କରୋନା ଭାଇରସ୍‌

ରାଜ୍ୟରେ ୬୯ କରୋନା ଆକ୍ରାନ୍ତ ଚିହ୍ନଟ: ସୁନ୍ଦରଗଡ଼ରୁ ସର୍ବାଧିକ

ଭୁବନେଶ୍ୱର,୧୦।୩(ବ୍ୟୁରୋ): ରାଜ୍ୟରେ ବୁଧବାର ୬୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୪୧ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨୮ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ...

ଜୀବନସାଥି ବିଦେଶି ହୋଇଥିଲେ ମିଳିବ ନାହିଁ କରୋନା ଟିକା

ଇସ୍‌ଲାମାବାଦ,୯ ।୩: ପାକିସ୍ତାନରେ ବୁଧବାର ଅର୍ଥାତ୍ ମାର୍ଚ୍ଚ ୧୦ରୁ ଆରମ୍ଭ ହେବାକୁ ଯାଉଛି କରୋନା ଟିକାକରଣ କାର୍ଯ୍ୟକ୍ରମ । ଏଥିରେ କିନ୍ତୁ ସେହି ବରିଷ୍ଠ ନାଗରିକଙ୍କୁ ସାମିଲ କରାଯାଇ ନାହିଁ ଯେଉଁମାନେ ପାକିସ୍ତାନୀ ଅରିଜିନ୍ କାର୍ଡ ହୋଲଡର । ସରକାର...

ରାଜ୍ୟରେ ୫୭ କରୋନା ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୯।୩(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୫୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୩୪ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨୩ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ...

କରୋନା ସଂକ୍ରମଣ: ୧୫ ମାର୍ଚ୍ଚ ପରେ ବିବାହ ମନା

ନାସିକ,୯ ।୩: କରୋନାର ଲେଉଟାଣି ପୁଣି ଥରେ ଦେଶବାସୀଙ୍କୁ ଚିନ୍ତାରେ ପକାଇଥିବା ବେଳେ ବିଶେଷ ଭାବେ ପ୍ରଥମଥର ଭଳି ଏଥର ବି ମହାରାଷ୍ଟ୍ର ଉପରେ ଯେମିତି ଦାଉ ସାଧିଛି । ତେବେ ନାସିକରେ ବେଳକୁ ବେଳ ଅଣାୟତ୍ତ ହେଉଛି କରୋନା...

ଆଜି ରାଜ୍ୟରୁ ୫୯ ପଜିଟିଭ୍‌ ଚିହ୍ନଟ, ସମ୍ବଲପୁରରୁ ସର୍ବାଧିକ

ଭୁବନେଶ୍ୱର,୮।୩(ବ୍ୟୁରୋ): ସୋମବାର ରାଜ୍ୟରୁ ୫୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୭,୮୦୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୩୫ ଜଣ...

କରୋନା ଆତଙ୍କ: ୯ ରାଜ୍ୟ ସରକାରଙ୍କୁ ସତର୍କ ରହିବାକୁ ପରାମର୍ଶ

ନୂଆଦିଲ୍ଲୀ,୮।୩: ଭାରତରେ କରୋନା ପୁଣି ଆତଙ୍କ ସୃଷ୍ଟି କରିଛି। ପୂର୍ବରୁ ମହାରାଷ୍ଟ୍ର ଏବଂ ପଞ୍ଜାବ ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାବେଳେ ଏବେ ଏହି ତାଲିକାରେ କେରଳ, ତାମିଲନାଡୁ, ମଧ୍ୟପ୍ରଦେଶ, ଦିଲ୍ଲୀ, ଗୁଜରାଟ, କର୍ନାଟକ ଏବଂ ହରିୟାଣା ଆଦି...

ଆଜି ଭୁବନେଶ୍ୱରରୁ ୧୦ ଆକ୍ରାନ୍ତ ଚିହ୍ନଟ: ୬ ସୁସ୍ଥ

ଭୁବନେଶ୍ୱର,୭।୩(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ରବିବାର ଆଉ ୧୦ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୪ କ୍ୱାରାଣ୍ଟାଇନ୍‌ରେ ଥିବା ବେଳେ ୬ ଲୋକାଲ କେସ ରହିଛନ୍ତି। ସହିପରି ଆଜି ଭୁବନେଶ୍ୱରରୁ ୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ...

ରାଜ୍ୟରେ ୭୦ କରୋନା ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୭।୩(ବ୍ୟୁରୋ): ରାଜ୍ୟରେ ରବିବାର ୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୪୧ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨୯ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ...

ଏସବୁ ୫ କାରଣ ଯୋଗୁ କରୋନା ପୁଣି ହେଉଛି ବେକାବୁ

ନୂଆଦିଲ୍ଲୀ,୭।୩: ଦେଶରେ କରୋନା ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ମହାରାଷ୍ଟ୍ର, ମଧ୍ୟପ୍ରଦେଶ ଆଦି କେତେକ ରାଜ୍ୟର କିଛି ଅଞ୍ଚଳରେ ସରକାରଙ୍କ ପକ୍ଷରୁ କଡ଼ା କଟକଣା ଜାରି ହୋଇଛି। ଧୀରେଧୀରେ ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ଗ୍ରାଫ୍‌ ବଢ଼ିବାରେ ଲାଗିଛି।...

ଦ୍ୱିତୀୟ ଡୋଜ୍‌ ପରେ ବି ସଂକ୍ରମଣ

ଅହମଦାବାଦ/ନାଗପୁର, ୭।୩: କରୋନା ମହାମାରୀରେ ଭାରତରେ ଦେଢ଼ ଲକ୍ଷରୁ ଊର୍ଦ୍ଧ୍ୱ ଲୋକଙ୍କ ଜୀବନ ଯାଇଛି। ଟିକା ଆସିଗଲେ ମହାମାରୀରୁ ରକ୍ଷା ମିଳିବ ବୋଲି ସମସ୍ତେ ଆଶା କରିଥିଲେ। ଏଥିପାଇଁ କୋଭିଡ୍‌ ଟିକାକୁ ଦୀର୍ଘଦିନ ଧରି ପ୍ରତୀକ୍ଷା କରାଯାଇଥିଲା। ସରକାର ସିରମ୍‌...

ରାଜ୍ୟରେ ୫୪ କରୋନା ଆକ୍ରାନ୍ତ ଚିହ୍ନଟ: ସମ୍ବଲପୁରରୁ ସର୍ବାଧିକ

ଭୁବନେଶ୍ୱର,୬।୩(ବ୍ୟୁରୋ): ରାଜ୍ୟରେ ଶନିବାର ୫୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୩୨ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨୨ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ...

ମାର୍ଚ୍ଚ ପ୍ରଥମ ସପ୍ତାହରେ ୫୦ ହଜାର ଅତିକ୍ରମ କଲା କରୋନା ସଂକ୍ରମିତଙ୍କ ସଂଖ୍ୟା: ଲାଗିପାରେ ଲକଡାଉନ୍‌

ମୁମ୍ବାଇ,୬ ।୩: କରୋନାର ଲେଉଟାଣି ପୁଣିଥରେ ମହାରାଷ୍ଟ୍ରବାସୀଙ୍କ ଉପରେ ଦାଉ ସାଧିଲାଣି । ଫେବୃୟାରୀ ମଧ୍ୟ ଭାଗରୁ ସେଠାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଲଗାତାର ଭାବେ ବଢି ଚାଲିଛି । ପ୍ରତିଦିନ ସେଠାରେ ପାଖାପାଖି ୭ ହଜାର ନୂଆ ସଂକ୍ରମିତଙ୍କୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri