କରୋନା ଭାଇରସ୍‌

ଆଜି ରାଜ୍ୟରୁ ୧୭ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୫ା୪(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୧୭ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୭,୯୦୨ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୦ ଜଣ ଚିହ୍ନଟ...

ଚାଇନାର ଚାଲାକି, ପାକିସ୍ତାନରେ ପ୍ରସ୍ତୁତ ହେଉଛି କରୋନାର ନୂଆ ଷ୍ଟ୍ରେନ୍‌!

ନୂଆଦିଲ୍ଲୀ/ଇସଲାମାବାଦ,୧୫ ।୪: କରୋନା ଭାଇରସର ଉତ୍ପତି ସ୍ଥଳ ଚାଇନା । ଏବେ ଏହି ସନ୍ଦେହ ଦୂର ହୋଇ ନ ଥିବା ବେଳେ ପୁଣି ଏକ ବିପଦ ମୁଣ୍ଡ ଟେକିଲାଣି । ଅଷ୍ଟ୍ରେଲିଆ ପୋର୍ଟାଲ ଦ କ୍ଲେସଂନରେ ଏନ୍ଥନି କ୍ଲେନଙ୍କ ଏକ...

ରାଜଧାନୀରେ ବଢିଲାଣି କରୋନା ସଂକ୍ରମଣ

ନୂଆଦିଲ୍ଲୀ,୧୫ ।୪: ରାଜଧାନୀ ଦିଲ୍ଲୀରେ ଗତ କିଛି ଦିନ ହେବ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ଲକ୍ଷ୍ୟ କରାଯାଇଛି । ଗୁରୁବାର ଏଠାରେ ୩୦୦ରୁ ଅଧିକ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ମାର୍ଚ୍ଚ ୩ ପରେ ଏହା ସବୁଠାରୁ...

ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୭ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୪ା୪(ବ୍ୟୁରୋ): ରାଜ୍ୟରୁ ଗୁରୁବାର ଆଉ ୧୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୧୨,୭୮,୬୦୫ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏ ନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ...

ଦୈନିକ ମୃତ୍ୟୁ ସଂଖ୍ୟା ୧…

ନୂଆଦିଲ୍ଲୀ, ୧୪।୪ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ କମି ହଜାରେ ୭ ରେ ପହଞ୍ଚିଛି। ସେହିପରି...

ସାଙ୍ଘାଇରେ ଲକ୍‌ଡାଉନ୍‌, ଦୂତାବାସ ସହିତ ଯୋଗାଯୋଗ କରିବାକୁ ଭାରତୀୟଙ୍କୁ ପରାମର୍ଶ…

ବେଜିଂ, ୧୩।୪ : ଚାଇନାରେ କରୋନା ମହାମାରୀ ସଂକ୍ରମଣ ପୁଣି ଅଣାୟତ୍ତ ହେବାରେ ଲାଗିଛି। ଏଠାରେ ନୂତନ ସଂକ୍ରମଣ ମାମଲା ପ୍ରତିଦିନ ରେକର୍ଡ ଭାଙ୍ଗୁଛି । ଚାଇନାର ଆର୍ଥିକ ରାଜଧାନୀ ସାଙ୍ଘାଇରେ ସବୁଠାରୁ ଖରାପ ପରିସ୍ଥିତି ସୃଷ୍ଟି ହୋଇଛି ।...

ଚତୁର୍ଥ ଲହର ଆଶଙ୍କା ଘନେଇଲା, ୨୯ ଜିଲାରେ ସ୍ଥିତି ବେକାବୁ…

ନୂଆଦିଲ୍ଲୀ, ୧୩।୪ : କରୋନା ମହାମାରୀର ଚତୁର୍ଥ ଲହର ନେଇ ପୁଣି ସଙ୍କଟ ଘନେଇବାରେ ଲାଗିଛି। ଚତୁର୍ଥ ଲହର ଯୋଗୁ ଦେଶର ୨୯ଟି ଜିଲାରେ କରୋନା ସଂକ୍ରମଣ ବେକାବୁ ହେବାରେ ଲାଗିଛି।, ଦିଲ୍ଲୀ-ଗୁଜୁରାଟ ଏବଂ ହରିୟାଣାରେ ଆଦି ୩ ରାଜ୍ୟରେ...

ପୁଣି ବଢ଼ିଲା ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ, ୧୩।୪ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ହଜାରେ ୮୮ ରେ ପହଞ୍ଚିଛି। ସେହିପରି ଗତ...

ରାଜ୍ୟରେ ୧୪ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୩।୪ : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୪ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବୟସର ୩ ଜଣ ରହିଛନ୍ତି । ସେହିପରି ୮ ଜଣ କ୍ୱାରାଣ୍ଟାଇନ୍‌ରୁ ରହିଥିବା ବେଳେ...

ଓମିକ୍ରନ୍‌ର ବିଏ.୪-ବିଏ.୫ ଭାରିଆଣ୍ଟ୍‌ ଚିହ୍ନଟ…

ଜୋହାନ୍ସବର୍ଗ, ୧୨।୪ : କରୋନା ମହାମାରୀ ଭୂତାଣୁ ଓମିକ୍ରନ୍‌ ଭାରିଆଣ୍ଟ୍‌ର ଦୁଇ ଉପବଂଶ ଭାରିଆଣ୍ଟ୍‌ ଚିହ୍ନଟ ହୋଇଛି। ଦକ୍ଷିଣ ଆଫ୍ରିକାର ବୈଜ୍ଞାନିକମାନେ ଏହି ଦୁଇ ଭାରିଆଣ୍ଟ୍‌କୁ ବିଏ.୪ ଏବଂ ବିଏ.୫ ଭାରିଆଣ୍ଟ୍‌ ଚିହ୍ନଟ କରିଛନ୍ତି। ସେଣ୍ଟର ଫର୍‌ ଏପିଡେମିକ୍‌ ରେସପନ୍ସ୍‌...

ବର୍ଦ୍ଧିତ କରୋନା ମାମଲାକୁ ନେଇ ପ୍ରତିକ୍ରିୟା ରଖିଲେ କେଜ୍ରିଓ୍ବାଲ

ନୂଆଦିଲ୍ଲୀ,୧୨।୪: ଦେଶରେ ପୁଣି ଥରେ ଅନେକ ରାଜ୍ୟରେ କରୋନା ମାମଲା ବୃଦ୍ଧି ପାଉଥିବା ଦେଖିବାକୁ ମିଳିଛି। ଯେଉଁଥିରେ ରାଜଧାନୀ ଦିଲ୍ଲୀ ମଧ୍ୟ ସାମିଲ ରହିଛି। ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ସଚିବ ରାଜେଶ ଭୂଷଣ ଦିଲ୍ଲୀ-ମହାରାଷ୍ଟ୍ର ସମେତ ମୋଟ ୫ଟି ରାଜ୍ୟକୁ...

କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୦ କୋଟି ଛୁଇଁଲା…

ଓ୍ବାଶିଂଟନ, ୧୨।୪ : କରୋନା ମହାମାରୀକୁ ନେଇ ପୁଣି ପାଇଁ ଚିନ୍ତା ଜନକ ଖବର ଆସିଛି। ସୋମବାର ସମଗ୍ର ବିଶ୍ୱରେ କରୋନା ରୋଗୀଙ୍କ ସଂଖ୍ୟା ୫୦ କୋଟି ଅତିକ୍ରମ କରିଛି। ପ୍ରଥମ ମାମଲାରୁ ୫୦ କୋଟି ଆକ୍ରାନ୍ତରେ ପହଞ୍ଚିବାକୁ ମୋଟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri