କରୋନା ଭାଇରସ୍‌

ଟିକା ନେବା ପରେ ଡ୍ରାଇଭରଙ୍କ ମୃତ୍ୟୁ, ଆଶାକର୍ମୀ ଅସୁସ୍ଥ: ପରୀକ୍ଷା ନିରୀକ୍ଷା ଜାରି

ହାଇଦ୍ରାବାଦ୍‌/ଚଣ୍ଡିଗଡ଼, ୨୧।୧: କରୋନା ଟିକା ନେବା ପରେ ତେଲଙ୍ଗାନାର ନିର୍ମଳ ଜିଲାରେ ଆମ୍ବୁଲାନ୍ସ୍‌ ଡ୍ରାଇଭର ବିଠୁଲଙ୍କ ମୃତ୍ୟୁ ଘଟିଥିବା ତାଙ୍କ ପରିବାର ସଦସ୍ୟଙ୍କ ପକ୍ଷରୁ ଅଭିଯୋଗ ହୋଇଛି। ପାର୍ଶ୍ୱ ପ୍ରତିକ୍ରିୟା ଯୋଗୁ ଏଭଳି ହୋଇଥିବା ସେମାନେ କହିଛନ୍ତି। ଟିକାନେବାର କିଛି...

ଭାରତରେ କରୋନା ଟିକାର କମ୍‌ ପାର୍ଶ୍ୱ ପ୍ରତିକ୍ରିୟା: ଅସୁସ୍ଥଙ୍କ ସଂଖ୍ୟା ୬୦୦ ଛୁଇଁଲା

ନୂଆଦିଲ୍ଲୀ, ୨୧।୧: ଭାରତରେ ସାର୍ବଜନୀକ କରୋନା ଟିକାକରଣ ଅଭିଯାନ ଜାରି ରହିଛି। କରୋନା ଟିକା ନେବା ପରେ ପାର୍ଶ୍ୱ ପ୍ରତିକ୍ରିୟା ଯୋଗୁ ଜାନୁୟାରୀ ୧୬ଠାରୁ ଇତିମଧ୍ୟରେ ୬୦୦ ଜଣ ଅସୁସ୍ଥ ହୋଇପଡ଼ିଛନ୍ତି। ସେଥିମଧ୍ୟରୁ ୧୦ ଜଣଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ...

ଆଜି ରାଜ୍ୟରୁ ୧୪୩ କରୋନା ପଜିଟିଭ୍‌ ଚିହ୍ନଟ, କମୁନି ସ୍ଥାନୀୟ ସଂକ୍ରମଣ

ଭୁବନେଶ୍ୱର,୨୧।୧(ବ୍ୟୁରୋ): ଗୁରୁବାର ରାଜ୍ୟରେ ୧୪୩ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୩,୮୬୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୮୪ଜଣ ଚିହ୍ନଟ...

ମଡର୍ନା ଟିକା ପାର୍ଶ୍ୱ ପ୍ରତିକ୍ରିୟାର ତଦନ୍ତ ଆରମ୍ଭ

ନ୍ୟୁୟର୍କ, ୨୧।୧: କାଲିଫର୍ନିଆର ସାନ୍‌ ଡିଏଗୋ ଟିକା କେନ୍ଦ୍ରରେ ମଡର୍ନା କମ୍ପାନୀର କୋଭିଡ୍‌ ଟିକା ନେବା ପରେ ଅନେକଙ୍କ ଠାରେ ପାର୍ଶ୍ୱ ପ୍ରତିକ୍ରିୟା ଦେଖାଦେଇଛି। କାଲିଫର୍ନିଆ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏହାର ତଦନ୍ତ ଆରମ୍ଭ ହୋଇଛି। ତଦନ୍ତରେ ସମ୍ପୂର୍ଣ୍ଣ ସହଯୋଗ...

ଭୁଟାନ, ମାଳଦ୍ୱୀପରେ ପହଞ୍ଚିଲା ଭାରତୀୟ ଟିକା

ନୂଆଦିଲ୍ଲୀ, ୨୧।୧: ଭାରତ ସରକାରଙ୍କ ଟିକା ମୈତ୍ରୀ ଆରମ୍ଭ ହୋଇଛି। ନୂଆଦିଲ୍ଲୀ ପଠାଇଥିବା ୧,୫୦,୦୦୦ କୋଭିଶିଲ୍ଡ ଟିକା ବୁଧବାର ଭୁଟାନରେ ପହଞ୍ଚିଛି । ଭାରତର ‘ପଡୋଶୀ ପ୍ରଥମ’ ନୀତିର ଏହା ଏକ ଉଦାହରଣ ବୋଲି ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର...

ରାଜ୍ୟରେ ନୂଆ ୧୫୭ କରୋନା ପଜିଟିଭ ଚିହ୍ନଟ: ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୩୩୭୨୩ରେ ପହଞ୍ଚିଲା

ଭୁବନେଶ୍ୱର, ୨୦।୧(ବ୍ୟୁରୋ): ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ବୁଧବାର ଦିନ ରାଜ୍ୟରୁ ୧୫୭ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୩୭୨୩ରେ ପହଞ୍ଚିଛି। ଏ ନେଇ ରାଜ୍ୟ...

ଜମାଟ ବାନ୍ଧିଲା ୧୦୦୦ କରୋନା ଟିକା, ନଷ୍ଟ ହୋଇଥିବା ଆଶଙ୍କା

ସିଲଚର୍‌, ୨୦।୧: ହସ୍ପିଟାଲରେ ୧୦୦୦ କରୋନା ଟିକା ଜମାଟ ବାନ୍ଧି ଯାଇଛି। ଶୂନ ଡିଗ୍ରୀ ତାପମାତ୍ରାରେ ଟିକାକୁ ନ ରଖାଯିବାରୁ ଏଭଳି ହୋଇଥିବା କୁହାଯାଉଛି। ଆସାମର କଚ୍ଛାର ଜିଲାର ସିଲଚର୍‌ସ୍ଥିତ ମେଡ଼ିକାଲ କଲେଜରେ ଘଟିଛି। ଜମାଟ ବାନ୍ଧି ଯାଇଥିବା ଟିକାକୁ...

୦.୧୮%ଙ୍କଠାରେ ପାର୍ଶ୍ୱ ପ୍ରତିକ୍ରିୟା

ନୂଆଦିଲ୍ଲୀ, ୨୦ା୧: ଭାରତରେ ଦିଆଯାଉଥିବା କରୋନା ଟିକା ସୁରକ୍ଷିତ। ଏବେ ସୁଦ୍ଧା ସାଢ଼େ ୪ ଲକ୍ଷରୁ ଅଧିକ ଲୋକଙ୍କୁ ଭାକ୍ସିନ ଦିଅ।ଯାଇସାରିଛି। ସେମାନଙ୍କ ମଧ୍ୟରୁ ମାତ୍ର ୦.୧୮ ପ୍ରତିଶତଙ୍କଠାରେ ପାର୍ଶ୍ୱ ପ୍ରତିକ୍ରିୟା ପରିଲିକ୍ଷିତ ହୋଇଛି ଏବଂ ୦.୦୦୨ ପ୍ରତିଶତ ଲୋକଙ୍କୁ...

ଆଜି ଭୁବନେଶ୍ୱରରୁ ୫ ଆକ୍ରାନ୍ତ ଚିହ୍ନଟ: ଲୋକାଲ କେସ ସଂଖ୍ୟା ଅଧିକ

ଭୁବନେଶ୍ୱର,୧୯।୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ମଙ୍ଗଳବାର ଆଉ ୫ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧ ଜଣ ରହିଥିବା ବେଳେ ଲୋକାଲ କେସ୍‌ ୪ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ...

ଫେରାଇ ନିଆଗଲା ‘ଭ୍ୟାକ୍ସିନ ନ ନେଲେ ମିଳିବ ନାହିଁ ଦରମା’ ନିର୍ଦ୍ଦେଶ

କୋଡରମା,୧୯ ।୧: କରୋନା ଭ୍ୟାକ୍ସିନକୁ ନେଇ ଝାଡ଼ଖଣ୍ଡରେ ଏକ ନିର୍ଦ୍ଦେଶ ଜାରି କରାଯାଇଥିଲା । ଯାହା ଲୋକଙ୍କ ମଧ୍ୟରେ ଅସନ୍ତୋଷ ସୃଷ୍ଟି କରିଥିଲା । ଝାଡ଼ଖଣ୍ଡର କୋଡରମାରେ ବରିଷ୍ଠ ସ୍ୱାସ୍ଥ୍ୟ ଅଧିକାରୀ ଏକ ନିର୍ଦ୍ଦେଶ ଜାରି କରି କହିଥିଲେ ଯେଉଁ...

ଭାରତକୁ କରୋନା ଭ୍ୟାକ୍ସିନ ମାଗିଲେ କାମ୍ବୋଡିଆ ପ୍ରଧାନମନ୍ତ୍ରୀ

ନୋମ ପେନହ,୧୯ ।୧: ଭାରତରେ ନିର୍ମିତ ଦୁଇଟି କୋଭିଡ ଭ୍ୟାକ୍ସିନକୁ କରୋନା ମୁକାବିଲା ଲାଗି ଜରୁରୀ ପରିସ୍ଥିତିରେ ବ୍ୟବହାର ପାଇଁ ଅନୁମତି ମିଳିଯିବା ପରେ ୧୬ ଜାନୁୟାରୀରୁ ଦେଶରେ ସବୁଠାରୁ ବଡ ଟିକାକରଣ ଅଭିଯାନ ଆରମ୍ଭ କରାଯାଇଛି । ଏହାକୁ...

କରୋନା ମହାମାରୀ ସଂକ୍ରମଣ ପାଇଁ ଚାଇନା-ଡବ୍ଲ୍ୟୁଏଚ୍‌ଓ ଦାୟୀ

ଜେନେଭା,୧୯।୧: ଚାଇନାର ଉହାନ ସହରରୁ କରୋନା ମହାମାରୀ ସୃଷ୍ଟି ହୋଇ ପୃଥିବୀର ବିଭିନ୍ନ ଦେଶକୁ ବ୍ୟାପୀ ଥିଲା। କରୋନା ସଂକ୍ରମଣ ପାଇଁ ଚାଇନା ଏବଂ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ଦାୟୀ ବୋଲି ଏକ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଚାଇନା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri