କରୋନା ଭାଇରସ୍‌

ବିନା ଭକ୍ତରେ ଗଡ଼ିବ ରୁକୁଣା ରଥଯାତ୍ରା!

ଭୁବନେଶ୍ୱର,୮।୪(ବ୍ୟୁରୋ): ଚଳିତ ବର୍ଷ ପ୍ରଭୁ ଲିଙ୍ଗରାଜଙ୍କ ପ୍ରସିଦ୍ଧ ରୁକୁଣା ରଥଯାତ୍ରାକୁ ନେଇ ଲାଗିରହିଛି ଅନିଶ୍ଚିତତା। ଗୁରୁବାର ବିଡିଏ କାର୍ଯ୍ୟାଳୟରେ ୪ ନିଯୋଗ ଓ ବିଏମ୍‌ସି କମିଶନରଙ୍କୁ ନେଇ ଏକ ଗୁରୁତ୍ୱପୂବର୍ଣ୍ଣ ବୈଠକ ବସିଥିଲା। ଏହି ବୈଠକରେ ଲିଙ୍ଗରାଜ ରୁକୁଣା ରଥଯାତ୍ରା...

ଶ୍ରଦ୍ଧାଳୁଙ୍କ ପାଇଁ ହେବ ପ୍ରାଥମିକ ଚିକିତ୍ସା କେନ୍ଦ୍ର

ପୁରୀ ଅଫିସ, ୮ା୪: ଶ୍ରୀମନ୍ଦିରକୁ ଆସୁଥିବା ଶ୍ରଦ୍ଧାଳୁ, ସେବାୟତ ଓ କର୍ମକର୍ତ୍ତାଙ୍କ ନିମନ୍ତେ ଶ୍ରୀମନ୍ଦିର ନିକଟରେ ଏକ ଶୀତତାପ ନିୟନ୍ତ୍ରିତ ପ୍ରାଥମିକ ଚିକିତ୍ସା କେନ୍ଦ୍ର ନିର୍ମାଣ ହେବ। ଆସନ୍ତା ୧୪ ତାରିଖ ମହାବିଷୁବ ସଂକ୍ରାନ୍ତି ଅବସରରେ ଏହାକୁ ଲୋକାର୍ପଣ କରାଯିବ।...

ନଗ୍‌ମା କରୋନା ପଜିଟିଭ୍‌: ନେଇ ସାରିଛନ୍ତି ପ୍ରଥମ ଡୋଜ୍‌

ମୁମ୍ବାଇ,୮।୪: ବଲିଉଡ୍‌ ଅଭିନେତ୍ରୀ ନଗ୍‌ମାଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ଏନେଇ ସେ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ସେ ଘରେ କ୍ୱାରାଣ୍ଟାଇନ୍‌ରେ ରହିଛନ୍ତି। ତାଙ୍କ ସହିତ ମିଳାମିଶା କରିଥିବା ଲୋକେ ନିଜ ନିଜର ନମୁନା ପରୀକ୍ଷା...

୨୮ ଏପ୍ରିଲ୍‌ ଯାଏଁ ଭାରତୀୟଙ୍କୁ ନ୍ୟୁଜିଲାଣ୍ଡ ଯିବା ମନା

ଓ୍ବିଲିଂଣ୍ଟନ/ନୂଆଦିଲ୍ଲୀ,୮।୪: ଦେଶରେ କରୋନା ସଂକ୍ରମଣ ପୁଣି ସଙ୍କଟ ଜନକ ସ୍ଥିତିରେ ପହଞ୍ଚିଛି। ଏହାକୁ ଦୃଷ୍ଟିରେ ରଖି ନ୍ୟୁଜିଲାଣ୍ଡ ପକ୍ଷରୁ ୧୧ ଏପ୍ରିଲ୍‌ରୁ ୨୮ ଏପ୍ରିଲ୍‌ ଯାଏଁ ନ୍ୟୁଜିଲାଣ୍ଡ ଯିବାକୁ ବାରଣ କରାଯାଇଛି। ୧୧ ଏପ୍ରିଲ୍‌ ଅପରାହ୍ନ ୪ଟାରୁ ନ୍ୟୁଜିଲାଣ୍ଡରେ ଏହି...

ଏସ୍‌ବିଆଇ ମେନ୍‌ ବ୍ରାଞ୍ଚ ସିଲ୍‌‌

ଭୁବନେଶ୍ୱର,୮।୪(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ କାୟା ମେଲାଇଛି କରୋନା। କରୋନାର ଦ୍ୱିତୀୟ ଷ୍ଟ୍ରେନ୍‌ ଏବେ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ଏହି କ୍ରମରେ ଗୁରୁବାର ଭୁବନେଶ୍ୱର ୟୁନିଟ୍‌-୧ ସ୍ଥିତ ଏସ୍‌ବିଆଇର ମୁଖ୍ୟ କାର୍ଯ୍ୟାଳୟରେ ଆଉ ୨୫ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି।...

ପୁଣି କରୋନା ଆତଙ୍କ: ଘରମୁହାଁ ପ୍ରବାସୀ ଶ୍ରମିକ

ନୂଆଦିଲ୍ଲୀ,୮।୪: ଦେଶରେ କରୋନା ସଂକ୍ରମଣ ପୁଣି ସଙ୍କଟ ଜନକ ସ୍ଥିତିରେ ପହଞ୍ଚିଛି। ଗତବର୍ଷ ତୁଳନାରେ କରୋନା ସଂକ୍ରମଣ ଅଧିକ ବେଗରେ ବ୍ୟାପୁଥିବାରୁ ଦିଲ୍ଲୀ, ପୁଣେ, ସୁରଟ ଆଦି ସହରରେ କାମ କରୁଥିବା ପ୍ରବାସୀ ଶ୍ରମିକ ଏବେ ଲକ୍‌ଡାଉନ୍‌ ଭୟରେ ଘରମୁହାଁ...

ଗଞ୍ଜାମରେ କରୋନା ସଚେତନତା ରାଲି

ଗଞ୍ଜାମ,୮।୪(ଡି.ଏନ୍‌.ଏ): ମହାମାରୀ କରୋନା ଦିନକୁ ଦିନ ରାଜ୍ୟରେ ଉଗ୍ର ରୂପ ଧାରଣ କରିବାରେ ଲାଗିଛି। କରୋନାର ନୂଆ ଷ୍ଟ୍ରେନ୍‌ ଅତି ଭୟଙ୍କର ହୋଇଥିବା ବେଳେ ଏଥିପାଇଁ ଲୋକେ ସଚେତନ ହେବାର ଆବଶ୍ୟକତା ରହିଛି l ଏହାକୁ ଦୃଷ୍ଟିରେ ରଖି ଜିଲାପ୍ରଶାସନ...

ଦ୍ୱିତୀୟ ଲହର ବେକାବୁ: ହସ୍ପିଟାଲରେ ବେଡ୍‌-ଭେଣ୍ଟିଲେଟର ଅଭାବ

ନୂଆଦିଲ୍ଲୀ,୮।୪: ଦେଶରେ କରୋନା ସଂକ୍ରମଣର ଦ୍ୱିତୀୟ ଲହର ବେକାବୁ ହେବାରେ ଲାଗିଛି। ଏହା ପୂର୍ବାପେକ୍ଷା ୩ଗୁଣା ଅଧିକ ବେଗରେ ବ୍ୟାପୁଥିବାରୁ ଏହାକୁ ଆୟତ୍ତ କରିବା କଷ୍ଟକର ହେଉଛି। ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବାରୁ ହସ୍ପିଟାଲରେ ବେଡ୍‌ ଏବଂ ଭେଣ୍ଟିଲେଟରର...

ସ୍ଥିତି ପରଖିଲେ, ସଚେତନ କଲେ ପୋଲିସ କମିଶନର

ଭୁବନେଶ୍ୱର,୮ା୪(ବ୍ୟୁରୋ): ଅମାନିଆଙ୍କ ପାଇଁ ସହରର ସଂକ୍ରମଣ ଭୟଙ୍କର ରୂପ ନେବାରେ ଲାଗିଛି। ଏପରିସ୍ଥିତିରେ କମିଶନରେଟ ପୋଲିସ କଡ଼ା ପଦକ୍ଷେପ ଗ୍ରହଣ କରୁଛନ୍ତି। ବୁଧବାର ନିଜେ ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ସହର ବଜାର ବୁଲି ବାସ୍ତବ ସ୍ଥିତି ପରଖିଛନ୍ତି। ତାଙ୍କ...

ତଥାପି ଚେତୁନାହାନ୍ତି

ଭୁବନେଶ୍ୱର, ୮ା୪(ବ୍ୟୁରୋ): ସଂକ୍ରମଣ ପୂରା ରାଜଧାନୀକୁ ବ୍ୟାପିଯାଇଛି। ଚଢ଼ାଉ, ସିଲ୍‌, ଜରିମାନା ସତ୍ତ୍ୱେ ଚେତୁନାହାନ୍ତି ରାଜଧାନୀବାସୀ। ଶିକ୍ଷାନୁଷ୍ଠାନ, କୋଚିଂ ସେଣ୍ଟର, ହୋଟେଲ ସମେତ ସରକାରୀ କାର୍ଯ୍ୟାଳୟରେ ବି ଖୁଲମ୍‌ଖୁଲା କୋଭିଡ୍‌ ନିୟମ ଉଲ୍ଲଂଘନ ହେଉଛି। ଫଳରେ ପୁଣି ସହରରେ ପୂର୍ବର...

ଡୋଜ୍‌ ଅଭାବ ନେଇ ଲେଟର ଓ୍ବାର: କେନ୍ଦ୍ର ପକ୍ଷରୁ ପାଲଟା ଜବାବ

ନୂଆଦିଲ୍ଳୀ,୮।୪: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଅଣାୟତ୍ତ ହେବାରେ ଲାଗିଛି। କରୋନାରୁ ଦୂରେଇ ରହିବା ପାଇଁ ଜାରି ରହିଥିବା ସାର୍ବଜନୀକ ଟିକାକରଣ ଅଭିଯାନରେ ଏବେ ସଙ୍କଟ ସୃଷ୍ଟି ହୋଇଛି। ମହାରାଷ୍ଟ୍ର, ଆନ୍ଧ୍ରପ୍ରଦେଶ ଆଦି ରାଜ୍ୟରେ ଟିକାକରଣ ଲାଗି...

ରେକର୍ଡ ଭାଙ୍ଗୁଛି ଦୈନିକ ସଂକ୍ରମଣ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୮।୪(ବ୍ୟୁରୋ): ରାଜ୍ୟରେ ଲଗାତର ଭାବେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଗୁରୁବାର ରାଜ୍ୟରେ ଗତ ୨୪ଘଣ୍ଟା ମଧ୍ୟରେ ୮୭୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୫୧୮ କ୍ୱାରାଣ୍ଟାଇନ୍‌ରୁ ଓ ୩୬୧ ଲୋକାଲ କେସ୍‌ ରହିଥିବା ଜଣାପଡ଼ିଛି। ଏନେଇ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri