କରୋନା ଭାଇରସ୍‌

ରାଜ୍ୟରେ ସୁସ୍ଥ ହେଲେ ଆଉ ୩୦୩ କରୋନା ଆକ୍ରାନ୍ତ: ଗଞ୍ଜାମରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୮।୭(ବ୍ୟୁରୋ)-ରାଜ୍ୟରେ ବୁଧବାର ଆଉ ୩୦୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମର ସର୍ବାଧିକ ୧୨୦ ଜଣ ଥିବାବେଳେ ଯାଜପୁରରୁ ୪୬, ଖୋର୍ଦ୍ଧାରୁ ୨୮, କଟକରୁ ୨୧, କେନ୍ଦୁଝରରୁ୧୬, ନୟାଗଡରୁ ୧୪ ଜଣ ରହିଛନ୍ତି। ସେହିପରି...

ବାହାର ଲୋକଙ୍କୁ ଭୁବନେଶ୍ୱର ଅଫିସ ଆସିବା ମନା

ଭୁବନେଶ୍ୱର,୮।୭(ବ୍ୟୁରୋ): ଭୁବନେଶ୍ୱରସ୍ଥିତ ସରକାରୀ ଅଫିସକୁ ବାହାର ଅଞ୍ଚଳ ଲୋକ ଆସିପାରିବେ ନାହିଁ। ଖୋର୍ଦ୍ଧା ଓ କଟକ ପୌରାଞ୍ଚଳ ବାହାରୁ ଆସୁଥିବା କର୍ମଚାରୀଙ୍କୁ ରାଜଧାନୀ ଆସିବା ମନା। କୋଭିଡ-୧୯ ସଂକ୍ରମଣ ଆଶଙ୍କା ଦୃଷ୍ଟିରୁ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ଏହି କଟକଣା...

କୋରାପୁଟରେ ଆଜି ୬ ପଜିଟିଭ୍‌ ଚିହ୍ନଟ, ଘରୋଇ ଟିଉସନ ବନ୍ଦ କଲେ ଜିଲାପାଳ

କୋରାପୁଟ,୮ା୭(ସ୍ବ.ପ୍ର.): କୋରାପୁଟ ଜିଲାରେ ବୁଧବାର ପୁଣି ୬ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ଜିଲା ପ୍ରଶାସନ ପକ୍ଷରୁ ପ୍ରକାଶ ପାଇଛି। ସେଥିମଧ୍ୟରୁ ଜଣେ ସଙ୍ଗରୋଧ କେନ୍ଦ୍ରରୁ , ୨ ଜଣ ଘରୋଇ କ୍ୱାରାଣ୍ଟାଇନ୍‌ରୁ ଏବଂ ୩ ଜଣ ସ୍ଥାନୀୟ ଅଞ୍ଚଳରୁ...

ରାଜ୍ୟରେ ନୂତନ ନିଯୁକ୍ତି ବନ୍ଦ ପ୍ରସଙ୍ଗରେ ଏହି ସ୍ପଷ୍ଟୀକରଣ ରଖିଲା ଅର୍ଥ ବିଭାଗ, ଜାଣନ୍ତୁ…

ଭୁବନେଶ୍ୱର,୮।୭(ବ୍ୟୁରୋ): ରାଜକୋଷକୁ ଦୁର୍ବଳ କଲାଣି ମହାମାରୀ କରୋନା। ଏହାକୁ ଦୃଷ୍ଟିରେ ରଖି ଖର୍ଚ୍ଚକାଟ କରିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଥିଲେ। ଏଥିସହ ୨ ବର୍ଷ ଯାଏ ନୂତନ ନିଯୁକ୍ତି, ଠିକା ନିଯୁକ୍ତି ବନ୍ଦ ରହିବ ବୋଲି କୁହାଯାଇଥିଲା। ଏନେଇ ପ୍ରତିବାଦ...

ମାଲକାନଗିରିରେ ଆଉ ୩ କରୋନା ପଜିଟିଭ୍‌: ସିଲ୍‌ ହେଲା ଡାକ୍ତରଖାନା

ମାଲକାନଗିରି,୮ା୭(ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ବୁଧବାର ପୁଣି  ୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ଜିଲା ସଦର ମହକୁମା ଡାକ୍ତରଖାନାରେ ଭର୍ତ୍ତି ହୋଇଥିବାରୁ ଏହାକୁ ସିଲ୍‌ କରି ଦିଆଯାଇଛି। କିନ୍ତୁ ଜରୁରିକାଳୀନ ଓପିଡି ଖୋଲା ରଖାଯାଇଥିବା ବେଳେ...

ଭୁବନେଶ୍ୱରରେ ବଢ଼ୁଛି କରୋନା ସଂକ୍ରମଣ: ଚିହ୍ନଟ ହେଲେ ଆଉ ୪୬ ସଂକ୍ରମିତ; ମୋଟ ଆକ୍ରାନ୍ତ ସଂଖ୍ୟା ୫ଶହ ଟପିଲା

ଭୁବନେଶ୍ୱର,୮।୭(ବ୍ୟୁରୋ): ରାଜଧାନୀରେ ବୁଧବାର ଆଉ ୪୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୨୨ କ୍ୱାରାଣ୍ଟାଇନ୍‌ କେସ୍‌ ରହିଥିବା ବେଳେ ୨୪ ଲୋକାଲ୍‌ କେସ୍‌ ରହିଛି। ଏନେଇ ଅପରାହ୍ନରେ ବିଏମ୍‌ସି ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି। ତେବେ...

କରୋନା ସଙ୍କଟରେ ୮୦ ହଜାର କର୍ମଚାରୀଙ୍କ ପାଇଁ ପୁରସ୍କାର ଘୋଷଣା କଲା ଏହି ବ୍ୟାଙ୍କ

ନୂଆଦିଲ୍ଲୀ,୮।୭: ଦେଶରେ କରୋନା ସଂକ୍ରମଣ ଜାରି ରହିଛି। ଏପରିସ୍ଥଳରେ କେତେକ କାର୍ଯ୍ୟାଳୟ ବନ୍ଦ ରହିଛି। କର୍ମଚାରୀଙ୍କୁ ଘରେ ରହି କାମ କରିବାକୁ ପରାମର୍ଶ ଦିଆଯାଉଛି। କରୋନା ସଙ୍କଟରେ ଫ୍ରଣ୍ଟଲାଇନ୍‌ରେ କାମ କରୁଥିବା କର୍ମଚାରୀଙ୍କ ପାଇଁ ଆଇସିଆଇସିଆଇ ବ୍ୟାଙ୍କ ପକ୍ଷରୁ ସ୍ବତନ୍ତ୍ର...

ରାୟଗଡ଼ା, କେନ୍ଦ୍ରାପଡ଼ାରେ କରୋନା ନେଲା ମୁଣ୍ଡ

ଭୁବନେଶ୍ୱର, ୮।୭(ବ୍ୟୁରୋ): ବୁଧବାର ରାଜ୍ୟରେ କରୋନାରେ ୬ ଜଣଙ୍କ ମୃତ୍ୟୁ ଘଟିଛି। ଏମାନଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୧, ରାୟଗଡ଼ାରୁ ୧, କେନ୍ଦ୍ରାପଡ଼ାରୁ ୧ ଥିବାବେଳେ ଗଞ୍ଜାମ ଜିଲାରୁ ୩ ଜଣ ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ...

ଏହି ବ୍ୟକ୍ତିଙ୍କଠାରେ ହେବ କରୋନା ଟୀକାର ମାନବ ପରୀକ୍ଷଣ

ନୂଆଦିଲ୍ଲୀ, ୮।୭: ଭାରତରେ କରୋନା ମହାମାରୀ ସଂକ୍ରମଣ ବଢ଼ିଚାଲିଛି। କରୋନା ସଂକ୍ରମଣ ରୋକିବା ଲାଗି ଦେଶରେ ଅଗଷ୍ଟ ୧୫ଠାରୁ କରୋନା ଟୀକା ପରୀକ୍ଷା କରାଯିବାର ଯୋଜନା କରାଯାଇଛି। ମାନବ ପରୀକ୍ଷଣ ପାଇଁ ଦେଶର ୧୨ଟି ସଂସ୍ଥାକୁ ଚୟନ କରାଯାଇଛି। ଟୀକାର...

ଅତାବିରାରେ ଝିଅ ପରେ ମା’ କରୋନା ପଜିଟିଭ

ବରଗଡ଼ ଅଫିସ,୮।୭: ବରଗଡ଼ ଜିଲା ଅତାବିରା ବ୍ଲକରେ ବୁଧବାର ପୁଣି ଜଣେ କରୋନା (କୋଭିଡ-୧୯) ପଜିଟିଭ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଜଣଙ୍କ ଏହି ବ୍ଲକ ଅନ୍ତର୍ଗତ କୁଲୁଣ୍ଡା ଗ୍ରାମର ଜଣେ ମହିଳା। ପୂର୍ବରୁ କରୋନା ଆକ୍ରାନ୍ତ ହୋଇ ଭୁବନେଶ୍ୱର ଏମ୍ସ...

ସାଲେପୁର ବିଧାୟକ କରୋନା ପଜିଟିଭ

ଭୁବନେଶ୍ୱର, ୮।୭(ବ୍ୟୁରୋ): ସାଲେପୁର ବିଧାୟକ ପ୍ରଶାନ୍ତ ବେହେରା କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ତାଙ୍କ ସହ ତାଙ୍କ ଡ୍ରାଇଭର ଏବଂ ପିଏସ୍‌ଓ ମଧ୍ୟ କରୋନା ଆକ୍ରାନ୍ତ ଥିବା ଜଣାପଡ଼ିଛି। ସମସ୍ତଙ୍କୁ ଚିକିତ୍ସା ପାଇଁ କୋଭିଡି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବିଧାୟକ...

ସମସ୍ୟା ନେଇ ଗଞ୍ଜାମ ଜିଲାପାଳଙ୍କ ମୋବାଇଲକୁ କରିପାରିବେ ମେସେଜ

ଗଞ୍ଜାମ, ୮।୭(ଡି.ଏନ୍‌.ଏ.): ଗଞ୍ଜାମ ଏନ୍‌ଏସି ଅଞ୍ଚଳରେ ମହାମାରୀ କରୋନା ଧୀରେ ଧୀରେ କାୟା ବିସ୍ତାର କରିବା ଆରମ୍ଭ କରିଛି। ଗତ ଶନିବାରଠାରୁ ଆରମ୍ଭ ହୋଇଥିବା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫ ଦିନରେ ୭କୁ ବୃଦ୍ଧି ହୋଇଛି l ଏ ନେଇ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri