କରୋନା ଭାଇରସ୍‌

ଦିନକୁ ୧୦ ଲକ୍ଷ କରୋନା ପରୀକ୍ଷା

ନୂଆଦିଲ୍ଲୀ, ୨୩ା୮: ମହାମାରୀ କରୋନାର ଉଗ୍ରରୂପ ଜାରି ରହିଥିବାବେଳେ କରୋନା ପରୀକ୍ଷାରେ ଭାରତ ପୁଣି ଏକ ମାଇଲଖୁଣ୍ଟ ଅତିକ୍ରମ କରିଛି। ଗୋଟିଏ ଦିନକରେ ଦେଶରେ ୧୦ ଲକ୍ଷରୁ ଅଧିକ କରୋନା ପରୀକ୍ଷା କରାଯାଇଛି। ଏହାକୁ ମିଶାଇ ଅଦ୍ୟାବଧି ଭାରତରେ ୩.୪୫...

‘ତବ୍‌ଲିଘିରେ ଯୋଗଦେଇଥିବା ବିଦେଶୀଙ୍କୁ ବଳିବୋଦା କରାଯାଇଛି’

ମୁମ୍ବାଇ, ୨୩।୮: ଦିଲ୍ଲୀର ନିଜାମୁଦ୍ଦିନରେ ଗତ ମାର୍ଚ୍ଚ ମାସରେ ଅନୁଷ୍ଠିତ ତବ୍‌ଲିଘି ଜମାତ୍‌ କାର୍ଯ୍ୟକ୍ରମରେ ଯୋଗଦେଇଥିବା ବିଦେଶୀ ନାଗରିକଙ୍କୁ ବଳିବୋଦା କରାଯାଇ ସେମାନେ ଦେଶରେ କରୋନା ମହାମାରୀ ସଂକ୍ରମଣ ପାଇଁ ଦାୟୀ ବୋଲି ଅଭିଯୋଗ ଅଣାଯାଇଥିଲା। ବମ୍ବେ ହାଇକୋର୍ଟର ଔରଙ୍ଗାବାଦ...

ଆନ୍ତଃରାଜ୍ୟ ପରିବହନ ବନ୍ଦ କରନାହିଁ

ନୂଆଦିଲ୍ଲୀ, ୨୩।୮: ଅନ୍‌ଲକ୍‌ ୩ ବା କରୋନାଜନିତ ଲକ୍‌ଡାଉନ କଟକଣା କୋହଳ ହେବାର ତୃତୀୟ ପର୍ଯ୍ୟାୟରେ ଆନ୍ତଃରାଜ୍ୟ କିମ୍ବା ରାଜ୍ୟ ଭିତରେ ଜନସାଧାରଣଙ୍କ ଯାତାୟାତ ଓ ମାଲ୍‌ ପରିବହନ ଉପରେ କେନ୍ଦ୍ରୀୟ ଗାଇଡ୍‌ଲାଇନରେ କୌଣସି କଟକଣା ଲାଗୁ ହୋଇନାହିଁ। ତେଣୁ...

ରାଜ୍ୟରେ ସୁସ୍ଥ ହେଲେ ୧୭୭୩ କରୋନା ଆକ୍ରାନ୍ତ : ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୨୨।୮(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ଆଉ ୧୭୭୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୫୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଗଞ୍ଜାମରୁ ୨୧୬, କଟକରୁ ୧୪୭, ସମ୍ବଲପୁରରୁ ୧୨୫, କନ୍ଧମାଳରୁ ୯୨, ଯାଜପୁରରୁ ୮୭, ମୟୂରଭଞ୍ଜରୁ ୮୦, ରାୟଗଡାରୁ...

କୋରାପୁଟରେ ୨୪୦୦ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ୮୦ ପଜିଟିଭ୍‌ ଚିହ୍ନଟ

କୋରାପୁଟ,୨୨ା୮(ସ୍ବ.ପ୍ର.): କୋରାପୁଟ ଜିଲାରେ ଶନିବାର ପୁଣି ୮୦ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ୫୦ ପୁରୁଷ ଏବଂ ୩୦ ମହିଳା ଅଛନ୍ତି। ଆଜି ଚିହ୍ନଟ ହୋଇଥିବା ପଜିଟିଭ୍‌ଙ୍କୁ ମିଶାଇ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା୨୪୩୦କୁ ବୃଦ୍ଧିପାଇଛି। ଆକ୍ରାନ୍ତମାନଙ୍କ ମଧ୍ୟରୁ...

ଏବେ କରୋନା ସଂକ୍ରମଣରେ ପିକ୍‌ରେ ରହିଛି ଭୁବନେଶ୍ୱର, ସତର୍କ ରୁହନ୍ତୁ..

ଭୁବନେଶ୍ୱର,୨୨।୮(ବ୍ୟୁରୋ): ରାଜଧାନୀରେ କରୋନା ସ୍ଥିତି ଦିନକୁ ଦିନ ଜଟିଳ ହୋଇପଡ଼ୁଛି। ତେବେ ଜୁଲାଇରେ ଭୁବନେଶ୍ୱରରେ ସେରୋଲୋଜିକାଲ ସର୍ଭେ କରାଯାଇଥିଲା। ସର୍ଭେ ଅନୁସାରେ ବହୁତ ଅଳ୍ପ ଲୋକଙ୍କ ଦେହରେ ଆଣ୍ଟିବଡ଼ି ରହିଛି। ସ୍ବଳ୍ପ ଆଣ୍ଟିବଡ଼ି ଆଧାରରେ ଆମର ସଂକ୍ରମଣ ନିୟନ୍ତ୍ରଣାଧୀନ ରହିଛି।...

ଏହି ଭାଜପା ନେତାଙ୍କୁ କରୋନା

କୋରାପୁଟ,୨୨ା୮(ସ୍ବ.ପ୍ର.): କୋରାପୁଟ ଜିଲାର ବରିଷ୍ଠ ଭାଜପା ନେତା ତଥା ପୂର୍ବତନ ଏମ୍‌ପି ଓ ମନ୍ତ୍ରୀ ଜୟରାମ ପାଙ୍ଗି ଶନିବାର କରୋନାରେ ଆକ୍ରାନ୍ତ ହୋଇଥିବା ଟୁଇଟ୍‌ କରି କହିଛନ୍ତି। ତେବେ ଡାକ୍ତରଙ୍କ ପରାମର୍ଶକ୍ରମେ ସେ କୋରାପୁଟରେ ରହି ଚିକିତ୍ସିତ ହେଉଛନ୍ତି। ସେପଟେ...

କରୋନାର ନୂଆ ଔଷଧ: ନାକରେ ଲଗାଇଲେ ମରିଯିବ ଭାଇରସ!

ଓ୍ବାଶିଂଟନ,୨୨।୮: କରୋନା ଭାଇରସ ସଂକ୍ରମଣରେ ପ୍ରତିଦିନ ହଜାର ହଜାର ଲୋକଙ୍କ ଜୀବନ ଯାଉଥିବା ବେଳେ ଏବେ କରୋନା ସଂକ୍ରମଣକୁ ନେଇ ଆମେରିକାର ସ୍ଥିତି ସବୁଠାରୁ ଖରାପ ରହିଛି। ଏଠାରେ ଲକ୍ଷାଧିକ ଲୋକ କରୋନା କବଳରେ ପଡି ଛଟପଟ ହେଉଛନ୍ତି। ସାରା...

ଲାଲବାଗ ରାଜାରେ ‘ଆରୋଗ୍ୟ ଉତ୍ସବ’ ରୂପେ ପାଳନ ହେଲା ଗଣେଶ ଉତ୍ସବ

ମୁମ୍ବାଇ,୨୨।୮: ସାରା ଦେଶରେ ଶନିବାର ଉତ୍ସବର ମାହୋଲ ଦେଖାଦେଇଛି। ଚଳିତ ଥର କରୋନା କାଳ ଯୋଗୁ ସାର୍ବଜନୀନ ସ୍ଥାନରେ ଗଣେଶ ପୂଜା ଉପରେ କଟକଣା ଲଗାଯାଇଥିବା ବେଳେ ନିଜ ନିଜ ଘରେ ସମସ୍ତେ ପୂଜାର୍ଚ୍ଚନା କରିଛନ୍ତି। ପ୍ରତିବର୍ଷ ମାୟାନଗରୀ ମୁମ୍ବାଇରେ...

କରୋନା କବଳରେ ଭଦ୍ରକ ଏମ୍‌ପିଙ୍କ ପରିବାର: ମଞ୍ଜୁଲତା ମଣ୍ଡଳଙ୍କ ସମେତ ୪ ଆକ୍ରାନ୍ତ

ଭଦ୍ରକ ଅଫିସ,୨୨। ୮: ଭଦ୍ରକ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କ ସମେତ ତାଙ୍କ ସ୍ବାମୀ ତଥା ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ ଓ ଘରର ୪ ଜଣଙ୍କୁ କରୋନା ହୋଇଥିବା ଶନିବାର ଜଣାପଡିଛି। ଏ ନେଇ ଏମ୍‌ପି ଓ ପୂର୍ବତନ ବିଧାୟକ...

ଦୁଇ ବର୍ଷ ମଧ୍ୟରେ ଶେଷ ହୋଇଯିବ କରୋନା ଭାଇରସ: ଡବ୍ଲୁଏଚ୍‌ଓ !

ଜେନେଭା,୨୨।୮: ଏବେ କରୋନାକୁ ହରାଇବା ପାଇଁ ସବୁ ବିକାଶଶୀଳ ଦେଶ ଏହାର ଭ୍ୟାକ୍ସିନ ବା ଟିକା ଉପରେ ଗୁରୁତ୍ୱ ଦେଉଛନ୍ତି। ଏପଟେ କିନ୍ତୁ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚ୍‌ଓ) ମୁଖ୍ୟ ଟେଡ୍ରସ୍‌ ଅଧାନମ ଘେବ୍ରିୟେସସ କହିଛନ୍ତି ମାତ୍ର ଦୁଇ ବର୍ଷ ମଧ୍ୟରେ...

ଦେଶରେ ୩୦ ଲକ୍ଷ ଛୁଇଁବାକୁ ଯାଉଛି କରୋନା ସଂକ୍ରମିତଙ୍କ ସଂଖ୍ୟା

ନୂଆଦିଲ୍ଲୀ,୨୨।୮: ଦେଶରେ ବେଳକୁ ବେଳ ବଢି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟାରେ ୬୯,୮୭୮ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ପହଞ୍ଚିଛି ୨୯,୫୭,୭୦୨ରେ। ଏବେ ୬,୯୭,୩୩୦ ଜଣଙ୍କର ଚିକିତ୍ସା ଚାଲିଥିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri