କରୋନା ଭାଇରସ୍‌

ଗଞ୍ଜାମ ଯିବେ ୫ ଓଏଏସ୍‌, ୪୭ ଓଆର୍‌ଏସ୍‌ ଅଫିସର

ଭୁବନେଶ୍ୱର, ୧୫।୭(ବ୍ୟୁରୋ): ଗଞ୍ଜାମ ଜିଲାର କରୋନା ସ୍ଥିତି ଦେଖି ରାଜ୍ୟ ସରକାର ସେଦିଗରେ ବିଶେଷ ଧ୍ୟାନ ଦେଉଛନ୍ତି। ଜିଲାରେ କରୋନା ସ୍ଥିତିକୁ କିଭଳି ନିୟନ୍ତ୍ରଣ କରାଯାଇପାରିବ ସେନେଇ ସରକାର ଅନ୍ୟ ଜିଲାର ଅଧିକାରୀମାନଙ୍କୁ ଗଞ୍ଜାମ ପଠାଇବା ଆରମ୍ଭ କରିଛନ୍ତି। ରାଜ୍ୟ...

ଖୁସି ଖବର: କରୋନା ଟୀକା ପ୍ରସ୍ତୁତିରେ ଆମେରିକାକୁ ସଫଳତା

ଓ୍ବାଶିଂଟନ, ୧୫।୭: ଆମେରିକାରୁ ଖୁସି ଖବର ମିଳିଛି। କରୋନା ସଂକ୍ରମଣ ରୋକିବା ପାଇଁ ଆମେରିକା ଟୀକା ପ୍ରସ୍ତୁତିରେ ସଫଳତା ହାସଲ କରିଛି। ଏହାର ପ୍ରୟୋଗ ମନୁଷ୍ୟଙ୍କଠାରେ କରାଗଲେ ଶରୀରର ରୋଗ ପ୍ରତିଷେଧକ ଶକ୍ତି ବୃଦ୍ଧି ପାଉଥିବା କୁହାଯାଉଛି। ଆମେରିକା ନ୍ୟାଶନାଲ...

ଭାରତରେ ଟିକାର ମାନବ ପରୀକ୍ଷା ଖୁବ୍‌ଶୀଘ୍ର

ନୂଆଦିଲ୍ଲୀ,୧୫ା୭: ଭାରତରେ ଦୁଇଟି ସଂସ୍ଥା ପକ୍ଷରୁ ପ୍ରସ୍ତୁତ କରୋନା ଟିକାର ଲାବରେଟୋରି ପରୀକ୍ଷା ସଫଳ ହୋଇଛି। ଚଳିତ ମାସ ଶେଷ ସୁଦ୍ଧା ମାନବ ଶରୀରରେ ଏହାର ପରୀକ୍ଷା ଆରମ୍ଭ ହେବ ବୋଲି ଭାରତୀୟ ଭେଷଜ ଗବେଷଣା ପରିଷଦ (ଆଇସିଏମ୍‌ଆର୍‌)ର ମହାନିର୍ଦ୍ଦେଶକ...

କରୋନା ସନ୍ଦେହରେ ଯୁବତୀଙ୍କୁ ବସରୁ ଓହ୍ଲାଇଦେଲେ କଣ୍ଡକ୍ଟର

ମଥୁରା, ୧୪।୭- ଉତ୍ତର ପ୍ରଦେଶର ମଥୁରାରୁ ଚକିତ କଲାଭଳି ଏକ ଖବର ଆସିଛି। ଦିଲ୍ଲୀରୁ ଫିରୋଜାବାଦ ଯାଉଥିବା ଜଣେ ଅସୁସ୍ଥ ଯୁବତୀଙ୍କୁ କରୋନା ସନ୍ଦେହରେ କଣ୍ଡକ୍ଟର ବସ୍‌ରୁ ଓହ୍ଲାଇ ଦେଇଥିଲେ। ବସ୍‌ରୁ ଓହ୍ଲାଇବା ପରେ ଯୁବତୀଙ୍କ ମୃତ୍ୟୁ ହୋଇଯାଇଥିଲା। ଏହି...

CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ରେକର୍ଡ ସଂଖ୍ୟକ ୬୦୯ ଆକ୍ରାନ୍ତ; ସର୍ବାଧିକ ଗଞ୍ଜାମର

ଭୁବନେଶ୍ୱର,୧୪।୭(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ରେକର୍ଡ ସଂଖ୍ୟକ ୬୦୯ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାକୁ ମିଶାଇ ଓଡ଼ିଶାରେ ମୋଟ ଆରୋଗ୍ୟ ସଂଖ୍ୟା ୯୮୬୪କୁ ବୃଦ୍ଧି ପାଇଛି। ସେମାନଙ୍କ ମଧ୍ୟରୁ ସର୍ବାଧିକ ୨୬୮ଜଣ ଗଞ୍ଜାମର ଅଛନ୍ତି। ଏହାଛଡ଼ା ସୁନ୍ଦରଗଡ଼ର...

ରାଜଧାନୀବାସୀଙ୍କୁ ଡରାଇଲାଣି କରୋନା: ଆଜି ଚିହ୍ନଟ ହେଲେ ୫୧ ଆକ୍ରାନ୍ତ; ଅଛି ୧୬ ଲୋକାଲ୍‌ କେସ୍‌

ଭୁବନେଶ୍ୱର,୧୪।୭(ବ୍ୟୁରୋ): ରାଜଧାନୀରେ ମଙ୍ଗଳବାର ୫୧ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ତେବେ ନୂତନ ଆକ୍ରାନ୍ତଙ୍କ ମଧ୍ୟରେ ୩୫ଜଣ କ୍ୱାରାଣ୍ଟାଇନ୍‌ କେସ୍‌ ରହିଥିବା ବେଳେ ୧୬ ଲୋକାଲ କେସ୍‌ ରହିଛି। ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୭୬୯କୁ...

ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକରେ ୫ ଜିଲାକୁ ଅଧିକ ଫୋକସ୍‌

ଭୁବନେଶ୍ୱର, ୧୪।୭(ବ୍ୟୁରୋ): କୋଭିଡ ମୁକାବିଲା ନେଇ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ୫ ଜିଲାକୁ ଅଧିକ ଫୋକସ କରାଯାଇଛି। ଫୋକସ ଜିଲାର ତଦାରଖ ବ୍ୟବସ୍ଥାକୁ ସୁଦୃଢ଼ କରିବାକୁ ପରାମର୍ଶ ଦିଆଯାଇଛି।...

ବ୍ରହ୍ମପୁରରେ ଖୋଲିଲା ୮ ସରକାରୀ ଜ୍ୱର କ୍ଲିନିକ: କରୋନା ଲକ୍ଷଣ ଉପରେ ମିଳିବ ପରାମର୍ଶ

ଛତ୍ରପୁର, ୧୪।୭( ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବ୍ରହ୍ମପୁର ସହରରେ କରୋନା ପଜିଟିଭ ସଂଖ୍ୟା ବୃଦ୍ଧି ପାଉଥିବାରୁ ଏହା ପ୍ରଶାସନ ପାଇଁ ମୁଣ୍ଡ ବ୍ୟଥାର କାରଣ ପାଲଟିଛି। ତେଣୁ ବ୍ରହ୍ମପୁର ସହରରେ ୮ଟି ସରକାରୀ ସ୍ବତନ୍ତ୍ର ଜ୍ୱର କ୍ଲିନିକ୍‌ ଖୋଲାଯାଇଛି। ଉକ୍ତ...

ଜୀବନ ଯୁଦ୍ଧରେ ହାରିଗଲେ କରୋନା ଯୁଦ୍ଧରେ ଲଢି ଚର୍ଚ୍ଚାକୁ ଆସିଥିବା ଅଧିକାରୀ

କୋଲକାତା,୧୪।୭: ପଶ୍ଚିମବଙ୍ଗରେ କରୋନା ବିରୋଧରେ ଲଢେଇକୁ ନେଇ ଚର୍ଚ୍ଚାକୁ ଆସିଥିବା ଅଧିକାରୀ ଦେବଦତ୍ତା ରାୟ ଶେଷରେ କରୋନା ନିକଟରେ ହାର ମାନିଛନ୍ତି। ଜୀବନ ଯୁଦ୍ଧରେ ହାରି ଯାଇଛନ୍ତି ଏହି ୩୮ ବର୍ଷୀୟା ସରକାରୀ ଅଧିକାରୀ ଜଣଙ୍କ। ଆଉ ପଛରେ ଛାଡି...

କଟକରେ ମାଡିଲାଣି କରୋନା: ଆଜି ଚିହ୍ନଟ ହେଲେ ୨୭ ନୂଆ ପଜିଟିଭ

କଟକ ଅଫିସ, ୧୪।୭(ବ୍ୟୁରୋ): କଟକ ସହରରେ ମଙ୍ଗଳବାର ଆଉ ୨୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିରୁ ସରକାରୀ କ୍ୱାରାଣ୍ଟାଇନରୁ ୨୦ଜଣ, ହୋମ୍‌ କ୍ୱାରାଣ୍ଟାଇନ୍‌ରୁ ୪ ଏବଂ ଲୋକାଲ କେସ୍‌ ୩ ରହିଛି। ଏ ନେଇ ସିଏମ୍‌ସି ପକ୍ଷରୁ...

ଗଞ୍ଜାମରେ ୩ ଦିନ ଶଟ୍‌ଡାଉନ କୋହଳ: ୧୮ ସହରର ପ୍ରବେଶପଥ ସମ୍ପୂର୍ଣ୍ଣ ସିଲ୍‌

ଛତ୍ରପୁର, ୧୪।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ବ୍ରହ୍ମପୁର, ଛତ୍ରପୁର ସମେତ ୧୮ ସହରର ପ୍ରବେଶ ପଥକୁ ସମ୍ପୂର୍ଣ୍ଣ ସିଲ୍‌ କରାଯାଇଛି। କୌଣସି ବାହାର ଲୋକଙ୍କୁ ଜିଲା ଭିତରକୁ ଏବଂ ଭିତରୁ ବାହାରକୁ କାହାକୁ ଛଡାଯାଉ ନାହିଁ। ଉଭୟ ଗଞ୍ଜାମ ଓ ବ୍ରହ୍ମପୁର...

୯୩ ଡାକ୍ତରଙ୍କ ଜୀବନ ନେଲାଣି କରୋନା: ୧,୨୭୯ ଜଣ ଆକ୍ରାନ୍ତ

ନୂଆଦିଲ୍ଲୀ, ୧୪।୭: ଭାରତରେ କରୋନା ସଂକ୍ରମଣ ବଢ଼ିଚାଲିଛି। କରୋନା ଲଢ଼େଇରେ ମୁଖ୍ୟ ଭୂମିକା ଗ୍ରହଣ କରିଥିବା ଡାକ୍ତରଙ୍କ ମଧ୍ୟରୁ ବର୍ତ୍ତମାନ ସୁଦ୍ଧା ୧,୨୭୯ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୯୩ ଜଣଙ୍କ ମୃତ୍ୟୁ ଘଟି ସାରିଥିବା ଇଣ୍ଡିଆନ୍‌...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri