କରୋନା ଭାଇରସ୍‌

ସ୍ବାସ୍ଥ୍ୟମନ୍ତ୍ରୀ କରୋନା ପଜିଟିଭ୍‌: ୧୫ ଦିନ ତଳେ ନେଇଥିଲେ ଟିକା

ଚଣ୍ଡିଗଡ଼,୫।୧୨: ହରିୟାଣା ସ୍ବାସ୍ଥ୍ୟମନ୍ତ୍ରୀ ଅନୀଲ ଭିଜ୍‌ଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ଏନେଇ ସେ ଟୁଇଟ୍‌ କରି ଶନିବାର ସୂଚନା ଦେଇଛନ୍ତି। ସେ ଅମ୍ବାଲା କ୍ୟାଣ୍ଟନମେଣ୍ଟ୍‌ର ସିଭିଲ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି ହୋଇଛନ୍ତି। ତାଙ୍କ ସହିତ...

ରାଜ୍ୟରେ ପୁଣି ୪୦୯ କରୋନା ପଜିଟିଭ୍‌ ଚିହ୍ନଟ, ୫ ମୃତ

ଭୁବନେଶ୍ୱର,୫।୧୨(ବ୍ୟୁରୋ): ରାଜ୍ୟରେ ଶନିବାର ୪୦୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୫ଜଣଙ୍କ ମୃତ୍ୟୁ ଘଟିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୨୩୪ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୭୫ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ...

ବାହାରିନ୍‌ରେ ଫାଇଜର-ବାୟୋଏନ୍‌ଟେକ୍‌ ଟିକାକୁ ମଞ୍ଜୁରୀ

ମାନାମା,୫।୧୨: ବ୍ରିଟେନ ପରେ ଏବେ ପୃଥିବୀର ଦ୍ୱିତୀୟ ରାଷ୍ଟ୍ର ଭାବେ ବାହାରିନ୍‌ରେ ଫାଇଜର ଏବଂ ବାୟୋଏନ୍‌ଟେକ୍‌ ଦ୍ୱାରା ପ୍ରସ୍ତୁତ ହୋଇଥିବା କରୋନା ଟିକାକୁ ମଞ୍ଜୁରୀ ଦିଆଯାଇଛି। ଏନେଇ ବାହାରିନ୍‌ର ନ୍ୟାଶନାଲ ହେଲ୍‌ଥ ରେଗୁଲେଟାରୀ ଅଥରିଟୀର ସିଇଓ ମାରିଆମ୍‌ ଅଲ୍‌-ଝାଲହାମାଙ୍କ ପକ୍ଷରୁ...

୧୬୦ କୋଟି କରୋନା ଟିକା କିଣିବା ପାଇଁ ଭାରତର ଯୋଜନା

ନୂଆଦିଲ୍ଲୀ,୫।୧୨: ଭାରତ ୧୬୦ କୋଟି କରୋନା ଟିକା କିଣିବା ପାଇଁ ଯୋଜନା କରିଛି। ପୃଥିବୀର ବିଭିନ୍ନ ଦେଶର ବିଶେଷଜ୍ଞମାନଙ୍କ ପକ୍ଷରୁ କରାଯାଇଥିବା ବିଶ୍ଳେଷଣ ରିପୋର୍ଟରେ ଏହା ଉଲ୍ଲେଖ କରାଯାଇଛି। ଦେଶର ୬୦ ପ୍ରତିଶତ ଲୋକଙ୍କୁ କରୋନା ଟିକା ଦିଆଯିବ। ଏହାଦ୍ୱାରା...

ସିରମ୍‌ ଇନଷ୍ଟିଚ୍ୟୁଟ୍‌ ସିଇଓଙ୍କୁ ‘ଏସିଆନ୍‌ ଅଫ୍‌ ଦି ଇୟର’ ସମ୍ମାନ

ନୂଆଦିଲ୍ଲୀ,୫।୧୨: ସିରମ୍‌ ଇନଷ୍ଟିଚ୍ୟୁଟ୍‌ର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ(ସିଇଓ) ଆଦର ପୁନାଓ୍ବାଲାଙ୍କୁ ‘ଏସିଆନ୍‌ ଅଫ୍‌ ଦି ଇୟର’ ସମ୍ମାନ ପାଇଁ ମନୋନୀତ କରାଯାଇଛି। ସିଙ୍ଗାପୁରର ଦୈନିକ ଖବର କାଗଜ ଦି ଷ୍ଟ୍ରେଟସ୍‌ ଟାଇମ୍ସ୍‌ ପକ୍ଷରୁ ଏହି ସମ୍ମାନ ଜନକ ପୁରସ୍କାର ଲାଗି...

ବୈଜ୍ଞାନିକଙ୍କ ମଞ୍ଜୁରୀ ପରେ ଟିକାକରଣ

ନୂଆଦିଲ୍ଲୀ, ୫।୧୨(ପି.ଟି.): ଦେଶର କରୋନା ସ୍ଥିତିକୁ ନେଇ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି। କିଛି ସପ୍ତାହ ମଧ୍ୟରେ କୋଭିଡ୍‌ ଟିକା ପ୍ରସ୍ତୁତ ହେବ। ତେବେ ବୈଜ୍ଞାନିକମାନଙ୍କ ଅନୁମୋଦନ ପରେ ଦେଶରେ ଟିକାକରଣ ଆରମ୍ଭ...

ମଧ୍ୟପ୍ରାଚ୍ୟକୁ ଟପୁଛି ଆଫ୍ରିକା

ଲଣ୍ଡନ,୫ା୧୨: ସହେଲ ଅଞ୍ଚଳରେ ସ୍ଥିରତା ଆଣିବା ପାଇଁ ଜାତିସଂଘର ୧୫,୦୦୦ ବହୁରାଷ୍ଟ୍ରୀୟ ସୈନ୍ୟଙ୍କ ନେତୃତ୍ୱ ନେଉଛି ଫ୍ରାନ୍ସ। ଅପରେଶନ ନ୍ୟୁକମ୍ବେ ନାମରେ ଚାଲିଥିବା ଏହି ୩ ବର୍ଷିଆ ମିଶନରେ ବ୍ରିଟେନର ୩୦୦ ସୈନ୍ୟ ସାମିଲ ହୋଇଛନ୍ତି। ମାଲି ହେଉଛି ଅନେକ...

ବ୍ରିଟେନରେ ପହଞ୍ଚିଲା ଫାଇଜର ଟିକା

ଲଣ୍ଡନ, ୫ା୧୨: ବ୍ରିଟେନକୁ କୋଭିଡ୍‌-୧୯ ପାଇଁ ପ୍ରସ୍ତୁତ ଫାଇଜର ଟିକାର ପ୍ରଥମ ପର୍ଯ୍ୟାୟ ଯୋଗାଣ ହୋଇଛି। ଶୁକ୍ରବାର ଏହି ଟିକା ବ୍ରିଟେନରେ ପହଞ୍ଚିଛି। ଏକ ଅଜ୍ଞାତ ସ୍ଥାନରେ ଥିବା ସେଣ୍ଟ୍ରାଲ ହବ୍‌ରେ ଏହାକୁ ରଖାଯାଇଛି। ସେଠାରୁ ବିଭିନ୍ନ ହସ୍ପିଟାଲ ତଥା...

ଭୁବନେଶ୍ୱରରୁ ଆଜି ପୁଣି ୨୭ ପଜିିଟିଭ୍‌ ଚିହ୍ନଟ: ୩୩ ସୁସ୍ଥ

ଭୁବନେଶ୍ୱର,୪।୧୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଶୁକ୍ରବାର ଆଉ ୨୭ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୩ ଜଣ ରହିଥିବା ବେଳେ ଲୋକାଲ କେସ୍‌ ୧୪ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ...

କରୋନା ଭ୍ୟାକ୍ସିନକୁ ନେଇ ଆଉ କିଛି ସପ୍ତାହ ମଧ୍ୟରେ ଆସିବ ଭଲ ଖବର : ମୋଦି

ନୂଆଦିଲ୍ଲୀ,୪ ।୧୨: କରୋନାକୁ ହରାଇବା ଏବେ ସମସ୍ତଙ୍କର ଲକ୍ଷ୍ୟ । ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କୋଭିଡ-୧୯ ମହାମାରୀର ସ୍ଥିତିକୁ ନେଇ ଚର୍ଚ୍ଚା କରିବା ଲାଗି ଏକ ସର୍ବଦଳୀୟ ବୈଠକର ନେତୃତ୍ୱ ନେଇଥିଲେ । ଏଥିରେ କେନ୍ଦ୍ରର ବିଭିନ୍ନ ଦଳର...

ଓବାମା, ବୁଶ, କ୍ଲିଣ୍ଟନ କ୍ୟାମେରା ସାମ୍ନାରେ ନେବେ କରୋନା ଟିକା

ୱାଶିଂଟନ,୪ ।୧୨: କରୋନା ମହାମାରୀ ଆମେରିକାରେ ତାଣ୍ଡବ ରଚିଥିବା ବେଳେ ଏବେ ଏହାର ଭ୍ୟାକ୍ସିନକୁ ନେଇ ଚର୍ଚ୍ଚା ଯୋର ଧରିଛି । ସବୁ ବିକାଶଶୀଳ ଦେଶ କରୋନା ଭ୍ୟାକ୍ସିନ ତିଆରି କରିବାରେ ଲାଗି ପଡିଥିବା ବେଳେ ଏବେ କେତେକ ଦେଶରେ...

ଆଜି ରାଜ୍ୟରେ ୩୭୭ କରୋନା ଆକ୍ରାନ୍ତ ଚିହ୍ନଟ, ୫ ଜଣଙ୍କ ଜୀବନ ଗଲା

ଭୁବନେଶ୍ୱର,୪ା୧୨(ବ୍ୟୁରୋ): ଶୁକ୍ରବାର ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇଛି। ଆଜି ୩୭୭ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୦,୩୯୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri