କରୋନା ଭାଇରସ୍‌

ସ୍ବାସ୍ଥ୍ୟମନ୍ତ୍ରୀ କରୋନା ପଜିଟିଭ୍‌

ଜୟପୁର,୨୩।୧୧: ରାଜସ୍ଥାନ ସ୍ବାସ୍ଥ୍ୟମନ୍ତ୍ରୀ ରଘୁ ଶର୍ମା କରୋନାରେ ଆକ୍ରାନ୍ତ ହୋଇଛନ୍ତି। ତାଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ସେ ଟୁଇଟ୍‌ କରି ଏସମ୍ପର୍କରେ ସୂଚନା ଦେଇଛନ୍ତି। କରୋନା ଲକ୍ଷଣ ପ୍ରକାଶ ପାଇବାରୁ ସେ ନମୁନା ପରୀକ୍ଷା କରାଇଥିଲେ।...

କରୋନା ନିୟମ ନ ମାନିଲେ ରାଜ୍ୟରେ ଲାଗୁ ହେବ ଲକ୍‌ଡାଉନ୍‌: ଠାକରେ

ମୁମ୍ବାଇ,୨୩ ।୧୧: ମହାରାଷ୍ଟ୍ରରେ ପୁଣିଥରେ କରୋନାର ପ୍ରକୋପ ଦେଖିବାକୁ ମିଳିଛି । ଏହାପରେ ରାଜ୍ୟ ସରକାର ଜନସାଧାରଣଙ୍କୁ ସତର୍କ କରାଇ ଦେଇଛନ୍ତି । ମହାରାଷ୍ଟ୍ରର ଉଦ୍ଧବ ଠାକରେ ସରକାର କହିଛନ୍ତି ଯଦି କେହି କରୋନା ନିୟମ ନ ମାନନ୍ତି ତେବେ...

୨୦୨୧ର ପ୍ରଥମ ୩ ମାସ ମଧ୍ୟରେ ମିଳିବ କରୋନା ଟିକା: ସ୍ବାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୨୩।୧୧: ଦେଶରେ କରୋନା ମହାମାରୀ ଆତଙ୍କ ଥମିବାର ନାଁ ଧରୁନି। ପୁଣି କେତେକ ଅଞ୍ଚଳରେ ସଂକ୍ରମଣ ବଢ଼ିବାରେ ଲାଗିଛି। ଏପରିସ୍ଥଳେ ସ୍ବାସ୍ଥ୍ୟ ହର୍ଷବର୍ଦ୍ଧନ କହିଛନ୍ତି ଯେ, ଦେଶରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ହେବା ସଂଖ୍ୟା ଅଧିକ ରହିଛି। ତେବେ କେତେକ...

ଅଷ୍ଟ୍ରା-ଅକ୍ସଫୋର୍ଡ ଟିକା ଭରସା

ନୂଆଦିଲ୍ଲୀ, ୨୩।୧୧:ଫାଇଜର ଏବଂ ମଡର୍ନା ଟିକାର ସଫଳ ପରୀକ୍ଷା ପରେ ଖୁବ୍‌ଶୀଘ୍ର ଏହା ଉପଲବ୍ଧ ହେବା ନେଇ ଆଶା ସଞ୍ଚାର ହୋଇଥିବାବେଳେ ଆମେରିକା ଭଳି କେତେକ ଧନୀ ରାଷ୍ଟ୍ରଙ୍କୁ ବାଦ୍‌ ଦେଲେ ଅଧିକାଂଶ ଦେଶ କରୋନା ସଙ୍କଟରୁ ମୁକ୍ତି ପାଇଁ...

ସ୍ଥିତି ସମୀକ୍ଷା ପରେ ଲକ୍‌ଡାଉନ ନେଇ ନିଆଯିବ ନିଷ୍ପତ୍ତି: ପାଓ୍ବାର

ମୁମ୍ବାଇ,୨୨।୧୧: ଭାରତରେ କରେନା ସଂକ୍ରମଣ ଥମିବାରେ ନାଁ ନେଉନି। କିଛି ଦିନର ବ୍ୟବଧାନ ପରେ ଭାରତରେ ପୁଣି କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ବର୍ତ୍ତମାନ ଶୀତ ଋତୁରେ ଏହାକୁ ନେଇ ବହୁ ସତର୍କତା ଅବଲମ୍ବନ କରିବାକୁ ପଡ଼ିବ ବୋଲି...

ପୁଣି ଏହି ରାଜ୍ୟରେ ହୋଇପାରେ ଲକ୍‌ଡାଉନ!

ଚଣ୍ଡିଗଡ଼,୨୨।୧୧: ଦେଶରେ କରୋନା ପ୍ରକୋପ ଜାରି ରହିଥିବା ବେଳେ ପୁଣି ଥରେ ଏହାର ଆତଙ୍କ ଦେଖିବାକୁ ମିଳିଛି। ଭାରତର କେତୋଟି ରାଜ୍ୟରେ ପୁଣି ଥରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ବର୍ଦ୍ଧିତ କରୋନା ମାମଲାକୁ ଦେଖି ସୁରକ୍ଷା ଦୃଷ୍ଟିରୁ...

ଭୁବନେଶ୍ୱରରୁ ଆଜି ପୁଣି ୪୩ ପଜିଟିଭ୍‌ ଚିହ୍ନଟ: ସଂଖ୍ୟା କମିଲେ ବି କମୁନି ଲୋକାଲ କେସ୍‌

ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ରବିବାର ଆଉ ୪୩ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୨ ଜଣ ରହିଥିବା ବେଳେ ଲୋକାଲ କେସ୍‌ ୩୧ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୫୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ...

କରୋନାକୁ ନେଇ କେନ୍ଦ୍ର ସତର୍କ: ୟୁପି, ପଞ୍ଜାବ, ହିମାଚଳରେ ନିଯୁକ୍ତ ହେବେ କେନ୍ଦ୍ରୀୟ ଟିମ୍‌

ନୂଆଦିଲ୍ଲୀ,୨୨ ।୧୧: ଦେଶରେ ବଢି ଚାଲିଥିବା କରୋନା ସଂକ୍ରମଣକୁ ଦେଖି କେନ୍ଦ୍ର ସରକାର ସତର୍କ ହୋଇଯାଇଛନ୍ତି । ଯେଉଁ ରାଜ୍ୟରେ ସଂକ୍ରମଣ ସଂଖ୍ୟା ବଢିବାରେ ଲାଗିଛି ସେହି ରାଜ୍ୟରେ କେନ୍ଦ୍ରର ସ୍ୱତନ୍ତ୍ର ଟିମକୁ ନିଯୁକ୍ତ କରାଯିବ । ଏହି ଟିମ୍...

ଲକ୍‌ଡାଉନ୍‌ ମୁହାଁ ଭାରତ: ପୁଣି ଫେରିଲା କରୋନା

ନୂଆଦିଲ୍ଲୀ,୨୨।୧୧: ଭାରତରେ କରୋନା ମହମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଦେଶରେ ପୁଣି ଥରେ କରୋନା ଆତଙ୍କ ଫେରିଛି। ସୁରକ୍ଷା ଦୃଷ୍ଟିରୁ କେତେକ ରାଜ୍ୟର ବଡ଼ ବଡ଼ ସହରରେ ରାତ୍ରକାଳୀନ କର୍ଫ୍ୟୁ ଜାରି କରାଯାଇଛି। ଏହାଦ୍ୱାରା ଭାରତ ପୁଣି ଲକ୍‌ଡାଉନ୍‌...

ଆଜି ଆଉ ୧୫ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୧୬୪୦କୁ ବୃଦ୍ଧି

ଭୁବନେଶ୍ୱର,୨୨ା୧୧(ବ୍ୟୁରୋ): ରବିବାର ରାଜ୍ୟରୁ ଆଉ ୧୫ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୬୪୦କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ସୁନ୍ଦରଗଡ଼ରୁ ସର୍ବାଧିକ...

ଆଜି ରାଜ୍ୟରେ ୭୦୦ ତଳେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଗଜପତିରୁ ଶୂନ; ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୨ା୧୧(ବ୍ୟୁରୋ): ରବିବାର ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୦୦ ତଳେ ରହିଛି। ତେବେ ଆଜି ୨୯ ଜିଲାରୁ ୬୩୮ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ  ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩,୧୩,୯୬୧ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ...

ମୃତ କରୋନା ଆକ୍ରାନ୍ତ ଶ୍ରାଦ୍ଧର ଗୋଟିଏ ଦିନ ପୂର୍ବରୁ ଫେରିଲେ ଘରକୁ

କୋଲକାତା,୨୨।୧୧: କରୋନା ମହାମାରୀ ଯୋଗୁ ଦେଶରେ ଆତଙ୍କ ଜାରି ରହିଛି। ଏପରିସ୍ଥଳେ ପଶ୍ଚିମବଙ୍ଗର ଉତ୍ତର ୨୪ ପ୍ରଗଣା ଅଞ୍ଚଳରେ ହସ୍ପିଟାଲ ପକ୍ଷରୁ ମୃତ ଘୋଷଣା କରାଯାଇଥିବା ଜଣେ କରୋନା ଆକ୍ରାନ୍ତ ତାଙ୍କ ଶ୍ରାଦ୍ଧର ଗୋଟିଏ ଦିନ ପୂର୍ବରୁ ଘରକୁ ଫେରିଛନ୍ତି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri