କରୋନା ଭାଇରସ୍‌

ଥମୁଛି ସଂକ୍ରମଣ, ସବ୍‌ ଭାରିଆଣ୍ଟ ନେଇ ଆତଙ୍କ,ପୁଣି ଫେରିଲା ମାସ୍କ…

ନୂଆଦିଲ୍ଲୀ, ୨୦।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୨୬ ହଜାର ତଳେ ରହିଛି। ଗତ...

ରାଜ୍ୟରୁ ସୁସ୍ଥ ହେଲେ ଆଉ ୮୫ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୯ା୧୦(ବ୍ୟୁରୋ): ରାଜ୍ୟରୁ ବୁଧବାର ଆଉ ୮୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୩,୨୫,୯୫୮ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ...

ଗୁଜରାଟ-ମହାରାଷ୍ଟ୍ର-କର୍ନାଟକରେ ଓମିକ୍ରୋନର ସବ-ଭାରିଆଣ୍ଟ…

ନୂଆଦିଲ୍ଲୀ,୧୯।୧୦ : ଓମିକ୍ରୋନର ନୂତନ ସବ ଭାରିଆଣ୍ଟ ଭାରତରେ ପ୍ରବେଶ କରିଛି। ଓମିକ୍ରୋନର ନୂତନ ସବ-ଭାରିଆଣ୍ଟ ଦେଶର ବିଭିନ୍ନ ରାଜ୍ୟରେ ଚିହ୍ନଟ ହୋଇଛି। ଓମିକ୍ରୋନର ୫-୬ ନୂତନ ସବ ଭାରିଆଣ୍ଟ ଦେଶରେ ଥିବା ନିଶ୍ଚିତ ହୋଇଛି। ଚାଇନାରେ କରୋନା ମାମଲା...

ବନ୍ଧୁକ ମୂନରେ ଲୋକଙ୍କୁ କରୋନା ମାର୍ଗଦର୍ଶିକା ପାଳନ କରିବାକୁ ବାଧ୍ୟ କରୁଛି ଚାଇନା…

ବେଜିଂ,୧୯।୧୦ : କରୋନା ଭୂତାଣୁ ସଂକ୍ରମଣ ଧୀରେ ଧୀରେ ସମଗ୍ର ବିଶ୍ୱରୁ ଅପସରି ଯାଉଥିବାବେଳେ ଚାଇନାରେ ପୁଣି ଏହା ଯୋଗୁ ବିପର୍ଯ୍ୟୟ ସୃଷ୍ଟି ହୋଇଛି। ଚାଇନା ଯଥାସମ୍ଭବ ଚେଷ୍ଟା କରୁଛି, କିନ୍ତୁ ସଂକ୍ରମଣ ନିୟନ୍ତ୍ରଣକୁ ଆସୁନାହିଁ। ନିୟନ୍ତ୍ରଣ କରିବା ପାଇଁ...

ଦୈନିକ ସଂକ୍ରମଣ-ସକ୍ରିୟ ମାମଲାରେ ବ୍ରେକ୍‌…

ନୂଆଦିଲ୍ଲୀ, ୧୯।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ତେବେ ଓମିକ୍ରନ୍‌ର ନୂଆ ସବ୍‌ ଭାରିଆଣ୍ଟ୍‌ ବିଏଫ.୭ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏହି...

ଓମିକ୍ରନ୍‌ର ନୂଆ ସବ୍‌-ଭାରିଆଣ୍ଟକୁ ନେଇ ଆଲର୍ଟ ମୋଡରେ ସରକାର: ବୈଠକ କଲେ ସ୍ବାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୮।୧୦: ଓମିକ୍ରନ୍‌ର ସବ୍‌-ଭାରିଆଣ୍ଟ ବିଏଫ୍‌-୭ ଭାରତରେ ଚିହ୍ନଟ ହେବା ପରେ କରୋନା ମାମଲା ପୁଣିଥରେ ବୃଦ୍ଧି ପାଇବା ନେଇ ଆଶଙ୍କା କରାଯାଉଛି। ଇତିମଧ୍ୟରେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭିଆ ଓମିକ୍ରନ୍‌ର ସବ୍‌-ଭାରିଆଣ୍ଟର ବିପଦକୁ ଦୃଷ୍ଟିରେ ରଖି ମଙ୍ଗଳବାର ସ୍ବାସ୍ଥ୍ୟ ବିଭାଗର...

୫ ତଳେ ଦୈନିକ ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ, ୧୮।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୨୭ ହଜାର ତଳେ ରହିଛି। ଗତ...

କମୁଛି ସଂକ୍ରମଣ: ଆଜି ରାଜ୍ୟରୁ ୪୯ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୭ା୧୦(ବ୍ୟୁରୋ): ରାଜ୍ୟରୁ ସୋମବାର ୪୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୫,୫୦୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୯ ଜଣ ଚିହ୍ନଟ...

ଦେଶର କରୋନା ଟିକାକରଣ ଅସମ୍ପୂର୍ଣ୍ଣ, ନୂଆ ଭାରିଆଣ୍ଟ ମୁକାବିଲା ନେଇ ବଢ଼ିଲା ଚିନ୍ତା…

ନୂଆଦିଲ୍ଲୀ,୧୭।୧୦ : ପୁଣିଥରେ, କରୋନାର ଓମିକ୍ରନ ଭାରିଆଣ୍ଟର ଏକ ନୂତନ ସବ ଭାରିଆଣ୍ଟ ପୃଥିବୀର ଅନେକ ଦେଶରେ ଆତଙ୍କ ସୃଷ୍ଟି କରିଛି। ଏଭଳି ପରିସ୍ଥିତିରେ ଦେଶରେ ଚାଲିଥିବା କରୋନା ଟିକାକରଣ ଅଭିଯାନକୁ ଜୋରଦାର କରିବା ପାଇଁ ଉଦ୍ୟମ ଆରମ୍ଭ ହୋଇଛି।...

ସକ୍ରିୟ ମାମଲା ୨୭ ହଜାର ତଳେ…

ନୂଆଦିଲ୍ଲୀ, ୧୭।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୨୭ ହଜାର ତଳେ ରହିଛି। ଗତ...

ଦୈନିକ ମୃତ୍ୟୁ ସଂଖ୍ୟା ୫…

ନୂଆଦିଲ୍ଲୀ, ୧୬।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୨୭ ହଜାର ତଳେ ରହିଛି। ଗତ...

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୭୫ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୫ା୧୦(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୭୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୩,୨୫,୫୯୪ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri