କରୋନା ଭାଇରସ୍‌

କରୋନା ୨ ଲକ୍ଷ ମୁହାଁ: ୨୪ ଘଣ୍ଟାରେ ୧୦୦୦ରୁ ଅଧିକ ଜୀବନ ନେଲା

ନୂଆଦିଲ୍ଲୀ,୧୪।୪: ଦେଶରେ କରୋନାର ସଂକ୍ରମଣ ଯୋଗୁ କୋକୁଆ ଭୟ ସୃଷ୍ଟି ହୋଇଛି। ସ୍ଥିତି ଧୀରେଧୀରେ ଅଣାୟତ୍ତ ହେବାରେ ଲାଗିଛି। ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଏବେ ୨ ଲକ୍ଷ ମୁହାଁ ହେବାରେ ଲାଗିଛି। କରୋନା ସଂକ୍ରମଣ ପୂର୍ବର ସମସ୍ତ ରେକର୍ଡ ଭାଙ୍ଗିବାରେ...

ରାଜ୍ୟରେ ୨ ହଜାର ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ସୁନ୍ଦରଗଡ଼ରୁ ସର୍ବାଧିକ ୪୫୮, ଖୋର୍ଦ୍ଧାରୁ ୩୪୮ ଜଣ

ଭୁବନେଶ୍ୱର, ୧୪।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ବୃଦ୍ଧି ପାଉଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ବର୍ତ୍ତମାନ ଏହି ସଂଖ୍ୟା ୨ହଜାର ଅତିକ୍ରମ କରିଛି। ଗତ ୨୪ ଘଣ୍ଟା ମଧ୍ୟରେ ୨୨୬୭ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ...

ପଞ୍ଚାୟତ ନିର୍ବାଚନ: କରୋନା ଆକ୍ରାନ୍ତ ବି ଦେଇପାରିବେ ଭୋଟ

ନୂଆଦିଲ୍ଲୀ,୧୩।୪: କରୋନା ମହାମାରୀ ମଧ୍ୟରେ ଆୟୋଜିତ ହେବାକୁ ଥିବା ପଞ୍ଚାୟତ ନିର୍ବାଚନର ମତଦାତାଙ୍କ ପାଇ ଏକ ବଡ଼ ଖବର। ଏଣିକି କରୋନା ଆକ୍ରାନ୍ତ ମତଦାତା ମଧ୍ୟ ନିର୍ବାଚନରେ ଭୋଟ ଦେଇପାରିବେ। ଏନେଇ ମଙ୍ଗଳବାର ନିର୍ବାଚନ ପର୍ଯ୍ୟବେକ୍ଷକ ଡ.ଅରବିନ୍ଦ କୁମାର ଚୌରେସିଆ...

ଯୋଗୀଙ୍କୁ ଭର୍ତ୍ସନା କଲେ ଅଖିଳେଶ

ଲକ୍ଷ୍ନୌ,୧୩।୪: ଦେଶରେ କରୋନା ପ୍ରକୋପ ଜାରି ରହିଛି। ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ଇତିମଧ୍ୟରେ ସମାଜବାଦୀ ପାର୍ଟିର ଅଧ୍ୟକ୍ଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ ମଙ୍ଗଳବାର କରୋନା ପରୀକ୍ଷା...

ସନ୍ଧ୍ୟାରେ ରାଜ୍ୟବାସୀଙ୍କୁ ସମ୍ବୋଧିତ କରିବେ ମୁଖ୍ୟମନ୍ତ୍ରୀ

ମୁମ୍ବାଇ,୧୩।୪: ମହାରାଷ୍ଟ୍ରରେ କରୋନା ପ୍ରକୋପ ଜାରି ରହିଛି। ରାଜ୍ୟରେ ମଙ୍ଗଳବାର ୫୧,୭୫୧ କରାନାର ନୂଆ ମାମଲା ଚିହ୍ନଟ ହୋଇଥିବା ବେଳେ ଗତ ୨୪ ଘଣ୍ଟାରେ ୨୫୮ଲୋକଙ୍କ ମୃତ୍ୟୁ ହୋଇଛି। କରୋନା ଦାଉରୁ ଲୋକଙ୍କୁ ରକ୍ଷା କରିବା ପାଇଁ ମଙ୍ଗଳବାର ରାଜ୍ୟସରକାର...

କୁକୁଡା-ଛେଳି ବିକ୍ରି ହେବ ବନ୍ଦ !

ଜେନେଭା/ନୂଆଦିଲ୍ଲୀ,୧୩।୪: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଧୀରେଧୀରେ ଅଧିକ ଶକ୍ତିଶାଳୀ ହେବାରେ ଲାଗିଛି। କେତେକ କ୍ଷେତ୍ରରେ ଆର୍‌ଟି-ପିସିଆର୍‌ ପରୀକ୍ଷାରେ କରୋନା ଭୁତାଣୁକୁ ଚିହ୍ନବା ସମ୍ଭବ ହେଉନାହିଁ। କରୋନା ଲଢ଼େଇ ଦୀର୍ଘଦିନ ଧରି ଜାରି ରହିବ ବୋଲି ବିଶ୍ୱସ୍ବାସ୍ଥ୍ୟ ସଂଗଠନର ମୁଖ୍ୟ...

ଅକ୍ସିଜେନ ଅଭାବରୁ ୭କରୋନା ଆକ୍ରାନ୍ତ ମୃତ

ମୁମ୍ବାଇ,୧୩।୪: ମହାରାଷ୍ଟ୍ରରେ କରୋନା କରୋନା ସ୍ଥିତି ଦିନକୁ ଦିନ ବେକାବୁ ହେବାରେ ଲାଗିଛି। ପ୍ରତିଦିନ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ହସ୍ପିଟାଲରୁ ଏକ ଅବହେଳାରେ ଚିତ୍ର ସାମ୍ନାକୁ ଆସିଛି। ଯେଉଁଥିପାଇଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ସୂଚନା...

ଲକ୍‌ଡାଉନ ଭୟରେ ଘରମୁହାଁ ପ୍ରବାସୀ ଶ୍ରମିକ

ନୂଆଦିଲ୍ଲୀ,୧୩।୪: ଦେଶରେ କରୋନା ସ୍ଥିତି ଧିରେ ଧିରେ ଅଣାୟତ୍ତ ହେବାରେ ଲାଗିଛି। ଦିନକୁ ଦିନରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। କରୋନାର ନୂଆ ମାମଲା ସମସ୍ତ ପୁରୁଣା ରେକର୍ଡ ଭାଙ୍ଗୁଥିବା ବେଳେ ପ୍ରତିଦିନ ୧ଲକ୍ଷରୁ ଊର୍ଦ୍ଧ୍ୱ କରୋନା ଆକ୍ରାନ୍ତ ଚିହ୍ନଟ...

ସିବିଏସ୍‌ଇ ପରୀକ୍ଷା ବାତିଲ କରିବାକୁ ଦାବି କଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୩।୪: ଦେଶରେ କରୋନା ଦ୍ୱିତୀୟ ଲହର ଦ୍ରୁତଗତିରେ ବଢ଼ିବାରେ ଲାଗିଛି। ଏହି ମହାମାରୀ ଯୋଗୁ ପୁଣି ଥରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ଏହିକ୍ରମରେ ରାଜଧାନୀ ଦିଲ୍ଲୀରେ ଦିନକୁ ଦିନ କରୋନା ଅଣାୟତ ହେଉଥିବା ବେଳେ ସମସ୍ତ ପୁରୁଣା ରେକର୍ଡ ଭାଙ୍ଗିବାରେ...

ଏହି ସହରରେ ଅମାନିଆଙ୍କୁ ୨ ଘଣ୍ଟା ଜେଲଦଣ୍ଡ: ଜିଲାପାଳଙ୍କ ନିର୍ଦ୍ଦେଶ ଜାରି…

ଇନ୍ଦୋର,୧୩।୪: କରୋନା ମହାମାରୀ ଯୋଗୁ ସଙ୍କଟ ସୃଷ୍ଟି ହୋଇଥିବାରୁ ମଧ୍ୟପ୍ରଦେଶର କେତେକ ସହରରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ତେବେ କେତେକ ଅମାନିଆ ଆଇନର ଉଲ୍ଲଂଘନ କରୁଛନ୍ତି। ଏହାକୁ ଦୃଷ୍ଟିରେ ରଖି ଇନ୍ଦୋରର ଅତିରିକ୍ତ ଜିଲାପାଳ ପଓ୍ବନ ଜୈନ୍‌ ଅମାନିଆଙ୍କୁ ଧରି...

ପିପିଇ କିଟ୍‌ ପିନ୍ଧି ଅଭିଯୁକ୍ତଙ୍କୁ ବାନ୍ଧି ନେଲେ ପୋଲିସ ବାବୁ…

ଜବଲପୁର,୧୩।୪: ଏବେ ସୋସିଆଲ୍‌ ମିଡ଼ିଆରେ ଏକ ଭିଡ଼ିଓ ଭାଇରାଲ ହେବାରେ ଲାଗିଛି। କରୋନା ପଜିଟିିଭ୍‌ ଏବଂ କରୋନା ନେଗେଟିଭ୍‌ ଦୁଇ ଅଭିଯୁକ୍ତଙ୍କୁ ଜଣେ ପୋଲିସ ବାବୁ ପିପିଇ କିଟ୍‌ ପିନ୍ଧି ବାନ୍ଧି ନେଉଥିବାର ଦୃଶ୍ୟ ଭିଡ଼ିଓରେ ରହିଛି। ସେମାନଙ୍କ ବିରୋଧରେ...

ହସ୍ପିଟାଲରେ ବେଡ୍‌ ଫୁଲ୍‌: ବାହାରେ ଆମ୍ବୁଲାନ୍ସ୍‌ରେ ଆକ୍ରାନ୍ତ…

ଅହମଦାବାଦ୍‌,୧୩।୪: ଗୁଜରାଟ ଅହମଦାବାଦରେ ପ୍ରତିଦିନ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ସ୍ଥିତି ବେକାବୁ ହେବାରେ ଲାଗିଛି। ସହରର ବଡ଼ ହସ୍ପିଟାଲ କୁହାଯାଉଥିବା ସ୍ଥାନୀୟ ସିଭିଲ୍‌ ହସ୍ପିଟାଲରେ ଥିବା ୧୨୦୦ ବେଡ୍‌ ଏବେ ଫୁଲ୍‌ ହୋଇ ଯାଇଛି। ବେଡ୍‌...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri