କରୋନା ଭାଇରସ୍‌

ଆଜି ୧୦ ତଳେ କରୋନା ମୃତ୍ୟୁସଂଖ୍ୟା, ଜାଣନ୍ତୁ କେଉଁ ଜିଲାରୁ କେତେ

ଭୁବନେଶ୍ୱର,୨ା୧୧(ବ୍ୟୁରୋ): ସୋମବାର ରାଜ୍ୟରୁ ଆଉ ୯ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୩୪୦କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ସୁନ୍ଦରଗଡ଼ରୁ ସର୍ବାଧିକ...

ଆଜି ରାଜ୍ୟରେ ୧୩୮୯ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨ା୧୧(ବ୍ୟୁରୋ): ସୋମବାର ୩୦ ଜିଲାରୁ ୧୩୮୯ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୯୩, ୨୧୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୭୯୮...

ଟିକା ବଣ୍ଟନ ପାଇଁ ଗଠନ ହେବ ତ୍ରିସ୍ତରୀୟ କମିଟି

ଭୁବନେଶ୍ୱର,୨।୧୧(ବ୍ୟୁରୋ): କରୋନା ମହାମାରୀକୁ ରୋକିବା ପାଇଁ ଟିକା ପ୍ରସ୍ତୁତି ଜୋର୍‌ସୋର୍‌ରେ ଚାଲିଛି। ତେବେ ଟିକା ପ୍ରସ୍ତୁତ ହେବାପରେ କେଉଁମାନଙ୍କୁ ପ୍ରଥମେ ଦିଆଯିବ ତାକୁ ନେଇ ମଧ୍ୟ ବିଚାରବିମର୍ଶ ଜାରି ରହିଛି। ପ୍ରଥମେ ସ୍ବାସ୍ଥ୍ୟକର୍ମୀ ଓ ଅଙ୍ଗନଓ୍ବାଡ଼ି କର୍ମୀଙ୍କ ଭଳି କରୋନା...

ରାଜ୍ୟପାଳଙ୍କୁ କରୋନା

ଭୁବନେଶ୍ୱର,୨ା୧୧(ବ୍ୟୁରୋ): ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ଏବଂ ତାଙ୍କ ସ୍ତ୍ରୀ କରୋନାରେ ଆକ୍ରାନ୍ତ ହୋଇଥିବା ନେଇ ରାଜ୍ୟପାଳ ନିଜେ ସୋମବାର ଟୁଇଟ୍‌ କରି ସୂଚନା ଦେଇଛନ୍ତି। ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ କୋଭିଡ୍‌ ଟେଷ୍ଟ୍‌ କରାଇ ନେବାକୁ ମଧ୍ୟ ରାଜ୍ୟପାଳ...

ଅକ୍ଟୋବରରେ ୩୦% କମିଛି ସଂକ୍ରମଣ

ନୂଆଦିଲ୍ଲୀ,୨ା୧୧(ପି.ଟି.): ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ରବିବାର ସକାଳ ସୁଦ୍ଧା ୮୧.୮୪ ଲକ୍ଷରେ ପହଞ୍ଚତ୍ଛି। ତେବେ ସେପ୍ଟେମ୍ବର ତୁଳନାରେ ଅକ୍ଟୋବରରେ ନୂଆ ସଂକ୍ରମଣ ଓ ମୃତ୍ୟୁସଂଖ୍ୟା ପାଖାପାଖି ୩୦ ପ୍ରତିଶତ ହ୍ରାସ ପାଇଥିବା ଜଣାପଡିଛି। ବର୍ତ୍ତମାନ ସୁଦ୍ଧା ୭୪.୯୧ ଲକ୍ଷ...

କରୋନା ଆତଙ୍କ: ୪ ଲକ୍ଷ ନାବିକ ୧୬ ମାସ ଧରି ଘର ଠୁଁ ଦୂରରେ

ମାନିଲା,୧।୧୧: ପୃଥିବୀରେ ଦେଖାଦେଇଥିବା କରୋନା ମହାମାରୀ ଯୋଗୁ ବିଭିନ୍ନ ଦେଶର ୪ ଲକ୍ଷରୁ ଅଧିକ ନାବିକ ୧୬ ମାସ ଧରି ଘରକୁ ଫେରି ନାହାନ୍ତି। ନାବିକଙ୍କ ସମେତ ବହୁ ଅଧିକାରୀ ଏବଂ ବନ୍ଦର କର୍ମଚାରୀ ଅଟକି ରହିଛନ୍ତିି। ସେମାନେ ବନ୍ଦର...

ବରଗଡ଼ରେ ପୁଣି ୯୯ ନୂଆ କରୋନା ଆକ୍ରାନ୍ତ, ଏମାନଙ୍କ ମଧ୍ୟରେ ଅଛନ୍ତି ୬ ଶିଶୁ

ବରଗଡ଼ ଅଫିସ,୧ା୧୧: ବରଗଡ଼ ଜିଲାରେ ରବିବାର ପୁଣି ୯୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତ। ଏମାନଙ୍କ ମଧ୍ୟରେ ୬ ଶିଶୁଙ୍କ ସମେତ ୩୩ ମହିଳା ଓ ୬୬ ପୁରୁଷ ଅଛନ୍ତି। ନୂଆ ପଜିଟିଭ୍‌ଙ୍କୁ ମିଶାଇ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ...

ଟ୍ରମ୍ପ୍‌ଙ୍କ ୧୮ ନିର୍ବାଚନ ରାଲି: ୩୦ ହଜାରରୁ ଅଧିକ କରୋନା ଆକ୍ରାନ୍ତ, ୭ ଶହ ମୃତ

ଓ୍ବାଶିଂଟନ,୧।୧୧: ଆମେରିକା ରାଷ୍ଟ୍ରପତି ନିର୍ବାଚନ ନଭେମ୍ବର ୩ରେ ହେବାକୁ ଯାଉଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପକ୍ଷରୁ ୧୮ଟି ନିର୍ବାଚନ ରାଲି କରାଯାଇଛି। ଏହାଯୋଗୁ ୩୦ ହଜାରରୁ ଅଧିକ ଲୋକ କରୋନାରେ ଆକ୍ରାନ୍ତ ହୋଇଥିବାବେଳେ ୭ ଶହ ଜଣଙ୍କ ମୃତ୍ୟୁ ଘଟିଛି।...

ପୁଣି ୧୧ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୧୩୩୧ରେ ପହଞ୍ଚିଲା

ଭୁବନେଶ୍ୱର,୧ା୧୧(ବ୍ୟୁରୋ): ରବିବାର ରାଜ୍ୟରୁ ଆଉ ୧୧ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୩୩୧କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ସୁନ୍ଦରଗଡ଼ରୁ ସର୍ବାଧିକ...

ରାଜ୍ୟରେ ଆଜି ୧୭୦୯ କରୋନା ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧।୧୧(ବ୍ୟୁରୋ): ରବିବାର ୩୦ ଜିଲାରୁ ୧୭୦୯ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୯୧,୮୨୫ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୯୮୫...

ଲୋକଙ୍କ ମଧ୍ୟରେ ଭୟ ସୃଷ୍ଟି କରୁଛି କଳା ପଲିଥିନରେ ଥିବା କରୋନା ସଂକ୍ରମିତଙ୍କ ମୃତଦେହ!

ମସ୍କୋ,୧ ।୧୧: ରୁଷିଆରେ କରୋନା ସଂକ୍ରମଣର ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭ ହୋଇ ଯାଇଛି । ଯାହା ପୂର୍ବାପେକ୍ଷା ଅଧିକ ବୋଲି ଅନୁମାନ କରାଯାଉଛି । ଶୁକ୍ରବର ଏଠାରେ ୧୮,୨୮୩ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ସହ ୩୫୫ଜଣଙ୍କ ମୃତ୍ୟୁ ସମସ୍ତଙ୍କୁ...

ବଢିଲା କରୋନା ସଂକ୍ରମଣ: ଏକ ମାସ ପାଇଁ ପୁଣିଥରେ ଲକ୍‌ଡାଉନ ଘୋଷଣା କଲେ ବ୍ରିଟେନ ପ୍ରଧାନମନ୍ତ୍ରୀ

ଲଣ୍ଡନ,୧ ।୧୧: ଶୀତ ବଢିଲା ବଢିଲା କରୋନା ଭାଇରସ ସଂକ୍ରମଣ । ବ୍ରିଟେନରେ ପୁଣିଥରେ କରୋନା ସଂକ୍ରମଣ ବୃଦ୍ଧିକୁ ଦେଖି ଚିନ୍ତାରେ ପଡିଯାଇଛନ୍ତି ପ୍ରଧାନମନ୍ତ୍ରୀ ବୋରିସ ଜନସନ । ଏହାକୁ କାବୁ କରିବାକୁ ଯାଇ ନଭେମ୍ବର ୧ରୁ ଡିସେମ୍ବର ୨...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri