କରୋନା ଭାଇରସ୍‌

ଭୁବନେଶ୍ୱରରୁ ପୁଣି ୬୪ କରୋନା ପଜିଟିଭ ଚିହ୍ନଟ, ସୁସ୍ଥ ହେଲେ ୮୭

ଭୁବନେଶ୍ୱର, ୭।୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଶନିବାର ୬୪ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୭ଜଣ ରହିଥିବା ବେଳେ ଲୋକାଲ କେସ୍‌ ରହିଛି ୪୭। ସେହିପରି ଆଜି ଭୁବନେଶ୍ୱରରୁ ୮୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ...

କେରଳ ରାଜ୍ୟପାଳ କରୋନା ପଜିଟିଭ

ଥିରୁଭାନନ୍ତପୁରମ,୭ ।୧୧: କେରଳର ରାଜ୍ୟପାଳ ଆରିଫ ମହମ୍ମଦ ଖାଁ କରୋନା ଭାଇରସ ଦ୍ୱାରା ସଂକ୍ରମିତ ହୋଇଛନ୍ତି । ତାଙ୍କର କରୋନା ଟେଷ୍ଟ ରିପୋର୍ଟ ପଜିଟିଭ ଆସିଛି । ଟୁଇଟରରେ ସେ ନିଜେ ଏହି ସୂଚନା ଦେଇଛନ୍ତି । ସେ ଟୁଇଟ୍...

ରାଜ୍ୟରେ ପୁଣି ୧୭ଜଣଙ୍କ ଜୀବନ ନେଲା କରୋନା: ୧୪ଶହ ଟପିଲା ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର,୭।୧୧(ବ୍ୟୁରୋ): ରାଜ୍ୟରେ ଶନିବାରୁ ପୁଣି କରୋନାଜନିତ ୧୭ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୧୪୧୦କୁ ବୃଦ୍ଧି ପାଇଛି। ଶୁକ୍ରବାର କରୋନାରେ ୧୫ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଶନିବାର ଏହି ସଂଖ୍ୟା ବୃଦ୍ଧି ପାଇଛି। ଏନେଇ ରାଜ୍ୟ...

ରାଜ୍ୟରେ ପୁଣି ୧୩୭୨ ପଜିଟିଭ୍‌ ଚିହ୍ନଟ: ୩ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୭।୧୧(ବ୍ୟୁରୋ): ରାଜ୍ୟରେ କରୋନା ପ୍ରକୋପ ଜାରି ରହିଛି। କିଛି ଦିନ ହେବ କରୋନା ଗ୍ରାଫ୍‌ ତଳକୁ ଖସୁଥିବା ବେଳେ ତାହା ବି ସନ୍ତୋଷଜନକ ନୁହେଁ। ଶନିବାର ରାଜ୍ୟରେ ପୁଣି ୧୩୭୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ...

ଭୁବନେଶ୍ୱରରୁ ଆଜି ପୁଣି ୬୧ ପଜିିଟିଭ୍‌ ଚିହ୍ନଟ: ସଂଖ୍ୟା କମିଲେ ବି ବଢ଼ୁଛି ଲୋକାଲ କେସ୍‌

ଭୁବନେଶ୍ୱର,୬।୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୬୧ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୩ ଜଣ ରହିଥିବା ବେଳେ ଲୋକାଲ କେସ୍‌ ୪୮ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୯୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ...

ପଜିଟିଭ ଅଧିକାରୀଙ୍କ ସମ୍ପର୍କରେ ଆସିବା ପରେ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ପଞ୍ଜାବ ମୁଖ୍ୟମନ୍ତ୍ରୀ-ଗମ୍ଭୀର

ଚଣ୍ଡିଗଡ଼,୬।୧୧:କରୋନା ଭାଇରସ୍‌ ସଂକ୍ରମଣରେ ସଂକ୍ରମିତ ହୋଇଥିବା ଅଧିକାରୀଙ୍କ ସମ୍ପର୍କରେ ଆସିବା ପରେ ହୋମ କ୍ୱାରାଣ୍ଟାଇନ୍‌ରେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂହ। ଅନ୍ୟପଟେ ଦିଲ୍ଲୀର ଭାଜପା ଏମ୍‌ପି ଗୌତମ ଗମ୍ଭୀର ମଧ୍ୟ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଅକ୍ଟୋବର...

କରୋନା ମୃତ୍ୟୁସଂଖ୍ୟା ପୁଣି ଉପରମୁହାଁ: ଆଜି ନେଲା ଆଉ ୧୫ ଜୀବନ

ଭୁବନେଶ୍ୱର,୬ା୧୧(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୧୫ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୩୯୩କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ସର୍ବାଧିକ ଖୋର୍ଦ୍ଧା...

ଆଜି ରାଜ୍ୟରେ ୧୪୯୪ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୬ା୧୧(ବ୍ୟୁରୋ): ଶୁକ୍ରବାର ୩୦ ଜିଲାରୁ ୧୪୯୪ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୯୮,୭୬୮ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୮୬୭ ଜଣ...

ସ୍କୁଲ ଖୋଲିବା ପରେ ୨୬୨ଶିକ୍ଷାର୍ଥୀ, ୧୬୦ ଶିକ୍ଷକ ହେଲେ କରୋନା ସଂକ୍ରମିତ

ଅମରାବତୀ,୬ ।୧୧: ଆନ୍ଧ୍ରପ୍ରଦେଶରେ ନଭେମ୍ବର ୨ରୁ ନବମ ଓ ଦାମ ଶ୍ରେଶୀ ପିଲାମାନଙ୍କ ପାଇଁ ସ୍କୁଲ ଖୋଲି ଦିଆଯାଇଛି । ଆଉ ସ୍କୁଲ ଖୋଲିବା ପରେ ମାତ୍ର ୨ ଦିନ ମଧ୍ୟରେ ୧୬୨ ଛାତ୍ର ଓ ୧୬୦ ଶିକ୍ଷକ କରୋନାରେ...

ରାଜଧାନୀରେ ଖସୁଛି କରୋନା ଗ୍ରାଫ୍‌: ଆଜି ୬୮ ଚିହ୍ନଟ, ୧୧୫ ସୁସ୍ଥ

ଭୁବନେଶ୍ୱର, ୫।୧୧(ବ୍ୟୁରୋ): ଏଇ କିଛି ଦିନ ହେବ ରାଜଧାନୀ ଭୁବନେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ଏପରିକି ୧୦୦ ତଳେ ଆକ୍ରାନ୍ତଙ୍କ ସଂଖ୍ୟା ରହୁଛି। ଗୁରୁବାର ରାଜଧାନୀରୁ ୬୮ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୪ଜଣ କ୍ୱାରାଣ୍ଟାଇନ ସେଣ୍ଟରରୁ...

କମିବା ପରେ ପୁଣି ବଢୁଛି ଦେଶରେ କରୋନା ସଂକ୍ରମଣ

ନୂଆଦିଲ୍ଲୀ,୫ ।୧୧: ଗତ କିଛିଦିନ ହେବ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିଥିବା ଲକ୍ଷ୍ୟ କରାଯାଇଥିଲା । ହେଲେ ଗୁରୁବାର ପୁଣି ଏହି ସଂଖ୍ୟାରେ ବୃଦ୍ଧି ପରି ଲକ୍ଷିତ ହୋଇଛି । ଗତ ୨୪ ଘଣ୍ଟାରେ ୫୦,୨୦୯ ନୂଆ ସଂକ୍ରମିତଙ୍କୁ...

ଦୀପାବଳିରେ ବାଣ ନ ଫୁଟାଇ ଲକ୍ଷ୍ମୀପୂଜା କରିବାକୁ ଅପିଲ୍‌ କଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୫।୧୧: ଦିଲ୍ଲୀରେ ବଢ଼ୁଥିବା ପ୍ରଦୂଷଣକୁ ଦୃଷ୍ଟିରେ ରଖି ଦୀପାବଳିରେ ବାଣ ନ ଫୁଟାଇବାକୁ ଦିଲ୍ଲୀବାସୀଙ୍କୁ ନିବେଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ। ଚଳିତ ଥର ଦିଲ୍ଲୀ ସରକାର ଜନତାଙ୍କ ସହ ମିଶି ଦୀପାବଳି ମନାଇବା ପାଇଁ ଏକ ସ୍ବତନ୍ତ୍ର ବ୍ୟବସ୍ଥା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri