କରୋନା ଭାଇରସ୍‌

ମୁଖ୍ୟମନ୍ତ୍ରୀ କରୋନା ପଜିଟିଭ୍‌: ଟୁଇଟ୍‌ କରି ଦେଲେ ସୂଚନା

ଲକ୍ଷ୍ନୌ,୧୪।୪: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ଏନେଇ ସେ ନିଜ ଟୁଇଟର ହ୍ୟାଣ୍ଡେଲରୁ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ଡାକ୍ତରଙ୍କ ପରାମର୍ଶ ଏବଂ କେରାନା ମାର୍ଗଦର୍ଶିକା ପାଳନ କରି ସେ ନିଜକୁ...

ଏଭଳି ଲୋକଙ୍କୁ ହେବନି କରୋନା…

ପ୍ୟାରିସ୍‌,୧୪।୪: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ବେଲଗାମ ହେବାରେ ଲାଗିଛି। ପ୍ରତିଦିନ ଆକ୍ରାନ୍ତଙ୍କ ସହିତ ମୃତକଙ୍କ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ପ୍ୟାରିସ୍‌ର ହୋଇଥିବା ଏକ ଗବେଷଣା ରିପୋର୍ଟ ଅନୁସାରେ କୌଣସି ଶାରୀରିକ ପରିଶ୍ରମ ନ କରି ଅଳସୁଆ ଭାବେ...

ଅଟକିବନି ସିରିଏଲ୍‌ ଶୁଟିଂ

ମୁମ୍ବାଇ,୧୪।୪: ମହାରାଷ୍ଟ୍ରରେ କରୋନାର ବର୍ଦ୍ଧିତ ମାମଲାକୁ ଦୃଷ୍ଟିରେ ରଖି ରାଜ୍ୟସରକାର ୧୫ ଦିନିଆ ଜନତା କର୍ଫ୍ୟୁ ପାଇଁ ଘୋଷଣା କରିଛନ୍ତି। ଏହି ସମୟରେ ଫିଲ୍ମ, ଟିଭି ସିରିଏଲ୍‌ ଓ ବିଜ୍ଞାପନ ଶୁଟିଂ ଉପରେ ପୁଣି ଥରେ ରୋକୋ ଲଗାଯାଇଛି। କିନ୍ତୁ...

ମାସେ ପାଇଁ ସ୍ଥଗିତ ହେଲା ଦଶମ-ଦ୍ୱାଦଶ ବୋର୍ଡ ପରୀକ୍ଷା

ଭୋପାଳ,୧୪।୪: ମଧ୍ୟପ୍ରଦେଶରେ କରୋନା ସଂକ୍ରମଣର ପ୍ରକୋପ ଜାରି ରହିଛି। ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ମୃତ୍ୟୁସଂଖ୍ୟା ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟରେ ଦଶମ ଓ ଦ୍ୱାଦଶ ବୋର୍ଡ ପରୀକ୍ଷାକୁ ମାସେ ପାଇଁ ସ୍ଥଗିତ...

କରୋନା ହାହାକାର : ମୃତ୍ୟୁ ସଂଖ୍ୟା ୫ ହଜାର ଟପିଲା

ନୂଆଦିଲ୍ଲୀ,୧୪।୪: ଦେଶରେ ଏପ୍ରିଲ୍‌ ୭ ଠାରୁ ୧୩ ମଧ୍ୟରେ ମୋଟ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୭୨ ହଜାର ୫୫୦ରେ ପହଞ୍ଚିଛି। ପ୍ରତିଦିନ ଲକ୍ଷେରୁ ଅଧିକ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଉଛି। ସେହିପରି ଏହି ସମୟ ମଧ୍ୟରେ ମୃତ୍ୟୁ ସଂଖ୍ୟା...

ବେଲଗାମ୍‌ କରୋନା: ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ବହୁ ଅଫିସର ସଂକ୍ରମିତ

ଲକ୍ଷ୍ନୌ,୧୪।୪: ଉତ୍ତରପ୍ରଦେଶରେ କରୋନା ରେକର୍ଡ ଦ୍ରୁତଗତିରେ ବଢ଼ିବାରେ ଲାଗିଛି। ରାଜ୍ୟରେ ଗୋଟିଏ ଦିନରେ ୧୮ହଜାରରୁ ଊର୍ଦ୍ଧ୍ୱ ନୂଆ କରୋନା ମାମଲା ଚିହ୍ନଟ ହୋଇଥିବା ବେଳେ ରାଜଧାନୀ ଲକ୍ଷ୍ନୌରୁ ସର୍ବାଧିକ ୫,୩୦୦ ଓ ପ୍ରୟାଗରାଜରୁ ୧୮୦୦ ରହିଛନ୍ତି। ଇତିମଧ୍ୟରେ ୟୁପି ମୁଖ୍ୟମନ୍ତ୍ରୀଙ୍କ...

ଶ୍ମଶାନରେ ଲିଭୁନି ନିଆଁ: ସରକାର ମୃତକଙ୍କ ସଂଖ୍ୟା ଲୁଚାଉଥିବା ଅଭିଯୋଗ

ଭୋପାଳ,୧୪।୪: କରୋନା ସଂକ୍ରମଣ ନେଇ ଦେଶରେ ଆତଙ୍କ ଦେଖାଦେଇଛି। ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବା ସହିତ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ମଧ୍ୟପ୍ରଦେଶର ଭୋପାଳରେ ମୃତକଙ୍କ ସଂଖ୍ୟା ସରକାର ଲୁଚାଉଥିବା ଅଭିଯୋଗ ହୋଇଛି। ସରକାରୀ ରିପୋର୍ଟରେ ମୃତ୍ୟୁ...

ଅଖିଳେଶ କରୋନା ଆକ୍ରାନ୍ତ

ଲକ୍ଷ୍ନୌ,୧୪।୪: ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସମାଜବାଦୀ ପାର୍ଟିର ଅଧ୍ୟକ୍ଷ ଅଖିଳେଶ ଯାଦବ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏନେଇ ବୁଧବାର ସକାଳେ ଅଖିଳେଶ ଟୁଇଟ କରି ସୂଚନା ଦେଇଛନ୍ତି। ପଜିଟିଭ ଚିହ୍ନଟ ହେବା ପରେ ଅଖିଳେଶ ନିଜକୁ ହୋମ୍‌ ଆଇସୋଲେଶନ୍‌...

ମହାରାଷ୍ଟ୍ରରେ ଜନତା କର୍ଫ୍ୟୁ

ମୁମ୍ବାଇ,୧୪ା୪: ମହାରାଷ୍ଟ୍ରରେ କରୋନା ଭୂତାଣୁର ଉଗ୍ରରୂପକୁ ଦେଖି ‘ଜନତା କର୍ଫ୍ୟୁ’ ଜାରି କରିଛନ୍ତି ଉଦ୍ଧବ ସରକାର। ମଙ୍ଗଳବାର ୬୦,୨୧୨ ସଂକ୍ରମିତ ହୋଇଥିବାବେଳେ ୨୮୧ ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ କେତେକ ନୂଆ କଟକଣା...

ପ୍ରବାସୀ ଶିଶୁଙ୍କ ସଂଖ୍ୟା ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୪ା୪: ଦେଶବ୍ୟାପୀ କୋଭିଡ୍‌-୧୯ ମହାମାରୀ ସଂକ୍ରମଣ ବଢ଼ିଚାଲିଥିବାବେଳେ ପ୍ରବାସୀ ଶ୍ରମିକମାନଙ୍କ ଦୁଃଖ ବହୁଗୁଣିତ ହେବାରେ ଲାଗିଛି। ଗତବର୍ଷ ଲକ୍‌ଡାଉନ୍‌ ବେଳେ ମହାମାରୀ ପ୍ରବାସୀ ପରିବାରଗୁଡ଼ିକର ଦୁର୍ଦ୍ଦଶା ବଢ଼ାଇଦେଇଥିଲା। ଏହାକୁ ଦୃଷ୍ଟିରେ ରଖି ପ୍ରବାସୀଙ୍କ ଛୋଟ ଛୋଟ ପିଲାଙ୍କ ସଂଖ୍ୟା କେତେ...

ଭୂତାଣୁ ବାଣ୍ଟିଲା କୁମ୍ଭମେଳା

ନୂଆଦିଲ୍ଲୀ, ୧୪ା୪: ଭାରତରେ କରୋନା ସଂକ୍ରମଣ ବ୍ରାଜିଲକୁ ଟପି ଦ୍ୱିତୀୟ ସ୍ଥାନକୁ ଉଠିଥିବାବେଳେ ଭୂତାଣୁ ବାଣ୍ଟିବାରେ ଲାଗିଛି ଉତ୍ତରାଖଣ୍ଡର ହରିଦ୍ୱାର କୁମ୍ଭମେଳା। ଲକ୍ଷ ଲକ୍ଷ ସଂଖ୍ୟାରେ ଶ୍ରଦ୍ଧାଳୁ ଗୋଟିଏ ସ୍ଥାନରେ ଏକାଠି ହେବା ଯୋଗୁ କଟକଣା ବାଟହୁଡ଼ା ହୋଇଛି। ଆଗାମୀ...

ରାଜ୍ୟରେ କରୋନାରେ ଆଖିବୁଜିଲେ ଆଉ ୩: ୧୯୩୩ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ଭୁବନେଶ୍ୱର, ୧୪।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୨୬୭ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୩ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri