କରୋନା ଭାଇରସ୍‌

ସୌଦିକୁ ଫେରିଲା କରୋନା, ଭାରତ ସମେତ ୧୬ ଦେଶ ଯାତ୍ରା ଉପରେ କଟକଣା…

ଦୁବାଇ, ୨୩।୫ : ସୌଦି ଆରବକୁ ପୁଣି କରୋନା ଫେରିଛି। ଗତ କିଛି ସପ୍ତାହ ମଧ୍ୟରେ ସୌଦିରେ ଦୈନିକ ସଂକ୍ରମଣ ଦ୍ରୁତ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ସୃଷ୍ଟିରେ ରଖି  ସୌଦି ଆରବ ଏହାର ନାଗରିକମାନଙ୍କୁ ଭାରତ ସମେତ ୧୬...

ଦୈନିକ ମୃତ୍ୟୁ ସଂଖ୍ୟା ସଂକ୍ରମଣରେ ବ୍ରେକ୍‌…

ନୂଆଦିଲ୍ଲୀ, ୨୩।୫ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ...

ବିଶ୍ୱ ସ୍ବାସ୍ଥ୍ୟ ସଂଗଠନକୁ କରୋନା ମୃତ୍ୟୁର ହିସାବ ମାଗିବ ଭାରତ…

ନୂଆଦିଲ୍ଲୀ/ଡାଭୋସ, ୨୩।୫ : ଭାରତରେ ଅଧିକ କରୋନା ମୃତ୍ୟୁହାର ନେଇ ସ୍ବିଜରଲାଣ୍ଡର ଡାଭୋସରେ ଚାଲିଥିବା ବିଶ୍ୱ ଅଥନୈତିକ ଫୋରମରେ କେନ୍ଦ୍ରୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ପ୍ରତିନିଧୀଙ୍କ ସହ ଏନୌପଚାରିକ ଆଲୋଚନା ହେବାର କାର୍ଯ୍ୟକ୍ରମ ରହିଛି। କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ...

କରୋନା ଯୋଗୁ ପ୍ରତି ୩୩ ଘଣ୍ଟାରେ ୧୦ ଲକ୍ଷ ଗରିବ, ୩୦ ଘଣ୍ଟାରେ ଜଣେ ନୂଆ ବିଲିୟନେୟାର…

ଡାଭୋସ, ୨୩।୫ : ସ୍ବିଜରଲାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମର ବାର୍ଷିକ ବୈଠକ ପାଇଁ ସମଗ୍ର ବିଶ୍ୱରୁ ଧନୀ ଏବଂ ଶକ୍ତିଶାଳୀ ବ୍ୟକ୍ତିମାନେ ଏଠାରେ ପହଞ୍ଚିଛନ୍ତି। ଏହି ଅବସରରେ ଓକ୍ସଫାମ ଇଣ୍ଟରନ୍ୟାଶନାଲ ସୋମବାର କହିଛି ଯେ କରୋନା ମହାମାରୀ ସମୟରେ...

ସାମାନ୍ୟ ବଢ଼ିଲା କରୋନା ସଂକ୍ରମଣ : ଆଜି ୧୫ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨୨।୫(ବ୍ୟୁରୋ): ରାଜ୍ୟରେ ରବିବାର ୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୧୦ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୫ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା...

ଦୈନିକ ମୃତ୍ୟୁ ସଂଖ୍ୟା ୬୫, ସକ୍ରିୟ ମାମଲା ୧୫ ହଜାର ତଳେ…

ନୂଆଦିଲ୍ଲୀ, ୨୨।୫ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ...

ରାଜ୍ୟରୁ ସୁସ୍ଥ ହେଲେ ଆଉ ୨୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୧ା୫(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୨୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୭୯,୦୮୩ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ...

ଦେଶରେ କରୋନାର ଚତୁର୍ଥ ଲହର ନେଇ ଏମ୍ସ୍‌ର ପୂର୍ବତନ ନିର୍ଦ୍ଦେଶକ ଦେଲେ ଏଭଳି ଉତ୍ତର…

ନୂଆଦିଲ୍ଲୀ, ୨୧।୫ : ଦେଶରେ କରୋନା ମହାମାରୀ ସଂକ୍ରମଣର ଚତୁର୍ଥ ଲହର ନେଇ ଏମ୍ସ୍‌ର ପୂର୍ବତନ ନିର୍ଦ୍ଦେଶକ ଡାକ୍ତର ଏମସି ମିଶ୍ର କହିଛନ୍ତି ଯେ ତୃତୀୟ ଲହରରେ କରୋନା ମାମଲା ଲକ୍ଷ ଲକ୍ଷରେ ପହଞ୍ଚିବା ପରେ ସଂକ୍ରମଣର ଗତି ବନ୍ଦ...

ଶୂନ କୋଭିଡ ନୀତି ନେଇ ଜିନ୍‌ପିଙ୍ଗ୍‌ଙ୍କ କଡ଼ା କଟକଣା, ପାଲଟିଛି ସମ୍ମାନର ପ୍ରଶ୍ନ…

ବେଜିଂ, ୨୧।୫ : କରୋନାର ଓମିକ୍ରନ ଭାରିଆଣ୍ଟ୍‌ ଯୋଗୁ ଚାଇନାରେ ଆତଙ୍କ ସୃଷ୍ଟି ହୋଇଛି। ସାଂଘାଇ ସହର ଏବେ ଏନେଇ ସଙ୍କଟ ଦେଇ ଗତି କରୁଛି। ଏପରିସ୍ଥଳେ ଚାଇନାରେ ଶୂନ କୋଭିଡ ନୀତି ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗଙ୍କ ପାଇଁ ଏକ...

ସକ୍ରିୟ ମାମଲା ୧୫ ହଜାର ତଳେ, ଦୈନିକ ମୃତ୍ୟୁ ସଂଖ୍ୟା ୨୫…

ନୂଆଦିଲ୍ଲୀ, ୨୧।୫ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ...

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୮ ପଜିଟିଭ୍‌

ଭୁବନେଶ୍ୱର,୨୧।୫(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୩୫୭ ଜଣକୁ ବୃଦ୍ଧି ପାଇଛି । ଏ ନେଇ ଶନିବାର ରାଜ୍ୟ ସୂଚନା...

ଆଜି ରାଜ୍ୟରୁ ୧୦ ପଜିଟିଭ୍‌ ଚିହ୍ନଟ: ୧୨,୮୮,୩୪୯ରେ ପହଞ୍ଚିଲାଣି ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୨୦ା୫(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୧୦ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୮,୩୪୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୩ ଜଣ ଚିହ୍ନଟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri