କରୋନା ଭାଇରସ୍‌

ଜୁଲାଇ ଆରମ୍ଭରୁ କରୋନାର କରାଳ ରୂପ: ୭ ଦିନରେ ଚିହ୍ନଟ ହେଲେଣି ୩ହଜାରରୁ ଅଧିକ ଆକ୍ରାନ୍ତ, ବଢ଼ୁଛି ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର, ୭।୭(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତ ଏବଂ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଜୁଲାଇ ପ୍ରଥମ ସପ୍ତାହ ଅର୍ଥାତ୍‌ ୭ ଦିନ ମଧ୍ୟରେ ୩,୦୩୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ୧୭ ଜଣଙ୍କର କରୋନାରେ...

ଟିଭି ସିରିଏଲ୍‌ର ଏହି ଅଭିନେତା କରୋନା ପଜିଟିଭ୍‌: ୩ଦିନ ଯାଏଁ ବନ୍ଦ ରହିଲା ଶୁଟିଂ

ମୁମ୍ବାଇ,୭।୭: କରୋନା ଲକ୍‌ଡାଉନ ଯୋଗୁ ୩ମାସରୁ ସମସ୍ତ ଫିଲ୍ମ ଓ ସିରିୟଲ୍‌ ଶୁଟିଂ ବନ୍ଦ ରହିଛି। କରୋନା ସଙ୍କଟ ମଧ୍ୟରେ ତଥା ଅନ୍‌ଲକ-୨ରେ ମହାରାଷ୍ଟ୍ର ସରକାର କେତେକ କଟକଣା ଉପରେ କୋହଳ କରିଛନ୍ତି। ସେଥିମଧ୍ୟରୁ ସିରିୟଲ୍‌ ଶୁଟିଂ ଅନ୍ୟତମ। ସରକାର...

ବରଗଡ଼ ସହରାଞ୍ଚଳ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର, ଘରୋଇ କ୍ଲିନିକ ୭୨ ଘଣ୍ଟା ଶଟ୍‌ଡାଉନ୍‌

ବରଗଡ଼ ଅଫିସ,୭।୭: ବରଗଡ଼ ସହରରେ ଥିବା ହାଟପଦାସ୍ଥିତ ସହରାଞ୍ଚଳ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଏବଂ ତୋରାସ୍ଥିତ ଘରୋଇ ସ୍ବାସ୍ଥ୍ୟକେନ୍ଦ୍ର ‘ମେହେର କ୍ଲିନିକ’କୁ ମଙ୍ଗଳବାରଠାରୁ ୭୨ ଘଣ୍ଟା ପାଇଁ ପର୍ଯ୍ୟନ୍ତ ଶଟ୍‌ଡାଉନ ଘୋଷଣା କରାଯାଇଛି। ସହରରୁ ଚିହ୍ନଟ ୨ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ...

୨୫୦୦ରେ ମିଳୁଛି କରୋନା ନେଗେଟିଭ୍‌ ସାର୍ଟିଫିକେଟ

ମିରଠ,୭।୭: କରୋନା ଭାଇରସ୍‌ ସଂକ୍ରମଣ ଦେଶର ପ୍ରାୟ ସବୁ ସ୍ଥାନରେ ବ୍ୟାପିସାରିଛି। ଏହାର ମୁକାବିଲା ପାଇଁ ସାରା ବିଶ୍ୱ ଏକ ହୋଇଥିବା ବେଳେ ଯେଉଠିଁ କେନ୍ଦ୍ର ଓ ରାଜ୍ୟ ସରକାର ମିଳିତ ଭାବେ କାର୍ଯ୍ୟ କରୁଛନ୍ତି ସେଠାରେ କରୋନା ରିପୋର୍ଟକୁ...

ସୁସ୍ଥ ହେଉଥିବା କରୋନା ରୋଗୀଙ୍କୁ କୋଳାଗ୍ରତ କରି ବିଦାୟ ଦେଉଛନ୍ତି ଡାକ୍ତର !

ପଣଜୀ,୭।୭: କରୋନା ସଂକ୍ରମଣକୁ ଦେଖି ଏବେ ଏହା ଏକ ଅଛୁଆଁ ରୋଗ ବୋଲି ଆଲୋଚନା ହେଉଛି। ଏମିତିକି ରୋଗୀ ସୁସ୍ଥ ହେବାପରେ ବି କେହି ତାଙ୍କୁ ସ୍ପର୍ଶ କରିବାକୁ ଭୟ କରୁଛନ୍ତି। ହେଲେ ସମାଜରେ ଯେମିତି ଏମାନଙ୍କୁ କେହି ବାରଣ...

କୋଭିଡ୍‌ ହସ୍ପିଟାଲରୁ ଫେରାର କରୋନା ଆକ୍ରାନ୍ତ ଧରାପଡ଼ିଲେ : ୨ ଦିନ ହେଲା ଫେରାର ଥିଲେ

ନବରଙ୍ଗପୁର,୭।୭ (ବି.ପ୍ର.): ନବରଙ୍ଗପୁରସ୍ଥିତ କୋଭିଡ ହସ୍ପିଟାଲରୁ ଗତ ୫ ତାରିଖରେ କାନ୍ଥ ଡେଇଁ ଫେରାର ହୋଇଥିବା କରୋନା ଆକ୍ରାନ୍ତଙ୍କୁ ୨ ଦିନ ପରେ ଅର୍ଥାତ୍‌ ମଙ୍ଗଳବାର ଜିଲା ପୋଲିସ ଧରିବାରେ ସକ୍ଷମ ହୋଇଛି। ତାକୁ ଧରିବା ପରେ ପୁଣିଥରେ ଉକ୍ତ...

ରାଜଧାନୀରେ ୧ଲକ୍ଷ ଅତିକ୍ରମ କଲା କରୋନା ସଂକ୍ରମିତଙ୍କ ସଂଖ୍ୟା

ନୂଆଦିଲ୍ଲୀ,୭।୭: ବେଳକୁ ବେଳ ଡରାଇ ଚାଲିଛି କରୋନା ମହାମାରୀ। ରାଜଧାନୀ ଦିଲ୍ଲୀରେ ଏବେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧ ଲକ୍ଷ ଅତିକ୍ରମ କରିଥିବା ବେଳେ ଏହାକୁ ନେଇ ଭୟଭୀତ ନ ହେବାକୁ କହିଛନ୍ତି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ। ସେ କହିଛନ୍ତି...

୨୦ ଦିନ ମଧ୍ୟରେ ରାଜଧାନୀରେ କମିଛି ସଂକ୍ରମଣ, ବଢିଛି ସୁସ୍ଥତା ହାର

ନୂଆଦିଲ୍ଲୀ,୭।୭: ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମଣ ସଂଖ୍ୟା ୧ ଲକ୍ଷ ପାର କରିଯିବା ପରେ ଏବେ ଏହା ସରକାରଙ୍କ ପାଇଁ ଏକ ଚ୍ୟାଲେଞ୍ଜ ପାଲଟି ଯାଇଛି। ମହାରାଷ୍ଟ୍ର ଓ ତାମିଲନାଡୁ ପରେ ଏବେ ଦିଲ୍ଲୀବାସୀ ମଧ୍ୟ କରୋନା କୋପରୁ ବର୍ତ୍ତି...

କୋଭିଡ୍‌ ନିୟମ ନ ମାନିଲେ ମାସେ ଦୋକାନ ବନ୍ଦ

ଛତ୍ରପୁର, ୭।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ପଜିଟିଭ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ତେଣୁ ସାମାଜିଜ ଦୂରତା, ମାସ୍କ ପିନ୍ଧିବା ଏବଂ କୋଭିଡ ନିୟମ ମାନିବା ସମସ୍ତଙ୍କ ପାଇଁ ବାଧ୍ୟତାମୂଳକ। ଯେଉଁମାନେ କରୋନା ନିୟମ ନ ମାନି ଦୋକାନ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ କରୋନା ସଂକ୍ରମଣ

ପାଟନା, ୭।୭: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ବାସଭବନରେ କରୋନା ସଂକ୍ରମଣ ହୋଇଛି। ନୀତୀଶଙ୍କ ପୁତୁରାଙ୍କର ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ତାଙ୍କୁ ଚିକିତ୍ସା ଲାଗି ପାଟନା ଏମ୍ସ୍‌ରେ ଭର୍ତ୍ତି କରାଯାଇଛି। ନୀତୀଶଙ୍କ ଘରର ସମସ୍ତ ସଦସ୍ୟଙ୍କୁ...

କରୋନା ପାଇଁ ପ୍ରଭାବିତ ହେଉଛି ଏଚ୍‌ଆଇଭି ଚିକିତ୍ସା

ଓ୍ବାଶିଂଟନ,୭।୭: ସାରା ବିଶ୍ୱରେ ୨୦୧୯ ଶେଷ ବେଳକୁ ପାଖାପାଖି ୩ କୋଟି ୮୦ ଲକ୍ଷ ଲୋକ ଏଚ୍‌ଆଇଭି(ହ୍ୟୁମାନ ଇମ୍ୟୁନୋଡେଫିସିଏନ୍ସି ଭାଇରସ) ଦ୍ୱାରା ସଂକ୍ରମିତ ହୋଇଥିଲେ। ସୋମବାର ଜାତିସଂଘ ପକ୍ଷରୁ ଜାରି କରାଯାଇଥିବା ଏକ ବାର୍ଷିକ ରିପୋର୍ଟରୁ ଏହା ଜଣାପଡିଛି। ରିପୋର୍ଟରେ...

ଗଞ୍ଜାମ ଏନ୍‌ଏସି ଅଞ୍ଚଳରୁ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ: ସମ୍ପୃକ୍ତ ଅଞ୍ଚଳକୁ ସିଲ୍‌ କଲା ପ୍ରଶାସନ

ଗଞ୍ଜାମ,୭।୭(ଡି.ଏନ୍‌.ଏ.): ଗଞ୍ଜାମ ଏନ୍‌ଏସି ଅଞ୍ଚଳରୁ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମଙ୍ଗଳବାର ଉକ୍ତ ଅଞ୍ଚଳକୁ ପ୍ରଶାସନ ପକ୍ଷରୁ ସମ୍ପୂର୍ଣ୍ଣ ସିଲ୍‌ କରାଯାଇଛି। ଏଥିସହିତ ୱାଡ୍‌ ନଂ. ୩ ଓ ୪ ଦୁର୍ଗା ଦେବୀ ସାହି, ମଧ୍ୟଖଣ୍ଡ ସାହି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri