କରୋନା ଭାଇରସ୍‌

ବିଶେଷଜ୍ଞଙ୍କ ଚେତାବନୀ: ବର୍ଷାରେ ବଢିବ କରୋନାର ପ୍ରକୋପ !

ନ୍ୟୁୟର୍କ,୧୭।୮: କରୋନା ମହାମାରୀ ସଂକ୍ରମଣ ଏପର୍ଯ୍ୟନ୍ତ କମିବାର ନାଁ ନେଉନାହିଁ। ଏମିତିକି ନ୍ୟୁଜିଲାଣ୍ଡରେ ଏବେ ପୁଣିଥରେ ଏହା ଫେରୁଥିବା କୁହାଯାଉଛି। ଏହି ସମୟରେ ବିଶେଷଜ୍ଞମାନେ ଚେତବାନୀ ଦେଇ କହିଛନ୍ତି କି ବର୍ଷା ଋତୁରେ କରୋନା ସଂକ୍ରମଣ ଦ୍ୱିଗୁଣିତ ହେବ। ତେଣୁ...

୧୧ ଦିନରେ ୧୦ ହଜାର ମୁଣ୍ଡ ନେଲାଣି କରୋନା

ନୂଆଦିଲ୍ଲୀ, ୧୭।୮: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିଚାଲିଛି। ଗତ ୧୧ ଦିନ ମଧ୍ୟରେ କରୋନା ସଂକ୍ରମଣ ଯୋଗୁ ୧୦ ହଜାର ଲୋକଙ୍କ ମୃତ୍ୟୁ ଘଟିଛି। ଇତିମଧ୍ୟରେ...

ବଢୁଛି ସୁସ୍ଥହାର, କମୁଛନ୍ତି ଆକ୍ରାନ୍ତ

କଟକ ଅଫିସ,୧୭।୮: କଟକ ଜିଲାରେ ଆରୋଗ୍ୟ ହାର ବଢୁଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। କରୋନା ବିରୋଧରେ ଚାଲିଥିବା ଲଢ଼େଇରେ ଏହି ତଥ୍ୟ ଅଧିକ ଉତ୍ସାହ ଭରିବ ବୋଲି ଜିଲାପାଳ ଭବାନୀ ଶଙ୍କର ଚୟନୀ କହିଛନ୍ତି। ଟେଷ୍ଟିଂ...

ସିଏମ୍‌ସିରେ କରୋନାର ବିପରୀତ ଚିତ୍ର: ଅଧିକ ଆକ୍ରାନ୍ତ ହୋଇଛନ୍ତି ଯୁବପିଢ଼ି

କଟକ ଅଫିସ,୧୭।୮: ବୟସ୍କ ଓ ଶିଶୁମାନେ କରୋନା ଭୂତାଣୁର ଶିକାର ଶୀଘ୍ର ହୁଅନ୍ତି ବୋଲି ସ୍ବାସ୍ଥ୍ୟ ବିଭାଗ କହିଆସିଛି। କିନ୍ତୁ କଟକ ସହରରେ ଏହାର ବିପରୀତ ଚିତ୍ର ଏବେ ସାମ୍ନାକୁ ଆସିଛି। ଏଠାରେ ବୟସ୍କ ଓ ଶିଶୁଙ୍କ ଅପେକ୍ଷା ଯୁବପିଢ଼ି...

କଟକରୁ ୧୧୭ କରୋନା ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ, ୧୬।୮-କଟକ ସହରରୁ ରବିବାର ୧୧୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୧୭ ଆକ୍ରାନ୍ତଙ୍କ ମଧ୍ୟରୁ ୨୨ ଜଣ ସରକାରୀ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ଗୃହ ସଙ୍ଗରୋଧରୁ ୬୦ ଜଣ ଏବଂ ୩୭ ଜଣ ସ୍ଥାନୀୟ ଅଞ୍ଚଳରୁ...

ଛାତରୁ ଡେଇଁ ଆତ୍ମହତ୍ୟା କଲେ କରୋନା ଆକ୍ରାନ୍ତ

ରାଞ୍ଚି, ୧୬।୮: ଝାଡ଼ଖଣ୍ଡରେ ଜଣେ କରୋନା ଆକ୍ରାନ୍ତ ବ୍ୟକ୍ତି ଚିକିତ୍ସାଧୀନ ଅବସ୍ଥାରେ ଛାତରୁ ଡେଇଁ ଆତ୍ମହତ୍ୟା କରିଛନ୍ତି। ଏହି ଘଟଣା ରାମଘର ଜିଲାରେ ଘଟିଯାଇଛି। ମୃତ୍ୟୁବରଣ କରିଥିବା ବ୍ୟକ୍ତି ଜଣଙ୍କ ହେଉଛନ୍ତି ୪୫ ବର୍ଷୀୟ ବିଜେନ୍ଦ୍ର ପ୍ରସାଦ ନିରାଲ। କଇଥା...

କଟକରେ କରୋନାର ବିପରୀତ ଚିତ୍ର: ଅଧିକ ଆକ୍ରାନ୍ତ ହେଉଛନ୍ତି ଯୁବପିଢ଼ି

କଟକ ଅଫିସ,୧୬ା୮- ବୟସ୍କ ଓ ଶିଶୁମାନେ କରୋନା ଭୂତାଣୁର ଶିକାର ଶୀଘ୍ର ହୁଅନ୍ତି ବୋଲି ସ୍ବାସ୍ଥ୍ୟ ବିଭାଗ କହିଆସିଛି। କିନ୍ତୁ କଟକ ସହରରେ ଏହାର ବିପରୀତ ଚିତ୍ର ସାମ୍ନାକୁ ଆସିଛି। ଏଠାରେ ବୟସ୍କ ଓ ଶିଶୁଙ୍କ ଅପେକ୍ଷା ଯୁବପିଢ଼ି ଅଧିକ...

ପୂର୍ବତନ ଭାରତୀୟ କ୍ରିକେଟର୍‌ ଚେତନ ଚୌହାନଙ୍କ ପରଲୋକ

ଲକ୍ଷ୍ନୌ, ୧୬।୮: ପୂର୍ବତନ ଭାରତୀୟ କ୍ରିକେଟର୍‌ ତଥା ବର୍ତ୍ତମାନ ଉତ୍ତର ପ୍ରଦେଶ ସରକାରରେ କ୍ୟାବିନେଟ୍‌ ମନ୍ତ୍ରୀ ଥିବା ଚେତନ ଚୌହାନ କରୋନାରେ ପ୍ରାଣ ହରାଇଛନ୍ତି। କରୋନା ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିବା ୭୩ ବର୍ଷୀୟ ଚୌହାନ ଶୁକ୍ରବାର ରାତିରୁ ଭେଣ୍ଟିଲେଟରରେ...

ମନୋହର ପାରିକରଙ୍କ ପୁଅ କରୋନା ପଜିଟିଭ

ପଣଜୀ,୧୬।୮: ପୂର୍ବତନ ପ୍ରତିରକ୍ଷା ମନ୍ତ୍ରୀ ତଥା ଗୋଆର ମୁଖ୍ୟମନ୍ତ୍ରୀ ସ୍ବର୍ଗତଃ ମନୋହର ପାରିକରଙ୍କ ପୁଅ ଉତ୍ପଳ ପାରିକର କରୋନାରେ ପୀଡ଼ିତ ହୋଇଥିବା ଜଣାପଡିଛି। ରବିବାର ତାଙ୍କ କରୋନା ଟେଷ୍ଟ ରିପୋର୍ଟ ପଜିଟିଭ ଆସିବା ପରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।...

ମାସ୍କ ପିନ୍ଧିଲେ ଅକ୍ସିଜେନ ଲେବଲ କମ୍‌ ହେବ ନାହିଁ !

ଲଣ୍ଡନ,୧୬।୮: ବିଶ୍ୱରେ କରୋନା ମହାମାରୀ ଲୋକଙ୍କ ସାଧାରଣ ଜୀବନକୁ ଅସ୍ତବ୍ୟସ୍ତ କରି ଦେଇଥିବା ବେଳେ ଏଥିରୁ ଦୂରେଇ ରହିବା ପାଇଁ ମାସ୍କ ପିନ୍ଧିବା ଜରୁରୀ ବୋଲି କୁହାଯାଇଛି। ହେଲେ ଏବେ ଲୋକଙ୍କ ମଧ୍ୟରେ ଭୟ ଆସୁଛି କି ଦୀର୍ଘ ସମୟ...

କରୋନା ଟିକା ପ୍ରଥମେ କାହାକୁ ଦିଆଯିବା ଉଚିତ

ନୂଆଦିଲ୍ଲୀ,୧୬।୮: କରୋନା ମହାମାରୀ ବେଳକୁ ବେଳ ଉଗ୍ର ରୂପ ଧାରଣ କରୁଥିବା ବେଳେ ଏବେ ସମସ୍ତଙ୍କ ନଜର ଏହାର ଟିକା ବା ଭ୍ୟାକ୍ସିନ ଉପରେ। ଗୋଟିଏ ପଟେ ରୁଷିଆ କରୋନା ଟିକା ପ୍ରସ୍ତୁତ କରିଥିବା ଦାବି କରୁଥିବା ବେଳେ ଆଉ...

ଦେଶ ପାଇଁ ଲଢ଼ିଥିଲେ, ଏବେ କରୋନାକୁ ହରାଇଲେ

ମୁମ୍ବାଇ, ୧୬।୮: ଦେଶ ପାଇଁ ଲଢ଼ିଥିବା ଜଣେ ୯୮ ବର୍ଷ ବୟସ୍କ ନୌସେନା କର୍ମଚାରୀ ଏବେ କରୋନା ଲଢ଼େଇରେ ବିଜୟୀ ହୋଇଛନ୍ତି। ଏନେଇ ରବିବାର ଭାରତୀୟ ନୌସେନା ପକ୍ଷରୁ ସୂଚନା ଦିଆଯାଇଛି। ସିପାହୀ ରାମୁ ଲଷ୍ମଣ ସକପାଳ ନେରୁଲରେ ବାସ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri