କରୋନା ଭାଇରସ୍‌

ଆଜି ରାଜ୍ୟରୁ ୬୯ ପଜିଟିଭ୍‌ ଚିହ୍ନଟ, ୩୩୬୭୦୫ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୨୨।୨(ବ୍ୟୁରୋ): ସୋମବାର ରାଜ୍ୟରୁ ୬୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୬,୭୦୫ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୪୧ ଜଣ...

ଆଜି ରାଜଧାନୀରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ, ୪ ସୁସ୍ଥ

ଭୁବନେଶ୍ୱର,୨୧ା୨(ବ୍ୟୁରୋ): ରବିବାର ରାଜଧାନୀରୁ ମାତ୍ର ଜଣେ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେହିପରି ୪ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବିଏମ୍‌ସି ଟୁଇଟ୍‌ କରି ସୂଚନା ଦେଇଛି। ଏହି ଆକ୍ରାନ୍ତ ଜଣଙ୍କ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବା ବେଳେ ସେ ପଟିଆ...

ଚିନ୍ତା ବଢାଇଲାଣି କରୋନା: ପୁଣେରେ ସ୍କୁଲ-କଲେଜ ବନ୍ଦ, ଲାଗୁ ହୋଇପାରେ ନାଇଟ୍ କର୍ଫ୍ୟୁ

ମୁମ୍ବାଇ,୨୧ ।୨: ମହାରାଷ୍ଟ୍ରରେ କରୋନା ସଂକ୍ରମଣ ପୁଣିଥରେ ବୃଦ୍ଧି ପାଇଛି । ଏହାକୁ ଦେଖି ପୁଣେରେ ସ୍କୁଲ-କଲେଜ ବନ୍ଦ କରି ଦିଆଯାଇଛି । ଏହାସହ ମହାରାଷ୍ଟ୍ର ସରକାର ରାଜ୍ୟରେ ନାଇଟ୍ କର୍ଫ୍ୟୁ ଲଗାଇବା କଥା ଚିନ୍ତା କରୁଛନ୍ତି । ରବିବାର...

ରାଜ୍ୟରେ ୫୮ କରୋନା ଆକ୍ରାନ୍ତ ଚିହ୍ନଟ: ସୁନ୍ଦରଗଡ଼ରୁ ସର୍ବାଧିକ

ଭୁବନେଶ୍ୱର,୨୧।୨(ବ୍ୟୁରୋ): ରାଜ୍ୟରେ ରବିବାର ୫୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୩୪ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨୪ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ...

ପୁଣି କଡ଼ାକଡ଼ି ହେବ କୋଭିଡ୍‌ ନିୟମ

ଭୁବନେଶ୍ୱର,୨୦।୨(ବ୍ୟୁରୋ): ଓଡ଼ିଶାରେ ପୁଣି କଡ଼ାକଡ଼ି ହେବ କୋଭିଡ୍‌ ନିୟମ। ମହାରାଷ୍ଟ୍ରରେ କରୋନା ସଂକ୍ରମଣ ବଢ଼ିବା ସହ ଲକ୍‌ଡାଉନ୍‌ ସ୍ଥିତି ଉପୁଜିବା ପରେ ଓଡ଼ିଶାରେ ମଧ୍ୟ ଛନକା ପଶିଛି। ବର୍ତ୍ତମାନ ସଂକ୍ରମଣ ନିୟନ୍ତ୍ରଣାଧୀନ ରହିଥିଲେ ମଧ୍ୟ ମହାରାଷ୍ଟ୍ର ଭଳି ପରିସ୍ଥିତି ଯେପରି...

ଦେଶରେ ୩୪ ଦିନରେ ୧ କୋଟିରୁ ଅଧିକ ଟିକାକରଣ!

ନୂଆଦିଲ୍ଲୀ,୨୦ ।୨: କରୋନା ମହାମାରୀକୁ ଦୂରେଇ ଦେବାକୁ ଏବେ ବିଶ୍ୱର ଅଧିକାଂଶ ଦେଶରେ ଚାଲିଛି ଟିକାକରଣ କାର୍ଯ୍ୟକ୍ରମ । ଏହି କ୍ରମରେ ଭାରତରେ ବି ଟିକାକରଣ ଖୁବ୍ ଜୋରରେ ଚାଲିଛି । ମିଳିଥିବା ସୂଚନାରୁ ଜଣାପଡିଛି କି ଗତ ୩୪...

ରାଜ୍ୟରେ ୫୩ କରୋନା ଆକ୍ରାନ୍ତ ଚିହ୍ନଟ, ଜଣେ ମୃତ

ଭୁବନେଶ୍ୱର,୧୯।୨(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ୫୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୩୧ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨୨ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା...

କରୋନା ସଂକ୍ରମଣ: କେରଳରୁ ପୁଣେ ଯାଉଥିବା ଲୋକଙ୍କ ଆର୍‌ଟି-ପିସିଆର୍ ଟେଷ୍ଟ ଜରୁରୀ

ମୁମ୍ବାଇ,୧୯ ।୨: ଗୋଟିଏ ପଟେ ଦେଶରେ କରୋନା ସଂକ୍ରମଣ ସଂଖ୍ୟା କମ୍ ହେଉଥିବା ବେଳେ ଅନ୍ୟପଟେ ମହାରାଷ୍ଟ୍ରରେ ଏହାର ବିପରିତ ଦେଖିବାକୁ ମିଳିଛି । ଲଗାତାର ଭାବେ ମହାରାଷ୍ଟ୍ରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଏହାପରେ...

ଆଜି ରାଜ୍ୟରୁ ୬୩ ପଜିଟିଭ୍‌ ଚିହ୍ନଟ, ୩୩୬୪୬୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୧୮।୨(ବ୍ୟୁରୋ): ଗୁରୁବାର ରାଜ୍ୟରୁ ୬୩ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୬,୪୬୦ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୩୯ ଜଣ...

ଆଜି ଭୁବନେଶ୍ୱରରୁ ୩ ଆକ୍ରାନ୍ତ ଚିହ୍ନଟ: ୧୦ ସୁସ୍ଥ

ଭୁବନେଶ୍ୱର,୧୫।୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୩ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ସମସ୍ତେ କ୍ୱାରାଣ୍ଟାଇନ୍‌ରେ ରହିଥିବା ଜଣାପଡ଼ିଛି। ସହିପରି ଆଜି ଭୁବନେଶ୍ୱରରୁ ୧୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ...

ସୁସ୍ଥ ହେବା ପରେ ବି ୩ ଥର ଆସିଲା କରୋନା ପଜିଟିଭ ରିପୋର୍ଟ

ଆଗ୍ରା,୧୫ ।୨: ଆଗ୍ରାର ସରୋଜିନି ନାଇଡୁ ମେଡିକାଲ କଲେଜରେ ଏମିତି ୬ଜଣ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି ଯେଉଁମାନେ କରୋନାରେ ପୀଡ଼ିତ ହୋଇ ଚିକିତ୍ସିତ ହେବା ପରେ ଠିକ୍ ହୋଇ ଯାଇଥିଲେ । ଡାକ୍ତରଙ୍କ କହିବା ଅନୁଯାୟୀ, ସେମାନଙ୍କ ଶରୀରରେ କରୋନା...

ଆଜି ରାଜ୍ୟରେ ୮୮ ପଜିଟିଭ୍‌ ଚିହ୍ନଟ, ସୁନ୍ଦରଗଡ଼ରେ ରେକର୍ଡ

ଭୁବନେଶ୍ୱର,୧୫।୨(ବ୍ୟୁରୋ): ସୋମବାର ରାଜ୍ୟରୁ ୮୮ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୬,୨୬୨ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୫୧ ଜଣ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri