ଭୁବନେଶ୍ୱର,୩୦।୧୧(ବ୍ୟୁରୋ): ରାଜ୍ୟରେ ପୁଣି ୪୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୫ଜଣଙ୍କ ମୃତ୍ୟୁ ଘଟିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୨୪୧ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୧୭୭ ଜଣ ଲୋକାଲ କେସ୍ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ...
ନୂଆଦିଲ୍ଲୀ,୩୦।୧୧: ଭାରତରେ କରୋନା ପ୍ରକୋପ ଜାରି ରହିଛି। ଗତ କିଛି ଦିନ ହେବ କେତେକ ରାଜ୍ୟରେ ପୁଣିଥରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହାର ମୁକାବିଲା ପାଇଁ କେତେକ ରାଜ୍ୟସରକାର ପୁଣି ଥରେ ରାତ୍ରିକାଳୀନ କର୍ଫ୍ୟୁ ଜାରି...
ନୂଆଦିଲ୍ଲୀ,୩୦।୧୧: ସିରମ୍ ଇନଷ୍ଟିଚ୍ୟୁଟ୍ ପକ୍ଷରୁ ୧୦୦ କୋଟି ଟଙ୍କାର ମାନହାନି ମାମଲା ଦାଏର କରିବାକୁ ଚେତାବନୀ ଦିଆଯାଇଛି। ତୃତୀୟ ପର୍ଯ୍ୟାୟରେ କରୋନା ପ୍ରତିଷେଧକ ଟିକା ଦିଆ ଯାଇଥିବା ଜଣେ ବ୍ୟକ୍ତି ତାଙ୍କଠାରେ ପାର୍ଶ୍ୱ ପ୍ରତିକ୍ରିୟା ପ୍ରକାଶ ପାଇଥିବା ଅଭିଯୋଗ କରିଥିଲେ।...
Archives
Model This Week
ପିଲାଙ୍କ ଧରିତ୍ରୀ