କରୋନା ଭାଇରସ୍‌

ଅଷ୍ଟ୍ରାଜେନିକାକୁ ମଞ୍ଜୁରୀ ଦେଲା ପାକିସ୍ତାନ

ଇସଲାମାବାଦ୍‌,୧୭।୧: ପାକିସ୍ତାନର ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁ ସରକାର ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟ ଦ୍ୱାରା ପ୍ରସ୍ତୁତ କରୋନ ପ୍ରତିଷେଧକ ଟିକା ଅକ୍ସଫୋର୍ଡ-ଅଷ୍ଟ୍ରାଜେନିକାକୁ ମଞ୍ଜୁରୀ ମିଳିଛି। ଟିକାର ତୃତୀୟ ପର୍ଯ୍ୟାୟ ପରୀକ୍ଷା ଫଳାଫଳ ରିପୋର୍ଟ ଆଧାରରେ ଜରୁରିକାଳୀନ ସ୍ଥିତିରେ ଏହାର ବ୍ୟବହାର କରାଯିବା ଲାଗି...

ଦ୍ୱିତୀୟ ଲହର ରୋକିବ ଟିକା

ନୂଆଦିଲ୍ଲୀ, ୧୭।୧: ଭାରତରେ କରୋନା ସଂକ୍ରମଣ ହାର ଯଥେଷ୍ଟ ହ୍ରାସ ପାଇଥିବାବେଳେ ଶନିବାର ଟିକାକରଣ ଅଭିଯାନ ଆରମ୍ଭ ହୋଇଛି। ବ୍ରିଟେନର ନୂଆ ଷ୍ଟ୍ରେନ୍‌କୁ ନେଇ ସାରା ବିଶ୍ୱରେ ଉଦ୍‌ବେଗ ପ୍ରକାଶ ପାଇଥିବାବେଳେ ସମସ୍ତେ ଟିକା ନେବା ଜରୁରୀ ଏବଂ ଏହା...

୫ ଦିନରେ ହସ୍ପିଟାଲ ନିର୍ମାଣ କଲା ଚାଇନା

ବେଜିଂ, ୧୭ା୧: ଚାଇନାକୁ କରୋନା ସଂକ୍ରମଣ ଫେରିଥିବାବେଳେ ସାଉଥବେଜିଂର ଏକ ସହରରେ ଆକ୍ରାନ୍ତ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଚାଇନା ସେଠାରେ ଯୁଦ୍ଧକାଳୀନ ଭିତ୍ତିରେ ୧୫ ଶହ କୋଠରି ବିଶିଷ୍ଟ ହସ୍ପିଟାଲ ୫ ଦିନରେ ନିର୍ମାଣ କରିଛି।...

୧.୯ ଲକ୍ଷ ନେଲେ

ନୂଆଦିଲ୍ଲୀ, ୧୭।୧(ପି.ଟି.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦେଶରେ ବିଶ୍ୱର ସର୍ବବୃହତ୍‌ କୋଭିଡ୍‌ ଟିକାକରଣ ଅଭିଯାନ ଶୁଭାରମ୍ଭ କରିଛନ୍ତି। ପ୍ରଥମ ଦିନରେ ପ୍ରାୟ ୩ ଲକ୍ଷ ଜଣଙ୍କୁ ଟିକା ଦେବା ପାଇଁ ଧାର୍ଯ୍ୟ କରାଯାଇଥିବାବେଳେ ଅପରାହ୍ନ ୫ଟା ୩୦ ସୁଦ୍ଧା...

ଆଜି ରାଜଧାନୀରେ ଏକ ଅଙ୍କକୁ ଖସିଲା କରୋନା ପଜିଟିଭ୍‌ ସଂଖ୍ୟା

ଭୁବନେଶ୍ୱର,୧୬ା୧(ବ୍ୟୁରୋ): ଶନିବାର ରାଜଧାନୀରେ କରୋନା ପଜିଟିଭ୍‌ଙ୍କ ସଂଖ୍ୟା ଏକ ଅଙ୍କକୁ ଖସିଛି। ତେବେ ଆଜି ରାଜଧାନୀରୁ ମାତ୍ର ୪ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେହିପରି ୩ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବିଏମ୍‌ସି ଟୁଇଟ୍‌ କରି ସୂଚନା ଦେଇଛି।...

ଜୁନାଗଡ଼ରେ ପ୍ରଥମ ଟିକା ନେଲେ ଏହି ସଫେଇ କର୍ମଚାରୀ

ଜୁନାଗଡ଼,୧୬।୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଶନିବାର କୋଭିଡ-୧୯ ଟିକାକରଣ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଏଥିରେ ଜୁନାଗଡ଼ ବିଡିଓ ଦୁଲାରାମ ମାରାଣ୍ଡି ଅତିଥି ଭାବେ ଯୋଗଦେଇ ଏହି ଟିକାକରଣ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ପ୍ରଥମ ବ୍ୟକ୍ତି ଭାବେ ଡାକ୍ତରଖାନାର...

କରୋନା ଭ୍ୟାକ୍ସିନ ‘ଫାଇଜର’ର ସାଇଡ ଇଫେକ୍ଟ: ନରୱେରେ ୨୩ ମୃତ

ଓସଲୋ,୧୬ ।୧: କରୋନା ମହାମାରୀଠାରୁ ଦୂରେଇ ରହିବାକୁ ଏବେ ଭ୍ୟାକ୍ସିନ ମୁଖ୍ୟ ଅସ୍ତ୍ର ପାଲଟିଛି । ବିଶ୍ୱର ବିଭିନ୍ନ ବିକାଶଶୀଳ ଦେଶରେ ଏହି ଭ୍ୟାକ୍ସିନ ପ୍ରସ୍ତୁତ ହୋଇଥିବା ବେଳେ ଏବେ ଏହା ଲୋକଙ୍କୁ ଦିଆଗଲାଣି । ନରୱେରେ ଫାଇଜର ଭ୍ୟାକ୍ସିନର...

ସଞ୍ଜିବନୀ ଭଳି କାମ କରିବ କରୋନା ଭ୍ୟାକ୍ସିନ: ସ୍ୱାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୬ ।୧: ସାରା ଦେଶରେ ଶନିବାର କରୋନା ମାହାମାରୀ ବିରୋଧରେ ଭ୍ୟାକ୍ସିନେଶନ ବା ଟିକାକରଣ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଭିଡିଓ କନଫରେନ୍ସ ମାଧ୍ୟମରେ ଏହାର ଶୁଭାରମ୍ଭ କରିଥିଲେ । ଏହାପରେ କରୋନା ଭ୍ୟାକ୍ସିନକୁ...

ଆଇଟିବିପିର ୨୦ ଯବାନଙ୍କୁ ଦିଆଗଲା କରୋନା ଟିକା

ନୂଆଦିଲ୍ଲୀ,୧୬ ।୧: କରୋନା ମହାମାରୀକୁ ନେଇ ଭାରତରେ ବିଶ୍ୱର ସବୁଠାରୁ ବଡ ଟିକାକରଣ କାର୍ଯ୍ୟକ୍ରମ ଶନିବାର ଆରମ୍ଭ ହୋଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାର ଶୁଭାରମ୍ଭ କରିଛନ୍ତି । ଲଦ୍ଦାଖରେ ମୁତୟନ ଥିବା ଇଣ୍ଡୋ ତିବ୍ୱତ ବର୍ଡର ପୋଲିସ...

ରାଜ୍ୟରେ ୧୭୮ କରୋନା ଆକ୍ରାନ୍ତ ଚିହ୍ନଟ: ଜଣେ ମୃତ

ଭୁବନେଶ୍ୱର,୧୬।୧(ବ୍ୟୁରୋ): ରାଜ୍ୟରେ ଶନିବାରବାର ୧୭୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଜଣଙ୍କ ମୃତ୍ୟୁ ଘଟିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୦୩ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୭୫ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ...

ସିରମ ଇନଷ୍ଟିଚ୍ୟୁଟ ମୁଖ୍ୟ ପୁନାୱାଲା ନେଲେ କରୋନା ଟିକା

ପୁଣେ,୧୬ ।୧: କରୋନା ମହାମାରୀଠାରୁ ମୁକ୍ତି ପାଇବା ପାଇଁ ଦେଶକୁ ମିଳିଯାଇଛି ଟିକା । ଶନିବାର ପ୍ରଥମ ପର୍ଯ୍ୟାୟ ଟିକାକରଣ ଆରମ୍ଭ ହୋଇଯାଇଥିବା ବେଳେ ଏଥିରେ ପ୍ରଥମେ କରୋନା ଯୋଦ୍ଧାଙ୍କୁ ସାମିଲ କରାଯାଇଛି । ଏହି କ୍ରମରେ ସିରମ ଇନଷ୍ଟିଚ୍ୟୁଟ...

କରୋନା ଟିକା ସମ୍ପୂର୍ଣ୍ଣ ସୁରକ୍ଷିତ,କହିଲେ କେଜରିଓ୍ବାଲ-ଅମରିନ୍ଦର

ନୂଆଦିଲ୍ଲୀ,୧୬।୧: ଭାରତରେ ଶନିବାରଠାରୁ ସର୍ବବୃହତ୍‌ ଟିକାକରଣ ଅଭିଯାନ ଆରମ୍ଭ ହୋଇଛି। କେନ୍ଦ୍ର ସରକାରଙ୍କ ସାର୍ବଜନୀକ ଟିକାକରଣକୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଏବଂ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ୍‌ ଅମରିନ୍ଦର ସିଂ ସ୍ବାଗତ କରିଛନ୍ତି। କେଜରିଓ୍ବାଲ ଜନସାଧାରଣଙ୍କୁ ଗୁଜବ ପ୍ରତି ଧ୍ୟାନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri