନ ଲାଗୁ ହୋଇଥିବା ବେଳେ ଉତ୍ତରପ୍ରଦେଶରେ ରବିବାର ସମ୍ପୂର୍ଣ୍ଣ ଲକ୍‌ଡାଉନ ଘୋଷଣା କରାଯାଇଛି। ହେେଲେ ଏବେ ଏହି ତାଲିକାରେ...

ଏହି ରାଜ୍ୟରେ ରବିବାର ସମ୍ପୂର୍ଣ୍ଣ ଲକ୍‌ଡାଉନ: ମାସ୍କ ନ ପିନ୍ଧିଲେ ହଜାରେ ଟଙ୍କା ଜରିମାନା

ଲକ୍ଷ୍ନୌ,୧୬।୪: ଦେଶରେ କରୋନାର ଦ୍ୱିତୀୟ ଲହର ଜାରି ରହିଥିବା ବେଳେ ଏହାର ସ୍ଥିତି ଏବେ ବିଗିଡ଼ିବାରେ ଲାଗିଛି। ଦିନକୁ ଦିନ ସଂକ୍ରମିତ ଓ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଇତିମଧ୍ୟରେ ବର୍ଦ୍ଧିତ କରୋନା ମାମଲାକୁ ଦୃଷ୍ଟିରେ ରଖି ଉତ୍ତରପ୍ରଦେଶ...

ଆକ୍ସନ ମୁଡରେ କେନ୍ଦ୍ର ସରକାର: ହସ୍ପିଟାଲରେ କରୋନା ଆକ୍ରାନ୍ତଙ୍କୁ ଭେଟିଲେ ସ୍ବାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୬।୪: ମହାମାରୀ କରୋନାର ଦ୍ୱିତୀୟ ଲହର ଏବେ ଦେଶରେ ବେଲଗାମ ହେବାରେ ଲାଗିଛି। ଗତ ବର୍ଷ ତୁଳନାରେ ଏହି ବର୍ଷ ସମସ୍ତ ରେକର୍ଡ ଭାଙ୍ଗିଛି। ପ୍ରତିଦିନ କରୋନା ସଂକ୍ରମଣ ୨ଲକ୍ଷରୁ ଊର୍ଦ୍ଧ୍ୱ ରହିଥିବା ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ...

ରୋଟି ବ୍ୟାଙ୍କର ପ୍ରତିଷ୍ଠାତା କିଶୋରଙ୍କ କରୋନାରେ ମୃତ୍ୟୁ

ବାରାଣସୀ,୧୬।୪: ଦେଶରେ ସଂକ୍ରମଣ ଦ୍ରୁତଗତିରେ ବ୍ୟାପିବାରେ ଲାଗିଛି। ଦିନକୁ ଦିନ ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ କରୋନା ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ଇତିମଧ୍ୟରେ ଉତ୍ତରପ୍ରଦେଶ ବାରାଣସୀରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ରୋଟି...

ଆଜି ରାଜ୍ୟରେ ୩୦୦୦ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଖୋର୍ଦ୍ଧା ସବୁଠୁ ଆଗରେ

ଭୁବନେଶ୍ୱର,୧୬।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ଶୁକ୍ରବାର ରାଜ୍ୟରୁ ୩୧୦୮ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୬୧,୪୫୦ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ...

ଅନ୍ୟ ରାଜ୍ୟକୁ ବସ୍‌ ସେବା ବନ୍ଦ: ୫୦ ପ୍ରତିଶତ କର୍ମଚାରୀରେ ଚାଲିବ ଅଫିସ୍‌

ଭୁବନେଶ୍ୱର, ୧୫।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ରାଜ୍ୟବ୍ୟାପୀ ନାଇଟକର୍ଫ୍ୟୁ ଜାରି କରିଛନ୍ତି। ପଶ୍ଚିମଓଡ଼ିଶାର ୧୦ଟି ଜିଲାରେ ନାଇଟକର୍ଫ୍ୟୁ ସମେତ ସାପ୍ତାହାନ୍ତ ସଟ୍‌ଡାଉନ ଏବଂ ଅନ୍ୟ...

ସାରା ରାଜ୍ୟରେ ନାଇଟ୍‌ କର୍ଫ୍ୟୁ, ୧୦ ଜିଲାରେ ସପ୍ତାହାନ୍ତ ସଟ୍‌ଡାଉନ୍‌

ଭୁବନେଶ୍ୱର, ୧୫।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବିଭିନ୍ନ ପ୍ରକାରର ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି। ସ୍ଥିତି ନିୟନ୍ତ୍ରଣ କରିବା ପାଇଁ ବର୍ତ୍ତମାନ ସାରା ରାଜ୍ୟର ସହରାଞ୍ଚଳରେ ଶନିବାରଠାରୁ...

କରୋନା ମୁକାବିଲା: ଆଇଏଏସ୍‌ ଅଫିସରଙ୍କୁ ଜିଲା ଦାୟିତ୍ୱ

ଭୁବନେଶ୍ୱର, ୧୫।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବିଭିନ୍ନ ପ୍ରକାରର ଗାଇଡ୍‌ଲାଇନ୍‌ ଜାରି କରୁଛନ୍ତି। ସ୍ଥିତି ନିୟନ୍ତ୍ରଣ କରିବା ପାଇଁ ବର୍ତ୍ତମାନ ରାଜ୍ୟ ସରକାର ଆଇଏଏସ୍‌ ଅଫିସରଙ୍କୁ...

ସଡ଼କରେ ବୁଲୁଛନ୍ତି ଯମରାଜା-ଯମଦୂତ: କରୁଛନ୍ତି ବିକଟାଳ ଶବ୍ଦ….

ନୂଆଦିଲ୍ଲୀ,୧୫।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଦିଲ୍ଲୀ ସମେତ କେତେକ ରାଜ୍ୟରେ ସରକାରଙ୍କ ପକ୍ଷରୁ କଡ଼ାକଟକଣା ଜାରି କରାଯାଇଛି। ତେବେ କରୋନା ମାର୍ଗଦର୍ଶିକା ପାଳନ ପାଇଁ ଲୋକଙ୍କୁ ସଚେତନ କରିବା ଲାଗି ରାଜଧାନୀ ଦିଲ୍ଲୀ...

ଏହି ରାଜ୍ୟରେ ଦଶମ, ଦ୍ୱାଦଶ ବୋର୍ଡ ପରୀକ୍ଷା ସ୍ଥଗିତ

ଲକ୍ଷ୍ନୌ,୧୫।୪: ଦେଶରେ କରୋନାର ଦ୍ୱିତୀୟ ଲହର ଜାରି ରହିଥିବା ବେଳେ ଏହା ଦିନକୁ ଦିନ ଭୟଙ୍କର ହେବାରେ ଲାଗିଛି। କରୋନା ଚେନ୍‌କୁ ଭାଙ୍ଗିବା ବିଭିନ୍ନ ରାଜ୍ୟର ସରକାର କଡ଼ା ପଦକ୍ଷେପ ଗ୍ରହଣ କରିବା ସହ ଅଧିକ ସଜାଗ ରହିଛନ୍ତି। ବର୍ଦ୍ଧିତ...

ପୁଣି ଦିଲ୍ଲୀକୁ ଫେରିଲା କର୍ଫ୍ୟୁ

ନୂଆଦିଲ୍ଲୀ,୧୫।୪: ଦିଲ୍ଲୀରେ ବେଲଗାମ ହେଉଛି କରୋନା। ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ସ୍ଥିତି ଏଭଳି ବିଗିଡ଼ିବାରେ ଲାଗିଛି ଯେ, ହସ୍ପିଟାଲରେ ରୋଗୀଙ୍କ ଚିକିତ୍ସା ପାଇଁ ବେଡ୍‌ ଖାଲି ନାହିଁ। କେବଳ...

ସାଙ୍ଗରେ ଅକ୍ସିଜେନ ସିଲିଣ୍ଡର ଧରି ହସ୍ପିଟାଲରୁ ହସ୍ପିଟାଲ ବୁଲିଲେ କରୋନା ଆକ୍ରାନ୍ତ: ମିଳିଲାନି ବେଡ୍‌

ଲକ୍ଷ୍ନୌ,୧୫।୪: କରୋନା ପ୍ରକୋପ ଦିନକୁ ଦିନ ବଢ଼ିବାରେ ଲାଗିଛି। କରୋନାର ଏହି ନୂଆ ଷ୍ଟ୍ରେନ୍‌ ଏବେ ଭୟଙ୍କର ରୂପ ଧାରଣ କରିଛି। ଯେଉଁଠି କରୋନାକୁ ନେଇ ସରକାର ଅଧିକ ସଜାଗ ରହିଛନ୍ତି ବୋଲି କହୁଛନ୍ତି ସେଠାରେ ସ୍ବାସ୍ଥ୍ୟସେବାର ନଗ୍ନ ଉଦାହରଣ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri