କରୋନା ଭାଇରସ୍‌

ଗଞ୍ଜାମରେ କାୟା ବିସ୍ତାର କଲାଣି କରୋନା: ୪୨ ଅଞ୍ଚଳ ସଂକ୍ରମିତ ଚିହ୍ନଟ ପରେ ୧୨ ରାସ୍ତା ସିଲ୍‌

ବ୍ରହ୍ମପୁର ଅଫିସ ,୩।୭: କରୋନା ସଂକ୍ରମଣକୁ ରୋକିବା ପାଇଁ ସରକାର ଅନେକ ପଦକ୍ଷେପ ଗ୍ରହଣ କରିଚାଲିଛନ୍ତି। ଲକ୍‌ଡାଉନ ଓ ଶଟ୍‌ଡାଉନ ପରି ପଦକ୍ଷେପ ନେଇଛନ୍ତି। ଗତ ମାର୍ଚ୍ଚ ମାସରୁ ଏହି ଧାରା ଜାରିରହିଥିବା ବେଳେ ଲୋକମାନଙ୍କ ଜୀବନ ଜୀବିକା ଉପରେ...

କଟକ ସହରରେ ୫୯ ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ,୩।୭: କଟକ ମହାନଗର ନିଗମ ଅଞ୍ଚଳରୁ ଶୁକ୍ରବାର ୫୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରୁ କ୍ୱାରାଣ୍ଟାଇନ୍‌ରୁ ୫୬, ହୋମ୍‌ କ୍ୱାରାଣ୍ଟାଇନ୍‌ରୁ ଜଣେ ଓ ଅନ୍ୟ ୨ଟି ଲୋକାଲ କେସ୍‌ ରହିଛି। ଲୋକାଲ କଣ୍ଟାକ୍ଟ କେସ୍‌ରେ ଶଙ୍କରପୁର ଓ ନିମଚଉଡ଼ି...

ଡରାଇଲାଣି କରୋନା: ରାଜଧାନୀରେ ଚିହ୍ନଟ ହେଲେ ୨୪ ନୂଆ ଆକ୍ରାନ୍ତ

ଭୁବନେଶ୍ୱର,୩।୭(ବ୍ୟୁରୋ): ରାଜଧାନୀରେ ଶୁକ୍ରବାର ୨୪ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରେ ୨୦ କ୍ୱାରାଣ୍ଟାଇନ୍‌ ଆକ୍ରାନ୍ତ ଥିବା ବେଳେ ୪ ଲୋକାଲ କେସ୍‌ ରହିଛି। ଏହାଛଡ଼ା ୧୫ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ନେଇ ବିଏମ୍‌ସି ପକ୍ଷରୁ ଅପରାହ୍ନରେ...

ବୁଗୁଡା ସହରକୁ ଶଟ୍‌ଡାଉନ ଘୋଷଣା ପାଇଁ ଦାବି

ବୁଗୁଡା, ୩।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହା ସତ୍ତ୍ୱେ ମଧ୍ୟ କିଛି ଅମାନିଆ ଅଛନ୍ତି ଯେଉଁମାନେ କୋଭିଡ୍‌ ନିୟମକୁ ମାନୁ ନାହାନ୍ତି। ଏ ନେଇ ଜିଲାପାଳ ବିଜୟ...

ପୁରୁଷୋତ୍ତମପୁର ଏନ୍‌ଏସିରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଆଜି ୫ ଚିହ୍ନଟ

ପୁରୁଷୋତ୍ତମପୁର,୩ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଛି। ଆଜି ଗୋଟିଏ ଦିନରେ ଏହି ଏନ୍‌ଏସିରୁ ୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ପୂର୍ବରୁ ୨ ଜଣ ଚିହ୍ନଟ ହୋଇ କୋଭିଡ୍‌ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ଗୁରୁବାର...

ରାୟଗଡ଼ାରେ ଗୋଟିଏ ଗ୍ରାମରୁ ଚିହ୍ନଟ ହେଲେ ୭୪ ପଜିଟିଭ

ରାୟଗଡା ଅଫିସ, ୩।୭: ରାଜ୍ୟରେ ଶୁକ୍ରବାର ଗୋଟିଏ ଦିନରେ ୫୬୧ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିରୁ ରାୟଗଡ଼ା ଜିଲାରୁ ୭୬ଜଣ ରହିଛନ୍ତି । ତେବେ ଏମାନଙ୍କ ମଧ୍ୟରୁ ୭୪ଜଣ କେବେଳ ଗୋଟିଏ ଗ୍ରାମର ବୋଲି ଜଣାପଡ଼ିଛି। ସେମାନେ ଗୁଣୁପୁର...

ସୋସିଆଲ ମିଡିଆରେ କରୋନା ଆକ୍ରାନ୍ତଙ୍କ ଫଟୋ ଛାଡ଼ି ଫସିଲେ ଜଣେ ବ୍ୟକ୍ତି

ବରଗଡ଼ ଅଫିସ,୩ା୭: ବରଗଡ଼ ଜିଲା ଅତାବିରାରେ ଜଣେ କରୋନା ସଂକ୍ରମିତ ହୋଇଛନ୍ତି । ସେ ଜଣେ ଡାକ୍ତରଙ୍କ ସ୍ତ୍ରୀ ବୋଲି ସୋସିଆଲ ମିଡିଆରେ ପୋଷ୍ଟ କରିବା ଜଣଙ୍କୁ ମହଙ୍ଗା ପଡ଼ିଛି। ଏହି ଘଟଣାକୁ ନେଇ ଅତାବିରା ତହସିଲଦାର ହୃଦାନନ୍ଦ ଅଢା...

ବରଗଡ଼ ଜିଲାରେ ପୁଣି ୨୧ କରୋନା ପଜିଟିଭ୍‌: ୧୩୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ବରଗଡ଼ ଅଫିସ,୩ା୭: ବରଗଡ଼ ଜିଲାରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଜିଲାର କଣ୍ଟେନ୍‌ମେଣ୍ଟ ଜୋନ୍‌ କଟାପାଲିରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଛି। ସେହିପରି ଗୋଟିଏ ଅଞ୍ଚଳକୁ ଏହା ଅନ୍ୟ ଅଞ୍ଚଳକୁ ବ୍ୟାପିବାରେ ଲାଗିଛି। ଶୁକ୍ରବାର ଜିଲାରେ...

CORONAVIRUS UPDATE : ରାଜ୍ୟରେ କରୋନା ନେଲା ଆଉ ଦୁଇ ଜୀବନ, ୨୯ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ଭୁବନେଶ୍ୱର,୩ା୭(ବ୍ୟୁରୋ): ଶୁକ୍ରବାର ରାଜ୍ୟରେ ଆଉ ଦୁଇ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨୯ରେ ପହଞ୍ଚିଛି। ମୃତକ ଦ୍ୱୟ ଗଞ୍ଜାମ ଜିଲାର ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ...

CORONAVIRUS UPDATE: ବଢୁଛି କରୋନା ଭୟ, ରାଜ୍ୟରେ ଦିନକରେ ୫୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୩ା୭(ବ୍ୟୁରୋ): ଶୁକ୍ରବାର ରାଜ୍ୟରେ ସର୍ବାଧିକ ୫୬୧ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୮,୧୦୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ମଧ୍ୟରୁ ୪୨୫ ଜଣ କ୍ୱାରାଣ୍ଟାଇନ୍‌...

ଦିନକ ପାଇଁ କ୍ୟାନସର ହସ୍ପିଟାଲ ଆଉଟ୍‌ଡୋର ବନ୍ଦ

କଟକ ଅଫିସ,୩ା୭: ଶୁକ୍ରବାର ଆଚାର୍ଯ୍ୟ ହରିହର କ୍ୟାନସର ହସ୍ପିଟାଲର ଆଉଟ୍‌ଡୋରକୁ ଦିନକ ପାଇଁ ବନ୍ଦ କରିଦିଆଯାଇଛି। ସେହିପରି ରୋଗୀମାନଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ, କଟକସ୍ଥିତ ଦୁଇଟି ହସ୍ପିଟାଲରୁ ଗୁରୁବାର ଗୋଟିଏ ଦିନରେ ୬୬ ଜଣ କରୋନା...

ଓଡ଼ିଶାର ଏକମାତ୍ର ସମ୍‌ ହସ୍ପିଟାଲରେ ହେବ କୋଭିଡ୍‌ ଭ୍ୟାକ୍ସିନ୍‌ ପରୀକ୍ଷଣ

ଭୁବନେଶ୍ୱର, ୨।୭(ବୁରୋ): ଭୁବନେଶ୍ୱର ସମ୍‌ ହସ୍ପିଟାଲରେ କୋଭିଡ-୧୯ ପରୀକ୍ଷଣ ହେବ। ମଣିଷ ଉପରେ ପରୀକ୍ଷଣ ଲାଗି ଆଇସିଏମ୍‌ଆର୍‌ ଦ୍ୱାରା ଦେଶର ୧୩ଟି ହସ୍ପିଟାଲ ମନୋନିତ ହୋଇଛି। ୧୩ ହସ୍ପିଟାଲ ମଧ୍ୟରେ ଓଡ଼ିଶାର ଏକମାତ୍ର ସମ୍‌ ହସ୍ପିଟାଲ ରହିଛି। ଏ ନେଇ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri