କରୋନା ଭାଇରସ୍‌

ରାମଲଲାଙ୍କ ମୁଖ୍ୟ ପୂଜାରୀ ଆଇସୋଲେଶନରେ

ଅଯୋଧ୍ୟା, ୩।୮: ଅଗଷ୍ଟ ୫ରେ ରାମମନ୍ଦିରର ଭୂମି ପୂଜନ ଉତ୍ସବ ଅନୁଷ୍ଠିତ ହେବ। ଏହାପୂର୍ବରୁ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସ୍ଥାନୀୟ ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ସହାୟକ ପୂଜାରୀଙ୍କ ନମୁନା ରିପୋର୍ଟ କରୋନା ପଜିଟିଭ୍‌ ଆସିବା...

ରାଜ୍ୟରେ ଆଉ ୬୮୧ କରୋନା ଆକ୍ରାନ୍ତ ସୁସ୍ଥ: କଟକରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୨ା୮(ବ୍ୟୁରୋ)-ରାଜ୍ୟରେ ରବିବାର ଆଉ ୬୮୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁସ୍ଥଙ୍କ ମଧ୍ୟରେ କଟକରୁ ସର୍ବାଧିକ ୯୧ ଜଣ ସୁସ୍ଥ ହୋଇଥିବା ବେଳେ ଗଜପତିରୁ ୮୮, କୋରାପୁଟରୁ ୬୬, ଖୋର୍ଦ୍ଧାରୁ ୬୧, ରାୟଗଡାରୁ ୫୭, ଗଂଜାମରୁ ୪୩, ସୁନ୍ଦରଗଡ଼ରୁ ୩୨,...

କଟକରେ ହଜାରେ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

କଟକ ଅଫିସ,୨।୮-କଟକ ସହରରେ ରବିବାର ଆଉ ୫୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୫୫ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରାଣ୍ଟାଇନରୁ ୪୯ ଜଣ ଚିହ୍ନଟ ହୋଇଥିବାବେଳେ ୬ ଲୋକାଲ କଣ୍ଟାକ୍ଟ କେସ। ଏହାକୁ ମିଶାଇ କଟକରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦୪କୁ ବୃଦ୍ଧି...

ସୋମବାରଠାରୁ କାମାକ୍ଷାନଗର ଏନ୍‌ଏସି ଶଟ୍‌ଡାଉନ

କାମାକ୍ଷାନଗର,୨।୮(ଡି.ଏନ.ଏ.)-ଢେଙ୍କାନାଳ ଜିଲା କାମାକ୍ଷାନଗର ଏନ୍‌ଏସିକୁ ଆସନ୍ତାକାଲିଠାରୁ ୫ ତାରିଖ ପର୍ଯ୍ୟନ୍ତ ଶଟ୍‌ଡାଉନ ଘୋଷଣା କରାଯାଇଛି। ଏନ୍‌ଏସି ଅଞ୍ଚଳରେ ସଂକ୍ରମଣ ବୃଦ୍ଧି ପାଉଥିବାରୁ ଏହି ପଦକ୍ଷେପ ନିଆଯାଇଥିବା ଜିଲାପାଳ ପ୍ରକାଶ କରିଛନ୍ତି। ତେବେ ଏହି ସମୟରେ ଅତ୍ୟାବଶ୍ୟକ ସାମଗ୍ରୀ ବ୍ୟତୀତ ଅନ୍ୟ...

ସମସ୍ୟା ନ ସୁଧୁରିଲେ ମୋଦିଙ୍କ ଇସ୍ତଫା ଦାବି କରିିବେ ଲୋକେ: ସଞ୍ଜୟ ରାଉତ

ମୁମ୍ବାଇ,୨।୮: ଭାରତରେ ଦେଖାଦେଇଥିବା କରୋନା ମହାମାରୀ ରୋକିବାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଅସଫଳ ରହିଛନ୍ତି। ସେହିପରି ଆର୍ଥିକ ସଙ୍କଟର ସମାଧାନ କରିବାକୁ ସରକାର ଅସମର୍ଥ। ଏପରି ଧାରା ଜାରି ରହିଲେ ଲୋକଙ୍କ ସହିବାର ସୀମା ଟପିଯିବ। ସେତେବେଳେ ଲୋକେ...

ବରଗଡ଼ରେ କ୍ୟାନସର ପୀଡ଼ିତାଙ୍କ ସମେତ ୫ ନୂଆ କରୋନା ପଜିଟିଭ୍‌

ବରଗଡ଼ ଅଫିସ,୨ା୮: ବରଗଡ଼ ଜିଲାରେ ରବିବାର ପୁଣି ୫ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଭୁବନେଶ୍ବରରେ ଏକ ହସ୍ପିଟାଲରେ ଚିକିତ୍ସାଧୀନ ଥିବା ଜଣେ କ୍ୟାନସର ଆକ୍ରାନ୍ତ ମହିଳା ରହିଛନ୍ତି। ସେହିପରି ଅନ୍ୟ ୪ ଆକ୍ରାନ୍ତଙ୍କ ମଧ୍ୟରେ...

ଏସବୁ ରାଜ୍ୟରେ ହୋଇଛି କରୋନା ଗୋଷ୍ଠୀ ସଂକ୍ରମଣ…

ନୂଆଦିଲ୍ଲୀ,୨।୮: ଦେଶରେ କରୋନା ମହାମାରୀ ଥମୁନି। ଦେଶରେ ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟାକୁ ଦେଖିଲେ ଜଣାପଡୁଛି ଯେ, କରୋନାର ଗୋଷ୍ଠୀ ସଂକ୍ରମଣ ଆରମ୍ଭ ହୋଇସାରିଛି। ବିଦେଶର ବହୁ ବିଶେଷଜ୍ଞ ଏନେଇ ମତପୋଷଣ କରିଛନ୍ତି। ତେବେ କେନ୍ଦ୍ର ସରକାର...

କରୋନାକୁ ହରାଇ ଘରକୁ ଫେରିଲେ କ୍ରୀଡ଼ାଶିକ୍ଷକ

ବୁଗୁଡ଼ା,୨ା୮(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ଅନ୍ତର୍ଗତ ବୁଗୁଡ଼ା ପିପୁଲସ କଲେଜର କ୍ରୀଡ଼ା ଶିକ୍ଷକ କ୍ରିଷ୍ଣା ରାଓ ପାତ୍ର ଶନିବାର ରାତିରେ କରୋନାକୁ ହରାଇ ସୁସ୍ଥ ହୋଇ ଘରକୁ ଫେରିଥିବା ଜଣାପଡ଼ିଛି। ସେ କରୋନାରେ ଆକ୍ରାନ୍ତ ହୋଇ ଗତ ୨୫ ତାରିଖରେ...

ମାଡ଼ି ଆସୁଛି ସଙ୍କଟ: ୬ ସପ୍ତାହରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ କୋଟି ଛୁଇଁବା ଆଶଙ୍କା

ଓ୍ବାଶିଂଟନ/ନୂଆଦିଲ୍ଲୀ, ୨।୮: ଭାରତରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଏପରିସ୍ଥଳରେ ଆମେରିକାର ବିଶେଷଜ୍ଞଙ୍କ ପକ୍ଷରୁ କରାଯାଇଥିବା ଦାବୀ ଲୋକଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି କରିଛି। ଏବେ ପ୍ରତିଦିନ ୫୦ ହଜାରରୁ ଅଧିକ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ...

ପହଞ୍ଚିଲାନି ଆମ୍ବୁଲାନ୍ସ୍‌ ଅନ୍ତିମ ସଂସ୍କାର ପାଇଁ ଟ୍ରଲିରେ ଗଲା ମୃତଦେହ

ଚେନ୍ନାଇ,୨।୮: ଦେଶରେ କରୋନା ମହାମାରୀ ଆତଙ୍କଯୋଗୁ ଠିକ୍‌ ସମୟରେ ସମସ୍ତଙ୍କୁ ଆବଶ୍ୟକ ସ୍ବାସ୍ଥ୍ୟ ସେବା ଯୋଗାଇବା ସମ୍ଭବ ହୋଇ ପାରୁନି। କେଉଁଠି ଆମ୍ବୁଲାନ୍ସ୍‌କୁ ଫୋନ୍‌ କରିବାର ଦିନେ ଦୁଇଦିନ ପରେ ମଧ୍ୟ ଏହା ଲୋକଙ୍କ ପାଖରେ ପହଞ୍ଚିପାରୁନି। ଏହାର ସଦ୍ୟତମ...

ଆଜି ରାଜ୍ୟରେ ଆଉ ୧୦ ମୁଣ୍ଡ ନେଲା କରୋନା: ମୋଟ ସଂଖ୍ୟା ୧୯୭କୁ ବୃଦ୍ଧି

ଭୁବନେଶ୍ୱର,୨।୮(ବ୍ୟୁରୋ): ରାଜ୍ୟରେ ଆଉ ୧୦ ମୁଣ୍ଡ ନେଲା କରୋନା। ସୁନ୍ଦରଗଡ଼ ଜିଲାର ୭୩ ବର୍ଷୀୟ ବ୍ୟକ୍ତି(ମଧୁମେହ ସହ ଅନ୍ୟାନ୍ୟ ରୋଗରେ ପୀଡ଼ିତ), ଖୋର୍ଦ୍ଧାର ୫୮ ବର୍ଷୀୟ ବ୍ୟକ୍ତି(ମଧୁମେହରେ ପୀଡ଼ିତ), ଗଞ୍ଜାମର ୫୭ ବର୍ଷୀୟ ବ୍ୟକ୍ତି, ଭୁବନେଶ୍ୱରର ୭୮ ବର୍ଷୀୟ ବୃଦ୍ଧା(ଅନ୍ୟାନ୍ୟ...

ଅଗଷ୍ଟ ଆରମ୍ଭରୁ ଡରାଇଲାଣି କରୋନା: ଆଜି ୨୯ ଜିଲାରୁ ଚିହ୍ନଟ ହେଲେ ୧୪୩୪ ଆକ୍ରାନ୍ତ; ମୋଟ ସଂଖ୍ୟା ୩୪ ହଜାର ଟପିଲା

ଭୁବନେଶ୍ୱର,୨।୮(ବ୍ୟୁରୋ): ରାଜ୍ୟରେ ରବିବାର ୧୪୩୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୮୮୯ କ୍ୱାରାଣ୍ଟାଇନ୍‌ରୁ ରହିଥିବା ବେଳେ ୫୪୫ ଲୋକାଲ କେସ୍‌ ରହିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩୪୯୧୩କୁ ବୃଦ୍ଧି ପାଇଥିବା ରାଜ୍ୟ ସୂଚନା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri